-+91-9937148622 |

prerana_bgr@rediffmail.com |

  Sunday 11th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଖୁଣ୍ଟସମଲେଇରେ ଶବର ସମାଜର ଭବ୍ୟ ରାଜ୍ୟସ୍ତରୀୟ ନୂଆଁଖାଇ ଭେଟଘାଟ   (11-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଆନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ   (11-Oct-2026)       ||      ଇସ୍କନ ମନ୍ଦିରରେ ସିଭିଲ ସୋସାଇଟିର ନୂଆଁଖାଇ ଭେଟଘାଟ   (11-Oct-2026)       ||      ଧର୍ମ ପରାୟଣ ବ୍ୟକ୍ତିଙ୍କ ପରଲୋକ    (11-Oct-2026)       ||      କବିତା ଜୀବନର କଥା କହେ: ସାହିତ୍ୟ ଅକାଦେମି ପକ୍ଷରୁ ଆଲୋଚନାଚକ୍ର   (11-Oct-2026)       ||      ମୋତେ ପ୍ରଭାବିତ କରିଥିବା ବହିଟିଏ ଶୀର୍ଷକ ଆଲୋଚନାଚକ୍ର ପୁସ୍ତକ ସହ ନିଷ୍ଠାପର ସମ୍ପର୍କ ରହିଲେ ଜୀବନର ବହୁ ଦ୍ବନ୍ଦ୍ବାତ୍ମକ ପରିସ୍ଥିତିରେ ଉଚିତ ମାର୍ଗଦର୍ଶନ ମିଳିଥାଏ    (11-Oct-2026)       ||      ବିଜୟପଲ୍ଲୀ ସଂସ୍କୃତ ମହାବିଦ୍ୟାଳୟରେ ଜୁଭେନ୍ତିକା କାର୍ଯ୍ୟକ୍ରମ   (11-Oct-2026)       ||      ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ♦️ ବିଦ୍ୟୁତ୍‌ ଅଭାବରେ ଅଚଳ ସ୍ମାର୍ଟବୋର୍ଡ, ତାତିରେ ସିଝୁଛନ୍ତି ଛାତ୍ରଛାତ୍ରୀ; ସମସ୍ୟା ନେଇ ଉପଜିଲ୍ଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ   (11-Oct-2026)       ||      ଓଡ଼ିଶା ସୂଚନା ସେବା ସଂଘର ବାର୍ଷିକ ଉତ୍ସବ ୨୦୨୬ ଅନୁଷ୍ଠିତ କ୍ୟାଡର ସୁଦୃଢ଼ୀକରଣ ଓ ବୃତ୍ତିଗତ ଉତ୍କର୍ଷତା ଉପରେ ଗୁରୁତ୍ୱ   (11-Oct-2026)       ||      ବଳିଟିକ୍ରା - ବୁରୋମୁଣ୍ଡା ରାସ୍ତା ରେ ଦୁଇ ବାଇକ୍ ମୁହାମୁହିଁ ଧକ୍କା, ଜଣେ ମୃତ,   (11-Oct-2026)       ||      ବଲାଙ୍ଗୀରରେ କାଂସିରାମ ଜୀଙ୍କ ୨୦ତମ ପରିନିର୍ବାଣ ଦିବସ ପାଳିତ   (10-Oct-2026)       ||      ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର    (10-Oct-2026)       ||      ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ    (10-Oct-2026)       ||      ମାଁ ମାଣିକେଶ୍ୱରି ଆଞ୍ଚଲିକ କୈବର୍ତ୍ତ ସମାଜ ର କମିଟି ଗଠନ   (10-Oct-2026)       ||      ପାଟଣେଶ୍ୱରୀ ଙ୍କ ନବରାତ୍ର ପୂଜା ଆରମ୍ଭ♦️ କଳସ ଶୋଭାଯାତ୍ରା ରେ ସାମିଲ ହେଲେ ଶ୍ରଦ୍ଧାଳୁ    (10-Oct-2026)       ||      ଜିଲ୍ଳା ପ୍ରଶାସନ ପକ୍ଷରୁ ଭୋଟର ତାଲିକା ପ୍ରସ୍ତୁତି ସମ୍ବନ୍ଧୀୟ ଘରକୁ ଘର ସର୍ଭେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   (10-Oct-2026)       ||      ନାଟ୍ୟଶ୍ରୀ ଗଦାଧର ବାରିକ ପାଇବେ ଗୁରୁ ଭଗବାନ ସାହୁ ସ୍ମୃତି ସମ୍ମାନ    (10-Oct-2026)       ||      ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ    (10-Oct-2026)       ||      ଇକୋ କ୍ଲବ୍ ପକ୍ଷରୁ ୭୨ ତମ ବିଶ୍ଵ ବନ୍ୟପ୍ରାଣୀ ସପ୍ତାହ ପାଳିତ   (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||     

HOME   ରାଜନୀତି

ବଲାଙ୍ଗିର : ଡୁଡୁକାଶିରା ଓ ଜିରାଟମାଲ ଗ୍ରାମର ପାନୀୟ ଜଳ ପ୍ରକଳ୍ପ ଶିଳାନ୍ଯାସ କଲେ ବ୍ଲକ ଅଧ୍ୟକ୍ଷ

13-Jul-2021



ବଲାଙ୍ଗିର(ପ୍ରେରଣା ଖବର):  ଆଜି ବଲାଙ୍ଗିର ସଦର ବ୍ଲକ ଅଧ୍ଯକ୍ଷ ଶ୍ରୀ ଗୁଲାପ ବାଗ ମାନ୍ଯବର ମୁଖ୍ଯମନ୍ତ୍ରୀଙ୍କ ଅନୁମୋଦନ କ୍ରମେ ଡୁଡୁକାଶିରା ଓ ଜିରାଟମାଲ ଗ୍ରାମର ପାନୀୟ ଜଳ ପ୍ରକଳ୍ପ ଶିଳାନ୍ଯାସ କରି ବ୍ଲକର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରିଛନ୍ତି । ମାନ୍ଯବର ମୁଖ୍ଯମନ୍ତ୍ରୀଙ୍କ ଯୋଜନା ମୁତାବକ ୨୦୨୪ ସୁଦ୍ଧା ସମସ୍ତ ଗାଁକୁ ପାନୀୟଜଳ ଯୋଗାଣ ସହିତ ପ୍ରତ୍ଯେକ ଘରକୁ ପହଞ୍ଚିବ ପିଇବା ପାଣି । ଏହି ଯୋଜନାରେ ଡୁଡୂକାଶିରା ପ୍ରକଳ୍ପ ଏବଂ ଜିରାଟମାଲ ପ୍ରକଳ୍ପକୁ  ମଞ୍ଜୁରୀ ଦେଇ ଜଳ ଯୋଗାଣ ପାଇଁ ସମସ୍ତ ପ୍ରସ୍ତୁତି ସରିଥିବା ବେଳେ ଆଜି ସଦର ବ୍ଲକ ଅଧ୍ଯକ୍ଷ ଗୁଲାପ ବାଗ ତାର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି   । ଏହି ପରିପ୍ରେକ୍ଷି ରେ ଏକ ସଭା ଅନୁଷ୍ଠିତ ହୋଇଥିଲା  ଅଧ୍ଯକ୍ଷ , ଜିଲ୍ଲା ଯୁବ ବିଜେଡି ସଭାପତି ଏବଂ ସାହାଜବାହାଲ ସରପଞ୍ଚ ପ୍ରଦ୍ଯୁମ୍ନ ହୋତା ନବୀନ ସରକାରଙ୍କ ସମସ୍ତ ଯୋଜନାକୁ ମୁଁ କରୁଛି ମୁଁ କରାଉଛି କହି ଲୋକଙ୍କୁ ଭୁଆଁ ବୁଲାଉଛନ୍ତି ସ୍ଥାନୀୟ ବିଧାୟକ ତେଣୁ ତାଙ୍କ କଥାରେ ନ ପଡିବାକୁ ଅନୁରୋଧ କରି ମାନ୍ଯବର ମୁଖ୍ଯମନ୍ତ୍ରୀ ଙ୍କ ଉପରେ ଜନସାଧାରଣଙ୍କ ବିଶ୍ବାସ କୁ ପ୍ରଶଂସା କରିଥିଲେ ।     

ତା ପରେ ଆରମ୍ଭ ହୋଇଥିବା ପାନୀୟଜଳ ପୂରକଳ୍ପ କାର୍ଯ୍ଯକୁ ତଦାରଖ କରି ସମସ୍ତ ଘରକୁ ଜଳ ଯେମିତି ପହଞ୍ଚିବ ସେ ପ୍ରତି ଧ୍ଯାନ ଦେବାକୁ ପ୍ରତିଶୃତି ଦେଇଥିଲେ । ଆଜିର ଏହି କାର୍ଯ୍ଯକ୍ରମରେ ଜିଲ୍ଲା ଯୁବ ବିଜେଡି ସଭାପତି ରାଜେନ୍ଦ୍ର ହୋତା , କୁଲମଣି ମେହେର , ପ୍ରଦ୍ଯୁମ୍ନ ହୋତା , ନିହାର ସ୍ବାଇଁ , ବିଭୁତି ଭୂଷଣ ମିଶ୍ର , ବ୍ଲକ ଯୁବ ସଭାପତି ଆଶିର୍ବାଦ ସାହୁ , ଶଙ୍କର ମେହେର , ଲଛମନ ମହାକୁର , ସୁମନ ନନ୍ଦ , ଦିପକ ପଣ୍ଡା , ବିରସେନ ସାହୁ , ରାଜକିଶୋର , ଡୋଲାମଣି , ସୁନିଲ , ଅନ୍ତର୍ଯ୍ଯାମୀଙ୍କ ସହିତ ଅନେକ କର୍ମକର୍ତ୍ତା ଉପସ୍ଥିତ ଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ଖୁଣ୍ଟସମଲେଇରେ ଶବର ସମାଜର ଭବ୍ୟ ରାଜ୍ୟସ୍ତରୀୟ ନୂଆଁଖାଇ ଭେଟଘାଟ   11-Oct-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ଆନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ   11-Oct-2026
  ଜିଲ୍ଲା  
ଇସ୍କନ ମନ୍ଦିରରେ ସିଭିଲ ସୋସାଇଟିର ନୂଆଁଖାଇ ଭେଟଘାଟ   11-Oct-2026
  ଜିଲ୍ଲା  
ଧର୍ମ ପରାୟଣ ବ୍ୟକ୍ତିଙ୍କ ପରଲୋକ   11-Oct-2026
  ଜିଲ୍ଲା  
କବିତା ଜୀବନର କଥା କହେ: ସାହିତ୍ୟ ଅକାଦେମି ପକ୍ଷରୁ ଆଲୋଚନାଚକ୍ର   11-Oct-2026
  ଜିଲ୍ଲା  
ମୋତେ ପ୍ରଭାବିତ କରିଥିବା ବହିଟିଏ ଶୀର୍ଷକ ଆଲୋଚନାଚକ୍ର ପୁସ୍ତକ ସହ ନିଷ୍ଠାପର ସମ୍ପର୍କ ରହିଲେ ଜୀବନର ବହୁ ଦ୍ବନ୍ଦ୍ବାତ୍ମକ ପରିସ୍ଥିତିରେ ଉଚିତ ମାର୍ଗଦର୍ଶନ ମିଳିଥାଏ   11-Oct-2026
  ଜିଲ୍ଲା  
ବିଜୟପଲ୍ଲୀ ସଂସ୍କୃତ ମହାବିଦ୍ୟାଳୟରେ ଜୁଭେନ୍ତିକା କାର୍ଯ୍ୟକ୍ରମ   11-Oct-2026
  ଜିଲ୍ଲା  
ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ♦️ ବିଦ୍ୟୁତ୍‌ ଅଭାବରେ ଅଚଳ ସ୍ମାର୍ଟବୋର୍ଡ, ତାତିରେ ସିଝୁଛନ୍ତି ଛାତ୍ରଛାତ୍ରୀ; ସମସ୍ୟା ନେଇ ଉପଜିଲ୍ଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ   11-Oct-2026
  ରାଜ୍ୟ  
ଓଡ଼ିଶା ସୂଚନା ସେବା ସଂଘର ବାର୍ଷିକ ଉତ୍ସବ ୨୦୨୬ ଅନୁଷ୍ଠିତ କ୍ୟାଡର ସୁଦୃଢ଼ୀକରଣ ଓ ବୃତ୍ତିଗତ ଉତ୍କର୍ଷତା ଉପରେ ଗୁରୁତ୍ୱ   11-Oct-2026
  ଜିଲ୍ଲା  
ବଳିଟିକ୍ରା - ବୁରୋମୁଣ୍ଡା ରାସ୍ତା ରେ ଦୁଇ ବାଇକ୍ ମୁହାମୁହିଁ ଧକ୍କା, ଜଣେ ମୃତ,   11-Oct-2026
  ଜିଲ୍ଲା  
ବଲାଙ୍ଗୀରରେ କାଂସିରାମ ଜୀଙ୍କ ୨୦ତମ ପରିନିର୍ବାଣ ଦିବସ ପାଳିତ   10-Oct-2026
  ଜିଲ୍ଲା  
ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର   10-Oct-2026

You Might Also Like