-+91-9937148622 |

prerana_bgr@rediffmail.com |

  Monday 12th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   (12-Oct-2026)       ||      ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ    (12-Oct-2026)       ||      *ନବରଙ୍ଗପୁର ଜିଲ୍ଲାରେ ଦଶହରା ପୂର୍ବରୁ ଚାନ୍ଦା ଆଦାୟ କରି ବୁଲୁଛନ୍ତି ମାଳମାଳ ନକଲି ସାମ୍ବାଦିକ*   (12-Oct-2026)       ||      *ବୈଦିକ ବିଦ୍ୱାନ ବ୍ରଜ ବିହାରୀ ଙ୍କ ୧୦୬ ତମ ଜୟନ୍ତୀ ସମାରୋହ ଅନୁଷ୍ଟିତ*-   (12-Oct-2026)       ||      କୁରସୁଡରେ ମାଁ ଦୁର୍ଗା ପୂଜା ଆରମ୍ଭ   (12-Oct-2026)       ||      ବରପାଲି କାଳୀ ପୂଜା କମିଟି ର ନୂତନ କର୍ମକର୍ତ୍ତା ଚୟନ   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା ଆଗଲପୁର ହାଇସ୍କୁଲ ପାଇଲା ଉଚ୍ଚ ମାଧ୍ୟମିକ ମାନ୍ୟତା   (12-Oct-2026)       ||      ମାହେଶ୍ୱରୀ ସଂଗଠନ ଆଗଲପୁର ତରଫରୁ ରକ୍ତଦାନ ଶିବିର କାର୍ଯ୍ୟକ୍ରମ   (12-Oct-2026)       ||      ଡୁଙ୍ଗୁରିପାଲି ମଣ୍ଡଳ ବିଜେପି ତରଫରୁ ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ    (12-Oct-2026)       ||      ବଲାଙ୍ଗୀରରେ ତିନିଦିନିଆ ‘ଏକତା କଳା ଉତ୍ସବ-୨୦୨୬’ ଉଦ୍‌ଯାପିତ   (12-Oct-2026)       ||      ମାଁ ସାଉଁତେଶ୍ୱରୀ ମହୋତ୍ସବ (ମୂଳପୀଠ) ଅଏଁଲାସାରୀଠାରେ ଉଦ୍‌ଘାଟିତ   (12-Oct-2026)       ||      ସାହିତ୍ୟିକ ପ୍ରଦୀପ ମିଶ୍ରଙ୍କ ସହ ଭାବବିନିମୟ   (11-Oct-2026)       ||      ଚିର୍ମା ମହିମା ଟୁଙ୍ଗି ରେ ଧର୍ମ ସଭା ଅନୁଷ୍ଠିତ   (11-Oct-2026)       ||      ଝରଣିପାଲି କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି 2026 ଆୟୋଜିତ   (11-Oct-2026)       ||      *ଓଷ୍ଟା ନବରଙ୍ଗପୁରର ପଞ୍ଚମ ସାମ୍ବିଧାନିକ ସମ୍ମିଳନୀ ଅନୁଷ୍ଠିତ*   (11-Oct-2026)       ||      ଟିଟିଲାଗଡରେ ସାହିତ୍ୟ ସାଧନାର ସୁବର୍ଣ୍ଣ ଜୟନ୍ତୀ ସମାରୋହ   (11-Oct-2026)       ||      କୁରସୁଡ଼ ଠାରେ ୫୦ ତମ ଦୁର୍ଗାପୂଜା - ନବରାତ୍ରୀ ପୂଜା ଆରମ୍ଭ   (11-Oct-2026)       ||      ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘ ବଲାଙ୍ଗିର ଶାଖାର ସାଧାରଣ ସଭା    (11-Oct-2026)       ||      ଖୁଣ୍ଟସମଲେଇରେ ଶବର ସମାଜର ଭବ୍ୟ ରାଜ୍ୟସ୍ତରୀୟ ନୂଆଁଖାଇ ଭେଟଘାଟ   (11-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଆନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ   (11-Oct-2026)       ||     

HOME   ଜିଲ୍ଲା

ପବିତ୍ର ରଥଯାତ୍ରା ଅବସରରେ ଆଦର୍ଶ ୟୁଥ୍ କ୍ଲବ୍ ନାନ୍ଦୋଲ ର ବୃକ୍ଷ ରୋପଣ କାର୍ଯ୍ୟକ୍ରମ

12-Jul-2021



କଳାହାଣ୍ଡି, ଜୁନାଗଡ଼ (ତ୍ରିନାଥ ବେଶ୍ରା)
ଆଜି କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ବ୍ଲକ ଅନ୍ତର୍ଗତ ନାନ୍ଦୋଲ ଠାରେ ଆଦର୍ଶ ୟୁଥ୍ କ୍ଲବ୍ ର ନିଷ୍ପତି କ୍ରମେ ସଭାପତି ଜୟନ୍ତ ମାଝୀ, ସମ୍ପାଦକ ଧୀରେନ୍ଦ୍ର ସୁନାନି , ମନୋଜ  କୁମାର ନାଏକ  ଏବଂ କ୍ଲବ୍ ଉପଦେଷ୍ଟା ଶିବ ରାତୁ କୁମାର  ଙ୍କ  ଅଧ୍ୟକ୍ଷତାରେ କୋରୋନା  ଭଳି ମହାମାରୀ ସମୟରେ ଅମ୍ଳଜାନ ର ଅଭାବ  ଯେମିତି ଆଗକୁ ନଆସୁ ଏସବୁ କୁ ଆଖିଆଗରେ ରଖି  ରାସ୍ତା କଡ଼ରେ    ୬୦ ଗୋଟି ବିଭିନ୍ନ ପ୍ରକାର ବୃକ୍ଷ ରୋପଣ କରିଥିଲେ । ଏହି କାର୍ଯ୍ୟ କ୍ରମରେ ମୁଖ୍ୟ ଅତିଥି ରୂପେ ପ୍ରକୃତି ବନ୍ଧୁ ଯତୀନ୍ଦ୍ର କର,ଖୁସି ଚାରିଟେବୁଲ ଟ୍ରଷ୍ଟ ର ସମ୍ପାଦକ ଯଶୋବନ୍ତ ରଣା ,ନେହେରୁ ଯୁବ କେନ୍ଦ୍ର ଜୁନାଗଡ଼ ର କର୍ମକର୍ତ୍ତା ମମତା ପ୍ରଧାନ ସମେତ ଯୋଗଦେଇ କାର୍ଯ୍ୟକ୍ରମ କୁ ଶୁଭାରମ୍ଭ କରିଥିଲେ  ଏବଂ କ୍ଳବର୍ ସଭ୍ୟ କୁଶ ବୁଦ୍ଧିଆ ,  ଉପେନ୍ଦ୍ର ବିହାରୀ ,ପୁଷ୍ପ ପରାଭୋଇ , ସୁଶାନ୍ତ  ମାଝୀ, ଅଜୟ ମାଝୀ ,ବିପିନ୍ ନାଗ୍, କିସ୍ମତ୍ ପରାଭୋଈ,ନିଖିଳ,ଲିପୁନ୍ ,ଚତୁର୍ଭୁଜ ବିହାରୀ ସମେତ ସାହାଯ୍ୟ ସହଯୋଗ କରି ବୃକ୍ଷ ରୋପଣ କରିଥିଲେ ଏବଂ ଏଭଳି ସମସ୍ତେ ଗୋଟିଏ ଗୋଟିଏ ଗଛ ଲଗାଇବା ପାଇଁ ବାର୍ତ୍ତା ଦେଇଥିଲେ । ଏଭଳି ପଦଖେପ ଦେଖି ଅଞ୍ଚଳ ବାସି ପ୍ରଶଂସା କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   12-Oct-2026
  ଜିଲ୍ଲା  
ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   12-Oct-2026
  ଜିଲ୍ଲା  
*ନବରଙ୍ଗପୁର ଜିଲ୍ଲାରେ ଦଶହରା ପୂର୍ବରୁ ଚାନ୍ଦା ଆଦାୟ କରି ବୁଲୁଛନ୍ତି ମାଳମାଳ ନକଲି ସାମ୍ବାଦିକ*   12-Oct-2026
  ଜିଲ୍ଲା  
*ବୈଦିକ ବିଦ୍ୱାନ ବ୍ରଜ ବିହାରୀ ଙ୍କ ୧୦୬ ତମ ଜୟନ୍ତୀ ସମାରୋହ ଅନୁଷ୍ଟିତ*-   12-Oct-2026
  ଜିଲ୍ଲା  
କୁରସୁଡରେ ମାଁ ଦୁର୍ଗା ପୂଜା ଆରମ୍ଭ   12-Oct-2026
  ଜିଲ୍ଲା  
ବରପାଲି କାଳୀ ପୂଜା କମିଟି ର ନୂତନ କର୍ମକର୍ତ୍ତା ଚୟନ   12-Oct-2026
  ଜିଲ୍ଲା  
ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା ଆଗଲପୁର ହାଇସ୍କୁଲ ପାଇଲା ଉଚ୍ଚ ମାଧ୍ୟମିକ ମାନ୍ୟତା   12-Oct-2026
  ଜିଲ୍ଲା  
ମାହେଶ୍ୱରୀ ସଂଗଠନ ଆଗଲପୁର ତରଫରୁ ରକ୍ତଦାନ ଶିବିର କାର୍ଯ୍ୟକ୍ରମ   12-Oct-2026
  ଜିଲ୍ଲା  
ଡୁଙ୍ଗୁରିପାଲି ମଣ୍ଡଳ ବିଜେପି ତରଫରୁ ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ   12-Oct-2026
  ଜିଲ୍ଲା  
ବଲାଙ୍ଗୀରରେ ତିନିଦିନିଆ ‘ଏକତା କଳା ଉତ୍ସବ-୨୦୨୬’ ଉଦ୍‌ଯାପିତ   12-Oct-2026
  ଜିଲ୍ଲା  
ମାଁ ସାଉଁତେଶ୍ୱରୀ ମହୋତ୍ସବ (ମୂଳପୀଠ) ଅଏଁଲାସାରୀଠାରେ ଉଦ୍‌ଘାଟିତ   12-Oct-2026
  ଜିଲ୍ଲା  
ସାହିତ୍ୟିକ ପ୍ରଦୀପ ମିଶ୍ରଙ୍କ ସହ ଭାବବିନିମୟ   11-Oct-2026

You Might Also Like