-+91-9937148622 |

prerana_bgr@rediffmail.com |

  Sunday 11th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ♦️ ବିଦ୍ୟୁତ୍‌ ଅଭାବରେ ଅଚଳ ସ୍ମାର୍ଟବୋର୍ଡ, ତାତିରେ ସିଝୁଛନ୍ତି ଛାତ୍ରଛାତ୍ରୀ; ସମସ୍ୟା ନେଇ ଉପଜିଲ୍ଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ   (11-Oct-2026)       ||      ଓଡ଼ିଶା ସୂଚନା ସେବା ସଂଘର ବାର୍ଷିକ ଉତ୍ସବ ୨୦୨୬ ଅନୁଷ୍ଠିତ କ୍ୟାଡର ସୁଦୃଢ଼ୀକରଣ ଓ ବୃତ୍ତିଗତ ଉତ୍କର୍ଷତା ଉପରେ ଗୁରୁତ୍ୱ   (11-Oct-2026)       ||      ବଳିଟିକ୍ରା - ବୁରୋମୁଣ୍ଡା ରାସ୍ତା ରେ ଦୁଇ ବାଇକ୍ ମୁହାମୁହିଁ ଧକ୍କା, ଜଣେ ମୃତ,   (11-Oct-2026)       ||      ବଲାଙ୍ଗୀରରେ କାଂସିରାମ ଜୀଙ୍କ ୨୦ତମ ପରିନିର୍ବାଣ ଦିବସ ପାଳିତ   (10-Oct-2026)       ||      ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର    (10-Oct-2026)       ||      ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ    (10-Oct-2026)       ||      ମାଁ ମାଣିକେଶ୍ୱରି ଆଞ୍ଚଲିକ କୈବର୍ତ୍ତ ସମାଜ ର କମିଟି ଗଠନ   (10-Oct-2026)       ||      ପାଟଣେଶ୍ୱରୀ ଙ୍କ ନବରାତ୍ର ପୂଜା ଆରମ୍ଭ♦️ କଳସ ଶୋଭାଯାତ୍ରା ରେ ସାମିଲ ହେଲେ ଶ୍ରଦ୍ଧାଳୁ    (10-Oct-2026)       ||      ଜିଲ୍ଳା ପ୍ରଶାସନ ପକ୍ଷରୁ ଭୋଟର ତାଲିକା ପ୍ରସ୍ତୁତି ସମ୍ବନ୍ଧୀୟ ଘରକୁ ଘର ସର୍ଭେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   (10-Oct-2026)       ||      ନାଟ୍ୟଶ୍ରୀ ଗଦାଧର ବାରିକ ପାଇବେ ଗୁରୁ ଭଗବାନ ସାହୁ ସ୍ମୃତି ସମ୍ମାନ    (10-Oct-2026)       ||      ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ    (10-Oct-2026)       ||      ଇକୋ କ୍ଲବ୍ ପକ୍ଷରୁ ୭୨ ତମ ବିଶ୍ଵ ବନ୍ୟପ୍ରାଣୀ ସପ୍ତାହ ପାଳିତ   (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ସମିତି ସଭ୍ୟ ଅଚ୍ୟୁତାନନ୍ଦ ନାୟକ ହତ୍ୟାକୁ ମାସେ ପୁରିଲା ପୁଲିସ ହାତ ଖାଲି    (10-Oct-2026)       ||      ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Oct-2026)       ||      ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ    (09-Oct-2026)       ||      ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   (09-Oct-2026)       ||     

HOME   ଜିଲ୍ଲା

ଟିକ୍ରାପଡା ଗାନ୍ଧୀପାଠାଗାର ରେ ୰ ସୂର୍ଯ୍ୟଭାନୁ ମିଶ୍ରଙ୍କ ବିୟୋଗରେ ଶୋକସଭା

14-Jul-2021



ବଲାଙ୍ଗିର,(ପ୍ରେରଣା ଖବର)- ଆଜି ସନ୍ଧ୍ୟା ଘ.୬ ସମୟରେ ସ୍ଥାନୀୟ ଟିକ୍ରାପଡା ଗାନ୍ଧୀ ପାଠାଗାର ପରିସରରେ ପାଠାଗାରର ଆଜୀବନ ସଭ୍ୟ, ଶୁଭେଚ୍ଛୁ ତଥା ବିଶିଷ୍ଟ ରାଜନେତା ସ୍ୱର୍ଗତ ସୂର୍ଯ୍ୟଭାନୁ ମିଶ୍ରଙ୍କ ବିୟୋଗରେ ପାଠାଗାର ସଭାପତି ପ୍ରକାଶ ନେପାକଙ୍କ ସଭାପତିତ୍ୱରେ ଶୋକ ସଭା ଅନୁଷ୍ଠିତ ହୋଇଯାଇଛି । ପାଠାଗାରର ସମସ୍ତ ସଭ୍ୟ ଉପସ୍ଥିତ ଥାଇ ସ୍ୱର୍ଗତ ସୂର୍ଯ୍ୟଭାନୁ ମିଶ୍ରଙ୍କ ଅମର ଆତ୍ମାର ସଦ୍‌ଗତି ନିମନ୍ତେ ଦୁଇ ମିନିଟ ନିରବ ପ୍ରାର୍ଥନା କରିଥିଲେ । ପାଠାଗାରର ପ୍ରତିଷ୍ଠାତା ସଭ୍ୟ ତଥା ବଲାଙ୍ଗିର ନାଗରିକ କମିଟିର ସଭାପତି ବିକ୍ରମାନନ୍ଦ ବହିଦାର ନିଜ ବକ୍ତବ୍ୟରେ ସୂର୍ଯ୍ୟଭାନୁ ମିଶ୍ର ଜଣେ ବିଚକ୍ଷଣ ରାଜନେତା ଥିଲେ ଏବଂ ବିଭିନ୍ନ ସାଂସ୍କୃତିକ, ଧାର୍ମିକ ତଥା ସାମାଜିକ ଅନୁଷ୍ଠାନର ମୁଖ୍ୟ ପୁରୋଧା ଥିଲେ । ପାଠାଗାରର ଅଧ୍ୟକ୍ଷ ଭଗବାନ ବଗର୍ତ୍ତି ସ୍ୱର୍ଗତ ମିଶ୍ରଙ୍କ ସ୍ମୃତିଚାରଣ କରି ପ୍ରକାଶ କରିଥିଲେ ଯେ ସେ ବେନ୍ଦ୍ରା ଗ୍ରାମରେ ଜନ୍ମ ଗ୍ରହଣ କରି ବଲାଙ୍ଗିରରେ ଶିକ୍ଷାପ୍ରାପ୍ତ କଲା ପରେ ଓକିଲାତି କରି ସରକାରୀ ଓକିଲ ହୋଇଥିଲେ ଏବଂ ସେ ଏକା ଧାରରେ ନାଟ୍ୟକାର, ରାଜନୈତିଜ୍ଞ, ଆଗଲପୁର ବ୍ଲକ ଅଧ୍ୟକ୍ଷ, ଓଡିଶା ପ୍ରଦେଶ କଂଗ୍ରେସର ଉପସଭାପତି, ଦୁଇଥର ରାଜ୍ୟ ଖଦିବୋର୍ଡ ଅଧ୍ୟକ୍ଷ, ଲୋଇସିଂହା ନିର୍ବାଚନ ମଣ୍ଡଳୀର ତିନିଥର ବିଧାୟକ ପ୍ରାର୍ଥୀ ହୋଇଥିଲେ । ସେ ଓଡିଶା ତଥା ବଲାଙ୍ଗିରର ଜଣେ ବିଚକ୍ଷଣ ରାଜନେତା ଥିଲେ । ପାଠାଗାରର ବରିଷ୍ଠ ସଭ୍ୟ ନିଳମଣି ମିଶ୍ର, ବରିଷ୍ଠ ସଭ୍ୟ ବୈଷ୍ଣବ ଚରଣ ସାହୁ, ବିଡିଜିଏ ସଂପାଦକ ସଂଗ୍ରାମ ବହିଦାର ପ୍ରମୁଖ ସ୍ୱର୍ଗତ ସୂର୍ଯ୍ୟଭାନୁ ମିଶ୍ରଙ୍କ ବଲାଙ୍ଗିର ପାଇଁ ଅବଦାନ ଅତୁଳନୀୟ ବୋଲି ପ୍ରକାଶ କରିଥିଲେ । ପାଠାଗାର ସଂପାଦକ ପ୍ରଦୀପ ସାହୁ ସ୍ୱର୍ଗତ ମିଶ୍ରଙ୍କ ଶୋକ ସନ୍ତପ୍ତ ପରିବାରଙ୍କୁ ସମବେଦନା ଜଣାଇବା ସହ ଧନ୍ୟବାଦ ଅର୍ପଣ କରିଥିଲେ । ଉକ୍ତ ଶୋକ ସଭାରେ ପାଠାଗାର କୋଷାଧ୍ୟକ୍ଷ ରାଜେନ୍ଦ୍ର ପାଣି, ସଭ୍ୟ ଅଜିତ ପଣ୍ଡା, ପ୍ରମୋଦ ସାହୁ ତଥା ଅନ୍ୟାନ୍ୟ ସଦସ୍ୟ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ♦️ ବିଦ୍ୟୁତ୍‌ ଅଭାବରେ ଅଚଳ ସ୍ମାର୍ଟବୋର୍ଡ, ତାତିରେ ସିଝୁଛନ୍ତି ଛାତ୍ରଛାତ୍ରୀ; ସମସ୍ୟା ନେଇ ଉପଜିଲ୍ଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ   11-Oct-2026
  ରାଜ୍ୟ  
ଓଡ଼ିଶା ସୂଚନା ସେବା ସଂଘର ବାର୍ଷିକ ଉତ୍ସବ ୨୦୨୬ ଅନୁଷ୍ଠିତ କ୍ୟାଡର ସୁଦୃଢ଼ୀକରଣ ଓ ବୃତ୍ତିଗତ ଉତ୍କର୍ଷତା ଉପରେ ଗୁରୁତ୍ୱ   11-Oct-2026
  ଜିଲ୍ଲା  
ବଳିଟିକ୍ରା - ବୁରୋମୁଣ୍ଡା ରାସ୍ତା ରେ ଦୁଇ ବାଇକ୍ ମୁହାମୁହିଁ ଧକ୍କା, ଜଣେ ମୃତ,   11-Oct-2026
  ଜିଲ୍ଲା  
ବଲାଙ୍ଗୀରରେ କାଂସିରାମ ଜୀଙ୍କ ୨୦ତମ ପରିନିର୍ବାଣ ଦିବସ ପାଳିତ   10-Oct-2026
  ଜିଲ୍ଲା  
ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର   10-Oct-2026
  ଜିଲ୍ଲା  
ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ   10-Oct-2026
  ଜିଲ୍ଲା  
ମାଁ ମାଣିକେଶ୍ୱରି ଆଞ୍ଚଲିକ କୈବର୍ତ୍ତ ସମାଜ ର କମିଟି ଗଠନ   10-Oct-2026
  ଜିଲ୍ଲା  
ପାଟଣେଶ୍ୱରୀ ଙ୍କ ନବରାତ୍ର ପୂଜା ଆରମ୍ଭ♦️ କଳସ ଶୋଭାଯାତ୍ରା ରେ ସାମିଲ ହେଲେ ଶ୍ରଦ୍ଧାଳୁ   10-Oct-2026
  ଜିଲ୍ଲା  
ଜିଲ୍ଳା ପ୍ରଶାସନ ପକ୍ଷରୁ ଭୋଟର ତାଲିକା ପ୍ରସ୍ତୁତି ସମ୍ବନ୍ଧୀୟ ଘରକୁ ଘର ସର୍ଭେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   10-Oct-2026
  ଜିଲ୍ଲା  
ନାଟ୍ୟଶ୍ରୀ ଗଦାଧର ବାରିକ ପାଇବେ ଗୁରୁ ଭଗବାନ ସାହୁ ସ୍ମୃତି ସମ୍ମାନ   10-Oct-2026
  ଜିଲ୍ଲା  
ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ   10-Oct-2026
  ଜିଲ୍ଲା  
ଇକୋ କ୍ଲବ୍ ପକ୍ଷରୁ ୭୨ ତମ ବିଶ୍ଵ ବନ୍ୟପ୍ରାଣୀ ସପ୍ତାହ ପାଳିତ   10-Oct-2026

You Might Also Like