-+91-9937148622 |

prerana_bgr@rediffmail.com |

  Sunday 11th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ♦️ ବିଦ୍ୟୁତ୍‌ ଅଭାବରେ ଅଚଳ ସ୍ମାର୍ଟବୋର୍ଡ, ତାତିରେ ସିଝୁଛନ୍ତି ଛାତ୍ରଛାତ୍ରୀ; ସମସ୍ୟା ନେଇ ଉପଜିଲ୍ଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ   (11-Oct-2026)       ||      ଓଡ଼ିଶା ସୂଚନା ସେବା ସଂଘର ବାର୍ଷିକ ଉତ୍ସବ ୨୦୨୬ ଅନୁଷ୍ଠିତ କ୍ୟାଡର ସୁଦୃଢ଼ୀକରଣ ଓ ବୃତ୍ତିଗତ ଉତ୍କର୍ଷତା ଉପରେ ଗୁରୁତ୍ୱ   (11-Oct-2026)       ||      ବଳିଟିକ୍ରା - ବୁରୋମୁଣ୍ଡା ରାସ୍ତା ରେ ଦୁଇ ବାଇକ୍ ମୁହାମୁହିଁ ଧକ୍କା, ଜଣେ ମୃତ,   (11-Oct-2026)       ||      ବଲାଙ୍ଗୀରରେ କାଂସିରାମ ଜୀଙ୍କ ୨୦ତମ ପରିନିର୍ବାଣ ଦିବସ ପାଳିତ   (10-Oct-2026)       ||      ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର    (10-Oct-2026)       ||      ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ    (10-Oct-2026)       ||      ମାଁ ମାଣିକେଶ୍ୱରି ଆଞ୍ଚଲିକ କୈବର୍ତ୍ତ ସମାଜ ର କମିଟି ଗଠନ   (10-Oct-2026)       ||      ପାଟଣେଶ୍ୱରୀ ଙ୍କ ନବରାତ୍ର ପୂଜା ଆରମ୍ଭ♦️ କଳସ ଶୋଭାଯାତ୍ରା ରେ ସାମିଲ ହେଲେ ଶ୍ରଦ୍ଧାଳୁ    (10-Oct-2026)       ||      ଜିଲ୍ଳା ପ୍ରଶାସନ ପକ୍ଷରୁ ଭୋଟର ତାଲିକା ପ୍ରସ୍ତୁତି ସମ୍ବନ୍ଧୀୟ ଘରକୁ ଘର ସର୍ଭେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   (10-Oct-2026)       ||      ନାଟ୍ୟଶ୍ରୀ ଗଦାଧର ବାରିକ ପାଇବେ ଗୁରୁ ଭଗବାନ ସାହୁ ସ୍ମୃତି ସମ୍ମାନ    (10-Oct-2026)       ||      ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ    (10-Oct-2026)       ||      ଇକୋ କ୍ଲବ୍ ପକ୍ଷରୁ ୭୨ ତମ ବିଶ୍ଵ ବନ୍ୟପ୍ରାଣୀ ସପ୍ତାହ ପାଳିତ   (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ସମିତି ସଭ୍ୟ ଅଚ୍ୟୁତାନନ୍ଦ ନାୟକ ହତ୍ୟାକୁ ମାସେ ପୁରିଲା ପୁଲିସ ହାତ ଖାଲି    (10-Oct-2026)       ||      ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Oct-2026)       ||      ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ    (09-Oct-2026)       ||      ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   (09-Oct-2026)       ||     

HOME   ଜିଲ୍ଲା

ଓଡିଶା ସାହିତ୍ୟ ଏକାଡେମୀ ପକ୍ଷରୁ ସମଗ୍ର ରାଜ୍ୟରେ ଜିଲ୍ଲାସ୍ତରୀୟ ସାହିତ୍ୟ ସଂପର୍କୀୟ ବକ୍ତୃତା, ଦେଶାତ୍ମବୋଧ କବିତା ଆବୃତ୍ତି ଓ ସାହିତ୍ୟ ସଂପର୍କୀୟ ସାଧାରଣ ଜ୍ଞାନ ପ୍ରତିଯୋଗିତା

14-Jul-2021



ବଲାଙ୍ଗିର (ପ୍ରେରଣା ଖବର) : ଓଡିଶା ସାହିତ୍ୟ ଏକାଡେମୀ ର ପ୍ରତିଷ୍ଠା ଦିବସ ଅବସରରେ  ରାଜ୍ୟ ସ୍ତରୀୟ ପ୍ରତିଯୋଗିତା ପୂର୍ବରୁ  ସମଗ୍ର  ରାଜ୍ୟରେ  ଜିଲ୍ଲା ସ୍ତରୀୟ  ସାହିତ୍ୟ ସଂପର୍କୀୟ  ବକ୍ତୃତା,  ଦେଶାତ୍ମବୋଧ କବିତା  ଆବୃତ୍ତି  ଓ ସାହିତ୍ୟ  ସଂପର୍କୀୟ  ସାଧାରଣ ଜ୍ଞାନ ପ୍ରତିଯୋଗିତା ଅନୁଷ୍ଠିତ  ହୋଇଯାଇଛି । ବଲାଙ୍ଗୀର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟସ୍ଥ  ଜାତୀୟ ସୂଚନା ବିଜ୍ଞାନ କେନ୍ଦ୍ରରେ ଅନ ଲାଇନ   ମାଧ୍ୟମରେ  ଏହି ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ଜିଲ୍ଲା ସଂସ୍କୃତି ଅଧିକାରୀ ବିଜୟ ଶତପଥୀ ଙ୍କ ପରିଚାଳନା ରେ ହାଇସ୍କୁଲ ସ୍ତରରେ ଷଷ୍ଠ ରୁ ଅଷ୍ଟମ ଉ ନବମ ,ଦଶମ ଶ୍ରେଣୀ  ପାଇଁ  ଦୁଇଟି ବର୍ଗରେ ଉପରୋକ୍ତ ତିନୋଟି ପ୍ରତି ଯୋଗିତା  ଅନୁଷ୍ଠିତ ହୋଇଥିଲା ।ବିଚାରକ ଭାବରେ ନାଟ୍ୟଭୂଷଣ ଜଗଦାନନ୍ଦ ଛୁରିଆ, ସନାତନ ଠାକୁର , ଶୁଭ୍ରାଂଶୁ ଶେଖର ପଣ୍ଡା, ଆନନ୍ଦ ଚନ୍ଦ୍ର ସାହୁ, ସବିତା ମେହେରା , ସନ୍ଦୀପ କୁମାର କୁଅଁର  ବିଚାରକ ଭାବରେ ଯୋଗ ଦେଇଥିଲେ । ସାହିତ୍ୟ ଏକାଡେମୀ ର ବଲାଙ୍ଗୀର ଜିଲ୍ଲା ସଦସ୍ୟ  କବୟତ୍ରୀ  ଡାକ୍ତର ଜ୍ୟୋତିର୍ମୟୀ ସାହୁଙ୍କ ଉପସ୍ଥିତିରେ  ଆୟୋଜିତ ଏହି  ପ୍ରତିଯୋଗିତାରେ  କନିଷ୍ଠ ବିଭାଗ ରେ ବକ୍ତୃତା ରେ ତୁରେକେଲା ବ୍ଲକ ର ଓଡିଶା ଆଦର୍ଶ ବିଦ୍ୟାଳୟ ର ଛାତ୍ରୀ ସ୍ବାତୀ ସୁଚରିତା ପାତ୍ର,ଆବୃତ୍ତି ରେ ଖପ୍ରାଖୋଲ  ବ୍ଲକ ର ଓଡିଶା ଆଦର୍ଶ ବିଦ୍ୟାଳୟ ର ଛାତ୍ରୀ  ଆଲଭା ଭୋଇ,ସାହିତ୍ୟ ସଂପର୍କୀତ ସାଧାରଣ ଜ୍ଞାନରେ ଆଗଲପୁର ବ୍ଲକ ର  ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ମୁରଶୁଣ୍ଢ,ର ଛାତ୍ରୀ ସୁନନ୍ଦାରାଣୀ ସାହୁ ପ୍ରଥମ ହୋଇ ରାଜ୍ୟ ସ୍ତରକୁ ମନୋନୀତ  ହୋଇଛନ୍ତି ।
ସେହିପରି   ବରିଷ୍ଠ ବିଭାଗ ରେ ବକ୍ତୃତା ରେ ସଇନ୍ତଲା  ବ୍ଲକ ର ଓଡିଶା ଆଦର୍ଶ ବିଦ୍ୟାଳୟ ର ଛାତ୍ରୀ ରାଜରାଣୀ ମହାନନ୍ଦ  ,ଆବୃତ୍ତି ରେ ବଲାଙ୍ଗୀର ପୌରାଞ୍ଚଳର ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର କଦମପଡା ର ଛାତ୍ରୀ  ଆର୍ଯ୍ୟା କୁମାରୀ ପୋଢ, ସାହିତ୍ୟ   ସଂପର୍କୀତ ସାଧାରଣ ଜ୍ଞାନରେ  ଡି ପି ଏଚ୍ ଏସ ବାଘମୁଣ୍ଡ , ଖପ୍ରାଖୋଲ  ବ୍ଲକ ର  ଛାତ୍ରୀ ଭାରତୀ ସାହୁ ପ୍ରଥମ ହୋଇ ରାଜ୍ୟ ସ୍ତରକୁ ମନୋନୀତ  ହୋଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ♦️ ବିଦ୍ୟୁତ୍‌ ଅଭାବରେ ଅଚଳ ସ୍ମାର୍ଟବୋର୍ଡ, ତାତିରେ ସିଝୁଛନ୍ତି ଛାତ୍ରଛାତ୍ରୀ; ସମସ୍ୟା ନେଇ ଉପଜିଲ୍ଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ   11-Oct-2026
  ରାଜ୍ୟ  
ଓଡ଼ିଶା ସୂଚନା ସେବା ସଂଘର ବାର୍ଷିକ ଉତ୍ସବ ୨୦୨୬ ଅନୁଷ୍ଠିତ କ୍ୟାଡର ସୁଦୃଢ଼ୀକରଣ ଓ ବୃତ୍ତିଗତ ଉତ୍କର୍ଷତା ଉପରେ ଗୁରୁତ୍ୱ   11-Oct-2026
  ଜିଲ୍ଲା  
ବଳିଟିକ୍ରା - ବୁରୋମୁଣ୍ଡା ରାସ୍ତା ରେ ଦୁଇ ବାଇକ୍ ମୁହାମୁହିଁ ଧକ୍କା, ଜଣେ ମୃତ,   11-Oct-2026
  ଜିଲ୍ଲା  
ବଲାଙ୍ଗୀରରେ କାଂସିରାମ ଜୀଙ୍କ ୨୦ତମ ପରିନିର୍ବାଣ ଦିବସ ପାଳିତ   10-Oct-2026
  ଜିଲ୍ଲା  
ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର   10-Oct-2026
  ଜିଲ୍ଲା  
ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ   10-Oct-2026
  ଜିଲ୍ଲା  
ମାଁ ମାଣିକେଶ୍ୱରି ଆଞ୍ଚଲିକ କୈବର୍ତ୍ତ ସମାଜ ର କମିଟି ଗଠନ   10-Oct-2026
  ଜିଲ୍ଲା  
ପାଟଣେଶ୍ୱରୀ ଙ୍କ ନବରାତ୍ର ପୂଜା ଆରମ୍ଭ♦️ କଳସ ଶୋଭାଯାତ୍ରା ରେ ସାମିଲ ହେଲେ ଶ୍ରଦ୍ଧାଳୁ   10-Oct-2026
  ଜିଲ୍ଲା  
ଜିଲ୍ଳା ପ୍ରଶାସନ ପକ୍ଷରୁ ଭୋଟର ତାଲିକା ପ୍ରସ୍ତୁତି ସମ୍ବନ୍ଧୀୟ ଘରକୁ ଘର ସର୍ଭେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   10-Oct-2026
  ଜିଲ୍ଲା  
ନାଟ୍ୟଶ୍ରୀ ଗଦାଧର ବାରିକ ପାଇବେ ଗୁରୁ ଭଗବାନ ସାହୁ ସ୍ମୃତି ସମ୍ମାନ   10-Oct-2026
  ଜିଲ୍ଲା  
ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ   10-Oct-2026
  ଜିଲ୍ଲା  
ଇକୋ କ୍ଲବ୍ ପକ୍ଷରୁ ୭୨ ତମ ବିଶ୍ଵ ବନ୍ୟପ୍ରାଣୀ ସପ୍ତାହ ପାଳିତ   10-Oct-2026

You Might Also Like