-+91-9937148622 |

prerana_bgr@rediffmail.com |

  Sunday 11th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଜୟପଲ୍ଲୀ ସଂସ୍କୃତ ମହାବିଦ୍ୟାଳୟରେ ଜୁଭେନ୍ତିକା କାର୍ଯ୍ୟକ୍ରମ   (11-Oct-2026)       ||      ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ♦️ ବିଦ୍ୟୁତ୍‌ ଅଭାବରେ ଅଚଳ ସ୍ମାର୍ଟବୋର୍ଡ, ତାତିରେ ସିଝୁଛନ୍ତି ଛାତ୍ରଛାତ୍ରୀ; ସମସ୍ୟା ନେଇ ଉପଜିଲ୍ଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ   (11-Oct-2026)       ||      ଓଡ଼ିଶା ସୂଚନା ସେବା ସଂଘର ବାର୍ଷିକ ଉତ୍ସବ ୨୦୨୬ ଅନୁଷ୍ଠିତ କ୍ୟାଡର ସୁଦୃଢ଼ୀକରଣ ଓ ବୃତ୍ତିଗତ ଉତ୍କର୍ଷତା ଉପରେ ଗୁରୁତ୍ୱ   (11-Oct-2026)       ||      ବଳିଟିକ୍ରା - ବୁରୋମୁଣ୍ଡା ରାସ୍ତା ରେ ଦୁଇ ବାଇକ୍ ମୁହାମୁହିଁ ଧକ୍କା, ଜଣେ ମୃତ,   (11-Oct-2026)       ||      ବଲାଙ୍ଗୀରରେ କାଂସିରାମ ଜୀଙ୍କ ୨୦ତମ ପରିନିର୍ବାଣ ଦିବସ ପାଳିତ   (10-Oct-2026)       ||      ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର    (10-Oct-2026)       ||      ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ    (10-Oct-2026)       ||      ମାଁ ମାଣିକେଶ୍ୱରି ଆଞ୍ଚଲିକ କୈବର୍ତ୍ତ ସମାଜ ର କମିଟି ଗଠନ   (10-Oct-2026)       ||      ପାଟଣେଶ୍ୱରୀ ଙ୍କ ନବରାତ୍ର ପୂଜା ଆରମ୍ଭ♦️ କଳସ ଶୋଭାଯାତ୍ରା ରେ ସାମିଲ ହେଲେ ଶ୍ରଦ୍ଧାଳୁ    (10-Oct-2026)       ||      ଜିଲ୍ଳା ପ୍ରଶାସନ ପକ୍ଷରୁ ଭୋଟର ତାଲିକା ପ୍ରସ୍ତୁତି ସମ୍ବନ୍ଧୀୟ ଘରକୁ ଘର ସର୍ଭେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   (10-Oct-2026)       ||      ନାଟ୍ୟଶ୍ରୀ ଗଦାଧର ବାରିକ ପାଇବେ ଗୁରୁ ଭଗବାନ ସାହୁ ସ୍ମୃତି ସମ୍ମାନ    (10-Oct-2026)       ||      ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ    (10-Oct-2026)       ||      ଇକୋ କ୍ଲବ୍ ପକ୍ଷରୁ ୭୨ ତମ ବିଶ୍ଵ ବନ୍ୟପ୍ରାଣୀ ସପ୍ତାହ ପାଳିତ   (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ସମିତି ସଭ୍ୟ ଅଚ୍ୟୁତାନନ୍ଦ ନାୟକ ହତ୍ୟାକୁ ମାସେ ପୁରିଲା ପୁଲିସ ହାତ ଖାଲି    (10-Oct-2026)       ||      ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Oct-2026)       ||      ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ    (09-Oct-2026)       ||     

HOME   ଜିଲ୍ଲା

ଧାନବିକ୍ରି ଟଙ୍କା ନ ମିଳିଲେ ଆମରଣ ଅନଶନ ଧମକ ଦେଲେ ଚାଷୀ ସରୋଜ ପ୍ରଧାନ

14-Jul-2021



ବିନିକା (ହିମାଂଶୁ ଶେଖର ପୁଟେଲ) : ସୁବର୍ଣ୍ଣପୁର ଜିଲ୍ଲା ବିନିକା ବ୍ଲକ ସିଲଜୁରି ଗ୍ରାମର ଚାଷୀ ସରୋଜ ପ୍ରଧାନ ଗତ ଜୁନ ୧୫ତାରିଖରେ ମେଘଲା ଶିବାନୀ ସ୍ଵୟଂ ସହାୟକ ଧାନ କେନ୍ଦ୍ରରେ ଧାନ ବିକିଥିଲେ ମଧ୍ୟ ଅଦ୍ୟାବଧି ଟଙ୍କା ପାଇଁ ନ ଥିବାରୁ ଆଜି ସୁବର୍ଣ୍ଣପୁର ଜିଲ୍ଲା ଯୋଗାଣ ଅଧିକାରୀଙ୍କୁ ଏକ ଅଭିଯୋଗ ପତ୍ର ପ୍ରଦାନ କରିଛନ୍ତି l ଧାନବିକ୍ରି ୩ରୁ୫ଦିନ

ମଧ୍ୟରେ ଟଙ୍କା ଜମା ହେବା ସରକାରୀ ପ୍ରବିଧାନ ରହିଛି ହେଲେ ଟଙ୍କା ମିଳିନାହିଁ l ଏ ବାବଦ ନେଇ ସେ ସ୍ଥାନୀୟ ଯୋଗାଣ ବିଭାଗ ଠାରୁ ଆରମ୍ଭ କରି ଜିଲ୍ଲା ପ୍ରଶାସନ ପର୍ଯ୍ୟନ୍ତ ଅନେକ ଥର ପ୍ରଶାସନିକ ଅଧିକାରୀ ଙ୍କୁ ଭେଟି ଅଭିଯୋଗ କରିଥିଲେ ମଧ୍ୟ କୌଣସି ସୁଫଳ ନ ମିଳିବାରୁ ଶେଷରେ ସୁବର୍ଣ୍ଣପୁର ଜିଲ୍ଲା ଯୋଗାଣ ଅଧିକାରୀଙ୍କ ଦ୍ବାରସ୍ଥ ହୋଇଥିବା କହିଛନ୍ତି l ଯଦି ଧାନ ବିକ୍ରି ଟଙ୍କା ତୁରନ୍ତ ପ୍ରଦାନ କରା ନ ଯାଏ l ତେବେ ଆଗାମୀ ଦିନରେ ଆମରଣ ଅନଶନ କରିବେ ବୋଲି ଚାଷୀ ସରୋଜ ପ୍ରଧାନ ପ୍ରଶାସନକୁ ଚେତାବନୀ ଦେଇଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଜୟପଲ୍ଲୀ ସଂସ୍କୃତ ମହାବିଦ୍ୟାଳୟରେ ଜୁଭେନ୍ତିକା କାର୍ଯ୍ୟକ୍ରମ   11-Oct-2026
  ଜିଲ୍ଲା  
ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ♦️ ବିଦ୍ୟୁତ୍‌ ଅଭାବରେ ଅଚଳ ସ୍ମାର୍ଟବୋର୍ଡ, ତାତିରେ ସିଝୁଛନ୍ତି ଛାତ୍ରଛାତ୍ରୀ; ସମସ୍ୟା ନେଇ ଉପଜିଲ୍ଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ   11-Oct-2026
  ରାଜ୍ୟ  
ଓଡ଼ିଶା ସୂଚନା ସେବା ସଂଘର ବାର୍ଷିକ ଉତ୍ସବ ୨୦୨୬ ଅନୁଷ୍ଠିତ କ୍ୟାଡର ସୁଦୃଢ଼ୀକରଣ ଓ ବୃତ୍ତିଗତ ଉତ୍କର୍ଷତା ଉପରେ ଗୁରୁତ୍ୱ   11-Oct-2026
  ଜିଲ୍ଲା  
ବଳିଟିକ୍ରା - ବୁରୋମୁଣ୍ଡା ରାସ୍ତା ରେ ଦୁଇ ବାଇକ୍ ମୁହାମୁହିଁ ଧକ୍କା, ଜଣେ ମୃତ,   11-Oct-2026
  ଜିଲ୍ଲା  
ବଲାଙ୍ଗୀରରେ କାଂସିରାମ ଜୀଙ୍କ ୨୦ତମ ପରିନିର୍ବାଣ ଦିବସ ପାଳିତ   10-Oct-2026
  ଜିଲ୍ଲା  
ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର   10-Oct-2026
  ଜିଲ୍ଲା  
ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ   10-Oct-2026
  ଜିଲ୍ଲା  
ମାଁ ମାଣିକେଶ୍ୱରି ଆଞ୍ଚଲିକ କୈବର୍ତ୍ତ ସମାଜ ର କମିଟି ଗଠନ   10-Oct-2026
  ଜିଲ୍ଲା  
ପାଟଣେଶ୍ୱରୀ ଙ୍କ ନବରାତ୍ର ପୂଜା ଆରମ୍ଭ♦️ କଳସ ଶୋଭାଯାତ୍ରା ରେ ସାମିଲ ହେଲେ ଶ୍ରଦ୍ଧାଳୁ   10-Oct-2026
  ଜିଲ୍ଲା  
ଜିଲ୍ଳା ପ୍ରଶାସନ ପକ୍ଷରୁ ଭୋଟର ତାଲିକା ପ୍ରସ୍ତୁତି ସମ୍ବନ୍ଧୀୟ ଘରକୁ ଘର ସର୍ଭେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   10-Oct-2026
  ଜିଲ୍ଲା  
ନାଟ୍ୟଶ୍ରୀ ଗଦାଧର ବାରିକ ପାଇବେ ଗୁରୁ ଭଗବାନ ସାହୁ ସ୍ମୃତି ସମ୍ମାନ   10-Oct-2026
  ଜିଲ୍ଲା  
ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ   10-Oct-2026

You Might Also Like