-+91-9937148622 |

prerana_bgr@rediffmail.com |

  Sunday 11th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଧର୍ମ ପରାୟଣ ବ୍ୟକ୍ତିଙ୍କ ପରଲୋକ    (11-Oct-2026)       ||      କବିତା ଜୀବନର କଥା କହେ: ସାହିତ୍ୟ ଅକାଦେମି ପକ୍ଷରୁ ଆଲୋଚନାଚକ୍ର   (11-Oct-2026)       ||      ମୋତେ ପ୍ରଭାବିତ କରିଥିବା ବହିଟିଏ ଶୀର୍ଷକ ଆଲୋଚନାଚକ୍ର ପୁସ୍ତକ ସହ ନିଷ୍ଠାପର ସମ୍ପର୍କ ରହିଲେ ଜୀବନର ବହୁ ଦ୍ବନ୍ଦ୍ବାତ୍ମକ ପରିସ୍ଥିତିରେ ଉଚିତ ମାର୍ଗଦର୍ଶନ ମିଳିଥାଏ    (11-Oct-2026)       ||      ବିଜୟପଲ୍ଲୀ ସଂସ୍କୃତ ମହାବିଦ୍ୟାଳୟରେ ଜୁଭେନ୍ତିକା କାର୍ଯ୍ୟକ୍ରମ   (11-Oct-2026)       ||      ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ♦️ ବିଦ୍ୟୁତ୍‌ ଅଭାବରେ ଅଚଳ ସ୍ମାର୍ଟବୋର୍ଡ, ତାତିରେ ସିଝୁଛନ୍ତି ଛାତ୍ରଛାତ୍ରୀ; ସମସ୍ୟା ନେଇ ଉପଜିଲ୍ଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ   (11-Oct-2026)       ||      ଓଡ଼ିଶା ସୂଚନା ସେବା ସଂଘର ବାର୍ଷିକ ଉତ୍ସବ ୨୦୨୬ ଅନୁଷ୍ଠିତ କ୍ୟାଡର ସୁଦୃଢ଼ୀକରଣ ଓ ବୃତ୍ତିଗତ ଉତ୍କର୍ଷତା ଉପରେ ଗୁରୁତ୍ୱ   (11-Oct-2026)       ||      ବଳିଟିକ୍ରା - ବୁରୋମୁଣ୍ଡା ରାସ୍ତା ରେ ଦୁଇ ବାଇକ୍ ମୁହାମୁହିଁ ଧକ୍କା, ଜଣେ ମୃତ,   (11-Oct-2026)       ||      ବଲାଙ୍ଗୀରରେ କାଂସିରାମ ଜୀଙ୍କ ୨୦ତମ ପରିନିର୍ବାଣ ଦିବସ ପାଳିତ   (10-Oct-2026)       ||      ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର    (10-Oct-2026)       ||      ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ    (10-Oct-2026)       ||      ମାଁ ମାଣିକେଶ୍ୱରି ଆଞ୍ଚଲିକ କୈବର୍ତ୍ତ ସମାଜ ର କମିଟି ଗଠନ   (10-Oct-2026)       ||      ପାଟଣେଶ୍ୱରୀ ଙ୍କ ନବରାତ୍ର ପୂଜା ଆରମ୍ଭ♦️ କଳସ ଶୋଭାଯାତ୍ରା ରେ ସାମିଲ ହେଲେ ଶ୍ରଦ୍ଧାଳୁ    (10-Oct-2026)       ||      ଜିଲ୍ଳା ପ୍ରଶାସନ ପକ୍ଷରୁ ଭୋଟର ତାଲିକା ପ୍ରସ୍ତୁତି ସମ୍ବନ୍ଧୀୟ ଘରକୁ ଘର ସର୍ଭେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   (10-Oct-2026)       ||      ନାଟ୍ୟଶ୍ରୀ ଗଦାଧର ବାରିକ ପାଇବେ ଗୁରୁ ଭଗବାନ ସାହୁ ସ୍ମୃତି ସମ୍ମାନ    (10-Oct-2026)       ||      ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ    (10-Oct-2026)       ||      ଇକୋ କ୍ଲବ୍ ପକ୍ଷରୁ ୭୨ ତମ ବିଶ୍ଵ ବନ୍ୟପ୍ରାଣୀ ସପ୍ତାହ ପାଳିତ   (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||     

HOME   ଜିଲ୍ଲା

କୋକସରା ପେଟ୍ରୋଲ ପମ୍ପ ପାଖରେ ସଡ଼କ ଦୁର୍ଘଟଣା: ୧ ମୃତ

14-Jul-2021



କଳାହାଣ୍ଡି,କୋକସରା(ତ୍ରିନାଥ ବେଶ୍ରା) : ଆଜି କୋକସରା ପେଟ୍ରୋଲ ପମ୍ପ ପାଖ ୨୬ନମ୍ବର ଜାତୀୟ ରାଜପଥ ଉପରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜଣକର ମୃତ୍ୟୁ ହୋଇଯାଇ ଥିବା ବେଳେ ଦୁଇ ଜଣ ଗୁରୁତର ଅଛନ୍ତି। ଏକ ମାଲ୍ ବୋଝେଇ ଟ୍ରକ ଭାରସାମ୍ୟ ହରାଇ ଏହି କାଣ୍ଡ ଭିଆଇଥିବା ଜଣାପଡିଛି। ଏହି ଦୁର୍ଘଟଣାର ମୃତକ ହେଲେ ଗମ୍ଭାରୀଗୁଡା ପଞ୍ଚାୟତ ଚିକିଲି ଗ୍ରାମର ଯୋଗାଧ୍ୟାନ ବେମାଲ (୩୯) ଏବଂ ଆହତ ଦୁଇଜଣ କୋକସରାର ରାମବତୀ ଦୀପ ଓ ବଙ୍ଗୋମୁଣ୍ଡାର ଅନନ୍ତ ଗହୀର ବୋଲି ଜଣାପଡିଛି। ଆହତଙ୍କୁ ଗୁରୁତର ଅବସ୍ଥାରେ କୋକସରା ମେଡ଼ିକାଲରେ ଭର୍ତି କରାଯାଇଛି।  କୋକସରା ୨୬ ନମ୍ୱର ଜାତୀୟ ରାଜପଥ କୁ ରାସ୍ତା ଅବରୋଧ କରାଯଇଥିବାରୁ ଗାଡି ମଟର ଚଳାଚଳ ବନ୍ଦ ରହିଛି  l


News Comment




Photo in News

Advertisment
Lastest News
  ଜିଲ୍ଲା  
ଧର୍ମ ପରାୟଣ ବ୍ୟକ୍ତିଙ୍କ ପରଲୋକ   11-Oct-2026
  ଜିଲ୍ଲା  
କବିତା ଜୀବନର କଥା କହେ: ସାହିତ୍ୟ ଅକାଦେମି ପକ୍ଷରୁ ଆଲୋଚନାଚକ୍ର   11-Oct-2026
  ଜିଲ୍ଲା  
ମୋତେ ପ୍ରଭାବିତ କରିଥିବା ବହିଟିଏ ଶୀର୍ଷକ ଆଲୋଚନାଚକ୍ର ପୁସ୍ତକ ସହ ନିଷ୍ଠାପର ସମ୍ପର୍କ ରହିଲେ ଜୀବନର ବହୁ ଦ୍ବନ୍ଦ୍ବାତ୍ମକ ପରିସ୍ଥିତିରେ ଉଚିତ ମାର୍ଗଦର୍ଶନ ମିଳିଥାଏ   11-Oct-2026
  ଜିଲ୍ଲା  
ବିଜୟପଲ୍ଲୀ ସଂସ୍କୃତ ମହାବିଦ୍ୟାଳୟରେ ଜୁଭେନ୍ତିକା କାର୍ଯ୍ୟକ୍ରମ   11-Oct-2026
  ଜିଲ୍ଲା  
ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ♦️ ବିଦ୍ୟୁତ୍‌ ଅଭାବରେ ଅଚଳ ସ୍ମାର୍ଟବୋର୍ଡ, ତାତିରେ ସିଝୁଛନ୍ତି ଛାତ୍ରଛାତ୍ରୀ; ସମସ୍ୟା ନେଇ ଉପଜିଲ୍ଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ   11-Oct-2026
  ରାଜ୍ୟ  
ଓଡ଼ିଶା ସୂଚନା ସେବା ସଂଘର ବାର୍ଷିକ ଉତ୍ସବ ୨୦୨୬ ଅନୁଷ୍ଠିତ କ୍ୟାଡର ସୁଦୃଢ଼ୀକରଣ ଓ ବୃତ୍ତିଗତ ଉତ୍କର୍ଷତା ଉପରେ ଗୁରୁତ୍ୱ   11-Oct-2026
  ଜିଲ୍ଲା  
ବଳିଟିକ୍ରା - ବୁରୋମୁଣ୍ଡା ରାସ୍ତା ରେ ଦୁଇ ବାଇକ୍ ମୁହାମୁହିଁ ଧକ୍କା, ଜଣେ ମୃତ,   11-Oct-2026
  ଜିଲ୍ଲା  
ବଲାଙ୍ଗୀରରେ କାଂସିରାମ ଜୀଙ୍କ ୨୦ତମ ପରିନିର୍ବାଣ ଦିବସ ପାଳିତ   10-Oct-2026
  ଜିଲ୍ଲା  
ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର   10-Oct-2026
  ଜିଲ୍ଲା  
ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ   10-Oct-2026
  ଜିଲ୍ଲା  
ମାଁ ମାଣିକେଶ୍ୱରି ଆଞ୍ଚଲିକ କୈବର୍ତ୍ତ ସମାଜ ର କମିଟି ଗଠନ   10-Oct-2026
  ଜିଲ୍ଲା  
ପାଟଣେଶ୍ୱରୀ ଙ୍କ ନବରାତ୍ର ପୂଜା ଆରମ୍ଭ♦️ କଳସ ଶୋଭାଯାତ୍ରା ରେ ସାମିଲ ହେଲେ ଶ୍ରଦ୍ଧାଳୁ   10-Oct-2026

You Might Also Like