-+91-9937148622 |

prerana_bgr@rediffmail.com |

  Sunday 11th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀରରେ କାଂସିରାମ ଜୀଙ୍କ ୨୦ତମ ପରିନିର୍ବାଣ ଦିବସ ପାଳିତ   (10-Oct-2026)       ||      ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର    (10-Oct-2026)       ||      ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ    (10-Oct-2026)       ||      ମାଁ ମାଣିକେଶ୍ୱରି ଆଞ୍ଚଲିକ କୈବର୍ତ୍ତ ସମାଜ ର କମିଟି ଗଠନ   (10-Oct-2026)       ||      ପାଟଣେଶ୍ୱରୀ ଙ୍କ ନବରାତ୍ର ପୂଜା ଆରମ୍ଭ♦️ କଳସ ଶୋଭାଯାତ୍ରା ରେ ସାମିଲ ହେଲେ ଶ୍ରଦ୍ଧାଳୁ    (10-Oct-2026)       ||      ଜିଲ୍ଳା ପ୍ରଶାସନ ପକ୍ଷରୁ ଭୋଟର ତାଲିକା ପ୍ରସ୍ତୁତି ସମ୍ବନ୍ଧୀୟ ଘରକୁ ଘର ସର୍ଭେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   (10-Oct-2026)       ||      ନାଟ୍ୟଶ୍ରୀ ଗଦାଧର ବାରିକ ପାଇବେ ଗୁରୁ ଭଗବାନ ସାହୁ ସ୍ମୃତି ସମ୍ମାନ    (10-Oct-2026)       ||      ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ    (10-Oct-2026)       ||      ଇକୋ କ୍ଲବ୍ ପକ୍ଷରୁ ୭୨ ତମ ବିଶ୍ଵ ବନ୍ୟପ୍ରାଣୀ ସପ୍ତାହ ପାଳିତ   (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ସମିତି ସଭ୍ୟ ଅଚ୍ୟୁତାନନ୍ଦ ନାୟକ ହତ୍ୟାକୁ ମାସେ ପୁରିଲା ପୁଲିସ ହାତ ଖାଲି    (10-Oct-2026)       ||      ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Oct-2026)       ||      ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ    (09-Oct-2026)       ||      ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   (09-Oct-2026)       ||      ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   (09-Oct-2026)       ||      ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   (09-Oct-2026)       ||      ୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   (09-Oct-2026)       ||     

HOME   ଜିଲ୍ଲା

ସରକାରଙ୍କ ଦର ବୃଦ୍ଧି ପ୍ରତିବାଦରେ ବଲାଙ୍ଗିର ଜିଲ୍ଲାରେ ବନ୍ଦ ଆଂଶିକ ସଫଳ

15-Jul-2021



ବଲାଙ୍ଗିର(ସନ୍ତୋଷ କୁମାର ଠାକୁର) : ସରକାରଙ୍କ ଦରଦାମ ବୃଦ୍ଧି କୁ ନେଇ ୧୫ ଜୁଲାଇ  ସାରା ରାଜ୍ୟରେ ବନ୍ଦ ଡାକରା ଦିଆଯାଇଥିଲା।  ଫଲରେ ଆଜି ବଲାଙ୍ଗୀର ଜିଲ୍ଲା ର ସ୍ଥାନେ ସ୍ଥାନେ ଦୋକାନ ବଜାର ବନ୍ଦ ଥିବା ବେଳେ କେତେକ ସ୍ଥାନରେ ଖୋଲା ରହିଥିବା ଦେଖିବାକୁ ମିଳିଛି। ଏହି ପରିପ୍ରେକ୍ଷୀରେ ବଲାଙ୍ଗୀର ଏସ୍ ୟୁ ସି ଆଇ କମ୍ୟୁନିଷ୍ଟ ଦଳ 
 ଜିଲ୍ଲାପାଲଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଦରଦାମ ବୃଦ୍ଧି ପ୍ରତିବାଦରେ  ଧାରଣା ଦେଇଛନ୍ତି । ପେଟ୍ରୋଲ, ଡିଜେଲ ଓ ରନ୍ଧନ ଗ୍ଯାସ ଦର   ବୃଦ୍ଧି କୁ ଦୃଢ଼ ନିନ୍ଦା କରିବା ସହ ଯଥାଶିଘ୍ର ଏଗୁଡିକର ଦର ହ୍ରାସ କରିବା ପାଇଁ ଦାବି କରିଛନ୍ତି। ୟୁ ଏ ପିଏ ଏବଂ ଅନ୍ୟାନ୍ୟ ମିଥ୍ଯା କେସରେ ଅଭିଯୁକ୍ତ ସମସ୍ତ ରାଜନୈତିକ ଏବଂ ସାମାଜିକ କର୍ମୀଙ୍କୁ   ମୁକ୍ତ କରିବା ପାଇଁ ମଧ୍ୟ ଦାବି କରିଛନ୍ତି । ଯଦି ଦାବି ପୂରଣ ନହେଲେ ଏହି ଆନ୍ଦୋଳନ ଉଗ୍ରରୂପ ନେବ ବୋଲି ଚେତାବନୀ ଦେଇଛନ୍ତି। ଏସ୍ ୟୁ ସି ଆଇ କମ୍ୟୁନିଷ୍ଟ ର ଜିଲ୍ଲା କମିଟି ସମ୍ପାଦକ ସୁନୀଲ ଭୋଇ, ରାଜେନ୍ଦ୍ର ରଣା, ଯୁଗେ ରଣା ଓ ଅନ୍ୟାନ୍ୟ ସଦସ୍ୟ ଏହି ଧାରଣାରେ ଉପସ୍ଥିତ ରହି ସମର୍ଥନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀରରେ କାଂସିରାମ ଜୀଙ୍କ ୨୦ତମ ପରିନିର୍ବାଣ ଦିବସ ପାଳିତ   10-Oct-2026
  ଜିଲ୍ଲା  
ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର   10-Oct-2026
  ଜିଲ୍ଲା  
ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ   10-Oct-2026
  ଜିଲ୍ଲା  
ମାଁ ମାଣିକେଶ୍ୱରି ଆଞ୍ଚଲିକ କୈବର୍ତ୍ତ ସମାଜ ର କମିଟି ଗଠନ   10-Oct-2026
  ଜିଲ୍ଲା  
ପାଟଣେଶ୍ୱରୀ ଙ୍କ ନବରାତ୍ର ପୂଜା ଆରମ୍ଭ♦️ କଳସ ଶୋଭାଯାତ୍ରା ରେ ସାମିଲ ହେଲେ ଶ୍ରଦ୍ଧାଳୁ   10-Oct-2026
  ଜିଲ୍ଲା  
ଜିଲ୍ଳା ପ୍ରଶାସନ ପକ୍ଷରୁ ଭୋଟର ତାଲିକା ପ୍ରସ୍ତୁତି ସମ୍ବନ୍ଧୀୟ ଘରକୁ ଘର ସର୍ଭେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   10-Oct-2026
  ଜିଲ୍ଲା  
ନାଟ୍ୟଶ୍ରୀ ଗଦାଧର ବାରିକ ପାଇବେ ଗୁରୁ ଭଗବାନ ସାହୁ ସ୍ମୃତି ସମ୍ମାନ   10-Oct-2026
  ଜିଲ୍ଲା  
ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ   10-Oct-2026
  ଜିଲ୍ଲା  
ଇକୋ କ୍ଲବ୍ ପକ୍ଷରୁ ୭୨ ତମ ବିଶ୍ଵ ବନ୍ୟପ୍ରାଣୀ ସପ୍ତାହ ପାଳିତ   10-Oct-2026
  ଜିଲ୍ଲା  
ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା   10-Oct-2026
  ଜିଲ୍ଲା  
ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା   10-Oct-2026
  ଜିଲ୍ଲା  
ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   10-Oct-2026

You Might Also Like