-+91-9937148622 |

prerana_bgr@rediffmail.com |

  Sunday 11th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡରେ ସାହିତ୍ୟ ସାଧନାର ସୁବର୍ଣ୍ଣ ଜୟନ୍ତୀ ସମାରୋହ   (11-Oct-2026)       ||      କୁରସୁଡ଼ ଠାରେ ୫୦ ତମ ଦୁର୍ଗାପୂଜା - ନବରାତ୍ରୀ ପୂଜା ଆରମ୍ଭ   (11-Oct-2026)       ||      ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘ ବଲାଙ୍ଗିର ଶାଖାର ସାଧାରଣ ସଭା    (11-Oct-2026)       ||      ଖୁଣ୍ଟସମଲେଇରେ ଶବର ସମାଜର ଭବ୍ୟ ରାଜ୍ୟସ୍ତରୀୟ ନୂଆଁଖାଇ ଭେଟଘାଟ   (11-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଆନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ   (11-Oct-2026)       ||      ଇସ୍କନ ମନ୍ଦିରରେ ସିଭିଲ ସୋସାଇଟିର ନୂଆଁଖାଇ ଭେଟଘାଟ   (11-Oct-2026)       ||      ଧର୍ମ ପରାୟଣ ବ୍ୟକ୍ତିଙ୍କ ପରଲୋକ    (11-Oct-2026)       ||      କବିତା ଜୀବନର କଥା କହେ: ସାହିତ୍ୟ ଅକାଦେମି ପକ୍ଷରୁ ଆଲୋଚନାଚକ୍ର   (11-Oct-2026)       ||      ମୋତେ ପ୍ରଭାବିତ କରିଥିବା ବହିଟିଏ ଶୀର୍ଷକ ଆଲୋଚନାଚକ୍ର ପୁସ୍ତକ ସହ ନିଷ୍ଠାପର ସମ୍ପର୍କ ରହିଲେ ଜୀବନର ବହୁ ଦ୍ବନ୍ଦ୍ବାତ୍ମକ ପରିସ୍ଥିତିରେ ଉଚିତ ମାର୍ଗଦର୍ଶନ ମିଳିଥାଏ    (11-Oct-2026)       ||      ବିଜୟପଲ୍ଲୀ ସଂସ୍କୃତ ମହାବିଦ୍ୟାଳୟରେ ଜୁଭେନ୍ତିକା କାର୍ଯ୍ୟକ୍ରମ   (11-Oct-2026)       ||      ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ♦️ ବିଦ୍ୟୁତ୍‌ ଅଭାବରେ ଅଚଳ ସ୍ମାର୍ଟବୋର୍ଡ, ତାତିରେ ସିଝୁଛନ୍ତି ଛାତ୍ରଛାତ୍ରୀ; ସମସ୍ୟା ନେଇ ଉପଜିଲ୍ଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ   (11-Oct-2026)       ||      ଓଡ଼ିଶା ସୂଚନା ସେବା ସଂଘର ବାର୍ଷିକ ଉତ୍ସବ ୨୦୨୬ ଅନୁଷ୍ଠିତ କ୍ୟାଡର ସୁଦୃଢ଼ୀକରଣ ଓ ବୃତ୍ତିଗତ ଉତ୍କର୍ଷତା ଉପରେ ଗୁରୁତ୍ୱ   (11-Oct-2026)       ||      ବଳିଟିକ୍ରା - ବୁରୋମୁଣ୍ଡା ରାସ୍ତା ରେ ଦୁଇ ବାଇକ୍ ମୁହାମୁହିଁ ଧକ୍କା, ଜଣେ ମୃତ,   (11-Oct-2026)       ||      ବଲାଙ୍ଗୀରରେ କାଂସିରାମ ଜୀଙ୍କ ୨୦ତମ ପରିନିର୍ବାଣ ଦିବସ ପାଳିତ   (10-Oct-2026)       ||      ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର    (10-Oct-2026)       ||      ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ    (10-Oct-2026)       ||      ମାଁ ମାଣିକେଶ୍ୱରି ଆଞ୍ଚଲିକ କୈବର୍ତ୍ତ ସମାଜ ର କମିଟି ଗଠନ   (10-Oct-2026)       ||      ପାଟଣେଶ୍ୱରୀ ଙ୍କ ନବରାତ୍ର ପୂଜା ଆରମ୍ଭ♦️ କଳସ ଶୋଭାଯାତ୍ରା ରେ ସାମିଲ ହେଲେ ଶ୍ରଦ୍ଧାଳୁ    (10-Oct-2026)       ||      ଜିଲ୍ଳା ପ୍ରଶାସନ ପକ୍ଷରୁ ଭୋଟର ତାଲିକା ପ୍ରସ୍ତୁତି ସମ୍ବନ୍ଧୀୟ ଘରକୁ ଘର ସର୍ଭେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   (10-Oct-2026)       ||      ନାଟ୍ୟଶ୍ରୀ ଗଦାଧର ବାରିକ ପାଇବେ ଗୁରୁ ଭଗବାନ ସାହୁ ସ୍ମୃତି ସମ୍ମାନ    (10-Oct-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ଜିଲ୍ଲା ଉନ୍ନୟନ ଓ ତଦାରଖ କମିଟି ବୈଠକ - ଜ଼ିଲ୍ଲାର ବିକାଶ ପାଇଁ ପରସ୍ପର ସହ ସମନ୍ୱୟ ରଖି କାର୍ଯ୍ୟ କରିବାକୁ ସାଂସଦଙ୍କ ଗୁରୁତ୍ୱାରୋପ

13-Jul-2021



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ) : ସୁବର୍ଣ୍ଣପୁର  ଜିଲ୍ଲା ଉନ୍ନୟନ ଓ ତଦାରଖ କମିଟି (ଦିଶା) ବୈଠକ କମିଟି ଅଧ୍ୟକ୍ଷା ତଥା ଲୋକସଭା ସାଂସଦ ଶ୍ରୀମତୀ ସଙ୍ଗୀତା କୁମାରୀ ସିଂଦେଓଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି।ଜିଲ୍ଲା କିଲିଟାରି ସଭାକକ୍ଷରେ ଅନୁଷ୍ଠିତ ବୈଠକରେ ମାନ୍ୟବର ମନ୍ତ୍ରୀ ଅର୍ଥ ଓ ଅବକାରୀ ଶ୍ରୀଯୁକ୍ତ ନିରଞ୍ଜନ ପୂଜାରୀ, ଜିଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ଉଷା କୁମାରୀ, ଜିଲାପାଳ ଶ୍ରୀମତୀ ଅଵୋଲୀ ସୁନିଲ ନରୱଣେ,  ତିଆରଡିଏ ପ୍ରକଳ୍ପ ନିର୍ଦ୍ଦେଶକ ଡୋଳାମଣି ପଟେଲ, ଉପଜିଲ୍ଲାପାଳ ସୋନପୁର ନିହାର ରଞ୍ଜନ କଁହର, ଉପଜିଲ୍ଲାପାଳ ବୀରମହାରାଜପୁର ଅଶୋକ କୁମାର ଭୋଇ,  ବିଭିନ୍ନ ବ୍ଲକ୍‌ର ଅଧ୍ୟକ୍ଷ/ଅଧ୍ୟକ୍ଷା, ଜିଲାସ୍ତରୀୟ ଅଧିକାରୀ, ଦିଶା କମିଟି ସଦସ୍ୟ ସଦସ୍ୟା ଉପସ୍ଥିତ ଥିଲେ। ଜିଲାପାଳ ଶ୍ରୀମତୀ ନରୱଣେ  ସ୍ବାଗତ ବକ୍ତବ୍ୟ ରଖି  ଜିଲାରେ କାର୍ଯ୍ୟକାରୀ ହେଉଥିବା ଉନ୍ନୟନ ପ୍ରକଳ୍ପର କାର୍ଯ୍ୟକାରିତା ଓ ଅଗ୍ରଗତି ସମ୍ପର୍କରେ ସୂଚନା ଦେଇଥିଲେ । ଜିଲ୍ଲାର ସର୍ବାଙ୍ଗୀନ ଉନ୍ନତି ଓ ବିକାଶ ଦିଗରେ ସମସ୍ତ ବିଭାଗ ଓ ଅଧିକାରୀଙ୍କ ମଧ୍ୟରେ ଉପଯୁକ୍ତ ସମନ୍ଵୟ ରଖି ଯୋଜନା କାର୍ଯ୍ୟକାରୀ କରାଯିବାକୁ ଏମପି ଶ୍ରୀମତୀ ସିଂଦେଓ ଗୁରୁତ୍ବାରୋପ କରିଥିଲେ। କେନ୍ଦ୍ରୀୟ ଯୋଜନାରେ ଆବଣ୍ଟିତ ପାଣ୍ଠି ଜରିଆରେ କାର୍ଯ୍ୟକାରୀ ହେଉଥିବା ପ୍ରକଳ୍ପଗୁଡିକର ସଠିକ୍ କାର୍ଯ୍ୟକାରିତା ଓ ଉପଯୁକ୍ତ ପାଣ୍ଠି ବିନିଯୋଗ ଉପରେ ସେ ଗୁରୁତ୍ବାରୋପ କରିବା ସହ ଧାର୍ଯ୍ୟ ସମୟ ମଧ୍ୟରେ ସମାପନ କରିବାକୁ ପରାମର୍ଶ ଦେଇଛନ୍ତି  । ବୈଠକରେ ପ୍ରଧାନମନ୍ତ୍ରୀ ସଡକ ଯୋଜନାରେ ନିର୍ମାଣ ହେଉଥିବା ରାସ୍ତା ଓ ପୋଲ ନିର୍ମାଣ ଉପରେ ସମାକ୍ଷା କରାଯାଇ କାର୍ଯ୍ୟ ର ଗୁଣାତ୍ମକ ମାନ ଉପରେ କୌଣସି ପ୍ରକାର ସାଲିସ କରାଯିବ ନାହିଁ ବୋଲି ଗୁରୁତ୍ୱାରୋପ କରିଛନ୍ତି । ଜାତୀୟ ସାମାଜିକ ସହାୟତା ଯୋଜନା, ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ଗ୍ରାମୀଣ ଓ ସହରାଞ୍ଚଳ), ନିର୍ମାଣ ଶ୍ରମିକ ଯୋଜନା, ଖୋର୍ଦ୍ଧା ବଲାଙ୍ଗୀର  ରେଲୱେ ପ୍ରକଳ୍ପ ର ଅଗ୍ରଗତି,  ଜାତୀୟ ଗ୍ରାମ୍ୟ ପାନୀୟ ଜଳ ଯୋଗାଣ ଯୋଜନା, ସ୍ବଚ୍ଛ ଭାରତ ମିଶନ, ଜାତୀୟ ଉଦ୍ୟାନ ମିଶନ,  ଓ ଅନ୍ୟାନ୍ୟ ଯୋଜନା ଉପର ସମୀକ୍ଷା ହୋଇଥିଲା। ଶେଷରେ ତିଆରଡିଏ ପିଡି ଡୋଳାମଣି ପଟେଲ  ଧନ୍ୟବାଦ ଅର୍ପଣ କରିଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡରେ ସାହିତ୍ୟ ସାଧନାର ସୁବର୍ଣ୍ଣ ଜୟନ୍ତୀ ସମାରୋହ   11-Oct-2026
  ଜିଲ୍ଲା  
କୁରସୁଡ଼ ଠାରେ ୫୦ ତମ ଦୁର୍ଗାପୂଜା - ନବରାତ୍ରୀ ପୂଜା ଆରମ୍ଭ   11-Oct-2026
  ଜିଲ୍ଲା  
ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘ ବଲାଙ୍ଗିର ଶାଖାର ସାଧାରଣ ସଭା   11-Oct-2026
  ଜିଲ୍ଲା  
ଖୁଣ୍ଟସମଲେଇରେ ଶବର ସମାଜର ଭବ୍ୟ ରାଜ୍ୟସ୍ତରୀୟ ନୂଆଁଖାଇ ଭେଟଘାଟ   11-Oct-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ଆନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ   11-Oct-2026
  ଜିଲ୍ଲା  
ଇସ୍କନ ମନ୍ଦିରରେ ସିଭିଲ ସୋସାଇଟିର ନୂଆଁଖାଇ ଭେଟଘାଟ   11-Oct-2026
  ଜିଲ୍ଲା  
ଧର୍ମ ପରାୟଣ ବ୍ୟକ୍ତିଙ୍କ ପରଲୋକ   11-Oct-2026
  ଜିଲ୍ଲା  
କବିତା ଜୀବନର କଥା କହେ: ସାହିତ୍ୟ ଅକାଦେମି ପକ୍ଷରୁ ଆଲୋଚନାଚକ୍ର   11-Oct-2026
  ଜିଲ୍ଲା  
ମୋତେ ପ୍ରଭାବିତ କରିଥିବା ବହିଟିଏ ଶୀର୍ଷକ ଆଲୋଚନାଚକ୍ର ପୁସ୍ତକ ସହ ନିଷ୍ଠାପର ସମ୍ପର୍କ ରହିଲେ ଜୀବନର ବହୁ ଦ୍ବନ୍ଦ୍ବାତ୍ମକ ପରିସ୍ଥିତିରେ ଉଚିତ ମାର୍ଗଦର୍ଶନ ମିଳିଥାଏ   11-Oct-2026
  ଜିଲ୍ଲା  
ବିଜୟପଲ୍ଲୀ ସଂସ୍କୃତ ମହାବିଦ୍ୟାଳୟରେ ଜୁଭେନ୍ତିକା କାର୍ଯ୍ୟକ୍ରମ   11-Oct-2026
  ଜିଲ୍ଲା  
ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ♦️ ବିଦ୍ୟୁତ୍‌ ଅଭାବରେ ଅଚଳ ସ୍ମାର୍ଟବୋର୍ଡ, ତାତିରେ ସିଝୁଛନ୍ତି ଛାତ୍ରଛାତ୍ରୀ; ସମସ୍ୟା ନେଇ ଉପଜିଲ୍ଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ   11-Oct-2026
  ରାଜ୍ୟ  
ଓଡ଼ିଶା ସୂଚନା ସେବା ସଂଘର ବାର୍ଷିକ ଉତ୍ସବ ୨୦୨୬ ଅନୁଷ୍ଠିତ କ୍ୟାଡର ସୁଦୃଢ଼ୀକରଣ ଓ ବୃତ୍ତିଗତ ଉତ୍କର୍ଷତା ଉପରେ ଗୁରୁତ୍ୱ   11-Oct-2026

You Might Also Like