-+91-9937148622 |

prerana_bgr@rediffmail.com |

  Sunday 11th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସାହିତ୍ୟିକ ପ୍ରଦୀପ ମିଶ୍ରଙ୍କ ସହ ଭାବବିନିମୟ   (11-Oct-2026)       ||      ଚିର୍ମା ମହିମା ଟୁଙ୍ଗି ରେ ଧର୍ମ ସଭା ଅନୁଷ୍ଠିତ   (11-Oct-2026)       ||      ଝରଣିପାଲି କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି 2026 ଆୟୋଜିତ   (11-Oct-2026)       ||      *ଓଷ୍ଟା ନବରଙ୍ଗପୁରର ପଞ୍ଚମ ସାମ୍ବିଧାନିକ ସମ୍ମିଳନୀ ଅନୁଷ୍ଠିତ*   (11-Oct-2026)       ||      ଟିଟିଲାଗଡରେ ସାହିତ୍ୟ ସାଧନାର ସୁବର୍ଣ୍ଣ ଜୟନ୍ତୀ ସମାରୋହ   (11-Oct-2026)       ||      କୁରସୁଡ଼ ଠାରେ ୫୦ ତମ ଦୁର୍ଗାପୂଜା - ନବରାତ୍ରୀ ପୂଜା ଆରମ୍ଭ   (11-Oct-2026)       ||      ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘ ବଲାଙ୍ଗିର ଶାଖାର ସାଧାରଣ ସଭା    (11-Oct-2026)       ||      ଖୁଣ୍ଟସମଲେଇରେ ଶବର ସମାଜର ଭବ୍ୟ ରାଜ୍ୟସ୍ତରୀୟ ନୂଆଁଖାଇ ଭେଟଘାଟ   (11-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଆନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ   (11-Oct-2026)       ||      ଇସ୍କନ ମନ୍ଦିରରେ ସିଭିଲ ସୋସାଇଟିର ନୂଆଁଖାଇ ଭେଟଘାଟ   (11-Oct-2026)       ||      ଧର୍ମ ପରାୟଣ ବ୍ୟକ୍ତିଙ୍କ ପରଲୋକ    (11-Oct-2026)       ||      କବିତା ଜୀବନର କଥା କହେ: ସାହିତ୍ୟ ଅକାଦେମି ପକ୍ଷରୁ ଆଲୋଚନାଚକ୍ର   (11-Oct-2026)       ||      ମୋତେ ପ୍ରଭାବିତ କରିଥିବା ବହିଟିଏ ଶୀର୍ଷକ ଆଲୋଚନାଚକ୍ର ପୁସ୍ତକ ସହ ନିଷ୍ଠାପର ସମ୍ପର୍କ ରହିଲେ ଜୀବନର ବହୁ ଦ୍ବନ୍ଦ୍ବାତ୍ମକ ପରିସ୍ଥିତିରେ ଉଚିତ ମାର୍ଗଦର୍ଶନ ମିଳିଥାଏ    (11-Oct-2026)       ||      ବିଜୟପଲ୍ଲୀ ସଂସ୍କୃତ ମହାବିଦ୍ୟାଳୟରେ ଜୁଭେନ୍ତିକା କାର୍ଯ୍ୟକ୍ରମ   (11-Oct-2026)       ||      ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ♦️ ବିଦ୍ୟୁତ୍‌ ଅଭାବରେ ଅଚଳ ସ୍ମାର୍ଟବୋର୍ଡ, ତାତିରେ ସିଝୁଛନ୍ତି ଛାତ୍ରଛାତ୍ରୀ; ସମସ୍ୟା ନେଇ ଉପଜିଲ୍ଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ   (11-Oct-2026)       ||      ଓଡ଼ିଶା ସୂଚନା ସେବା ସଂଘର ବାର୍ଷିକ ଉତ୍ସବ ୨୦୨୬ ଅନୁଷ୍ଠିତ କ୍ୟାଡର ସୁଦୃଢ଼ୀକରଣ ଓ ବୃତ୍ତିଗତ ଉତ୍କର୍ଷତା ଉପରେ ଗୁରୁତ୍ୱ   (11-Oct-2026)       ||      ବଳିଟିକ୍ରା - ବୁରୋମୁଣ୍ଡା ରାସ୍ତା ରେ ଦୁଇ ବାଇକ୍ ମୁହାମୁହିଁ ଧକ୍କା, ଜଣେ ମୃତ,   (11-Oct-2026)       ||      ବଲାଙ୍ଗୀରରେ କାଂସିରାମ ଜୀଙ୍କ ୨୦ତମ ପରିନିର୍ବାଣ ଦିବସ ପାଳିତ   (10-Oct-2026)       ||      ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର    (10-Oct-2026)       ||      ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ    (10-Oct-2026)       ||     

HOME   ଜିଲ୍ଲା

କ୍ରେଡିଟ ଆକ୍ସେସ୍ ଗ୍ରାମୀଣ ଲିମିଟେଡ ପକ୍ଷରୁ ମାସ୍କ,ସାନିଟାଇଜର ବଣ୍ଟନ।

13-Jul-2021



ନର୍ଲା/(ସଞ୍ଜୀବ ଦାସ) କରୋନା ମହାମାରୀକୁ ଆଖି ଆଗରେ ରଖି ବିଭିନ୍ନ ସଂସ୍ଥା ପକ୍ଷରୁ ମାକ୍ସ ଓ ସାନିଟାଇଜର ବଣ୍ଟନ କରାଯାଉଛି। ଏହି କ୍ରମରେ ନର୍ଲାରେ ଘରୋଇ ଅର୍ଥ ଲଗାଣକାରୀ ସଂସ୍ଥା କ୍ରେଡିଟ ଆକ୍ସେସ୍ ଗ୍ରାମୀଣ ଲିମିଟେଡ ତରଫରୁ ନର୍ଲା ଥାନା କର୍ମଚାରୀ ଓ ସାମ୍ବାଦିକ ବନ୍ଧୁ ମାନଙ୍କୁ ମାକ୍ସ,ସାନିଟାଇଜର, ଅକ୍ସିମିଟର ପ୍ରଭୃତି ବଣ୍ଟନ କରାଯାଇଛି। କରୋନାରୁ କିପରି ଲୋକେ ମୁକ୍ତ ହେବେ ଓ ସାମାଜିକ ଦୂରତାକୁ ବଜାୟି ମାକ୍ସ ଲଗାଇବେ ବାରମ୍ବାର ହାତକୁ ସାନିଟାଇଜର କରିବେ ତେବେ ଯାଇ ଆମେ ଏହି ମହାମାରୀରୁ ରକ୍ଷା ପାଇବା ବୋଲି କ୍ରେଡିଟ ଆକ୍ସେସ୍ ଗ୍ରାମୀଣ ଲିମିଟେଡର ବ୍ରାଞ୍ଚ ମ୍ୟାନେଜର ରଜନୀ କାନ୍ତ ପ୍ରଧାନ ପ୍ରକାଶ କରିଥିଲେ। ପ୍ରଚାର ପ୍ରସାର କରି ଜନସାଧାରଣଙ୍କୁ କିପରି ସଚେତନ କରାଯିବ ତାହା ଗଣ ମାଧ୍ୟମର ଭୂମିକା ଗୁରୁତ୍ୱପୂର୍ଣ୍ଣ ବୋଲି ଅନ୍ୟତମ ମ୍ୟାନେଜର ସନ୍ତୋଷ ପାତ୍ର ପ୍ରକାଶ କରିଥିଲେ।

ଉକ୍ତ ଘରୋଇ ସଂସ୍ଥା ପକ୍ଷରୁ ଧର୍ମରାଜ ବିଶି, ଟେନିସ ବେହେରା, ଦିଲ୍ଲୀପ କୁମାର ମାଝୀ, ସୁଶାନ୍ତ ନାଏକ, ମନିଷା ସେନାପତି, ତେରେସା ଦୀପ, କିର୍ତ୍ତନ ଦୀପ ପ୍ରମୁଖ ଉପସ୍ଥିତ ଥିଲେ। ଗଣମାଧ୍ୟମ ପ୍ରତିନିଧି ଦୀପକ କୁମାର ଠାକୁର, ତ୍ରିଲୋଚନ ଗଉଡ, ପ୍ରଦୀପ କୁମାର ଗଉଡ, ସୁମିତ ଶର୍ମା, ସଞ୍ଜିବ ଦାସ ପ୍ରମୁଖ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସାହିତ୍ୟିକ ପ୍ରଦୀପ ମିଶ୍ରଙ୍କ ସହ ଭାବବିନିମୟ   11-Oct-2026
  ଜିଲ୍ଲା  
ଚିର୍ମା ମହିମା ଟୁଙ୍ଗି ରେ ଧର୍ମ ସଭା ଅନୁଷ୍ଠିତ   11-Oct-2026
  ଜିଲ୍ଲା  
ଝରଣିପାଲି କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି 2026 ଆୟୋଜିତ   11-Oct-2026
  ଜିଲ୍ଲା  
*ଓଷ୍ଟା ନବରଙ୍ଗପୁରର ପଞ୍ଚମ ସାମ୍ବିଧାନିକ ସମ୍ମିଳନୀ ଅନୁଷ୍ଠିତ*   11-Oct-2026
  ଜିଲ୍ଲା  
ଟିଟିଲାଗଡରେ ସାହିତ୍ୟ ସାଧନାର ସୁବର୍ଣ୍ଣ ଜୟନ୍ତୀ ସମାରୋହ   11-Oct-2026
  ଜିଲ୍ଲା  
କୁରସୁଡ଼ ଠାରେ ୫୦ ତମ ଦୁର୍ଗାପୂଜା - ନବରାତ୍ରୀ ପୂଜା ଆରମ୍ଭ   11-Oct-2026
  ଜିଲ୍ଲା  
ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘ ବଲାଙ୍ଗିର ଶାଖାର ସାଧାରଣ ସଭା   11-Oct-2026
  ଜିଲ୍ଲା  
ଖୁଣ୍ଟସମଲେଇରେ ଶବର ସମାଜର ଭବ୍ୟ ରାଜ୍ୟସ୍ତରୀୟ ନୂଆଁଖାଇ ଭେଟଘାଟ   11-Oct-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ଆନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ   11-Oct-2026
  ଜିଲ୍ଲା  
ଇସ୍କନ ମନ୍ଦିରରେ ସିଭିଲ ସୋସାଇଟିର ନୂଆଁଖାଇ ଭେଟଘାଟ   11-Oct-2026
  ଜିଲ୍ଲା  
ଧର୍ମ ପରାୟଣ ବ୍ୟକ୍ତିଙ୍କ ପରଲୋକ   11-Oct-2026
  ଜିଲ୍ଲା  
କବିତା ଜୀବନର କଥା କହେ: ସାହିତ୍ୟ ଅକାଦେମି ପକ୍ଷରୁ ଆଲୋଚନାଚକ୍ର   11-Oct-2026

You Might Also Like