-+91-9937148622 |

prerana_bgr@rediffmail.com |

  Friday 14th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||      ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (13-Aug-2026)       ||      ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||     

HOME   ଜିଲ୍ଲା

ପୁଣି ଦଣ୍ଡପାଟ ଅଂଚଳରେ ଦାଦନ ମୃତ୍ୟୁ ଘରକୁ ଫେରିଲା ମୃତ ଶବ ଖେଳିଯାଇଛି ଶୋକର ଛାୟା।

13-Jul-2021



ଧର୍ମଗଡ଼ (ଜ୍ୟୋତିରଞ୍ଜନ ବେମାଲ): ଦଣ୍ଡପାଟ ଅଞ୍ଚଳରେ ଦାଦନ ଶ୍ରମିକଙ୍କ ମୃତ୍ୟୁ ଥମିବାର ନା ଧରୁନି l  ହେଲେ ଶ୍ରମବିଭାଗ ଓ ସରକାର ଙ୍କ ଚେତା ପସୁନି।ଏପଟେ ଅଞ୍ଚଳ ବାରମ୍ବାର ଦାଦନ ମୃତ୍ୟୁକୁ ନେଇ ଚର୍ଚ୍ଚିତ  ଥିବାବେଳେ ଦାଦନ ରୋକିବାରେ ସରକାର ବିଫଳ  ହୋଇଛନ୍ତି l କାମଧନ୍ଦା ନ ମିଳିବା , ଠିକାଦାରଙ୍କ ଶୋଷଣନୀତି ଓ ମନେରେଗା କାର୍ଯ୍ୟର ବିଫଳତା ଯୋଗୁଁ ଅଞ୍ଚଳରେ ଦାଦନ ଶ୍ରମିକ ଅକାରଣେ ମୃତ୍ୟୁ ମୁଖରେ ପଡୁଥିବା ଦେଖା ଯାଇଛି ।ଆଜି ଆମେ ନେଇ ଯାଉଛୁ ଆଉ ଏକ ହୃଦୟ ବିଦାରକ କରୁଣ ଘଟଣାକୁ ଯେଉଁଠି ସ୍ତ୍ରୀ  ସ୍ୱାମୀ କୁ ହରାଇ ଜଣେ ୫ମାସର ଛୁଆକୁ ଧରି ବାହୁନି ବାହୁନି କ୍ରନ୍ଦନ କରୁଛି  l 

ଏ ଦୃଶ୍ୟ ହେଉଛି କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ବ୍ଲକ ଟେଣ୍ଡାପାଲି ପଂଚାୟତ କେନ୍ଦୁଗୁଡା ଗ୍ରାମର  l ଗ୍ରାମର ହେମନ୍ତ ବଣିଆ ଗତ ୩ମାସ ତଳେ  ତାମିଲନାଡୁର କାରବେଟିପଲମ  ରାମେଶ୍ୱର ଷ୍ଟେଟଟାଲ ଜଗନ୍ନାଥ କମ୍ପାନୀରେ ଦାଦନ ଶ୍ରମିକ ଭାବେ ନିୟୋଜିତ ଥିଲେ । ଆଶା ଥିଲା ଘରୋଇ ଋଣ ସୁଝିବା ସାଂଗେ କୁନି ପିଲା ଓ ପରିବାର ପ୍ରତିପଷଣ  ତଥା ଦୁଇ ପଇସା ଉପାର୍ଜନ କରି ଆରାମରେ ରହିବେ l ସେଥିପାଇଁ  ଅଞ୍ଚଳର କେତେକ ଲୋକଙ୍କ ସହ ମିଶି ତାମିଲନାଡୁ ଗଲେ ,ସବୁ ଠିକ ଠାକ୍ ଥିବାବେଳେ ୧୦ଦିନ ତଳେ ହଠାତ ଅସୁସ୍ଥ ହୋଇ ପଡିଲେ  l  ସାଙ୍ଗସାଥି  କାଏମବତୁର ଡାକ୍ତରଖାନାରେ ଭର୍ତ୍ତି କରି ଚିକିତ୍ସା କରାଇଥିଲେ ମଧ୍ୟ ରବିବାର ଦିନ ତାଙ୍କର ମୃତ୍ୟୁ ହୋଇଛି। ଆଜି ମର ଶରୀର ଗାଁ କୁ ପହଁଚିଲା ପରେ ଅଂଚଳରେ ଶୋକର ଛାୟା ଖେଳିଯାଇଛି l  ବାପା ଶିବ ବଣିଆ ବୃଦ୍ଧା ଓ ବିକଳାଙ୍ଗ ଥିବା ବେଳେ ମାଆ ମଧ୍ୟ ଜଣେ ରୋଗୀ  l ଅନ୍ୟପଟେ ସ୍ତ୍ରୀ ଦଶମୀ ଗତ ବର୍ଷ ବାହା ହୋଇ ଥିବା ବେଳେ ତାଙ୍କ କୋଳରେ ୫ମାସର ଗୋଟାଏ ଶିଶୁ।ଏଭଳି ସ୍ଥଳେ ତୁରନ୍ତ ପ୍ରଶାସନ ସହାୟତା କରିବାକୁ ଗ୍ରାମବାସୀଙ୍କ ଦାବି ହେଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   13-Aug-2026
  ଜିଲ୍ଲା  
ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   13-Aug-2026
  ଜିଲ୍ଲା  
ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା   13-Aug-2026
  ଜିଲ୍ଲା  
ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   13-Aug-2026
  ଜିଲ୍ଲା  
‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   13-Aug-2026
  ଜିଲ୍ଲା  
*ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   13-Aug-2026
  ଜିଲ୍ଲା  
ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   13-Aug-2026
  ଜିଲ୍ଲା  
*ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   13-Aug-2026
  ଜିଲ୍ଲା  
ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ   13-Aug-2026
  ଜିଲ୍ଲା  
ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   13-Aug-2026
  ଜିଲ୍ଲା  
ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   13-Aug-2026
  ଜିଲ୍ଲା  
ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   13-Aug-2026

You Might Also Like