-+91-9937148622 |

prerana_bgr@rediffmail.com |

  Monday 12th October 2026 |

| | | |

R.N.I. Regd No. ODIODI/2010/46693

Breaking News

ମାଁ ସାଉଁତେଶ୍ୱରୀ ମହୋତ୍ସବ (ମୂଳପୀଠ) ଅଏଁଲାସାରୀଠାରେ ଉଦ୍‌ଘାଟିତ   (12-Oct-2026)       ||      ସାହିତ୍ୟିକ ପ୍ରଦୀପ ମିଶ୍ରଙ୍କ ସହ ଭାବବିନିମୟ   (11-Oct-2026)       ||      ଚିର୍ମା ମହିମା ଟୁଙ୍ଗି ରେ ଧର୍ମ ସଭା ଅନୁଷ୍ଠିତ   (11-Oct-2026)       ||      ଝରଣିପାଲି କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି 2026 ଆୟୋଜିତ   (11-Oct-2026)       ||      *ଓଷ୍ଟା ନବରଙ୍ଗପୁରର ପଞ୍ଚମ ସାମ୍ବିଧାନିକ ସମ୍ମିଳନୀ ଅନୁଷ୍ଠିତ*   (11-Oct-2026)       ||      ଟିଟିଲାଗଡରେ ସାହିତ୍ୟ ସାଧନାର ସୁବର୍ଣ୍ଣ ଜୟନ୍ତୀ ସମାରୋହ   (11-Oct-2026)       ||      କୁରସୁଡ଼ ଠାରେ ୫୦ ତମ ଦୁର୍ଗାପୂଜା - ନବରାତ୍ରୀ ପୂଜା ଆରମ୍ଭ   (11-Oct-2026)       ||      ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘ ବଲାଙ୍ଗିର ଶାଖାର ସାଧାରଣ ସଭା    (11-Oct-2026)       ||      ଖୁଣ୍ଟସମଲେଇରେ ଶବର ସମାଜର ଭବ୍ୟ ରାଜ୍ୟସ୍ତରୀୟ ନୂଆଁଖାଇ ଭେଟଘାଟ   (11-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଆନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ   (11-Oct-2026)       ||      ଇସ୍କନ ମନ୍ଦିରରେ ସିଭିଲ ସୋସାଇଟିର ନୂଆଁଖାଇ ଭେଟଘାଟ   (11-Oct-2026)       ||      ଧର୍ମ ପରାୟଣ ବ୍ୟକ୍ତିଙ୍କ ପରଲୋକ    (11-Oct-2026)       ||      କବିତା ଜୀବନର କଥା କହେ: ସାହିତ୍ୟ ଅକାଦେମି ପକ୍ଷରୁ ଆଲୋଚନାଚକ୍ର   (11-Oct-2026)       ||      ମୋତେ ପ୍ରଭାବିତ କରିଥିବା ବହିଟିଏ ଶୀର୍ଷକ ଆଲୋଚନାଚକ୍ର ପୁସ୍ତକ ସହ ନିଷ୍ଠାପର ସମ୍ପର୍କ ରହିଲେ ଜୀବନର ବହୁ ଦ୍ବନ୍ଦ୍ବାତ୍ମକ ପରିସ୍ଥିତିରେ ଉଚିତ ମାର୍ଗଦର୍ଶନ ମିଳିଥାଏ    (11-Oct-2026)       ||      ବିଜୟପଲ୍ଲୀ ସଂସ୍କୃତ ମହାବିଦ୍ୟାଳୟରେ ଜୁଭେନ୍ତିକା କାର୍ଯ୍ୟକ୍ରମ   (11-Oct-2026)       ||      ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ♦️ ବିଦ୍ୟୁତ୍‌ ଅଭାବରେ ଅଚଳ ସ୍ମାର୍ଟବୋର୍ଡ, ତାତିରେ ସିଝୁଛନ୍ତି ଛାତ୍ରଛାତ୍ରୀ; ସମସ୍ୟା ନେଇ ଉପଜିଲ୍ଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ   (11-Oct-2026)       ||      ଓଡ଼ିଶା ସୂଚନା ସେବା ସଂଘର ବାର୍ଷିକ ଉତ୍ସବ ୨୦୨୬ ଅନୁଷ୍ଠିତ କ୍ୟାଡର ସୁଦୃଢ଼ୀକରଣ ଓ ବୃତ୍ତିଗତ ଉତ୍କର୍ଷତା ଉପରେ ଗୁରୁତ୍ୱ   (11-Oct-2026)       ||      ବଳିଟିକ୍ରା - ବୁରୋମୁଣ୍ଡା ରାସ୍ତା ରେ ଦୁଇ ବାଇକ୍ ମୁହାମୁହିଁ ଧକ୍କା, ଜଣେ ମୃତ,   (11-Oct-2026)       ||      ବଲାଙ୍ଗୀରରେ କାଂସିରାମ ଜୀଙ୍କ ୨୦ତମ ପରିନିର୍ବାଣ ଦିବସ ପାଳିତ   (10-Oct-2026)       ||      ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର    (10-Oct-2026)       ||     

HOME   ଜିଲ୍ଲା

“ଅଘରିଆ ଜ୍ୟୋତି” ଊନବିଂଶ ସଂସ୍କରଣ ଉନ୍ମୋଚିତ

12-Jul-2021



ବଲାଙ୍ଗିର,(ପ୍ରେରଣା ଖବର)- ସ୍ଥାନୀୟ ଅଘରିଆପଡା ସ୍ଥିତ ଜଗନ୍ନାଥ ମନ୍ଦିରରେ ଶ୍ରୀଗୁଣ୍ଡିଚା ଅବସରରେ ୮୪ଘର ଅଘରିଆ ସମାଜ ବଲାଙ୍ଗିର ଜିଲ୍ଲାର ବାର୍ଷିକ ମୁଖପତ୍ର “ଅଘରିଆ ଜ୍ୟୋତି” ଊନବିଂଶ ସଂଖ୍ୟା ଉନ୍ମୋଚିତ ହୋଇଯାଇଛି । ଏହି ସମର୍ପଣ ଉତ୍ସବ ବିଗତ ୨୦୦୨ ମସିହାରୁ କ୍ରମାନ୍ୱୟ ଭାବରେ ପାଳିତ ହୋଇଆସୁଛି । ଏହି ଅବସରରେ ପତ୍ରିକାର ମୁଖ୍ୟ ସଂପାଦକ ରାମଚନ୍ଦ୍ର ପଟେଲ ତଥା ସଂପାଦନା ମଣ୍ଡଳୀର ସଭ୍ୟ ଦିଗାମ୍ବର ନାଏକ, ସନ୍ତୋଷ ରାଉତ, ଭବାନି ଶଙ୍କର ପଟେଲ, ହରେକୃଷ୍ଣ ପଟେଲ, ସୁରଥ ନାଏକଙ୍କ ସମେତ ଜିଲ୍ଲା ସଭାପତି ହରିଶଙ୍କର ସାଏ, ଷଡାନନ ରାଉତ, ରାଜ୍ୟ ଉପ-ସଭାପତି ଦିନବନ୍ଧୁ ନାଏକ,

ମଣ୍ଡଳ ସଭାପତି ଦୁଷ୍ମନ୍ତ ପଟେଲ, ଜଗବନ୍ଧୁ ପଟେଲ, ଦ୍ୱାରିକାନାଥ ପଟେଲ, ସଭାପତି ଗୋବିନ୍ଦ ଚନ୍ଦ୍ର ପଟେଲ, ମନୋରଂଜନ ସାଏ, ମଧୁ ସାଏ, ଦାମୋଦର ପଟେଲ, ଯୋଗେଶ୍ୱର ନାଏକ, ଉଦୟନାଥ ପଟେଲ, ପ୍ରଭୁ ପ୍ରସାଦ ନାଏକ, ବୃନ୍ଦାବନ ନାଏକ, ଉପଦେଷ୍ଟା ଭକ୍ତ ନାଏକ, ମହିଳା ମଂଚ ସଭାପତି ମିତା ରାଉତ, ଲିଲି ପଟେଲ, ପୂର୍ଣ୍ଣଚନ୍ଦ୍ର ପଟେଲ, ସୁରେନ୍ଦ୍ର ନାଏକ ପ୍ରମୁଖ ଗୁଡି ସଭାପତିମାନେ ଯୋଗଦାନ କରି ଉନ୍ମୋଚନ ଉତ୍ସବକୁ ସାଫଲ୍ୟ ମଣ୍ଡିତ           କରିଥିଲେ । ହରେକୃଷ୍ଣ ପଟେଲ, ସଂଜୟ ସାଏ, ଜଗନ୍ନାଥ ପଡା ଗଉଁନ୍ତିଆ କରୁଣାକର ସାଏ, ଜଗବନ୍ଧୁ ନାଏକ ତଥା ବିଧାନ ଚନ୍ଦ୍ର ନାଏକ ପ୍ରମୁଖ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମାଁ ସାଉଁତେଶ୍ୱରୀ ମହୋତ୍ସବ (ମୂଳପୀଠ) ଅଏଁଲାସାରୀଠାରେ ଉଦ୍‌ଘାଟିତ   12-Oct-2026
  ଜିଲ୍ଲା  
ସାହିତ୍ୟିକ ପ୍ରଦୀପ ମିଶ୍ରଙ୍କ ସହ ଭାବବିନିମୟ   11-Oct-2026
  ଜିଲ୍ଲା  
ଚିର୍ମା ମହିମା ଟୁଙ୍ଗି ରେ ଧର୍ମ ସଭା ଅନୁଷ୍ଠିତ   11-Oct-2026
  ଜିଲ୍ଲା  
ଝରଣିପାଲି କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି 2026 ଆୟୋଜିତ   11-Oct-2026
  ଜିଲ୍ଲା  
*ଓଷ୍ଟା ନବରଙ୍ଗପୁରର ପଞ୍ଚମ ସାମ୍ବିଧାନିକ ସମ୍ମିଳନୀ ଅନୁଷ୍ଠିତ*   11-Oct-2026
  ଜିଲ୍ଲା  
ଟିଟିଲାଗଡରେ ସାହିତ୍ୟ ସାଧନାର ସୁବର୍ଣ୍ଣ ଜୟନ୍ତୀ ସମାରୋହ   11-Oct-2026
  ଜିଲ୍ଲା  
କୁରସୁଡ଼ ଠାରେ ୫୦ ତମ ଦୁର୍ଗାପୂଜା - ନବରାତ୍ରୀ ପୂଜା ଆରମ୍ଭ   11-Oct-2026
  ଜିଲ୍ଲା  
ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘ ବଲାଙ୍ଗିର ଶାଖାର ସାଧାରଣ ସଭା   11-Oct-2026
  ଜିଲ୍ଲା  
ଖୁଣ୍ଟସମଲେଇରେ ଶବର ସମାଜର ଭବ୍ୟ ରାଜ୍ୟସ୍ତରୀୟ ନୂଆଁଖାଇ ଭେଟଘାଟ   11-Oct-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ଆନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ   11-Oct-2026
  ଜିଲ୍ଲା  
ଇସ୍କନ ମନ୍ଦିରରେ ସିଭିଲ ସୋସାଇଟିର ନୂଆଁଖାଇ ଭେଟଘାଟ   11-Oct-2026
  ଜିଲ୍ଲା  
ଧର୍ମ ପରାୟଣ ବ୍ୟକ୍ତିଙ୍କ ପରଲୋକ   11-Oct-2026

You Might Also Like