-+91-9937148622 |

prerana_bgr@rediffmail.com |

  Monday 12th October 2026 |

| | | |

R.N.I. Regd No. ODIODI/2010/46693

Breaking News

*ନବରଙ୍ଗପୁର ଜିଲ୍ଲାରେ ଦଶହରା ପୂର୍ବରୁ ଚାନ୍ଦା ଆଦାୟ କରି ବୁଲୁଛନ୍ତି ମାଳମାଳ ନକଲି ସାମ୍ବାଦିକ*   (12-Oct-2026)       ||      *ବୈଦିକ ବିଦ୍ୱାନ ବ୍ରଜ ବିହାରୀ ଙ୍କ ୧୦୬ ତମ ଜୟନ୍ତୀ ସମାରୋହ ଅନୁଷ୍ଟିତ*-   (12-Oct-2026)       ||      କୁରସୁଡରେ ମାଁ ଦୁର୍ଗା ପୂଜା ଆରମ୍ଭ   (12-Oct-2026)       ||      ବରପାଲି କାଳୀ ପୂଜା କମିଟି ର ନୂତନ କର୍ମକର୍ତ୍ତା ଚୟନ   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା ଆଗଲପୁର ହାଇସ୍କୁଲ ପାଇଲା ଉଚ୍ଚ ମାଧ୍ୟମିକ ମାନ୍ୟତା   (12-Oct-2026)       ||      ମାହେଶ୍ୱରୀ ସଂଗଠନ ଆଗଲପୁର ତରଫରୁ ରକ୍ତଦାନ ଶିବିର କାର୍ଯ୍ୟକ୍ରମ   (12-Oct-2026)       ||      ଡୁଙ୍ଗୁରିପାଲି ମଣ୍ଡଳ ବିଜେପି ତରଫରୁ ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ    (12-Oct-2026)       ||      ବଲାଙ୍ଗୀରରେ ତିନିଦିନିଆ ‘ଏକତା କଳା ଉତ୍ସବ-୨୦୨୬’ ଉଦ୍‌ଯାପିତ   (12-Oct-2026)       ||      ମାଁ ସାଉଁତେଶ୍ୱରୀ ମହୋତ୍ସବ (ମୂଳପୀଠ) ଅଏଁଲାସାରୀଠାରେ ଉଦ୍‌ଘାଟିତ   (12-Oct-2026)       ||      ସାହିତ୍ୟିକ ପ୍ରଦୀପ ମିଶ୍ରଙ୍କ ସହ ଭାବବିନିମୟ   (11-Oct-2026)       ||      ଚିର୍ମା ମହିମା ଟୁଙ୍ଗି ରେ ଧର୍ମ ସଭା ଅନୁଷ୍ଠିତ   (11-Oct-2026)       ||      ଝରଣିପାଲି କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି 2026 ଆୟୋଜିତ   (11-Oct-2026)       ||      *ଓଷ୍ଟା ନବରଙ୍ଗପୁରର ପଞ୍ଚମ ସାମ୍ବିଧାନିକ ସମ୍ମିଳନୀ ଅନୁଷ୍ଠିତ*   (11-Oct-2026)       ||      ଟିଟିଲାଗଡରେ ସାହିତ୍ୟ ସାଧନାର ସୁବର୍ଣ୍ଣ ଜୟନ୍ତୀ ସମାରୋହ   (11-Oct-2026)       ||      କୁରସୁଡ଼ ଠାରେ ୫୦ ତମ ଦୁର୍ଗାପୂଜା - ନବରାତ୍ରୀ ପୂଜା ଆରମ୍ଭ   (11-Oct-2026)       ||      ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘ ବଲାଙ୍ଗିର ଶାଖାର ସାଧାରଣ ସଭା    (11-Oct-2026)       ||      ଖୁଣ୍ଟସମଲେଇରେ ଶବର ସମାଜର ଭବ୍ୟ ରାଜ୍ୟସ୍ତରୀୟ ନୂଆଁଖାଇ ଭେଟଘାଟ   (11-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଆନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ   (11-Oct-2026)       ||      ଇସ୍କନ ମନ୍ଦିରରେ ସିଭିଲ ସୋସାଇଟିର ନୂଆଁଖାଇ ଭେଟଘାଟ   (11-Oct-2026)       ||      ଧର୍ମ ପରାୟଣ ବ୍ୟକ୍ତିଙ୍କ ପରଲୋକ    (11-Oct-2026)       ||     

HOME   ରାଜ୍ୟ

ଶ୍ରୀ ଜଗନ୍ନାଥ ସେବା ପ୍ରତିଷ୍ଠାନ ଓ ନିଶିଗନ୍ଧା ଭାଷା ପ୍ରତିଷ୍ଠାନ ଟ୍ରଷ୍ଟ ର ୬ଷ୍ଠ ସ୍ୱନକ୍ଷତ୍ର ଦିବସ ଓ ୭୨ତମ ବନମହୋତ୍ସବ ପାଳନ ଉତ୍ସବ

12-Jul-2021



ଭୁବନେଶ୍ୱର(ପ୍ରେରଣା ଖବର ବ୍ୟୁରୋ: ଆଜି ଶ୍ରୀ ଜଗନ୍ନାଥ ସେବା ପ୍ରତିଷ୍ଠାନର ସ୍ୱନକ୍ଷତ୍ର ଦିବସ ପାଳନ ସହ ୭୨ତମ ବନମହୋତ୍ସଵ, ଖାରବେଳ ନଗରସ୍ଥିତ ଶିକ୍ଷକ ଭବନ ଠାରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଶ୍ରୀଯୁକ୍ତ ପଞ୍ଚାନନ କାନୁନଗୋ (ପୂର୍ବତନ ମନ୍ତ୍ରୀ ତଥା ବିଶିଷ୍ଟ ସମାଜସେବୀ ଓ ସାହିତ୍ୟିକ) । ସମ୍ମାନିତ ଅତିଥି ଶ୍ରୀଯୁକ୍ତ  ଅନନ୍ତ ନାରାୟଣ ଜେନା-(ପୂର୍ବତନ ମେୟର ତଥା ବିଧାୟକ) ,  ଶ୍ରୀମତି ସଂଗୀତା ଦାସ(ଶିକ୍ଷୟିତ୍ରୀ ତଥା ଧର୍ମପତ୍ନୀ ଗଣଶିକ୍ଷାମନ୍ତ୍ରୀ), ମୁଖ୍ୟବକ୍ତା  ପ୍ରଫେସର ପ୍ରସନ୍ନ ପାଟ୍ଟଶାଣୀ(ପ୍ରାକ୍ତନ ସାଂସଦ ତଥା ବିଶିଷ୍ଟ କବି ଓ ସମାଜସେବୀ) , ଡଃ ରଜନୀ ରଞ୍ଜନ ଦାଶ(ସଭାପତି,ନିଶିଗନ୍ଧା ସାହିତ୍ୟ ସଂସଦ ଓ ଚଳଚିତ୍ର ଲେଖକ)ନିଶିଗନ୍ଧା ପଥପ୍ରଦର୍ଶକ ଶ୍ରୀଯୁକ୍ତ ପଦ୍ମନାଭ ତ୍ରିପାଠୀ(ପ୍ରଧାନ ଶିକ୍ଷକ,ସୁବକ୍ତା ତଥା ସାହିତ୍ୟାନୁରାଗୀ) ପ୍ରମୁଖ ଉପସ୍ଥିତ ରହି କାର୍ଯ୍ୟକ୍ରମ କୁ ସାଫଲ୍ୟମଣ୍ଡିତ କରିଥିଲେ । କାର୍ଯ୍ୟକ୍ରମ ପ୍ରାରମ୍ଭରେ ଏକ ସ୍ୱାଗତ ସଂଗୀତ ପରିବେଶକୁ ମନ୍ତ୍ରମୁଗ୍ଧ  କରିଥିଲା । ପରେ ପରେ ଅତିଥି ଆମନ୍ତ୍ରଣ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା। ନାରୀ ସଶକ୍ତିକରଣ ସଂଗଠନ ର ସଭାପତି କୌଶଲ୍ୟା ବେଉରିଆ ଅତିଥି ମାନଙ୍କୁ ଫୁଲତୋଡ଼ା ଦେଇ ସମ୍ବର୍ଦ୍ଧିତ କରିଥିଲେ । ତତପରେ ଆଜି ସଭାର  ସଭାପତି ଶିକ୍ଷକ ଶ୍ରୀଯୁକ୍ତ ଚକ୍ରଧର ତ୍ରିପାଠୀ(ବିଶିଷ୍ଟ ସମାଜସେବୀ) ମହୋଦୟ ସଂଗଠନ ର ସଭାପତିତ୍ୱ କରିଥିଲେ । ସଭା ଆରମ୍ଭରେ ଶ୍ରୀଯୁକ୍ତ ଚକ୍ରଧର ସାର ମହୋଦୟ ସଭାର ଆଭିମୁଖ୍ୟ କୁ ଉପସ୍ଥାପନ କରିଥିଲେ । ମୁଖ୍ୟ ଅତିଥି ଶ୍ରୀଯୁକ୍ତ ପଞ୍ଚାନନ କାନୁନଗୋ ମହୋଦୟ ନିଶିଗନ୍ଧାର ଉତରୋତ୍ତର ଉନ୍ନତି କାମନା କରିବା ସହିତ ଆଜିର ଦିନରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଏକ ମହତ କାର୍ଯ୍ୟ ସେ ସମ୍ପର୍କରେ ବକ୍ତବ୍ୟ ରଖିଥିଲେ । ପ୍ରତିଷ୍ଠାନ ର ପ୍ରତିଷ୍ଠାତା ଶ୍ରୀଯୁକ୍ତ ବଳରାମ ତରାଇ ମହୋଦୟ କାର୍ଯ୍ୟକ୍ରମ ର ମହତ ଉଦ୍ଦେଶ୍ୟ ସମ୍ପର୍କରେ ସମ୍ୟକ ଆଲୋକପାତ କରିଥିଲେ । ନିଶିଗନ୍ଧା ପ୍ରତିଷ୍ଠାନ ପରିବାରର ମୁଖ୍ୟ ସମ୍ପାଦିକା ନିଶିଗନ୍ଧା ଖବର କାଗଜ ର ସମ୍ପାଦିକା ଶ୍ରୀମତୀ ସରସ୍ୱତୀ ନାୟକ,ରାଜ୍ୟ ମୁଖ୍ୟ ପୃଷ୍ଠପୋଷକ କରୁଣାକର ମଲ୍ଲିକ ,ଶ୍ରୀ ଜଗନ୍ନାଥ ସେବା ପ୍ରତିଷ୍ଠାନର ଉପସଭାପତି ଗୋବିନ୍ଦ ଚନ୍ଦ୍ର ଫାରକ ,ନିଶିଗନ୍ଧା ଖବର ସହ ସମ୍ପାଦକ ସନ୍ତୋଷ କୁମାର ପାଢୀ,ନିଶିଗନ୍ଧା ଭାଷା ପ୍ରତିଷ୍ଠାନ ଉପସଭାପତି-ଚକ୍ରଧର ତ୍ରିପାଠୀ,ରାଜ୍ୟ ପୃଷ୍ଠପୋଷକ ଇଂ ଶ୍ରୀମତି ଅର୍ଚ୍ଚନା ଦାଶ , ଶ୍ରୀଯୁକ୍ତ ଦୁଷ୍ମନ୍ତ ସାହୁ(କବି) ଇତ୍ୟାଦି  ବ୍ୟକ୍ତିବିଶେଷ ଉପସ୍ଥିତ ରହି ସେମାନଙ୍କର ବହୁମୂଲ୍ୟ ବକ୍ତବ୍ୟ ପ୍ରଦାନ କରିଥିଲେ । ଶେଷରେ ଗୋଟିଏ ଗଛ କୋଟିଏ ଜୀବନ କୁ ଆଧାର କରି ଅତିଥିମାନଙ୍କ ସହଯୋଗ ରେ ବୃକ୍ଷରୋପଣ ପରି ମହତ କାର୍ଯ୍ୟ ଅନୁଷ୍ଠିତ ହୋଇଥିଲା । ଯାହା ସମସ୍ତ ଙ୍କ ମନରେ ଉଲ୍ଲାସ ଆଣିଦେଇଥିଲା । ସର୍ବଶେଷରେ ରେ ସଭାପତି ମହୋଦୟ ଧନ୍ୟବାଦ ପୂର୍ବକ ସଭାକାର୍ଯ୍ୟକୁ ସାଙ୍ଗ କରାଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ନବରଙ୍ଗପୁର ଜିଲ୍ଲାରେ ଦଶହରା ପୂର୍ବରୁ ଚାନ୍ଦା ଆଦାୟ କରି ବୁଲୁଛନ୍ତି ମାଳମାଳ ନକଲି ସାମ୍ବାଦିକ*   12-Oct-2026
  ଜିଲ୍ଲା  
*ବୈଦିକ ବିଦ୍ୱାନ ବ୍ରଜ ବିହାରୀ ଙ୍କ ୧୦୬ ତମ ଜୟନ୍ତୀ ସମାରୋହ ଅନୁଷ୍ଟିତ*-   12-Oct-2026
  ଜିଲ୍ଲା  
କୁରସୁଡରେ ମାଁ ଦୁର୍ଗା ପୂଜା ଆରମ୍ଭ   12-Oct-2026
  ଜିଲ୍ଲା  
ବରପାଲି କାଳୀ ପୂଜା କମିଟି ର ନୂତନ କର୍ମକର୍ତ୍ତା ଚୟନ   12-Oct-2026
  ଜିଲ୍ଲା  
ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା ଆଗଲପୁର ହାଇସ୍କୁଲ ପାଇଲା ଉଚ୍ଚ ମାଧ୍ୟମିକ ମାନ୍ୟତା   12-Oct-2026
  ଜିଲ୍ଲା  
ମାହେଶ୍ୱରୀ ସଂଗଠନ ଆଗଲପୁର ତରଫରୁ ରକ୍ତଦାନ ଶିବିର କାର୍ଯ୍ୟକ୍ରମ   12-Oct-2026
  ଜିଲ୍ଲା  
ଡୁଙ୍ଗୁରିପାଲି ମଣ୍ଡଳ ବିଜେପି ତରଫରୁ ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ   12-Oct-2026
  ଜିଲ୍ଲା  
ବଲାଙ୍ଗୀରରେ ତିନିଦିନିଆ ‘ଏକତା କଳା ଉତ୍ସବ-୨୦୨୬’ ଉଦ୍‌ଯାପିତ   12-Oct-2026
  ଜିଲ୍ଲା  
ମାଁ ସାଉଁତେଶ୍ୱରୀ ମହୋତ୍ସବ (ମୂଳପୀଠ) ଅଏଁଲାସାରୀଠାରେ ଉଦ୍‌ଘାଟିତ   12-Oct-2026
  ଜିଲ୍ଲା  
ସାହିତ୍ୟିକ ପ୍ରଦୀପ ମିଶ୍ରଙ୍କ ସହ ଭାବବିନିମୟ   11-Oct-2026
  ଜିଲ୍ଲା  
ଚିର୍ମା ମହିମା ଟୁଙ୍ଗି ରେ ଧର୍ମ ସଭା ଅନୁଷ୍ଠିତ   11-Oct-2026
  ଜିଲ୍ଲା  
ଝରଣିପାଲି କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି 2026 ଆୟୋଜିତ   11-Oct-2026

You Might Also Like