-+91-9937148622 |

prerana_bgr@rediffmail.com |

  Sunday 11th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀରରେ କାଂସିରାମ ଜୀଙ୍କ ୨୦ତମ ପରିନିର୍ବାଣ ଦିବସ ପାଳିତ   (10-Oct-2026)       ||      ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର    (10-Oct-2026)       ||      ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ    (10-Oct-2026)       ||      ମାଁ ମାଣିକେଶ୍ୱରି ଆଞ୍ଚଲିକ କୈବର୍ତ୍ତ ସମାଜ ର କମିଟି ଗଠନ   (10-Oct-2026)       ||      ପାଟଣେଶ୍ୱରୀ ଙ୍କ ନବରାତ୍ର ପୂଜା ଆରମ୍ଭ♦️ କଳସ ଶୋଭାଯାତ୍ରା ରେ ସାମିଲ ହେଲେ ଶ୍ରଦ୍ଧାଳୁ    (10-Oct-2026)       ||      ଜିଲ୍ଳା ପ୍ରଶାସନ ପକ୍ଷରୁ ଭୋଟର ତାଲିକା ପ୍ରସ୍ତୁତି ସମ୍ବନ୍ଧୀୟ ଘରକୁ ଘର ସର୍ଭେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   (10-Oct-2026)       ||      ନାଟ୍ୟଶ୍ରୀ ଗଦାଧର ବାରିକ ପାଇବେ ଗୁରୁ ଭଗବାନ ସାହୁ ସ୍ମୃତି ସମ୍ମାନ    (10-Oct-2026)       ||      ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ    (10-Oct-2026)       ||      ଇକୋ କ୍ଲବ୍ ପକ୍ଷରୁ ୭୨ ତମ ବିଶ୍ଵ ବନ୍ୟପ୍ରାଣୀ ସପ୍ତାହ ପାଳିତ   (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ସମିତି ସଭ୍ୟ ଅଚ୍ୟୁତାନନ୍ଦ ନାୟକ ହତ୍ୟାକୁ ମାସେ ପୁରିଲା ପୁଲିସ ହାତ ଖାଲି    (10-Oct-2026)       ||      ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Oct-2026)       ||      ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ    (09-Oct-2026)       ||      ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   (09-Oct-2026)       ||      ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   (09-Oct-2026)       ||      ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   (09-Oct-2026)       ||      ୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   (09-Oct-2026)       ||     

HOME   ଜିଲ୍ଲା

ଜନସଂଖ୍ୟା ଆଇନ ପ୍ରଣୟନ ଦାବୀ ରେ ପ୍ରଧାନମନ୍ତ୍ରୀଙ୍କୁ ଦାବିପତ୍ର

15-Jul-2021



 ବଲାଙ୍ଗିର (ପ୍ରେରଣା ଖବର) : ଆଜି ଦିନ ୧୧.୩୦ ସମୟ ରେ ଜନସଂଖ୍ୟା ସମାଧାନ ଫାଉଣ୍ଡେସନ ବଲାଙ୍ଗିର ପକ୍ଷରୁ କଠୋର ଜନସଂଖ୍ୟା ଆଇନ ସଂସଦରେ ପ୍ରଣୟନ କରିବାକୁ ଦାବୀ କରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପ୍ରଧାନମନ୍ତ୍ରୀଙ୍କ ଉଦେଶ୍ୟରେ ଏକ ଦାବିପତ୍ର ବଲାଙ୍ଗିର ଜିଲ୍ଲାପାଳ ଶ୍ରୀ ଚଞ୍ଚଳ  ରାଣାଙ୍କୁ ପ୍ରଦାନ କରାଯାଇଛି। 
     ଭାରତ ର ବର୍ତମାନ ଜନସଂଖ୍ୟା ୧୪୦ କୋଟି ଟପି ଗଲାଣି।ଆଜି ଭାରତରେ ପ୍ରତି ବର୍ଗକିଲୋମିଟର ରେ ୪୧୧ ଲୋକ ବସବାସ କରୁଛନ୍ତି।ଚାଇନା ପରେ ଏହା ପୃଥିବୀର ସବୁଠୁ ଅଧିକା।ସେହିପରି କ୍ଷେତ୍ରଫଳ ତୁଳନାରେ ଅଧିକ ଜନସଂଖ୍ୟା ହେତୁ ପରିବେଶ ଉପରେ ପ୍ରଭାବ ପଡୁଛି।
ଏ ସବୁକୁ ଦୃଷ୍ଟିରେ ରଖି ଜନସଂଖ୍ୟା ସମାଧାନ ଫାଉଣ୍ଡେସନ ତରଫରୁ ସବୁ ବର୍ଗର ନାଗରିକଙ୍କ ପାଇଁ ସର୍ବାଧିକ ୨ ଟି ସନ୍ତାନ ଆଇନ ପ୍ରଣୟନ କରିବାକୁ ଦାବି କରାଯାଇଛି।ଯଦି କୌଣସି ପରିବାରର ଦୁଇ ରୁ ଅଧିକ ସନ୍ତାନ ଥାଆନ୍ତି, ତାଙ୍କୁ ସରକାରୀ ସୁବିଧାରୁ ବଞ୍ଚିତ କରିବା ସହ ଅର୍ଥଦଣ୍ଡ ବିଧାନ ଦାବି ମଧ୍ୟ କରାଯାଇଛି।
 ଆଜିର ଏହି କାର୍ଯ୍ୟକ୍ରମରେ ଜନସଂଖ୍ୟା ସମାଧାନ ଫାଉଣ୍ଡେସନର ରାଜ୍ୟ ସମ୍ପାଦକ ଶ୍ରୀ ଗୋପାଲଜୀ ପାଣିଗ୍ରାହୀ, ବଲାଙ୍ଗିର ଜିଲ୍ଲା ସଭାପତି ଭବାନିଶଙ୍କର ଶତପଥୀ, ସଚେତନ ମହିଳା ସଂଗଠନର ନେତ୍ରୀ ନିହାରିକା ମିଶ୍ର, ମୁନା ପଟ୍ଟନାୟକ, ଶ୍ରୀରାମ ପଟ୍ଟନାୟକ, ବିନୋଦ କାଳସାଇ, ରବି ଖମାରି, ଅକ୍ଷୟ ପଟେଲ, ବିବେକ କୁମାର, ଜୋଶେସ ପାଣ୍ଡେ, ଛୋଟୁ ନାଗ ପ୍ରମୁଖ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀରରେ କାଂସିରାମ ଜୀଙ୍କ ୨୦ତମ ପରିନିର୍ବାଣ ଦିବସ ପାଳିତ   10-Oct-2026
  ଜିଲ୍ଲା  
ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର   10-Oct-2026
  ଜିଲ୍ଲା  
ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ   10-Oct-2026
  ଜିଲ୍ଲା  
ମାଁ ମାଣିକେଶ୍ୱରି ଆଞ୍ଚଲିକ କୈବର୍ତ୍ତ ସମାଜ ର କମିଟି ଗଠନ   10-Oct-2026
  ଜିଲ୍ଲା  
ପାଟଣେଶ୍ୱରୀ ଙ୍କ ନବରାତ୍ର ପୂଜା ଆରମ୍ଭ♦️ କଳସ ଶୋଭାଯାତ୍ରା ରେ ସାମିଲ ହେଲେ ଶ୍ରଦ୍ଧାଳୁ   10-Oct-2026
  ଜିଲ୍ଲା  
ଜିଲ୍ଳା ପ୍ରଶାସନ ପକ୍ଷରୁ ଭୋଟର ତାଲିକା ପ୍ରସ୍ତୁତି ସମ୍ବନ୍ଧୀୟ ଘରକୁ ଘର ସର୍ଭେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   10-Oct-2026
  ଜିଲ୍ଲା  
ନାଟ୍ୟଶ୍ରୀ ଗଦାଧର ବାରିକ ପାଇବେ ଗୁରୁ ଭଗବାନ ସାହୁ ସ୍ମୃତି ସମ୍ମାନ   10-Oct-2026
  ଜିଲ୍ଲା  
ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ   10-Oct-2026
  ଜିଲ୍ଲା  
ଇକୋ କ୍ଲବ୍ ପକ୍ଷରୁ ୭୨ ତମ ବିଶ୍ଵ ବନ୍ୟପ୍ରାଣୀ ସପ୍ତାହ ପାଳିତ   10-Oct-2026
  ଜିଲ୍ଲା  
ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା   10-Oct-2026
  ଜିଲ୍ଲା  
ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା   10-Oct-2026
  ଜିଲ୍ଲା  
ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   10-Oct-2026

You Might Also Like