-+91-9937148622 |

prerana_bgr@rediffmail.com |

  Monday 12th October 2026 |

| | | |

R.N.I. Regd No. ODIODI/2010/46693

Breaking News

*ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   (12-Oct-2026)       ||      ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   (12-Oct-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   (12-Oct-2026)       ||      *ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   (12-Oct-2026)       ||      ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ    (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   (12-Oct-2026)       ||      *ଜଳ ଯୋଗାଣ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ସରପଞ୍ଚ*   (12-Oct-2026)       ||      *ଦୁଷ୍କର୍ମ ଅଭିଯୁକ୍ତ କୁ 20 ବର୍ଷ ସଶ୍ରମ କାରାଦଣ୍ଡ*   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   (12-Oct-2026)       ||      ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ    (12-Oct-2026)       ||      *ନବରଙ୍ଗପୁର ଜିଲ୍ଲାରେ ଦଶହରା ପୂର୍ବରୁ ଚାନ୍ଦା ଆଦାୟ କରି ବୁଲୁଛନ୍ତି ମାଳମାଳ ନକଲି ସାମ୍ବାଦିକ*   (12-Oct-2026)       ||      *ବୈଦିକ ବିଦ୍ୱାନ ବ୍ରଜ ବିହାରୀ ଙ୍କ ୧୦୬ ତମ ଜୟନ୍ତୀ ସମାରୋହ ଅନୁଷ୍ଟିତ*-   (12-Oct-2026)       ||      କୁରସୁଡରେ ମାଁ ଦୁର୍ଗା ପୂଜା ଆରମ୍ଭ   (12-Oct-2026)       ||      ବରପାଲି କାଳୀ ପୂଜା କମିଟି ର ନୂତନ କର୍ମକର୍ତ୍ତା ଚୟନ   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା ଆଗଲପୁର ହାଇସ୍କୁଲ ପାଇଲା ଉଚ୍ଚ ମାଧ୍ୟମିକ ମାନ୍ୟତା   (12-Oct-2026)       ||      ମାହେଶ୍ୱରୀ ସଂଗଠନ ଆଗଲପୁର ତରଫରୁ ରକ୍ତଦାନ ଶିବିର କାର୍ଯ୍ୟକ୍ରମ   (12-Oct-2026)       ||      ଡୁଙ୍ଗୁରିପାଲି ମଣ୍ଡଳ ବିଜେପି ତରଫରୁ ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ    (12-Oct-2026)       ||      ବଲାଙ୍ଗୀରରେ ତିନିଦିନିଆ ‘ଏକତା କଳା ଉତ୍ସବ-୨୦୨୬’ ଉଦ୍‌ଯାପିତ   (12-Oct-2026)       ||      ମାଁ ସାଉଁତେଶ୍ୱରୀ ମହୋତ୍ସବ (ମୂଳପୀଠ) ଅଏଁଲାସାରୀଠାରେ ଉଦ୍‌ଘାଟିତ   (12-Oct-2026)       ||     

HOME   ଜିଲ୍ଲା

ଲୋଇସିଂହା : ଭ୍ରାମ୍ୟମାଣ ଡିଜିଟାଲ ସେବା କେନ୍ଦ୍ରର ଶୁଭାରମ୍ଭ କଲେ ବିଧାୟକ

12-Jul-2021



ଲୋଇସିଂହା, (ବିନୋଦ କୁମାର ଦୀପ): ଲୋଇସିଂହା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବୁର୍ଡା ଗ୍ରାମରେ ଏକ ଅଭିନବ ଉପାୟରେ ଜନତାଙ୍କ ସମସ୍ୟାର ସମାଧାନ କରିବା ଉଦ୍ଦେଶ୍ୟରେ ଆଜି ଭ୍ରାମ୍ୟମାଣ ଡିଜିଟାଲ ସେବା କେନ୍ଦ୍ରର ଶୁଭାରମ୍ଭ ସ୍ଥାନୀୟ ବିଧାୟକ ଡ଼. ମୁକେଶ ମହାଲିଙ୍ଗଙ୍କ ଦ୍ୱାରା କରାଯାଇଛି l ଶୁଭାରମ୍ଭ ବେଳେ ରାଜ୍ୟ ଯୁବମୋର୍ଚ୍ଚା ସ୍ୱତନ୍ତ୍ର ନିମନ୍ତ୍ରୀତ ସଦସ୍ୟ ରାଜୁ ସାହୁ, ବରିଷ୍ଠ ବିଜେପି ନେତା ଭୂତନାଥ ନାଏକ, ବହାଦୁର ନନ୍ଦ, ରାମ ସାହୁ, ପ୍ରଶାନ୍ତ ସାହୁ ତଥା ଆଇଟି ସେଲର ୬  ଜଣିଆ କମ୍ପୁଟର ସଦସ୍ୟ ଉପସ୍ଥିତ ଥିଲେ l  ଡିଜିଟାଲ ସେବାକେନ୍ଦ୍ର ମାଧ୍ୟମରେ ଆଗାମୀ ଦିନରେ ବିଜେପି  କାର୍ଯ୍ୟକର୍ତ୍ତା ମାନଙ୍କ ଟିମ୍ ବିଭିନ୍ନ ଗାଁକୁ ଯାଇ ସିଧାସଳଖ ଗ୍ରାମବାସୀଙ୍କ ବିଭିନ୍ନ ସମସ୍ୟାର ସମାଧାନ କରିବାର ପ୍ରଚେଷ୍ଟା କରିବେ l  ଆବଶ୍ୟକ ସ୍ଥଳେ ସିଧାସଳଖ ଭାବେ କିମ୍ବା ଭିଡ଼ିଓ କନଫରେନ୍ସ ଜରିଆରେ ମୁଁ ନିଜେ  ସେବାକେନ୍ଦ୍ରରେ ଉପସ୍ଥିତ ରହିବି ବୋଲି ଡ଼. ମୁକେଶ ମହାଲିଙ୍ଗ ପ୍ରକାଶ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
*ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   12-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   12-Oct-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   12-Oct-2026
  ଜିଲ୍ଲା  
*ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   12-Oct-2026
  ଜିଲ୍ଲା  
ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   12-Oct-2026
  ଜିଲ୍ଲା  
ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   12-Oct-2026
  ଜିଲ୍ଲା  
ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   12-Oct-2026
  ଜିଲ୍ଲା  
*ଜଳ ଯୋଗାଣ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ସରପଞ୍ଚ*   12-Oct-2026
  ଜିଲ୍ଲା  
*ଦୁଷ୍କର୍ମ ଅଭିଯୁକ୍ତ କୁ 20 ବର୍ଷ ସଶ୍ରମ କାରାଦଣ୍ଡ*   12-Oct-2026
  ଜିଲ୍ଲା  
ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   12-Oct-2026
  ଜିଲ୍ଲା  
ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   12-Oct-2026
  ଜିଲ୍ଲା  
*ନବରଙ୍ଗପୁର ଜିଲ୍ଲାରେ ଦଶହରା ପୂର୍ବରୁ ଚାନ୍ଦା ଆଦାୟ କରି ବୁଲୁଛନ୍ତି ମାଳମାଳ ନକଲି ସାମ୍ବାଦିକ*   12-Oct-2026

You Might Also Like