-+91-9937148622 |

prerana_bgr@rediffmail.com |

  Monday 12th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀରରେ ତିନିଦିନିଆ ‘ଏକତା କଳା ଉତ୍ସବ-୨୦୨୬’ ଉଦ୍‌ଯାପିତ   (12-Oct-2026)       ||      ମାଁ ସାଉଁତେଶ୍ୱରୀ ମହୋତ୍ସବ (ମୂଳପୀଠ) ଅଏଁଲାସାରୀଠାରେ ଉଦ୍‌ଘାଟିତ   (12-Oct-2026)       ||      ସାହିତ୍ୟିକ ପ୍ରଦୀପ ମିଶ୍ରଙ୍କ ସହ ଭାବବିନିମୟ   (11-Oct-2026)       ||      ଚିର୍ମା ମହିମା ଟୁଙ୍ଗି ରେ ଧର୍ମ ସଭା ଅନୁଷ୍ଠିତ   (11-Oct-2026)       ||      ଝରଣିପାଲି କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି 2026 ଆୟୋଜିତ   (11-Oct-2026)       ||      *ଓଷ୍ଟା ନବରଙ୍ଗପୁରର ପଞ୍ଚମ ସାମ୍ବିଧାନିକ ସମ୍ମିଳନୀ ଅନୁଷ୍ଠିତ*   (11-Oct-2026)       ||      ଟିଟିଲାଗଡରେ ସାହିତ୍ୟ ସାଧନାର ସୁବର୍ଣ୍ଣ ଜୟନ୍ତୀ ସମାରୋହ   (11-Oct-2026)       ||      କୁରସୁଡ଼ ଠାରେ ୫୦ ତମ ଦୁର୍ଗାପୂଜା - ନବରାତ୍ରୀ ପୂଜା ଆରମ୍ଭ   (11-Oct-2026)       ||      ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘ ବଲାଙ୍ଗିର ଶାଖାର ସାଧାରଣ ସଭା    (11-Oct-2026)       ||      ଖୁଣ୍ଟସମଲେଇରେ ଶବର ସମାଜର ଭବ୍ୟ ରାଜ୍ୟସ୍ତରୀୟ ନୂଆଁଖାଇ ଭେଟଘାଟ   (11-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଆନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ   (11-Oct-2026)       ||      ଇସ୍କନ ମନ୍ଦିରରେ ସିଭିଲ ସୋସାଇଟିର ନୂଆଁଖାଇ ଭେଟଘାଟ   (11-Oct-2026)       ||      ଧର୍ମ ପରାୟଣ ବ୍ୟକ୍ତିଙ୍କ ପରଲୋକ    (11-Oct-2026)       ||      କବିତା ଜୀବନର କଥା କହେ: ସାହିତ୍ୟ ଅକାଦେମି ପକ୍ଷରୁ ଆଲୋଚନାଚକ୍ର   (11-Oct-2026)       ||      ମୋତେ ପ୍ରଭାବିତ କରିଥିବା ବହିଟିଏ ଶୀର୍ଷକ ଆଲୋଚନାଚକ୍ର ପୁସ୍ତକ ସହ ନିଷ୍ଠାପର ସମ୍ପର୍କ ରହିଲେ ଜୀବନର ବହୁ ଦ୍ବନ୍ଦ୍ବାତ୍ମକ ପରିସ୍ଥିତିରେ ଉଚିତ ମାର୍ଗଦର୍ଶନ ମିଳିଥାଏ    (11-Oct-2026)       ||      ବିଜୟପଲ୍ଲୀ ସଂସ୍କୃତ ମହାବିଦ୍ୟାଳୟରେ ଜୁଭେନ୍ତିକା କାର୍ଯ୍ୟକ୍ରମ   (11-Oct-2026)       ||      ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ♦️ ବିଦ୍ୟୁତ୍‌ ଅଭାବରେ ଅଚଳ ସ୍ମାର୍ଟବୋର୍ଡ, ତାତିରେ ସିଝୁଛନ୍ତି ଛାତ୍ରଛାତ୍ରୀ; ସମସ୍ୟା ନେଇ ଉପଜିଲ୍ଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ   (11-Oct-2026)       ||      ଓଡ଼ିଶା ସୂଚନା ସେବା ସଂଘର ବାର୍ଷିକ ଉତ୍ସବ ୨୦୨୬ ଅନୁଷ୍ଠିତ କ୍ୟାଡର ସୁଦୃଢ଼ୀକରଣ ଓ ବୃତ୍ତିଗତ ଉତ୍କର୍ଷତା ଉପରେ ଗୁରୁତ୍ୱ   (11-Oct-2026)       ||      ବଳିଟିକ୍ରା - ବୁରୋମୁଣ୍ଡା ରାସ୍ତା ରେ ଦୁଇ ବାଇକ୍ ମୁହାମୁହିଁ ଧକ୍କା, ଜଣେ ମୃତ,   (11-Oct-2026)       ||      ବଲାଙ୍ଗୀରରେ କାଂସିରାମ ଜୀଙ୍କ ୨୦ତମ ପରିନିର୍ବାଣ ଦିବସ ପାଳିତ   (10-Oct-2026)       ||     

HOME   ଜିଲ୍ଲା

ରଥଯାତ୍ରା ଉପଲକ୍ଷେ ମାରୱାଡି ମହିଳା ସମିତି ତରଫରୁ ଆଦୃତ ଅନୁଷ୍ଠାନରେ ଶିଶୁମାନଙ୍କୁ ମିଷ୍ଟାନ୍ନ ବଣ୍ଟନ

12-Jul-2021



ବଲାଙ୍ଗିର(ପ୍ରେରଣା ଖବର)- ପାଟଣାଗଡ ରୋଡ ସ୍ଥିତ ଆଦୃତ ଶିଶୁ ସଦନ ଠାରେ ମାରୱାଡି ମହିଳା ସମିତି ତରଫରୁ ରଥଯାତ୍ର ଉପଲକ୍ଷେ ଅନ୍ତେବାସୀ ଶିଶୁମାନଙ୍କୁ ମିଷ୍ଟାନ୍ନ ତଥା ଦୈନନ୍ଦିନ ଆବଶ୍ୟକ ଥିବା ସମଗ୍ରୀ ପ୍ରଦାନ କରାଯାଇଥିଲା । ଏହି ଅବସରରେ ବଲାଙ୍ଗିର ମ୍ୟୁନିସିପାଲିଟିର କାର୍ଯ୍ୟନିର୍ବାହୀ ଅଧିକାରୀ ବିପିନ ବିହାରୀ ଦୀପ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିବା ବେଳେ, ଜିଲ୍ଲା ରେଡକ୍ରସ ସୋସାଇଟିର ପୃଷ୍ଠପୋଷକ ତଥା ଉପାଧ୍ୟକ୍ଷ ବିଷ୍ଣୁ ପ୍ରସାଦ କେଡିଆ ମୁଖ୍ୟବକ୍ତା ଭାବରେ ଯୋଗ ଦେଇଥିଲେ । ରୋଟାରୀ ସେଣ୍ଟ୍ରାଲର ପୂର୍ବତନ ସଭାପତି ମନୋଜ ଜୈନ ସମ୍ମାନିତ ଅତିଥି ଭାବରେ ଯୋଗ ଦେଇଥିଲେ । ମହିଳା ସମିତିର ଅଧ୍ୟକ୍ଷା ନିରୁଦେବୀ ଅଗ୍ରୱାଲ, ବାଳ ବିକାଶ ପ୍ରମୁଖ କମଳା ଅଗ୍ରୱାଲ, ପର୍ଯ୍ୟାବରଣ ପ୍ରମୁଖ ସବିତା ଅଗ୍ରୱାଲ, ପୂର୍ବତନ ସଭାପତି ଦୁର୍ଗୀଦେବୀ ଅଗ୍ରୱାଲ ତଥା ସଭ୍ୟା ଗାୟତ୍ରୀ ଅଗ୍ରୱାଲ, ସନ୍ତୋଷ ଜୈନ ଏବଂ ସମୃଦ୍ଧି ଶାଖାର ଅଧ୍ୟକ୍ଷା ସୁଜାତା ଅଗ୍ରୱାଲ ଉପସ୍ଥିତ ରହିଥିଲେ । ସମ୍ବାଦିକା ଜ୍ୟୋସ୍ନାରାଣୀଙ୍କୁ ମହିଳା ସମିତି ତରଫରୁ ସମ୍ମାନିତ କରାଯାଇଥିଲା । ଏହି ଅବସରରେ ଆଦୃତ ପରିସରରେ ଆମ୍ବ, ପିଜୁଳି ଇତ୍ୟାଦି ଫଳ ଏବଂ ଫୁଲଗଛ ରୋପଣ କରାଯାଇଥିଲା । 


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀରରେ ତିନିଦିନିଆ ‘ଏକତା କଳା ଉତ୍ସବ-୨୦୨୬’ ଉଦ୍‌ଯାପିତ   12-Oct-2026
  ଜିଲ୍ଲା  
ମାଁ ସାଉଁତେଶ୍ୱରୀ ମହୋତ୍ସବ (ମୂଳପୀଠ) ଅଏଁଲାସାରୀଠାରେ ଉଦ୍‌ଘାଟିତ   12-Oct-2026
  ଜିଲ୍ଲା  
ସାହିତ୍ୟିକ ପ୍ରଦୀପ ମିଶ୍ରଙ୍କ ସହ ଭାବବିନିମୟ   11-Oct-2026
  ଜିଲ୍ଲା  
ଚିର୍ମା ମହିମା ଟୁଙ୍ଗି ରେ ଧର୍ମ ସଭା ଅନୁଷ୍ଠିତ   11-Oct-2026
  ଜିଲ୍ଲା  
ଝରଣିପାଲି କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି 2026 ଆୟୋଜିତ   11-Oct-2026
  ଜିଲ୍ଲା  
*ଓଷ୍ଟା ନବରଙ୍ଗପୁରର ପଞ୍ଚମ ସାମ୍ବିଧାନିକ ସମ୍ମିଳନୀ ଅନୁଷ୍ଠିତ*   11-Oct-2026
  ଜିଲ୍ଲା  
ଟିଟିଲାଗଡରେ ସାହିତ୍ୟ ସାଧନାର ସୁବର୍ଣ୍ଣ ଜୟନ୍ତୀ ସମାରୋହ   11-Oct-2026
  ଜିଲ୍ଲା  
କୁରସୁଡ଼ ଠାରେ ୫୦ ତମ ଦୁର୍ଗାପୂଜା - ନବରାତ୍ରୀ ପୂଜା ଆରମ୍ଭ   11-Oct-2026
  ଜିଲ୍ଲା  
ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘ ବଲାଙ୍ଗିର ଶାଖାର ସାଧାରଣ ସଭା   11-Oct-2026
  ଜିଲ୍ଲା  
ଖୁଣ୍ଟସମଲେଇରେ ଶବର ସମାଜର ଭବ୍ୟ ରାଜ୍ୟସ୍ତରୀୟ ନୂଆଁଖାଇ ଭେଟଘାଟ   11-Oct-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ଆନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ   11-Oct-2026
  ଜିଲ୍ଲା  
ଇସ୍କନ ମନ୍ଦିରରେ ସିଭିଲ ସୋସାଇଟିର ନୂଆଁଖାଇ ଭେଟଘାଟ   11-Oct-2026

You Might Also Like