-+91-9937148622 |

prerana_bgr@rediffmail.com |

  Sunday 11th October 2026 |

| | | |

R.N.I. Regd No. ODIODI/2010/46693

Breaking News

ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘ ବଲାଙ୍ଗିର ଶାଖାର ସାଧାରଣ ସଭା    (11-Oct-2026)       ||      ଖୁଣ୍ଟସମଲେଇରେ ଶବର ସମାଜର ଭବ୍ୟ ରାଜ୍ୟସ୍ତରୀୟ ନୂଆଁଖାଇ ଭେଟଘାଟ   (11-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଆନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ   (11-Oct-2026)       ||      ଇସ୍କନ ମନ୍ଦିରରେ ସିଭିଲ ସୋସାଇଟିର ନୂଆଁଖାଇ ଭେଟଘାଟ   (11-Oct-2026)       ||      ଧର୍ମ ପରାୟଣ ବ୍ୟକ୍ତିଙ୍କ ପରଲୋକ    (11-Oct-2026)       ||      କବିତା ଜୀବନର କଥା କହେ: ସାହିତ୍ୟ ଅକାଦେମି ପକ୍ଷରୁ ଆଲୋଚନାଚକ୍ର   (11-Oct-2026)       ||      ମୋତେ ପ୍ରଭାବିତ କରିଥିବା ବହିଟିଏ ଶୀର୍ଷକ ଆଲୋଚନାଚକ୍ର ପୁସ୍ତକ ସହ ନିଷ୍ଠାପର ସମ୍ପର୍କ ରହିଲେ ଜୀବନର ବହୁ ଦ୍ବନ୍ଦ୍ବାତ୍ମକ ପରିସ୍ଥିତିରେ ଉଚିତ ମାର୍ଗଦର୍ଶନ ମିଳିଥାଏ    (11-Oct-2026)       ||      ବିଜୟପଲ୍ଲୀ ସଂସ୍କୃତ ମହାବିଦ୍ୟାଳୟରେ ଜୁଭେନ୍ତିକା କାର୍ଯ୍ୟକ୍ରମ   (11-Oct-2026)       ||      ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ♦️ ବିଦ୍ୟୁତ୍‌ ଅଭାବରେ ଅଚଳ ସ୍ମାର୍ଟବୋର୍ଡ, ତାତିରେ ସିଝୁଛନ୍ତି ଛାତ୍ରଛାତ୍ରୀ; ସମସ୍ୟା ନେଇ ଉପଜିଲ୍ଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ   (11-Oct-2026)       ||      ଓଡ଼ିଶା ସୂଚନା ସେବା ସଂଘର ବାର୍ଷିକ ଉତ୍ସବ ୨୦୨୬ ଅନୁଷ୍ଠିତ କ୍ୟାଡର ସୁଦୃଢ଼ୀକରଣ ଓ ବୃତ୍ତିଗତ ଉତ୍କର୍ଷତା ଉପରେ ଗୁରୁତ୍ୱ   (11-Oct-2026)       ||      ବଳିଟିକ୍ରା - ବୁରୋମୁଣ୍ଡା ରାସ୍ତା ରେ ଦୁଇ ବାଇକ୍ ମୁହାମୁହିଁ ଧକ୍କା, ଜଣେ ମୃତ,   (11-Oct-2026)       ||      ବଲାଙ୍ଗୀରରେ କାଂସିରାମ ଜୀଙ୍କ ୨୦ତମ ପରିନିର୍ବାଣ ଦିବସ ପାଳିତ   (10-Oct-2026)       ||      ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର    (10-Oct-2026)       ||      ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ    (10-Oct-2026)       ||      ମାଁ ମାଣିକେଶ୍ୱରି ଆଞ୍ଚଲିକ କୈବର୍ତ୍ତ ସମାଜ ର କମିଟି ଗଠନ   (10-Oct-2026)       ||      ପାଟଣେଶ୍ୱରୀ ଙ୍କ ନବରାତ୍ର ପୂଜା ଆରମ୍ଭ♦️ କଳସ ଶୋଭାଯାତ୍ରା ରେ ସାମିଲ ହେଲେ ଶ୍ରଦ୍ଧାଳୁ    (10-Oct-2026)       ||      ଜିଲ୍ଳା ପ୍ରଶାସନ ପକ୍ଷରୁ ଭୋଟର ତାଲିକା ପ୍ରସ୍ତୁତି ସମ୍ବନ୍ଧୀୟ ଘରକୁ ଘର ସର୍ଭେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   (10-Oct-2026)       ||      ନାଟ୍ୟଶ୍ରୀ ଗଦାଧର ବାରିକ ପାଇବେ ଗୁରୁ ଭଗବାନ ସାହୁ ସ୍ମୃତି ସମ୍ମାନ    (10-Oct-2026)       ||      ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ    (10-Oct-2026)       ||      ଇକୋ କ୍ଲବ୍ ପକ୍ଷରୁ ୭୨ ତମ ବିଶ୍ଵ ବନ୍ୟପ୍ରାଣୀ ସପ୍ତାହ ପାଳିତ   (10-Oct-2026)       ||     

HOME   ଜିଲ୍ଲା

ବ୍ଲକ ଶିକ୍ଷା କାର୍ଯ୍ୟାଳୟରେ ବୃକ୍ଷରୋପଣ କଲେ ନରସିଂହ- ଶିକ୍ଷା ଭିତ୍ତିଭୂମି ଉପରେ ଜିଲ୍ଲା ଶିକ୍ଷାଧିକାରୀଙ୍କ ସହ କଲେ ଆଲୋଚନା

13-Jul-2021



ବଲାଙ୍ଗିର,(ପ୍ରେରଣା ଖବର)- ଆଜି ସ୍ଥାନୀୟ ବ୍ଲକ ଶିକ୍ଷାଧିକାରୀ କାର୍ଯ୍ୟାଳୟରେ ଦିବା ଘ.୧୦ ସମୟରେ କାର୍ଯ୍ୟାଳୟ ପକ୍ଷରୁ ଏକ ବନୋମହୋତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଅଛି । ବ୍ଲକ ଶିକ୍ଷାଧିକାରୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ମହୋତ୍ସବରେ ବଲାଙ୍ଗିର ମାନ୍ୟବର ବିଧାୟକ ନରସିଂହ ମିଶ୍ର ମୁଖ୍ୟ ଅତିଥି ଭାବରେ ଯୋଗଦେଇଥିଲେ । ବୃକ୍ଷରୋପଣ ପୂର୍ବରୁ ଜିଲ୍ଲା ଶିକ୍ଷାଧିକାରୀ, ବ୍ଲକ ଶିକ୍ଷାଧିକାରୀଙ୍କ ସହ ଶିକ୍ଷା ବିଭାଗର ଭିତ୍ତିଭୂମି ଉପରେ ଆଲୋଚନା କରିଥିଲେ ଶ୍ରୀ ମିଶ୍ର । ଗତ ୭ ବର୍ଷ ଭିତରେ ଜିଲ୍ଲାର ଅନେକ ଶିକ୍ଷାଭିତ୍ତିଭୂମିର ନୂତନ ନିର୍ମାଣ ହୋଇଥିଲେ ହେଁ ଜମି ସମସ୍ୟା ତଥା ପାଣ୍ଠିର ଅଭାବ ଯୋଗୁଁ କିଛି ଅଞ୍ଚଳରେ ଥିବା ବିପଦପୂର୍ଣ୍ଣ ସ୍କୁଲ କୋଠାର ପୁନଃ ନିର୍ମାଣ ହୋଇ ପାରୁନାହିଁ । ଅନେକ ଶିକ୍ଷା ବିଭାଗ ଜମି ଜବରଦଖଲରେ ଅଛି । ସହର ମଧ୍ୟରେ ଥିବା କିଛି ସ୍କୁଲ ଜାତୀୟ ରାଜପଥ କଡରେ ଥିବାରୁ ସେସବୁର

ସ୍ଥାନାନ୍ତରଣ ଜରୁରି ହୋଇ ପଡିଛି । ତେଣୁ ଏ ସବୁ ପାଇଁ ଜିଲ୍ଲା ଶିକ୍ଷାଧିକାରୀ ତୁରନ୍ତ ସରକାରଙ୍କୁ ଚିଠି ଲେଖନ୍ତୁ ବୋଲି ବିଧାୟକ ଶ୍ରୀ ମିଶ୍ର ନିର୍ଦ୍ଦେଶ ଦେଇଥିଲେ । ତା ସହିତ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ମଧ୍ୟ ମରାମତି ଦରକାର ହେଉଥିବାର ଦୃଷ୍ଟି ଆକର୍ଷଣ କରିଥିଲେ ବ୍ଲକ ଶିକ୍ଷାଧିକାରୀ ପରେ ବିଇଓ କାର୍ଯ୍ୟାଳୟ ପରିସରରେ ମୁଖ୍ୟ ଅତିଥି ବିଧାୟକ ଶ୍ରୀ ମିଶ୍ର ବିଭିନ୍ନ ପ୍ରକାର ବୃକ୍ଷରୋପଣ କରିଥିଲେ । ଏହି ବନୋମହୋତ୍ସବରେ ବିଧାୟକ ଶ୍ରୀ ମିଶ୍ରଙ୍କ ବ୍ୟତିତ ଜିଲ୍ଲା ଶିକ୍ଷାଧିକାରୀ ଧୃବଚରଣ ବେହେରା, ଉପଜିଲ୍ଲା ଶିକ୍ଷାଧିକାରୀ କେଶବ ଚନ୍ଦ୍ର ମେହେର, ବ୍ଲକ ଶିକ୍ଷାଧିକାରୀ ରାଘବ ପାଣିଗ୍ରାହୀ, ବିଧାୟକଙ୍କ ଶିକ୍ଷା ବିଭାଗ ପ୍ରତିନିଧି ଶିକ୍ଷାବିତ୍ ବାମଦେବ ମିଶ୍ର, ଉପ-ବ୍ଲକ ଶିକ୍ଷାଧିକାରୀ ଉତ୍ତମ କୁମାର ନାଏକ, କୈଳାସ କୁମ୍ଭାର, ସନ୍ଧ୍ୟାରାଣୀ ଧରୁଆ, ମନୋରଂଜନ ସ୍ୱାଇଁ, ସନ୍ତୋଷ କୁମାର ଦାଶ, ଡ. ପ୍ରଶାନ୍ତ ପଧାନ ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘ ବଲାଙ୍ଗିର ଶାଖାର ସାଧାରଣ ସଭା   11-Oct-2026
  ଜିଲ୍ଲା  
ଖୁଣ୍ଟସମଲେଇରେ ଶବର ସମାଜର ଭବ୍ୟ ରାଜ୍ୟସ୍ତରୀୟ ନୂଆଁଖାଇ ଭେଟଘାଟ   11-Oct-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ଆନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ   11-Oct-2026
  ଜିଲ୍ଲା  
ଇସ୍କନ ମନ୍ଦିରରେ ସିଭିଲ ସୋସାଇଟିର ନୂଆଁଖାଇ ଭେଟଘାଟ   11-Oct-2026
  ଜିଲ୍ଲା  
ଧର୍ମ ପରାୟଣ ବ୍ୟକ୍ତିଙ୍କ ପରଲୋକ   11-Oct-2026
  ଜିଲ୍ଲା  
କବିତା ଜୀବନର କଥା କହେ: ସାହିତ୍ୟ ଅକାଦେମି ପକ୍ଷରୁ ଆଲୋଚନାଚକ୍ର   11-Oct-2026
  ଜିଲ୍ଲା  
ମୋତେ ପ୍ରଭାବିତ କରିଥିବା ବହିଟିଏ ଶୀର୍ଷକ ଆଲୋଚନାଚକ୍ର ପୁସ୍ତକ ସହ ନିଷ୍ଠାପର ସମ୍ପର୍କ ରହିଲେ ଜୀବନର ବହୁ ଦ୍ବନ୍ଦ୍ବାତ୍ମକ ପରିସ୍ଥିତିରେ ଉଚିତ ମାର୍ଗଦର୍ଶନ ମିଳିଥାଏ   11-Oct-2026
  ଜିଲ୍ଲା  
ବିଜୟପଲ୍ଲୀ ସଂସ୍କୃତ ମହାବିଦ୍ୟାଳୟରେ ଜୁଭେନ୍ତିକା କାର୍ଯ୍ୟକ୍ରମ   11-Oct-2026
  ଜିଲ୍ଲା  
ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ♦️ ବିଦ୍ୟୁତ୍‌ ଅଭାବରେ ଅଚଳ ସ୍ମାର୍ଟବୋର୍ଡ, ତାତିରେ ସିଝୁଛନ୍ତି ଛାତ୍ରଛାତ୍ରୀ; ସମସ୍ୟା ନେଇ ଉପଜିଲ୍ଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ   11-Oct-2026
  ରାଜ୍ୟ  
ଓଡ଼ିଶା ସୂଚନା ସେବା ସଂଘର ବାର୍ଷିକ ଉତ୍ସବ ୨୦୨୬ ଅନୁଷ୍ଠିତ କ୍ୟାଡର ସୁଦୃଢ଼ୀକରଣ ଓ ବୃତ୍ତିଗତ ଉତ୍କର୍ଷତା ଉପରେ ଗୁରୁତ୍ୱ   11-Oct-2026
  ଜିଲ୍ଲା  
ବଳିଟିକ୍ରା - ବୁରୋମୁଣ୍ଡା ରାସ୍ତା ରେ ଦୁଇ ବାଇକ୍ ମୁହାମୁହିଁ ଧକ୍କା, ଜଣେ ମୃତ,   11-Oct-2026
  ଜିଲ୍ଲା  
ବଲାଙ୍ଗୀରରେ କାଂସିରାମ ଜୀଙ୍କ ୨୦ତମ ପରିନିର୍ବାଣ ଦିବସ ପାଳିତ   10-Oct-2026

You Might Also Like