-+91-9937148622 |

prerana_bgr@rediffmail.com |

  Sunday 11th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଧର୍ମ ପରାୟଣ ବ୍ୟକ୍ତିଙ୍କ ପରଲୋକ    (11-Oct-2026)       ||      କବିତା ଜୀବନର କଥା କହେ: ସାହିତ୍ୟ ଅକାଦେମି ପକ୍ଷରୁ ଆଲୋଚନାଚକ୍ର   (11-Oct-2026)       ||      ମୋତେ ପ୍ରଭାବିତ କରିଥିବା ବହିଟିଏ ଶୀର୍ଷକ ଆଲୋଚନାଚକ୍ର ପୁସ୍ତକ ସହ ନିଷ୍ଠାପର ସମ୍ପର୍କ ରହିଲେ ଜୀବନର ବହୁ ଦ୍ବନ୍ଦ୍ବାତ୍ମକ ପରିସ୍ଥିତିରେ ଉଚିତ ମାର୍ଗଦର୍ଶନ ମିଳିଥାଏ    (11-Oct-2026)       ||      ବିଜୟପଲ୍ଲୀ ସଂସ୍କୃତ ମହାବିଦ୍ୟାଳୟରେ ଜୁଭେନ୍ତିକା କାର୍ଯ୍ୟକ୍ରମ   (11-Oct-2026)       ||      ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ♦️ ବିଦ୍ୟୁତ୍‌ ଅଭାବରେ ଅଚଳ ସ୍ମାର୍ଟବୋର୍ଡ, ତାତିରେ ସିଝୁଛନ୍ତି ଛାତ୍ରଛାତ୍ରୀ; ସମସ୍ୟା ନେଇ ଉପଜିଲ୍ଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ   (11-Oct-2026)       ||      ଓଡ଼ିଶା ସୂଚନା ସେବା ସଂଘର ବାର୍ଷିକ ଉତ୍ସବ ୨୦୨୬ ଅନୁଷ୍ଠିତ କ୍ୟାଡର ସୁଦୃଢ଼ୀକରଣ ଓ ବୃତ୍ତିଗତ ଉତ୍କର୍ଷତା ଉପରେ ଗୁରୁତ୍ୱ   (11-Oct-2026)       ||      ବଳିଟିକ୍ରା - ବୁରୋମୁଣ୍ଡା ରାସ୍ତା ରେ ଦୁଇ ବାଇକ୍ ମୁହାମୁହିଁ ଧକ୍କା, ଜଣେ ମୃତ,   (11-Oct-2026)       ||      ବଲାଙ୍ଗୀରରେ କାଂସିରାମ ଜୀଙ୍କ ୨୦ତମ ପରିନିର୍ବାଣ ଦିବସ ପାଳିତ   (10-Oct-2026)       ||      ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର    (10-Oct-2026)       ||      ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ    (10-Oct-2026)       ||      ମାଁ ମାଣିକେଶ୍ୱରି ଆଞ୍ଚଲିକ କୈବର୍ତ୍ତ ସମାଜ ର କମିଟି ଗଠନ   (10-Oct-2026)       ||      ପାଟଣେଶ୍ୱରୀ ଙ୍କ ନବରାତ୍ର ପୂଜା ଆରମ୍ଭ♦️ କଳସ ଶୋଭାଯାତ୍ରା ରେ ସାମିଲ ହେଲେ ଶ୍ରଦ୍ଧାଳୁ    (10-Oct-2026)       ||      ଜିଲ୍ଳା ପ୍ରଶାସନ ପକ୍ଷରୁ ଭୋଟର ତାଲିକା ପ୍ରସ୍ତୁତି ସମ୍ବନ୍ଧୀୟ ଘରକୁ ଘର ସର୍ଭେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   (10-Oct-2026)       ||      ନାଟ୍ୟଶ୍ରୀ ଗଦାଧର ବାରିକ ପାଇବେ ଗୁରୁ ଭଗବାନ ସାହୁ ସ୍ମୃତି ସମ୍ମାନ    (10-Oct-2026)       ||      ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ    (10-Oct-2026)       ||      ଇକୋ କ୍ଲବ୍ ପକ୍ଷରୁ ୭୨ ତମ ବିଶ୍ଵ ବନ୍ୟପ୍ରାଣୀ ସପ୍ତାହ ପାଳିତ   (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||     

HOME   ଜିଲ୍ଲା

ମହିଳା ସ୍ୱାସ୍ଥ୍ୟ କର୍ମୀ ମାନଙ୍କ ବଦଳିରେ ବ୍ୟାପକ ଅନିୟମିତତା, ଅସନ୍ତୁଷ୍ଟ ସ୍ୱାସ୍ଥ୍ୟ କର୍ମୀ ମାନେ ସିଡିିଏମ୍‌ଓ ଓ ସ୍ଥାନୀୟ ବିଧାୟକଙ୍କୁ ଭେଟି ନିଜ ଦାବି ଜଣାଇଲେ

13-Jul-2021



ବଲାଙ୍ଗୀର(ପ୍ରେରଣା ଖବର) : ଗତ ୦୯ ତାରିଖ ଦିନ ବଲାଙ୍ଗିର ଜିଲ୍ଲାର ବିଭିନ୍ନ ପ୍ରାନ୍ତରେ କାର୍ଯ୍ୟରତ ମହିଳା ସ୍ୱସ୍ଥ୍ୟ କର୍ମୀ ମାନଙ୍କ ବଦଳିରେ ବ୍ୟାପକ ଅନିୟମିତତା ଓ ପାତରଅନ୍ତର ନୀତି ଅବଲମ୍ବନ କରାଯାଇଥିବା ଅଭିଯୋଗ ହୋଇଛି । ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀଙ୍କ କାର୍ଯ୍ୟାଳୟର ଚିଠି ନଂ୨୯୪୧ତା ଠ୯/ଠ୭/୨ଠ୨୧ରେ ଇସ୍ୟୁ ହୋଇଥିବା ଏହି ଟ୍ରାନ୍ସଫର ଲେଟେରରେ ୬୧ଜଣ ସ୍ୱାସ୍ଥ୍ୟ କର୍ମୀଙ୍କୁ ଜିଲ୍ଲାର ବିଭିନ୍ନ ପ୍ରାନ୍ତକୁ ବଦଳି କରାଯାଇଛି । ତବେ ଅନେକ ସ୍ୱାସ୍ଥ୍ୟ କର୍ମୀଙ୍କ ରିଟେୟାର୍ କରିବା ପାଇଁ ବର୍ଷେ ଦୁଇ ବର୍ଷ ଥିବା ବେଳେ ସେମାନଙ୍କୁ ଦୂରଦୁରାନ୍ତକୁ ବଦଳି କରାଯାଇଛି । ଏ ନେଇ କାର୍ଯ୍ୟରତ ସ୍ୱାସ୍ଥ୍ୟ କର୍ମୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି । ଏହି ବଦଳି ପ୍ରକ୍ରିୟାରେ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀଙ୍କ କାର୍ଯ୍ୟାଳୟର କିଛି କିରାଣୀଙ୍କ ପ୍ରଛନ୍ନ ହାତ ରହିଥିବା ଅଭିଯୋଗ ହୋଇଛି । କିଛି କଂଟ୍ରାକଚୁଆଲ ସ୍ୱlସ୍ଥ୍ୟ କର୍ମୀ ମାନଙ୍କୁ  ୪୦-୫୦ କିମି ଦୂରକୁ ମଧ୍ୟ ବଦଳି କରାଯାଇଥିବା ଅଭିଯୋଗ ହୋଇଛି । ଆଜି ଜିଲ୍ଲାର ବିଭିନ୍ନ ବ୍ଲକରେ କାର୍ଯ୍ୟରତ ସ୍ୱାସ୍ଥ୍ୟ କର୍ମୀ ମାନେ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀଙ୍କ କାର୍ଯ୍ୟାଳୟରେ ପହଂଚି  ଏପରି ବେଆଇନ ଓ ଉଦ୍ଦେଶ୍ୟମୂଳକ ବଦଳିକୁ ରଦ୍ଦ କରିବା ପାଇଁ ଜିଲ୍ଲା ପ୍ରଶାସନ ନିକଟରେ ଦାବି ଜଣାଇ ଥିଲେ । ମହିଳା ସ୍ୱାସ୍ଥ୍ୟ କର୍ମୀ ମାନଙ୍କ ଏପରି ବଦଳି ସଂପର୍କରେ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀୀ ଡ଼ ଭୀମ ସାହୁଙ୍କୁ ସାହୁଙ୍କୁ ପଚାରିବାରୁ ସେ କୋଭିଡ଼ ମେନେଜମେଂଟଣ୍ଟ ପାଇଁ  ଜିଲ୍ଲାପାଳଙ୍କ ନିର୍ଦ୍ଦେଶରେ ଏପରି ପଦକ୍ଷେପ ନିଆଯାଇଛି ବୋଲି କହିଥିଲେ । ତେବେ ଅସନ୍ତୁଷ୍ଟ ସ୍ୱାସ୍ଥ୍ୟ କର୍ମୀ ମାନେ ପରେ ବଲାଙ୍ଗୀର ବିଧାୟକ ନରସିଂହ ମିଶ୍ରଙ୍କୁ ସାକ୍ଷାତ କରି ନିଜର ଗୁହାରୀ ଜଣାଇଥିଲେ । ବିଧାୟକ ଶ୍ରୀ ମିଶ୍ର ସ୍ୱlସ୍ଥ୍ୟା କର୍ମୀ ମାନଙ୍କୁ ଯୁକ୍ତି ଯଥାର୍ଥ ଅଟେେ ଓ ଏପରି ମହାମାରୀ ସମୟରେ ଏମାନଙ୍କୁ ବିଭିନ୍ନ ଦୁରାଦୁରାନ୍ତ କୁ ବଦଳି କରିବା ନୀତିକୁ ବିରୋଧ କରିଥିଲେ ।  ସେ ଯାହା ହେଉ ଜିଲ୍ଲା ପ୍ରଶାସନର ଏହି ଉଦ୍ଦେଶ୍ୟମୂଳକ ବଦଳି ବିରୁଦ୍ଧରେ ଗର୍ଜିଥିବା ଅସନ୍ତୁଷ୍ଟ ମହିଳା ସ୍ୱlସ୍ଥ୍ୟ କର୍ମୀ ମାନେ ନିଜର ଦାବି ପୂରଣ ନ ହେଲେ ଆଗାମୀ ଦିନରେ ଆନ୍ଦୋଳନାତ୍ମକ ପନ୍ଥା ଅବଲମ୍ବନ କରିବେ ବୋଲି ଚେତାବନୀ ଦେଇଛନ୍ତି l 


News Comment




Photo in News

Advertisment
Lastest News
  ଜିଲ୍ଲା  
ଧର୍ମ ପରାୟଣ ବ୍ୟକ୍ତିଙ୍କ ପରଲୋକ   11-Oct-2026
  ଜିଲ୍ଲା  
କବିତା ଜୀବନର କଥା କହେ: ସାହିତ୍ୟ ଅକାଦେମି ପକ୍ଷରୁ ଆଲୋଚନାଚକ୍ର   11-Oct-2026
  ଜିଲ୍ଲା  
ମୋତେ ପ୍ରଭାବିତ କରିଥିବା ବହିଟିଏ ଶୀର୍ଷକ ଆଲୋଚନାଚକ୍ର ପୁସ୍ତକ ସହ ନିଷ୍ଠାପର ସମ୍ପର୍କ ରହିଲେ ଜୀବନର ବହୁ ଦ୍ବନ୍ଦ୍ବାତ୍ମକ ପରିସ୍ଥିତିରେ ଉଚିତ ମାର୍ଗଦର୍ଶନ ମିଳିଥାଏ   11-Oct-2026
  ଜିଲ୍ଲା  
ବିଜୟପଲ୍ଲୀ ସଂସ୍କୃତ ମହାବିଦ୍ୟାଳୟରେ ଜୁଭେନ୍ତିକା କାର୍ଯ୍ୟକ୍ରମ   11-Oct-2026
  ଜିଲ୍ଲା  
ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ♦️ ବିଦ୍ୟୁତ୍‌ ଅଭାବରେ ଅଚଳ ସ୍ମାର୍ଟବୋର୍ଡ, ତାତିରେ ସିଝୁଛନ୍ତି ଛାତ୍ରଛାତ୍ରୀ; ସମସ୍ୟା ନେଇ ଉପଜିଲ୍ଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ   11-Oct-2026
  ରାଜ୍ୟ  
ଓଡ଼ିଶା ସୂଚନା ସେବା ସଂଘର ବାର୍ଷିକ ଉତ୍ସବ ୨୦୨୬ ଅନୁଷ୍ଠିତ କ୍ୟାଡର ସୁଦୃଢ଼ୀକରଣ ଓ ବୃତ୍ତିଗତ ଉତ୍କର୍ଷତା ଉପରେ ଗୁରୁତ୍ୱ   11-Oct-2026
  ଜିଲ୍ଲା  
ବଳିଟିକ୍ରା - ବୁରୋମୁଣ୍ଡା ରାସ୍ତା ରେ ଦୁଇ ବାଇକ୍ ମୁହାମୁହିଁ ଧକ୍କା, ଜଣେ ମୃତ,   11-Oct-2026
  ଜିଲ୍ଲା  
ବଲାଙ୍ଗୀରରେ କାଂସିରାମ ଜୀଙ୍କ ୨୦ତମ ପରିନିର୍ବାଣ ଦିବସ ପାଳିତ   10-Oct-2026
  ଜିଲ୍ଲା  
ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର   10-Oct-2026
  ଜିଲ୍ଲା  
ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ   10-Oct-2026
  ଜିଲ୍ଲା  
ମାଁ ମାଣିକେଶ୍ୱରି ଆଞ୍ଚଲିକ କୈବର୍ତ୍ତ ସମାଜ ର କମିଟି ଗଠନ   10-Oct-2026
  ଜିଲ୍ଲା  
ପାଟଣେଶ୍ୱରୀ ଙ୍କ ନବରାତ୍ର ପୂଜା ଆରମ୍ଭ♦️ କଳସ ଶୋଭାଯାତ୍ରା ରେ ସାମିଲ ହେଲେ ଶ୍ରଦ୍ଧାଳୁ   10-Oct-2026

You Might Also Like