-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଦେଶ ବିଦେଶ

ଜମ୍ମୁ ଓ କଶ୍ମୀର ସହ ବିଶ୍ବାସଘାତ କରିଛି କେନ୍ଦ୍ର- ଓମାର ଅବଦୁଲ୍ଲା

28-Oct-2020



କେନ୍ଦ୍ରଶାସିତ ଅଞ୍ଚଳ ଜମ୍ମୁ ଓ କଶ୍ମୀରରେ ଏଣିକି କେହି ବି ଅଣ କୃଷି ଜମି କିଣିପାରିବେ। ଏ ନେଇ କେନ୍ଦ୍ର ସରକାର ବିଜ୍ଞପ୍ତି ପ୍ରକାଶ କରିଛନ୍ତି। ଏହାପରେ ଜମ୍ମୁ କଶ୍ମୀରର ରାଜନୀତିକ ଦଳ ଏକ ହୋଇ କେନ୍ଦ୍ର ସରକାରଙ୍କୁ ଜୋରଦାର ବିରୋଧ କରିଛନ୍ତି। ଜମ୍ମୁ କଶ୍ମୀରର ରାଜନୀତିକ ଦଳ କହିଛନ୍ତି ଯେ ଏହି ଜମି ଆଇନ୍ ଦ୍ୱାରା ଜନସଂଖ୍ୟା ପରିବର୍ତ୍ତନର ଆଶଙ୍କା ରହିଛି। ଏହାଦ୍ୱାରା ସ୍ଥାୟୀ ବାସିନ୍ଦା ପୂର୍ବ ଭଳି ସୁରକ୍ଷିତ ରହିପାରିବେ ନାହିଁ। କେନ୍ଦ୍ରର ଏହି ନୂଆ ନୀତି ଲଦାଖ ପାଇଁ ଲାଗୁ ନୁହେଁ ବୋଲି ସ୍ପଷ୍ଟ କରିଛନ୍ତି ମୋଦି ସରକାର!! 

ଜମ୍ମୁ କଶ୍ମୀରର ରାଜ୍ୟପାଳ ମନୋଜ ସିହ୍ନା କହିଛନ୍ତି ଯେ କାହାକୁ ଜମି ଦିଆଯିବ ନାହିଁ, କେବଳ ଯେଉଁମାନେ ଏଠାରେ ଶିଳ୍ପ ପ୍ରତିଷ୍ଠା କରିବାକୁ ଚାହୁଁଛନ୍ତି ସେମାନଙ୍କୁ ଜମି କିଣିବାକୁ ଅନୁମତି ଦିଆଯିବ। ଜମ୍ମୁ କଶ୍ମୀରର ମୁଖ୍ୟ ସଚିବ ବି.ଭି.ଆର ସୁବ୍ରମଣ୍ୟମ କହିଛନ୍ତି, “ଆମେ ଶିଳ୍ପ ପ୍ରଦୂଷଣ କରିବାକୁ ଚାହୁଁନାହୁଁ। ଆଗାମୀ ଦୁଇ-ତିନି ଦିନ ମଧ୍ୟରେ ସବୁକିଛି ସ୍ପଷ୍ଟ ହୋଇଯିବ!!” ସଂଶୋଧିତ ନୂଆ ଜମି ଆଇନରେ ବାହାର ଲୋକମାନେ ଅଣ-କୃଷି ଜମି କିଣି ପାରିବେ। ସେହିପରି ବାହାର ଲୋକ ଏଠାରେ କଣ୍ଟ୍ରାକ୍ଟ ଫାର୍ମିଂ ମଧ୍ୟ ଅନୁମତି ଦିଆଯାଇଛି। ଜମ୍ମୁ କଶ୍ମୀରରେ ଶିଳ୍ପର ବିକାଶ ପାଇଁ ଏହି ଆଇନ୍ ସଂଶୋଧନ କରାଯାଇଛି। ତେବେ କୃଷି ଜମି କିଣିବା ପାଇଁ ଜମ୍ମୁ କଶ୍ମୀରର କୃଷକମାନଙ୍କ ଉପରେ କୌଣସି ପ୍ରତିବନ୍ଧକ ଲଗାଯାଇ ନାହିଁ !

ସଂଶୋଧିତ ଜମି ଆଇନକୁ ନେଇ ବିରୋଧୀ ଦଳ ବା ଗୁପକାର ଦଳ (ପିଡିପି, ସିପିଆଇ, ସିପିଏମ୍ ଏବଂ ପିପୁଲ୍ସ ଡେମୋକ୍ରାଟିକ୍ ପାର୍ଟି ଏବଂ ନ୍ୟାଶନାଲ କନଫରେନ୍ସ) ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଜମ୍ମୁ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ନ୍ୟାଶନାଲ କନଫରେନ୍ସର ଉପାଧ୍ୟକ୍ଷ ଓମାର ଅବଦୁଲ୍ଲା କହିଛନ୍ତି ଯେ ଜମ୍ମୁ କଶ୍ମୀରକୁ ବିକ୍ରି କରିବା ଦ୍ୱାରା ନାଗରିକଙ୍କ ମୌଳିକ ସୁରକ୍ଷା ହଟାଇ ଦିଆଯାଇଛି। ଏହି ସଂଶୋଧନ ମାଧ୍ୟମରେ ଜନସଂଖ୍ୟା ପରିବର୍ତ୍ତନ ହେବାର ଭୟ ମଧ୍ୟ ଅଛି। କେନ୍ଦ୍ରର ଏହି ଜମି ସଂଶୋଧନ ଆଇନ ବଡ଼ ବିଶ୍ୱାସଘାତକତା ବୋଲି ସେ କହିଛନ୍ତି। ପିପୁଲ୍ସ କନଫରେନ୍ସର ସଭାପତି ମୁଖପାତ୍ର ସାଜଜାଦ ଲୋନ କହିଛନ୍ତି ଯେ ଏହି ଆଇନ୍ ଜମ୍ମୁ କଶ୍ମୀରବାସୀଙ୍କ ଅଧିକାର ଉପରେ ଆଉ ଏକ ବଡ଼ ଆକ୍ରମଣ ଏବଂ ଏହା ସମ୍ପୂର୍ଣ୍ଣ ଅସାମ୍ବିଧାନିକ!!*


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like