-+91-9937148622 |

prerana_bgr@rediffmail.com |

  Sunday 11th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ♦️ ବିଦ୍ୟୁତ୍‌ ଅଭାବରେ ଅଚଳ ସ୍ମାର୍ଟବୋର୍ଡ, ତାତିରେ ସିଝୁଛନ୍ତି ଛାତ୍ରଛାତ୍ରୀ; ସମସ୍ୟା ନେଇ ଉପଜିଲ୍ଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ   (11-Oct-2026)       ||      ଓଡ଼ିଶା ସୂଚନା ସେବା ସଂଘର ବାର୍ଷିକ ଉତ୍ସବ ୨୦୨୬ ଅନୁଷ୍ଠିତ କ୍ୟାଡର ସୁଦୃଢ଼ୀକରଣ ଓ ବୃତ୍ତିଗତ ଉତ୍କର୍ଷତା ଉପରେ ଗୁରୁତ୍ୱ   (11-Oct-2026)       ||      ବଳିଟିକ୍ରା - ବୁରୋମୁଣ୍ଡା ରାସ୍ତା ରେ ଦୁଇ ବାଇକ୍ ମୁହାମୁହିଁ ଧକ୍କା, ଜଣେ ମୃତ,   (11-Oct-2026)       ||      ବଲାଙ୍ଗୀରରେ କାଂସିରାମ ଜୀଙ୍କ ୨୦ତମ ପରିନିର୍ବାଣ ଦିବସ ପାଳିତ   (10-Oct-2026)       ||      ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର    (10-Oct-2026)       ||      ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ    (10-Oct-2026)       ||      ମାଁ ମାଣିକେଶ୍ୱରି ଆଞ୍ଚଲିକ କୈବର୍ତ୍ତ ସମାଜ ର କମିଟି ଗଠନ   (10-Oct-2026)       ||      ପାଟଣେଶ୍ୱରୀ ଙ୍କ ନବରାତ୍ର ପୂଜା ଆରମ୍ଭ♦️ କଳସ ଶୋଭାଯାତ୍ରା ରେ ସାମିଲ ହେଲେ ଶ୍ରଦ୍ଧାଳୁ    (10-Oct-2026)       ||      ଜିଲ୍ଳା ପ୍ରଶାସନ ପକ୍ଷରୁ ଭୋଟର ତାଲିକା ପ୍ରସ୍ତୁତି ସମ୍ବନ୍ଧୀୟ ଘରକୁ ଘର ସର୍ଭେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   (10-Oct-2026)       ||      ନାଟ୍ୟଶ୍ରୀ ଗଦାଧର ବାରିକ ପାଇବେ ଗୁରୁ ଭଗବାନ ସାହୁ ସ୍ମୃତି ସମ୍ମାନ    (10-Oct-2026)       ||      ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ    (10-Oct-2026)       ||      ଇକୋ କ୍ଲବ୍ ପକ୍ଷରୁ ୭୨ ତମ ବିଶ୍ଵ ବନ୍ୟପ୍ରାଣୀ ସପ୍ତାହ ପାଳିତ   (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ସମିତି ସଭ୍ୟ ଅଚ୍ୟୁତାନନ୍ଦ ନାୟକ ହତ୍ୟାକୁ ମାସେ ପୁରିଲା ପୁଲିସ ହାତ ଖାଲି    (10-Oct-2026)       ||      ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Oct-2026)       ||      ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ    (09-Oct-2026)       ||      ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   (09-Oct-2026)       ||     

HOME   ଜିଲ୍ଲା

ସାମ୍ବାଦିକକୁ ରାଜସ୍ୱ ନିରୀକ୍ଷୀକାଙ୍କର ଦୁର୍ବ୍ୟବହାର ପ୍ରସଙ୍ଗ: ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ଜିଲ୍ଲାପାଳଙ୍କୁ ସ୍ମାରକ ପତ୍ର ପ୍ରଦାନ

14-Jul-2021



ବାଲିଗୁଡ଼ା,(ପ୍ରେରଣା ଖବର ବ୍ୟୁରୋ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଟିକାବାଲି ତହସିଲ ପିକରଡି ର ରାଜସ୍ବ ନିରୀକ୍ଷୀକା କ୍ଷମତା ମୋହରେ ପଡ଼ି ତହସିଲଦାର ଙ୍କ ଗାଡ଼ିରେ ନାଲିବତୀ ବ୍ୟବହାର କରି ଚଳିତ ମାସ ୫ତାରିଖ ସନ୍ଧ୍ୟା ସମୟରେ ବଜାର ରେ ନିଜକୁ ଲେଡି ଡନ ପରି ବୁଲି ସାଧାରଣ ଲୋକଙ୍କୁ ଦୁର୍ବ୍ୟବହାର କରୁଥିବା ବେଳେ  ଖବର ପାଇ ଅଞ୍ଚଳର ସାମ୍ବାଦିକ ହେମନ୍ତ କୁମାର ମୁଖୀ ପହଁଚି ଫୋଟ ଉତ୍ତୋଳନ କରିବା ପାଇଁ ମୋବାଇଲ ଧରିଥିବା ବେଳେ ରାଜସ୍ବ ନିରୀକ୍ଷୀକା ଜଣକ ସାମ୍ବାଦିକ ନିକଟରେ ପହଁଚି ମୋବାଇଲ ଛଡ଼ାଇବା ସହ ଦୁର୍ବ୍ୟବହାର କରିଥିବା ଅଭିଯୋଗ ହୋଇଛି। ଯାହାକୁ ନେଇ ଜିଲ୍ଲା ସାମ୍ବାଦିକ ମହଲରେ ତୀବ୍ର ପ୍ରତିକ୍ରିୟା ସୃଷ୍ଟି ହୋଇଛି। ରାଜସ୍ବ ନିରୀକ୍ଷୀକାଙ୍କ ଏଭଳି ଆଚରଣ କୁ ନେଇ କନ୍ଧମାଳ ଜିଲ୍ଲା ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ଘୋର ନିନ୍ଦା କରାଯିବା ସହ ସାମ୍ବାଦିକଙ୍କୁ ତୁରନ୍ତ ନ୍ୟାୟ ପ୍ରଦାନ ସହ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବୀ କରି ଜିଲ୍ଲା ସଭାପତି ସନ୍ତୋଷ କୁମାର ଦାଶ ଙ୍କ ନେତୃତ୍ବ ରେ ବାଲିଗୁଡ଼ା ଉପଜିଲ୍ଲାପାଳ ଡ଼.ଶୁଭଙ୍କର ମହାପାତ୍ର ଙ୍କ ଜରୀଆରେ କନ୍ଧମାଳ ଜିଲ୍ଲାପାଳ ମହୋଦୟା ଙ୍କୁ ଏକ ସ୍ମାରକ ପତ୍ର ପ୍ରଦାନ କରାଯାଇଛି। ଯଦି ସାମ୍ବାଦିକ ଙ୍କୁ ନ୍ୟାୟ ନମିଳେ ତେବେ ବାଧ୍ୟ ହୋଇ ସାମ୍ବାଦିକ ଙ୍କ ନ୍ୟାୟ ପାଇଁ ଜିଲ୍ଲାର ସମସ୍ତ ସାମ୍ବାଦିକ ମାନଙ୍କୁ ନେଇ ଆଗାମୀ କାର୍ଯ୍ୟପନ୍ଥା ନିର୍ଦ୍ଧାରଣ କରାଯିବ ବୋଲି ଶ୍ରୀ ଦାଶ ପ୍ରକାଶ କରିଛନ୍ତି। ରାଜ୍ୟ ସରକାର ସାମ୍ବାଦିକ ମାନଙ୍କୁ ସମ୍ମୁଖ ଯୋଦ୍ଧା ର ସମ୍ମାନ ଦେଉଥିବା ବେଳେ କିଛି ସରକାରୀ କର୍ମଚାରୀ ନିଜକୁ ଆଇନ ର ଉର୍ଦ୍ଧ୍ବ ରେ ଭାବି ଏଭଳି ଘଟଣା ମାନ ଘଟାଉଛନ୍ତି, ଯାହାକି ସାମ୍ବାଦିକ ଓ ସରକାର ମଧ୍ୟରେ ଥିବା ସୁସମ୍ପର୍କ କୁ ବ୍ୟାଘାତ ସୃଷ୍ଟି କରୁଛନ୍ତି। ଏହି ଘଟଣା କୁ ଉତ୍କଳ ସାମ୍ୱାଦିକ ସଙ୍ଘର ସଦସ୍ୟ ମନୋରଞ୍ଜନ ରାୟ, ସଞ୍ଜୟ କୁମାର ପାଣିଗ୍ରାହୀ, ସୁବାଷ ଚନ୍ଦ୍ର ମହାରଣା, ବସନ୍ତ କୁମାର  ବେହେରା, ହିମାଂଶୁ ବେହେରା, ପ୍ରଶାନ୍ତ କୁମାର ଜେନା ସମେତ ତୁମୁଡ଼ିବନ୍ଧ ସାମ୍ବାଦିକ ସଂଘ ସଭାପତି ପବିତ୍ର ଦିଗାଲ, ଦାରିଙ୍ଗବାଡି ବ୍ଲକ ପ୍ରେସ କ୍ଲବ ସଭାପତି ପ୍ରେମ ଚାନ୍ଦ ସିଂ ପ୍ରମୁଖ ଘୋର  ନିନ୍ଦା କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ♦️ ବିଦ୍ୟୁତ୍‌ ଅଭାବରେ ଅଚଳ ସ୍ମାର୍ଟବୋର୍ଡ, ତାତିରେ ସିଝୁଛନ୍ତି ଛାତ୍ରଛାତ୍ରୀ; ସମସ୍ୟା ନେଇ ଉପଜିଲ୍ଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ   11-Oct-2026
  ରାଜ୍ୟ  
ଓଡ଼ିଶା ସୂଚନା ସେବା ସଂଘର ବାର୍ଷିକ ଉତ୍ସବ ୨୦୨୬ ଅନୁଷ୍ଠିତ କ୍ୟାଡର ସୁଦୃଢ଼ୀକରଣ ଓ ବୃତ୍ତିଗତ ଉତ୍କର୍ଷତା ଉପରେ ଗୁରୁତ୍ୱ   11-Oct-2026
  ଜିଲ୍ଲା  
ବଳିଟିକ୍ରା - ବୁରୋମୁଣ୍ଡା ରାସ୍ତା ରେ ଦୁଇ ବାଇକ୍ ମୁହାମୁହିଁ ଧକ୍କା, ଜଣେ ମୃତ,   11-Oct-2026
  ଜିଲ୍ଲା  
ବଲାଙ୍ଗୀରରେ କାଂସିରାମ ଜୀଙ୍କ ୨୦ତମ ପରିନିର୍ବାଣ ଦିବସ ପାଳିତ   10-Oct-2026
  ଜିଲ୍ଲା  
ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର   10-Oct-2026
  ଜିଲ୍ଲା  
ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ   10-Oct-2026
  ଜିଲ୍ଲା  
ମାଁ ମାଣିକେଶ୍ୱରି ଆଞ୍ଚଲିକ କୈବର୍ତ୍ତ ସମାଜ ର କମିଟି ଗଠନ   10-Oct-2026
  ଜିଲ୍ଲା  
ପାଟଣେଶ୍ୱରୀ ଙ୍କ ନବରାତ୍ର ପୂଜା ଆରମ୍ଭ♦️ କଳସ ଶୋଭାଯାତ୍ରା ରେ ସାମିଲ ହେଲେ ଶ୍ରଦ୍ଧାଳୁ   10-Oct-2026
  ଜିଲ୍ଲା  
ଜିଲ୍ଳା ପ୍ରଶାସନ ପକ୍ଷରୁ ଭୋଟର ତାଲିକା ପ୍ରସ୍ତୁତି ସମ୍ବନ୍ଧୀୟ ଘରକୁ ଘର ସର୍ଭେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   10-Oct-2026
  ଜିଲ୍ଲା  
ନାଟ୍ୟଶ୍ରୀ ଗଦାଧର ବାରିକ ପାଇବେ ଗୁରୁ ଭଗବାନ ସାହୁ ସ୍ମୃତି ସମ୍ମାନ   10-Oct-2026
  ଜିଲ୍ଲା  
ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ   10-Oct-2026
  ଜିଲ୍ଲା  
ଇକୋ କ୍ଲବ୍ ପକ୍ଷରୁ ୭୨ ତମ ବିଶ୍ଵ ବନ୍ୟପ୍ରାଣୀ ସପ୍ତାହ ପାଳିତ   10-Oct-2026

You Might Also Like