-+91-9937148622 |

prerana_bgr@rediffmail.com |

  Sunday 11th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀରରେ କାଂସିରାମ ଜୀଙ୍କ ୨୦ତମ ପରିନିର୍ବାଣ ଦିବସ ପାଳିତ   (10-Oct-2026)       ||      ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର    (10-Oct-2026)       ||      ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ    (10-Oct-2026)       ||      ମାଁ ମାଣିକେଶ୍ୱରି ଆଞ୍ଚଲିକ କୈବର୍ତ୍ତ ସମାଜ ର କମିଟି ଗଠନ   (10-Oct-2026)       ||      ପାଟଣେଶ୍ୱରୀ ଙ୍କ ନବରାତ୍ର ପୂଜା ଆରମ୍ଭ♦️ କଳସ ଶୋଭାଯାତ୍ରା ରେ ସାମିଲ ହେଲେ ଶ୍ରଦ୍ଧାଳୁ    (10-Oct-2026)       ||      ଜିଲ୍ଳା ପ୍ରଶାସନ ପକ୍ଷରୁ ଭୋଟର ତାଲିକା ପ୍ରସ୍ତୁତି ସମ୍ବନ୍ଧୀୟ ଘରକୁ ଘର ସର୍ଭେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   (10-Oct-2026)       ||      ନାଟ୍ୟଶ୍ରୀ ଗଦାଧର ବାରିକ ପାଇବେ ଗୁରୁ ଭଗବାନ ସାହୁ ସ୍ମୃତି ସମ୍ମାନ    (10-Oct-2026)       ||      ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ    (10-Oct-2026)       ||      ଇକୋ କ୍ଲବ୍ ପକ୍ଷରୁ ୭୨ ତମ ବିଶ୍ଵ ବନ୍ୟପ୍ରାଣୀ ସପ୍ତାହ ପାଳିତ   (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ସମିତି ସଭ୍ୟ ଅଚ୍ୟୁତାନନ୍ଦ ନାୟକ ହତ୍ୟାକୁ ମାସେ ପୁରିଲା ପୁଲିସ ହାତ ଖାଲି    (10-Oct-2026)       ||      ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Oct-2026)       ||      ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ    (09-Oct-2026)       ||      ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   (09-Oct-2026)       ||      ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   (09-Oct-2026)       ||      ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   (09-Oct-2026)       ||      ୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   (09-Oct-2026)       ||     

HOME   ଜିଲ୍ଲା

ସମାଜସେବୀଙ୍କ ହସ୍ତକ୍ଷେପ ପରେ ଉଦ୍ଧାର ହେଲେ ଯଜ୍ଞାସେନୀଙ୍କ ପରିବାର

15-Jul-2021



କଳାହାଣ୍ଡି,ଜୁନାଗଡ଼(ତ୍ରିନାଥ ବେଶ୍ରା): କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ବ୍ଲକ ରାଜପୁର ଗାଁ ର ଯାଜ୍ଞସେନୀ ପୁଝାରୀ ସେହି ଗାଁ ର  ସଚିଦାନନ୍ଦ ନାଏକଙ୍କୁ ଆଠ ବର୍ଷ ତଳେ ପ୍ରେମ ବିବାହ କରିଥିଲ l ଏହି ବିବାହକୁ ଯାଜ୍ଞସେନୀଙ୍କ ପରିବାର ଗ୍ରହଣ କରିନଥିଲେ l ତାଙ୍କୁ ସାମାଜିକ ବାସନ୍ଦ ମଧ୍ୟ କରିଥିଲେ l ସାମାଜିକ ବାସନ୍ଦ ଯୋଗୁ ସେମାନେ ଅଲଗା ରହୁଥିଲେ l ଏଥିଯୋଗୁ  ସଚ୍ଚିଦାନନ୍ଦ ମାନସିକ ଚାପରେ ରହୁଥିଲେ ଓ ମାନସିକ ଭାରସାମ୍ୟ ହରାଇ ଗତ ବର୍ଷ ସେପ୍ଟେମ୍ବର ୫ ତାରିଖ ଦିନ ଆତ୍ମହତ୍ୟା କରିଥିଲେ l ଏହାପରେ ଯାଜ୍ଞସେନୀ ମଧ୍ୟ ଭାଙ୍ଗିପଡି ଥିଲେ l ଜୁନାଗଡ଼ ପୋଲିସ ସହାୟତରେ ତାଙ୍କୁ ଓ ତାଙ୍କର ୨ ଛୁଆ ଧରିତ୍ରୀ ଓ ଲିପାନସିଙ୍କୁ ଉଦ୍ଧାର କରି ଧର୍ମଗଡ଼ ସଟ ଷ୍ଟେ ହୋମ୍ ରେ ରଖା ଯାଇଥିଲା l କିନ୍ତୁ ସେ ତାଙ୍କର  ଘରକୁ ନେଇ ଛାଡିଦେବାପାଇଁ ଅନୁରୋଧ କରିଥିବାରୁ ତାଙ୍କୁ ଗତ ମେ ମାସ ୩0 ତାରିଖ ଦିନ ତାଙ୍କର ଘର ରାଜପୁରକୁ ଆଣି ଛାଡି ଥିଲେ l  ତାଲାବନ୍ଦ ହେତୁ ଚଳିବା ପାଇଁ ତାଙ୍କ ପକ୍ଷେ ସମ୍ଭବ ନଥିଲା l ସାମାଜିକ ବାସନ୍ଦ ଯୋଗୁ ତାଙ୍କୁ କେହି ପଚାରୁ ନଥିବା ବେଳେ ରହିବା ଖାଇବାପାଇଁ ସେମାନଂକୁ ବହୁତ ହଇରାଣ ହେବାକୁ ପଡୁଥିଲା l ଏହି ଖବର ବିଭିନ୍ନ ଗଣମାଧ୍ୟମରେ ପ୍ରକାଶିତ ହୋଇଥିଲା l ସ୍ଥାନୀୟ ସ୍ବେଛାସେବୀ  ତଥା ଯୁବ ସମାଜସେବୀ ଯଶୋବନ୍ତ ରଣାଙ୍କୁ ଫୋନ ଯୋଗେ ଜଣେଇଥିଲ l ଏହି ସମସ୍ୟାକୁ ଯୁବ ସମାଜସେବୀ ଯଶୋବନ୍ତ ରଣା ଜୁନାଗଡ଼ ବ୍ଲକ ପ୍ରଶାସନ, କଳାହାଣ୍ଡି ଜିଲ୍ଲାପାଳ, ମୋ ସରକାର ଙ୍କୁ ଟ୍ୱିଟର ଯୋଗେ ଅଭିଯୋଗ କରିଥିଲେ l ଅଭିଯୋଗ ପାଇ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ର ଏକ ପ୍ରତିନିଧି ଦଳ ତଦନ୍ତ ପାଇଁ ରାଜପୁର ଗାଁ ରେ ପହଂଚିଥିଲେ l ସମସ୍ତ ତଥ୍ୟ କୁ ଅନୁଧ୍ୟାନ କରି ସେମାନଙ୍କୁ ଥଇଥାନ କରିବା ପାଇଁ ନିଷ୍ପତ୍ତି ନେଇଥିଲେ l ଯାଜ୍ଞସେନୀଙ୍କ ମାନସିକ ସ୍ଥିତି ଠିକ ନଥିବାରୁ ତାଙ୍କୁ ଧର୍ମଗଡ଼ ସ୍ଥିତ ପ୍ରେମଦାନ ଆଶ୍ରମରେ  ରଖାଯିବା ସହ ତାଙ୍କର ଚିକିତ୍ସା କରିବା ପାଇଁ ନିଷ୍ପତ୍ତି ନେଇଥିଲେ l ସେହିପରି ଦୁଇ ଛୁଆଙ୍କୁ ଭବାନୀପାଟଣା ସ୍ଥିତ ନେହେରୁ ସେବାକେନ୍ଦ୍ରା ଠାରେ ରଖି ତାଙ୍କ ପଢ଼ିବାର ବ୍ୟବସ୍ଥା ସହ ତାଙ୍କର ସମସ୍ତ ସୁରକ୍ଷା ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ବୁଝିବା ନିଷ୍ପତ୍ତି ନେଇଛନ୍ତି l ଯାଜ୍ଞସେନୀ ଭଲ ହୋଇ ଘରକୁ ଫେରିଲେ ତାଙ୍କ ନାଁ ରେ ଗୋଟିଏ ଘର ଦେବା ସହ ରାସନ କାର୍ଡ ଦେବାକୁ ଜୁନାଗଡ଼  ଗୋଷ୍ଠୀ ଉନୟନ ଅଧିକାରୀଙ୍କୁ ନିର୍ଦେଶ ଦେଇଛନ୍ତି l ଏହି ସମୟରେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ର ସଦସ୍ୟ, ଜୁନାଗଡ଼ ବି.ଡି.ଓ, ସ୍ଥାନୀୟ ସମାଜସେବୀ ଉପସ୍ଥିତ ଥିଲେ l ଏହି ଅସହାୟ ପରିବାରକୁ ଟ୍ୱିଟର ମାଧ୍ୟମରେ କିଛି ସହାୟତା କରିଥିବାରୁ ଖୁସି ଥିବା କଥା କହିଛନ୍ତି l ସମାଜସେବୀଙ୍କ ଏହିପରି ଉଦ୍ୟମକୁ ସମସ୍ତେ ପ୍ରଶଂସା କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀରରେ କାଂସିରାମ ଜୀଙ୍କ ୨୦ତମ ପରିନିର୍ବାଣ ଦିବସ ପାଳିତ   10-Oct-2026
  ଜିଲ୍ଲା  
ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର   10-Oct-2026
  ଜିଲ୍ଲା  
ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ   10-Oct-2026
  ଜିଲ୍ଲା  
ମାଁ ମାଣିକେଶ୍ୱରି ଆଞ୍ଚଲିକ କୈବର୍ତ୍ତ ସମାଜ ର କମିଟି ଗଠନ   10-Oct-2026
  ଜିଲ୍ଲା  
ପାଟଣେଶ୍ୱରୀ ଙ୍କ ନବରାତ୍ର ପୂଜା ଆରମ୍ଭ♦️ କଳସ ଶୋଭାଯାତ୍ରା ରେ ସାମିଲ ହେଲେ ଶ୍ରଦ୍ଧାଳୁ   10-Oct-2026
  ଜିଲ୍ଲା  
ଜିଲ୍ଳା ପ୍ରଶାସନ ପକ୍ଷରୁ ଭୋଟର ତାଲିକା ପ୍ରସ୍ତୁତି ସମ୍ବନ୍ଧୀୟ ଘରକୁ ଘର ସର୍ଭେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   10-Oct-2026
  ଜିଲ୍ଲା  
ନାଟ୍ୟଶ୍ରୀ ଗଦାଧର ବାରିକ ପାଇବେ ଗୁରୁ ଭଗବାନ ସାହୁ ସ୍ମୃତି ସମ୍ମାନ   10-Oct-2026
  ଜିଲ୍ଲା  
ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ   10-Oct-2026
  ଜିଲ୍ଲା  
ଇକୋ କ୍ଲବ୍ ପକ୍ଷରୁ ୭୨ ତମ ବିଶ୍ଵ ବନ୍ୟପ୍ରାଣୀ ସପ୍ତାହ ପାଳିତ   10-Oct-2026
  ଜିଲ୍ଲା  
ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା   10-Oct-2026
  ଜିଲ୍ଲା  
ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା   10-Oct-2026
  ଜିଲ୍ଲା  
ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   10-Oct-2026

You Might Also Like