-+91-9937148622 |

prerana_bgr@rediffmail.com |

  Monday 12th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସାହିତ୍ୟିକ ପ୍ରଦୀପ ମିଶ୍ରଙ୍କ ସହ ଭାବବିନିମୟ   (11-Oct-2026)       ||      ଚିର୍ମା ମହିମା ଟୁଙ୍ଗି ରେ ଧର୍ମ ସଭା ଅନୁଷ୍ଠିତ   (11-Oct-2026)       ||      ଝରଣିପାଲି କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି 2026 ଆୟୋଜିତ   (11-Oct-2026)       ||      *ଓଷ୍ଟା ନବରଙ୍ଗପୁରର ପଞ୍ଚମ ସାମ୍ବିଧାନିକ ସମ୍ମିଳନୀ ଅନୁଷ୍ଠିତ*   (11-Oct-2026)       ||      ଟିଟିଲାଗଡରେ ସାହିତ୍ୟ ସାଧନାର ସୁବର୍ଣ୍ଣ ଜୟନ୍ତୀ ସମାରୋହ   (11-Oct-2026)       ||      କୁରସୁଡ଼ ଠାରେ ୫୦ ତମ ଦୁର୍ଗାପୂଜା - ନବରାତ୍ରୀ ପୂଜା ଆରମ୍ଭ   (11-Oct-2026)       ||      ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘ ବଲାଙ୍ଗିର ଶାଖାର ସାଧାରଣ ସଭା    (11-Oct-2026)       ||      ଖୁଣ୍ଟସମଲେଇରେ ଶବର ସମାଜର ଭବ୍ୟ ରାଜ୍ୟସ୍ତରୀୟ ନୂଆଁଖାଇ ଭେଟଘାଟ   (11-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଆନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ   (11-Oct-2026)       ||      ଇସ୍କନ ମନ୍ଦିରରେ ସିଭିଲ ସୋସାଇଟିର ନୂଆଁଖାଇ ଭେଟଘାଟ   (11-Oct-2026)       ||      ଧର୍ମ ପରାୟଣ ବ୍ୟକ୍ତିଙ୍କ ପରଲୋକ    (11-Oct-2026)       ||      କବିତା ଜୀବନର କଥା କହେ: ସାହିତ୍ୟ ଅକାଦେମି ପକ୍ଷରୁ ଆଲୋଚନାଚକ୍ର   (11-Oct-2026)       ||      ମୋତେ ପ୍ରଭାବିତ କରିଥିବା ବହିଟିଏ ଶୀର୍ଷକ ଆଲୋଚନାଚକ୍ର ପୁସ୍ତକ ସହ ନିଷ୍ଠାପର ସମ୍ପର୍କ ରହିଲେ ଜୀବନର ବହୁ ଦ୍ବନ୍ଦ୍ବାତ୍ମକ ପରିସ୍ଥିତିରେ ଉଚିତ ମାର୍ଗଦର୍ଶନ ମିଳିଥାଏ    (11-Oct-2026)       ||      ବିଜୟପଲ୍ଲୀ ସଂସ୍କୃତ ମହାବିଦ୍ୟାଳୟରେ ଜୁଭେନ୍ତିକା କାର୍ଯ୍ୟକ୍ରମ   (11-Oct-2026)       ||      ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ♦️ ବିଦ୍ୟୁତ୍‌ ଅଭାବରେ ଅଚଳ ସ୍ମାର୍ଟବୋର୍ଡ, ତାତିରେ ସିଝୁଛନ୍ତି ଛାତ୍ରଛାତ୍ରୀ; ସମସ୍ୟା ନେଇ ଉପଜିଲ୍ଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ   (11-Oct-2026)       ||      ଓଡ଼ିଶା ସୂଚନା ସେବା ସଂଘର ବାର୍ଷିକ ଉତ୍ସବ ୨୦୨୬ ଅନୁଷ୍ଠିତ କ୍ୟାଡର ସୁଦୃଢ଼ୀକରଣ ଓ ବୃତ୍ତିଗତ ଉତ୍କର୍ଷତା ଉପରେ ଗୁରୁତ୍ୱ   (11-Oct-2026)       ||      ବଳିଟିକ୍ରା - ବୁରୋମୁଣ୍ଡା ରାସ୍ତା ରେ ଦୁଇ ବାଇକ୍ ମୁହାମୁହିଁ ଧକ୍କା, ଜଣେ ମୃତ,   (11-Oct-2026)       ||      ବଲାଙ୍ଗୀରରେ କାଂସିରାମ ଜୀଙ୍କ ୨୦ତମ ପରିନିର୍ବାଣ ଦିବସ ପାଳିତ   (10-Oct-2026)       ||      ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର    (10-Oct-2026)       ||      ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ    (10-Oct-2026)       ||     

HOME   ଜିଲ୍ଲା

ବାସୁ ଫାଉଣ୍ଡେସନ୍ ପକ୍ଷରୁ ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘକୁ  କରୋନା ଉପକରଣ ପ୍ରଦାନ-     ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ବଲାଙ୍ଗିର ଜିଲ୍ଲା ସମ୍ବାଦିକ ସଂଘକୁ ସଂପୁର୍ଣ୍ଣ ଆତ୍ମନିର୍ଭର କରାଯିବ - ସଭାପତି 

13-Jul-2021



ବଲାଙ୍ଗିର,(ପ୍ରେରଣା ଖବର)- ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘର ଜର୍ଣ୍ଣାଲିଷ୍ଟ ୱେଲ୍‌ଫେୟାର ଟ୍ରଷ୍ଟ ପକ୍ଷରୁ ଗ୍ରହଣ କରାଯାଇଥିବା ସମ୍ବାଦିକ ସ୍ୱାସ୍ଥ୍ୟ ସେବା ଦିଗରେ ସହାୟତାର ହାତ ବଢ଼ାଇଛି ବାସୁ ଫାଉଣ୍ଡେସନ୍ । ଝାରସୁଗୁଡା ଜିଲ୍ଲା ବ୍ରଜରାଜନଗର ଅଗ୍ରଣୀ ସ୍ୱେଚ୍ଛାସେବୀ ଅନୁଷ୍ଠାନ ବାସୁ ଫାଉଣ୍ଡେସନ୍ ପକ୍ଷରୁ ଆଜି ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘର ଜର୍ଣ୍ଣାଲିଷ୍ଟ ୱେଲ୍‌ଫେୟାର ଟ୍ରଷ୍ଟକୁ ୨ଟି ଅକ୍ସିଜେନ୍ କନ୍‌ସେନ୍‌ଟ୍ରେଟର ସହ ୫୦୦ମାକ୍ସ, ୨ଟି ଥର୍ମାଲ ଗନ୍ ଓ ଅକ୍ସି ମିଟର ପ୍ରଦାନ କରାଯାଇଛି । ସ୍ଥାନୀୟ ସାମ୍ବାଦିକ ଭବନଠାରେ ଅନୁଷ୍ଠିତ ଏକ ସାମ୍ବାଦିକ ସମ୍ମିଲନୀରେ ବାସୁ ଫାଉଣ୍ଡେସନର ନିର୍ଦ୍ଦେଶକ ପ୍ରଶାନ୍ତ ପ୍ରଧାନ ଯୋଗଦାନ କରି କରୋନା ମହାମାରୀ କାଳରେ ଆଗଧାଡିର କରୋନା ଯୋଦ୍ଧା ସାମ୍ବଦିକମାନଙ୍କ ଜୀବନ ରକ୍ଷା କରିବା ପାଇଁ ସମସ୍ତଙ୍କୁ ଆହ୍ୱାନ କରିଛନ୍ତି । ବାସୁ ଫାଉଣ୍ଡେସନ ତରଫରୁ ସମାଜର ବିଭିନ୍ନ ବର୍ଗର ସ୍ୱାସ୍ଥ୍ୟ ସେବା ଦିଗରେ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଉଛି । ସେହିକ୍ରମରେ ଆଜି ବଲାଙ୍ଗିର ଜିଲ୍ଲା ସମ୍ବାଦିକ ସଂଘକୁ ବାସୁ ଫାଉଣ୍ଡେସନ ପକ୍ଷରୁ ବିଭିନ୍ନ କରୋନା ଉପକରଣ ପ୍ରଦାନ କରାଯାଇଛି ବୋଲିି କହିଛନ୍ତି । ଅନ୍ୟପକ୍ଷରେ ଜିଲ୍ଲାର ସମ୍ବାଦିକମାନଙ୍କ ସୁରକ୍ଷା ଦିଗରେ ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ମଧ୍ୟ ଅନେକ ବଳିଷ୍ଠ ପଦକ୍ଷେପ ଗ୍ରହଣ କରାଯାଉଛିି । ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘର ଜର୍ଣ୍ଣାଲିଷ୍ଟ ୱେଲ୍‌ଫେୟାର ଟ୍ରଷ୍ଟ ତିଆରି କରାଯାଇ କାର୍ଯ୍ୟରତ ସମ୍ବାଦିକ ମାନଙ୍କୁ ସହାୟତା ପାଇଁ ବିଭିନ୍ନ ସଂଗଠନର ସହଯୋଗ ନିଆଯାଉଛି । ଜିଲ୍ଲା ସଂଘର ଅନୁରୋଧ କ୍ରମେ ଆଜି ବାସୁ ଫାଉଣ୍ଡେସନ ସାମ୍ବାଦିକମାନଙ୍କ ସହଯୋଗ ପାଇଁ ଆଗେଇ ଆସିଛି । ସେହିପରି କିଛି ଦିନ ତଳେ ଲଳୀତ ନାୟକ ସ୍ମୃତି କମିଟି ପକ୍ଷରୁ ଜର୍ଣ୍ଣାଲିଷ୍ଟ ୱେଲ୍‌ଫେୟାର ଟ୍ରଷ୍ଟକୁ ୨୧ ହଜାର ଟଙ୍କାର ସହେଯାଗ ରାଶି ପ୍ରଦାନ କରିଛି । ଆଗାମୀ ଦିନରେ ବିଭୀନ୍ନ ସଂଗଠନର ସହେଯାଗ କ୍ରମେ ସ୍ୱାସ୍ଥ୍ୟ କ୍ଷେତ୍ରରେ ସମ୍ବାଦିକ ସଂଘକୁ ଆତ୍ମ ନିର୍ଭର କରାଯିବ ବୋଲି ସଂଘର ସଭାପତି ଶ୍ରୀ ପୁଜାରୀ ନିଜ ବକ୍ତବ୍ୟରେ ସୂଚନା ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ସଭାପତି ଶ୍ରୀ ପୁଜାରୀଙ୍କ ସହିତ ବାସୁ ଫାଉଣ୍ଡେସନର ନିର୍ଦ୍ଦେଶକ ପ୍ରଶାନ୍ତ ପ୍ରଧାନ, ପ୍ରତିଷ୍ଠାତା ସଦସ୍ୟ ସତ୍ୟନାରାୟଣ ବେହେରା, ସାଧାରଣ

ସମ୍ପାଦକ ବଳରାମ ମିଶ୍ର, ଉପସଭାପତି ଆନନ୍ଦ ଚନ୍ଦ୍ର ସାହୁ ଓ ସାଙ୍ଗଠାନିକ ସମ୍ପାଦକ ଶରତ ଚନ୍ଦ୍ର ମିଶ୍ର ସମ୍ମିଳନୀରେ ମଂଚାସୀନ ଥିବାବେଳେ ବାସୁ ଫାଉଣ୍ଡେସନ ର ପ୍ରତ୍ୟୁଶ ପଣ୍ଡା ଓ ସମ୍ବାଦିକ ୍େୱଓଲ ଫେଆର ଟ୍ରଷ୍ଟର ଅଧ୍ୟକ୍ଷ ସତ୍ୟ ସୁନ୍ଦର ଭଞ୍ଜ ଭର୍ଚୁଏଲ ମାଧ୍ୟମରେ ଉପସ୍ଥିତ ଥିଲେ । ଅନ୍ୟମାନଙ୍କ ମଧ୍ୟରେ ସାମ୍ବାଦିକ ନବୀନ ପଶାୟତ, ସୁଧୀର ମିଶ୍ର, ଗୋପାଲ ପଧାନ, ଶରତ ମହାକୁର, ସନ୍ଦିପ କୁାମର କୁଅଁର, ମୁକେଶ ବହିଦାର, ଅଭିଲାସ ହୋତା, ବିଭୁକଲ୍ୟାଣ ଗଡତ୍ୟା, ରାଜୀବ ଷଢ଼ଙ୍ଗୀ, ସେକ୍ ମହମ୍ମଦ ୱାହିଦ, ଦେବାଶିଷ ମିଶ୍ର, ମହେନ୍ଦ୍ର ପ୍ରଧାନ, ବାରଣ ଭୁୟାଁ, ନୁତନ ମିଶ୍ର, ସଚି ବଗର୍ତ୍ତୀ, ନିରୋଜ ମିଶ୍ର,ଚିତ୍ତରଂଜନ ସାହୁ, ଗୁପ୍ତେଷର ପୃଷ୍ଟି, ସୁଶାନ୍ତ ଠାକୁର, ଚିତ୍ରସେନ ବେହେରା ପ୍ରମୁଖ ସମ୍ମିଳନୀରେ ଯୋଗଦାନ କରିଥିଲେ । ଶେଷରେ ଉପସଭାପତି ଶ୍ରୀ ସାହୁ ସମସ୍ତଙ୍କୁ ଧନ୍ୟବାଦ ପ୍ରଦାନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସାହିତ୍ୟିକ ପ୍ରଦୀପ ମିଶ୍ରଙ୍କ ସହ ଭାବବିନିମୟ   11-Oct-2026
  ଜିଲ୍ଲା  
ଚିର୍ମା ମହିମା ଟୁଙ୍ଗି ରେ ଧର୍ମ ସଭା ଅନୁଷ୍ଠିତ   11-Oct-2026
  ଜିଲ୍ଲା  
ଝରଣିପାଲି କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି 2026 ଆୟୋଜିତ   11-Oct-2026
  ଜିଲ୍ଲା  
*ଓଷ୍ଟା ନବରଙ୍ଗପୁରର ପଞ୍ଚମ ସାମ୍ବିଧାନିକ ସମ୍ମିଳନୀ ଅନୁଷ୍ଠିତ*   11-Oct-2026
  ଜିଲ୍ଲା  
ଟିଟିଲାଗଡରେ ସାହିତ୍ୟ ସାଧନାର ସୁବର୍ଣ୍ଣ ଜୟନ୍ତୀ ସମାରୋହ   11-Oct-2026
  ଜିଲ୍ଲା  
କୁରସୁଡ଼ ଠାରେ ୫୦ ତମ ଦୁର୍ଗାପୂଜା - ନବରାତ୍ରୀ ପୂଜା ଆରମ୍ଭ   11-Oct-2026
  ଜିଲ୍ଲା  
ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘ ବଲାଙ୍ଗିର ଶାଖାର ସାଧାରଣ ସଭା   11-Oct-2026
  ଜିଲ୍ଲା  
ଖୁଣ୍ଟସମଲେଇରେ ଶବର ସମାଜର ଭବ୍ୟ ରାଜ୍ୟସ୍ତରୀୟ ନୂଆଁଖାଇ ଭେଟଘାଟ   11-Oct-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ଆନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ   11-Oct-2026
  ଜିଲ୍ଲା  
ଇସ୍କନ ମନ୍ଦିରରେ ସିଭିଲ ସୋସାଇଟିର ନୂଆଁଖାଇ ଭେଟଘାଟ   11-Oct-2026
  ଜିଲ୍ଲା  
ଧର୍ମ ପରାୟଣ ବ୍ୟକ୍ତିଙ୍କ ପରଲୋକ   11-Oct-2026
  ଜିଲ୍ଲା  
କବିତା ଜୀବନର କଥା କହେ: ସାହିତ୍ୟ ଅକାଦେମି ପକ୍ଷରୁ ଆଲୋଚନାଚକ୍ର   11-Oct-2026

You Might Also Like