-+91-9937148622 |

prerana_bgr@rediffmail.com |

  Sunday 11th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଧର୍ମ ପରାୟଣ ବ୍ୟକ୍ତିଙ୍କ ପରଲୋକ    (11-Oct-2026)       ||      କବିତା ଜୀବନର କଥା କହେ: ସାହିତ୍ୟ ଅକାଦେମି ପକ୍ଷରୁ ଆଲୋଚନାଚକ୍ର   (11-Oct-2026)       ||      ମୋତେ ପ୍ରଭାବିତ କରିଥିବା ବହିଟିଏ ଶୀର୍ଷକ ଆଲୋଚନାଚକ୍ର ପୁସ୍ତକ ସହ ନିଷ୍ଠାପର ସମ୍ପର୍କ ରହିଲେ ଜୀବନର ବହୁ ଦ୍ବନ୍ଦ୍ବାତ୍ମକ ପରିସ୍ଥିତିରେ ଉଚିତ ମାର୍ଗଦର୍ଶନ ମିଳିଥାଏ    (11-Oct-2026)       ||      ବିଜୟପଲ୍ଲୀ ସଂସ୍କୃତ ମହାବିଦ୍ୟାଳୟରେ ଜୁଭେନ୍ତିକା କାର୍ଯ୍ୟକ୍ରମ   (11-Oct-2026)       ||      ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ♦️ ବିଦ୍ୟୁତ୍‌ ଅଭାବରେ ଅଚଳ ସ୍ମାର୍ଟବୋର୍ଡ, ତାତିରେ ସିଝୁଛନ୍ତି ଛାତ୍ରଛାତ୍ରୀ; ସମସ୍ୟା ନେଇ ଉପଜିଲ୍ଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ   (11-Oct-2026)       ||      ଓଡ଼ିଶା ସୂଚନା ସେବା ସଂଘର ବାର୍ଷିକ ଉତ୍ସବ ୨୦୨୬ ଅନୁଷ୍ଠିତ କ୍ୟାଡର ସୁଦୃଢ଼ୀକରଣ ଓ ବୃତ୍ତିଗତ ଉତ୍କର୍ଷତା ଉପରେ ଗୁରୁତ୍ୱ   (11-Oct-2026)       ||      ବଳିଟିକ୍ରା - ବୁରୋମୁଣ୍ଡା ରାସ୍ତା ରେ ଦୁଇ ବାଇକ୍ ମୁହାମୁହିଁ ଧକ୍କା, ଜଣେ ମୃତ,   (11-Oct-2026)       ||      ବଲାଙ୍ଗୀରରେ କାଂସିରାମ ଜୀଙ୍କ ୨୦ତମ ପରିନିର୍ବାଣ ଦିବସ ପାଳିତ   (10-Oct-2026)       ||      ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର    (10-Oct-2026)       ||      ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ    (10-Oct-2026)       ||      ମାଁ ମାଣିକେଶ୍ୱରି ଆଞ୍ଚଲିକ କୈବର୍ତ୍ତ ସମାଜ ର କମିଟି ଗଠନ   (10-Oct-2026)       ||      ପାଟଣେଶ୍ୱରୀ ଙ୍କ ନବରାତ୍ର ପୂଜା ଆରମ୍ଭ♦️ କଳସ ଶୋଭାଯାତ୍ରା ରେ ସାମିଲ ହେଲେ ଶ୍ରଦ୍ଧାଳୁ    (10-Oct-2026)       ||      ଜିଲ୍ଳା ପ୍ରଶାସନ ପକ୍ଷରୁ ଭୋଟର ତାଲିକା ପ୍ରସ୍ତୁତି ସମ୍ବନ୍ଧୀୟ ଘରକୁ ଘର ସର୍ଭେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   (10-Oct-2026)       ||      ନାଟ୍ୟଶ୍ରୀ ଗଦାଧର ବାରିକ ପାଇବେ ଗୁରୁ ଭଗବାନ ସାହୁ ସ୍ମୃତି ସମ୍ମାନ    (10-Oct-2026)       ||      ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ    (10-Oct-2026)       ||      ଇକୋ କ୍ଲବ୍ ପକ୍ଷରୁ ୭୨ ତମ ବିଶ୍ଵ ବନ୍ୟପ୍ରାଣୀ ସପ୍ତାହ ପାଳିତ   (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||     

HOME   ଜିଲ୍ଲା

ମାସିକ ବାର୍ଦ୍ଧକ୍ୟ ଭତ୍ତା ଯୋଜନା ରେ ସାମିଲ ପାଇଁ ଲାଞ୍ଚ ନ ଦେଇ ପାରି ସହାୟତା ରୁ ବଂଚିତ ମିଥିଳା ଙ୍କ ପ୍ରତି ବିଭାଗୀୟ ସଚିବ ଦୃଷ୍ଟି ଦେବାକୁ ଦାବି ?

14-Jul-2021



ଟିଟିଲାଗଡ(ପ୍ରେରଣା ଖବର):  ଟିଟିଲାଗଡ ବ୍ଲକ ଅନ୍ତର୍ଗତ ଭାଟିପଡା ଗ୍ରାମ ର ମିଥିଳା ସିଂ ନାମ୍ନୀ ଜଣେ ବୃଦ୍ଧା ବାରମ୍ବାର ଆବେଦନ, ନିବେଦନ କରି ଅସହାୟ ଅବସ୍ଥାରେ ପରିଣତ ବୟସରେ ପହଞ୍ଚି ସାରିଛନ୍ତି ହେଲେ ତାଙ୍କୁ ସରକାରୀ ବାର୍ଦ୍ଧକ୍ୟ ଭତ୍ତା ମିଳି ପ୍ରଶାସନ ତରଫରୁ ପ୍ରଦାନ କରାଯାଉ ନାହିଁ । ଦାବୀ ମୁତାବକ ଟିଟିଲାଗଡ ବ୍ଲକ ସମାଜ କଲ୍ୟାଣ ଅଧିକାରୀ ଙ୍କୁ ଲାଞ୍ଚ ଟଙ୍କା ନ ଦେଇ ପାରିବା ଯୋଗୁଁ ତାଙ୍କୁ ଏପରି ହଟହଟା କରାଯାଉଥିବା ଅଭିଯୋଗ ହୋଇଛି । ଦୁଇ,ତିନି ହଜାର ଟଙ୍କା ଲେଖାଏଁ ଅନ୍ୟ ମାନେ ଦେଇ ଭତା ଯୋଜନା ରେ ସାମିଲ  ହୋଇପାରିଥିବା ଅନ୍ୟ ମାନେ ତାଙ୍କ ପରେ ଆବେଦନ କରି ପାଇ ପାରି ଥିବା ବେଳେ,ଶ୍ରୀମତୀ ମିଥିଳା ଟଙ୍କା ଦେବାକୁ ଅକ୍ଷମ ଥିବାରୁ ତାଙ୍କୁ ଏପରି  ଦୁର୍ଦ୍ଦଶା ର ଶିକାର ହେବାକୁ ପଡୁଛି ବୋଲି ଅଭିଯୋଗ କରିଛନ୍ତି । ଏପରି କି ସେ ବଲାଙ୍ଗୀର ଜିଲ୍ଲାପାଳ ଙ୍କୁ ଅଭିଯୋଗ ଶୁଣାଣି ସମୟରେ ପ୍ରାୟ ୫ ଥର ଆବେଦନ କରିବା ଓ ଜିଲ୍ଲାପାଳ ଟିଟିଲାଗଡ ଉପଜିଲ୍ଲାପାଳ ଙ୍କୁ ଭତା ମଞ୍ଜୁର କରିବା ନିମନ୍ତେ ନିର୍ଦ୍ଦେଶ ଦେବା ଏବଂ ଉପଜିଲ୍ଲାପାଳ ଟିଟିଲାଗଡ ବ୍ଲକ କୁ ଉକ୍ତ ଅଭିଯୋଗ ପତ୍ର ପ୍ରେରଣ କରି ନିଜ ଦାଇତ୍ୱ ଶେଷ କରିଦେଉ ଥିବା ବେଳେ ପୁନଃ ସେହିପରି ବ୍ଲକ କୁ ଧାଇଁ, ଧାଇଁ ନିରାଶ ହେବା ସାର ହୋଇଆସୁଛି । ପ୍ରଶାସନ ଉପରେ ଶେଷରେ ଆସ୍ଥା ହରେଇ ଏବେ ଦୁର୍ଦ୍ଦିନରେ ଶଯ୍ୟାଶାୟୀ ହୋଇ ପଡିରହିଛନ୍ତି । ଉକ୍ତ ସରକାରୀ ଯୋଜନା କୁ ଚାତକ ପକ୍ଷୀ ପରି ଚାହିଁ ରହି ନିରାଶ ହୋଇ ଥିବା ଅସହାୟ ବୃଦ୍ଧା ମିଥିଳା ଙ୍କୁ ସେ ବଞ୍ଚି ଥିବା ଅବସ୍ଥାରେ କିପରି ଉକ୍ତ ଯୋଜନା ରୁ ଉପକୃତ ହେବେ ସେ ଦିଗରେ ବିଭାଗୀୟ ସଚିବ ନିଜେ ଦୃଷ୍ଟି ଦେଇ ଉପଯୁକ୍ତ ତଦନ୍ତ ଓ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ନିମନ୍ତେ ଜିଲ୍ଲା ଜନସେବା ସଙ୍ଘ ତରଫରୁ ଦୃଢ ଦାବୀ ହୋଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଧର୍ମ ପରାୟଣ ବ୍ୟକ୍ତିଙ୍କ ପରଲୋକ   11-Oct-2026
  ଜିଲ୍ଲା  
କବିତା ଜୀବନର କଥା କହେ: ସାହିତ୍ୟ ଅକାଦେମି ପକ୍ଷରୁ ଆଲୋଚନାଚକ୍ର   11-Oct-2026
  ଜିଲ୍ଲା  
ମୋତେ ପ୍ରଭାବିତ କରିଥିବା ବହିଟିଏ ଶୀର୍ଷକ ଆଲୋଚନାଚକ୍ର ପୁସ୍ତକ ସହ ନିଷ୍ଠାପର ସମ୍ପର୍କ ରହିଲେ ଜୀବନର ବହୁ ଦ୍ବନ୍ଦ୍ବାତ୍ମକ ପରିସ୍ଥିତିରେ ଉଚିତ ମାର୍ଗଦର୍ଶନ ମିଳିଥାଏ   11-Oct-2026
  ଜିଲ୍ଲା  
ବିଜୟପଲ୍ଲୀ ସଂସ୍କୃତ ମହାବିଦ୍ୟାଳୟରେ ଜୁଭେନ୍ତିକା କାର୍ଯ୍ୟକ୍ରମ   11-Oct-2026
  ଜିଲ୍ଲା  
ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ♦️ ବିଦ୍ୟୁତ୍‌ ଅଭାବରେ ଅଚଳ ସ୍ମାର୍ଟବୋର୍ଡ, ତାତିରେ ସିଝୁଛନ୍ତି ଛାତ୍ରଛାତ୍ରୀ; ସମସ୍ୟା ନେଇ ଉପଜିଲ୍ଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ   11-Oct-2026
  ରାଜ୍ୟ  
ଓଡ଼ିଶା ସୂଚନା ସେବା ସଂଘର ବାର୍ଷିକ ଉତ୍ସବ ୨୦୨୬ ଅନୁଷ୍ଠିତ କ୍ୟାଡର ସୁଦୃଢ଼ୀକରଣ ଓ ବୃତ୍ତିଗତ ଉତ୍କର୍ଷତା ଉପରେ ଗୁରୁତ୍ୱ   11-Oct-2026
  ଜିଲ୍ଲା  
ବଳିଟିକ୍ରା - ବୁରୋମୁଣ୍ଡା ରାସ୍ତା ରେ ଦୁଇ ବାଇକ୍ ମୁହାମୁହିଁ ଧକ୍କା, ଜଣେ ମୃତ,   11-Oct-2026
  ଜିଲ୍ଲା  
ବଲାଙ୍ଗୀରରେ କାଂସିରାମ ଜୀଙ୍କ ୨୦ତମ ପରିନିର୍ବାଣ ଦିବସ ପାଳିତ   10-Oct-2026
  ଜିଲ୍ଲା  
ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର   10-Oct-2026
  ଜିଲ୍ଲା  
ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ   10-Oct-2026
  ଜିଲ୍ଲା  
ମାଁ ମାଣିକେଶ୍ୱରି ଆଞ୍ଚଲିକ କୈବର୍ତ୍ତ ସମାଜ ର କମିଟି ଗଠନ   10-Oct-2026
  ଜିଲ୍ଲା  
ପାଟଣେଶ୍ୱରୀ ଙ୍କ ନବରାତ୍ର ପୂଜା ଆରମ୍ଭ♦️ କଳସ ଶୋଭାଯାତ୍ରା ରେ ସାମିଲ ହେଲେ ଶ୍ରଦ୍ଧାଳୁ   10-Oct-2026

You Might Also Like