-+91-9937148622 |

prerana_bgr@rediffmail.com |

  Monday 12th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସାହିତ୍ୟିକ ପ୍ରଦୀପ ମିଶ୍ରଙ୍କ ସହ ଭାବବିନିମୟ   (11-Oct-2026)       ||      ଚିର୍ମା ମହିମା ଟୁଙ୍ଗି ରେ ଧର୍ମ ସଭା ଅନୁଷ୍ଠିତ   (11-Oct-2026)       ||      ଝରଣିପାଲି କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି 2026 ଆୟୋଜିତ   (11-Oct-2026)       ||      *ଓଷ୍ଟା ନବରଙ୍ଗପୁରର ପଞ୍ଚମ ସାମ୍ବିଧାନିକ ସମ୍ମିଳନୀ ଅନୁଷ୍ଠିତ*   (11-Oct-2026)       ||      ଟିଟିଲାଗଡରେ ସାହିତ୍ୟ ସାଧନାର ସୁବର୍ଣ୍ଣ ଜୟନ୍ତୀ ସମାରୋହ   (11-Oct-2026)       ||      କୁରସୁଡ଼ ଠାରେ ୫୦ ତମ ଦୁର୍ଗାପୂଜା - ନବରାତ୍ରୀ ପୂଜା ଆରମ୍ଭ   (11-Oct-2026)       ||      ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘ ବଲାଙ୍ଗିର ଶାଖାର ସାଧାରଣ ସଭା    (11-Oct-2026)       ||      ଖୁଣ୍ଟସମଲେଇରେ ଶବର ସମାଜର ଭବ୍ୟ ରାଜ୍ୟସ୍ତରୀୟ ନୂଆଁଖାଇ ଭେଟଘାଟ   (11-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଆନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ   (11-Oct-2026)       ||      ଇସ୍କନ ମନ୍ଦିରରେ ସିଭିଲ ସୋସାଇଟିର ନୂଆଁଖାଇ ଭେଟଘାଟ   (11-Oct-2026)       ||      ଧର୍ମ ପରାୟଣ ବ୍ୟକ୍ତିଙ୍କ ପରଲୋକ    (11-Oct-2026)       ||      କବିତା ଜୀବନର କଥା କହେ: ସାହିତ୍ୟ ଅକାଦେମି ପକ୍ଷରୁ ଆଲୋଚନାଚକ୍ର   (11-Oct-2026)       ||      ମୋତେ ପ୍ରଭାବିତ କରିଥିବା ବହିଟିଏ ଶୀର୍ଷକ ଆଲୋଚନାଚକ୍ର ପୁସ୍ତକ ସହ ନିଷ୍ଠାପର ସମ୍ପର୍କ ରହିଲେ ଜୀବନର ବହୁ ଦ୍ବନ୍ଦ୍ବାତ୍ମକ ପରିସ୍ଥିତିରେ ଉଚିତ ମାର୍ଗଦର୍ଶନ ମିଳିଥାଏ    (11-Oct-2026)       ||      ବିଜୟପଲ୍ଲୀ ସଂସ୍କୃତ ମହାବିଦ୍ୟାଳୟରେ ଜୁଭେନ୍ତିକା କାର୍ଯ୍ୟକ୍ରମ   (11-Oct-2026)       ||      ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ♦️ ବିଦ୍ୟୁତ୍‌ ଅଭାବରେ ଅଚଳ ସ୍ମାର୍ଟବୋର୍ଡ, ତାତିରେ ସିଝୁଛନ୍ତି ଛାତ୍ରଛାତ୍ରୀ; ସମସ୍ୟା ନେଇ ଉପଜିଲ୍ଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ   (11-Oct-2026)       ||      ଓଡ଼ିଶା ସୂଚନା ସେବା ସଂଘର ବାର୍ଷିକ ଉତ୍ସବ ୨୦୨୬ ଅନୁଷ୍ଠିତ କ୍ୟାଡର ସୁଦୃଢ଼ୀକରଣ ଓ ବୃତ୍ତିଗତ ଉତ୍କର୍ଷତା ଉପରେ ଗୁରୁତ୍ୱ   (11-Oct-2026)       ||      ବଳିଟିକ୍ରା - ବୁରୋମୁଣ୍ଡା ରାସ୍ତା ରେ ଦୁଇ ବାଇକ୍ ମୁହାମୁହିଁ ଧକ୍କା, ଜଣେ ମୃତ,   (11-Oct-2026)       ||      ବଲାଙ୍ଗୀରରେ କାଂସିରାମ ଜୀଙ୍କ ୨୦ତମ ପରିନିର୍ବାଣ ଦିବସ ପାଳିତ   (10-Oct-2026)       ||      ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର    (10-Oct-2026)       ||      ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ    (10-Oct-2026)       ||     

HOME   ଜିଲ୍ଲା

ଗାଁରେ ମଦବିକ୍ରି ବନ୍ଦ ପାଇଁ ଜିଲ୍ଲାପାଳଙ୍କ ଦ୍ବାରସ୍ଥ ହେଲେ ଅମାମୁଣ୍ଡା ଗ୍ରାମାବାସୀ

13-Jul-2021



ବିନିକା (ହିମାଂଶୁ ଶେଖର ପୁଟେଲ) : ବିନିକା ବ୍ଲକ ଅମାମୁଣ୍ଡା ଗ୍ରାମରେ ୩ଜଣ ବ୍ୟକ୍ତି ଭେଜାଲ ମଦବିକ୍ରି କରୁଥିବାରୁ ମଦପାନ କରି ବିଭିନ୍ନ ସମୟରେ ଲୋକଙ୍କ ମଧ୍ୟରେ ଅପ୍ରୀତିକର ଘଟଣା ସୃଷ୍ଟି ହେଉଛି l ବିଶେଷ କରି ମା ଭଉଣୀଙ୍କ ଇଜ୍ଜତ ଉପରେ ପ୍ରଭାବ ପକାଊଛି l ତେଣୁ ଗାଁରେ ମଦ ବିକ୍ରି ବନ୍ଦ କରିବା ନେଇ ଆଜି ଅମାମୁଣ୍ଡା ଗ୍ରାମର ମହିଳା ମାନେ ସୁବର୍ଣ୍ଣପୁର ଜିଲ୍ଲାପାଳ ଓ ଜିଲ୍ଲା ପୋଲିସ ଆରକ୍ଷୀ ଅଧିକ୍ଷକଙ୍କ ଦ୍ବାରସ୍ଥ ହୋଇ ଦାବିପତ୍ର ପ୍ରଦାନ କରିଥିବା ଜଣାପଡିଛି l ସୂଚନାଯୋଗ୍ୟ ଯେ ଶୁକ୍ରୁ ସ୍ୱାଇଁ,ନନ୍ଦ ସ୍ୱାଇଁ ଓ ପ୍ରତାପ ପ୍ରଧାନ ନାମକ ୩ଜଣ ବ୍ୟକ୍ତି ଗତ ୬/୩/୨୦୨୧ ତାରିଖରେ ଲଛିପୂର ପୋଲିସ ଫାଣ୍ଡିକୁ ଆସି ମଦ ନ ବିକିବା ପାଇଁ ଲେଖି ଦେଇଥିଲେ l ହେଲେ ସେମାନେ ପୁନର୍ବାର ମଦ ବିକ୍ରି କରୁଥିବାରୁ ଅନେକ ସମୟରେ ଗାଁରେ ମଦୁଆଙ୍କ ପ୍ରାଦୁର୍ଭାବ ବଡ଼ିବା ସାଙ୍ଗକୁ ଝଗଡ଼ା ସୃଷ୍ଟି ହେଉଛି l ରାସ୍ତାଘାଟରେ ମହିଳା ମାନେ ଯିବା ଆସିବାରେ ନିଜକୁ ସୁରକ୍ଷିତ ମନୁ ନାହାନ୍ତି l ମଦବିକ୍ରି ବନ୍ଦ ନେଇ ଲଛିପୁର ପୋଲିସ ନିକଟରେ ଗ୍ରାମବାସୀଙ୍କ ପକ୍ଷରୁ ଅଭିଯୋଗ କରାଯାଇଥିଲେ ମଧ୍ୟ ଉକ୍ତ ସମସ୍ୟା ଉପରେ କୋନସି

ପଦକ୍ଷେପ ନିଆ ନ ଯିବାରୁ ଶେଷରେ ଗ୍ରାମର ମହିଳା ମାନେ ଆଜି ସୁବର୍ଣ୍ଣପୁର ଜିଲ୍ଲାପାଳ କାର୍ଯ୍ୟାଳୟକୁ ଆସି ଜିଲ୍ଲାପାଳ ଅବୋଲି ସୁନିଲ ନରୱାନେ ଙ୍କୁ ଏକ ଦାବିପତ୍ର ପ୍ରଦାନ କରିଛନ୍ତି l ତାର ଏକକି ତା ନକଲ କପି ମଧ୍ୟ ସୁବର୍ଣ୍ଣପୁର ଜିଲ୍ଲା ଆରକ୍ଷୀ ଅଧିକ୍ଷକ ସୀତାରାମ ଶତପଥୀଙ୍କୁ ମଧ୍ୟ ଦେଇଥିବା ଜଣାପଡିଛି l ଗ୍ରାମରେ ମଦବିକ୍ରି ବନ୍ଦ ପାଇଁ ସେମାନେ ଗୁହାରି କରିଛନ୍ତି l ଉକ୍ତ ଦାବିପତ୍ର ପ୍ରଦାନ ରେ ଗ୍ରାମର ୱାର୍ଡ ପ୍ରତିନିଧିଙ୍କ ସହ ପ୍ରାୟ ୨୦ ଜଣ ମହିଳା ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସାହିତ୍ୟିକ ପ୍ରଦୀପ ମିଶ୍ରଙ୍କ ସହ ଭାବବିନିମୟ   11-Oct-2026
  ଜିଲ୍ଲା  
ଚିର୍ମା ମହିମା ଟୁଙ୍ଗି ରେ ଧର୍ମ ସଭା ଅନୁଷ୍ଠିତ   11-Oct-2026
  ଜିଲ୍ଲା  
ଝରଣିପାଲି କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି 2026 ଆୟୋଜିତ   11-Oct-2026
  ଜିଲ୍ଲା  
*ଓଷ୍ଟା ନବରଙ୍ଗପୁରର ପଞ୍ଚମ ସାମ୍ବିଧାନିକ ସମ୍ମିଳନୀ ଅନୁଷ୍ଠିତ*   11-Oct-2026
  ଜିଲ୍ଲା  
ଟିଟିଲାଗଡରେ ସାହିତ୍ୟ ସାଧନାର ସୁବର୍ଣ୍ଣ ଜୟନ୍ତୀ ସମାରୋହ   11-Oct-2026
  ଜିଲ୍ଲା  
କୁରସୁଡ଼ ଠାରେ ୫୦ ତମ ଦୁର୍ଗାପୂଜା - ନବରାତ୍ରୀ ପୂଜା ଆରମ୍ଭ   11-Oct-2026
  ଜିଲ୍ଲା  
ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘ ବଲାଙ୍ଗିର ଶାଖାର ସାଧାରଣ ସଭା   11-Oct-2026
  ଜିଲ୍ଲା  
ଖୁଣ୍ଟସମଲେଇରେ ଶବର ସମାଜର ଭବ୍ୟ ରାଜ୍ୟସ୍ତରୀୟ ନୂଆଁଖାଇ ଭେଟଘାଟ   11-Oct-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ଆନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ   11-Oct-2026
  ଜିଲ୍ଲା  
ଇସ୍କନ ମନ୍ଦିରରେ ସିଭିଲ ସୋସାଇଟିର ନୂଆଁଖାଇ ଭେଟଘାଟ   11-Oct-2026
  ଜିଲ୍ଲା  
ଧର୍ମ ପରାୟଣ ବ୍ୟକ୍ତିଙ୍କ ପରଲୋକ   11-Oct-2026
  ଜିଲ୍ଲା  
କବିତା ଜୀବନର କଥା କହେ: ସାହିତ୍ୟ ଅକାଦେମି ପକ୍ଷରୁ ଆଲୋଚନାଚକ୍ର   11-Oct-2026

You Might Also Like