-+91-9937148622 |

prerana_bgr@rediffmail.com |

  Sunday 11th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀରରେ କାଂସିରାମ ଜୀଙ୍କ ୨୦ତମ ପରିନିର୍ବାଣ ଦିବସ ପାଳିତ   (10-Oct-2026)       ||      ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର    (10-Oct-2026)       ||      ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ    (10-Oct-2026)       ||      ମାଁ ମାଣିକେଶ୍ୱରି ଆଞ୍ଚଲିକ କୈବର୍ତ୍ତ ସମାଜ ର କମିଟି ଗଠନ   (10-Oct-2026)       ||      ପାଟଣେଶ୍ୱରୀ ଙ୍କ ନବରାତ୍ର ପୂଜା ଆରମ୍ଭ♦️ କଳସ ଶୋଭାଯାତ୍ରା ରେ ସାମିଲ ହେଲେ ଶ୍ରଦ୍ଧାଳୁ    (10-Oct-2026)       ||      ଜିଲ୍ଳା ପ୍ରଶାସନ ପକ୍ଷରୁ ଭୋଟର ତାଲିକା ପ୍ରସ୍ତୁତି ସମ୍ବନ୍ଧୀୟ ଘରକୁ ଘର ସର୍ଭେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   (10-Oct-2026)       ||      ନାଟ୍ୟଶ୍ରୀ ଗଦାଧର ବାରିକ ପାଇବେ ଗୁରୁ ଭଗବାନ ସାହୁ ସ୍ମୃତି ସମ୍ମାନ    (10-Oct-2026)       ||      ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ    (10-Oct-2026)       ||      ଇକୋ କ୍ଲବ୍ ପକ୍ଷରୁ ୭୨ ତମ ବିଶ୍ଵ ବନ୍ୟପ୍ରାଣୀ ସପ୍ତାହ ପାଳିତ   (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ସମିତି ସଭ୍ୟ ଅଚ୍ୟୁତାନନ୍ଦ ନାୟକ ହତ୍ୟାକୁ ମାସେ ପୁରିଲା ପୁଲିସ ହାତ ଖାଲି    (10-Oct-2026)       ||      ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Oct-2026)       ||      ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ    (09-Oct-2026)       ||      ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   (09-Oct-2026)       ||      ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   (09-Oct-2026)       ||      ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   (09-Oct-2026)       ||      ୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   (09-Oct-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର : ପଏଁରୀ ଅନୁଷ୍ଠାନ କୁ ପରିଦର୍ଶନ କଲେ ଜିଲ୍ଲାପାଳ ଏବଂ ପଶ୍ଚିମ ଓଡିଶା ବିକାଶ ପରିଷଦ ସି. ଇ. ଓ

15-Jul-2021



ସୋନପୁର(ମନୋରଞ୍ଜନ ତ୍ରିପାଠୀ) : ଆଜି ଦିବା ୧ ଘଣ୍ଟା ବେଳେ ସୁବର୍ଣ୍ଣପୁର ର ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ପଏଁରୀ କୁ ପଶ୍ଚିମ ଓଡିଶା ବିକାଶ ପରିଷଦ ର   ମୁଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ  ପ୍ରେମ ଚାନ୍ଦ ଚୌଧୁରୀ ( ଆଇ. ଏ. ଏସ, )   ଓ  ସୁବର୍ଣ୍ଣପୁର ଜ଼ିଲ୍ଲାପାଳ ଅବୋଲି ସୁନୀଲ ନରୱେଣେ ( ଆଇ. ଏ. ଏସ  )  ପରିଦର୍ଶନ କରିଥିଲେ l ଅନୁଷ୍ଠାନ ର ଭିତ୍ତିଭୂମି, କାର୍ଯ୍ୟ ଶୈଳୀ ଉପରେ ଆଲୋଚନା କରି  ଡବ୍ଲୁ -ଓ଼ -ଡ଼ି -ସି  ଅନୁଦାନ ର କୋଠା ନିର୍ମାଣ ଓ଼  ସଦ-ବିନିଯୋଗ କୁ ତଦାରଖ କରିଥିଲେ l  ଜାତୀୟ ସ୍ତର ର  ଉତ୍ସବ ମାନଙ୍କ ରେ ପଏଁରୀ ର ଯୋଗଦାନ ଓ଼  ସେମିନାର,  ପାରମ୍ପରିକ ଲୋକ କଳା  ଲୋକ ନୃତ୍ୟ ର ପାରଦର୍ଶିତା ଓ଼ ସଫଳତା ଉପରେ  ସି -ଇ -ଓ  ଏବଂ ଜ଼ିଲ୍ଲାପାଳଙ୍କ  ଆଲୋଚନା  ବେଳେ ବିଭିନ୍ନ ପ୍ରଶ୍ନ ର ଉତ୍ତର ରେ  ଅନୁଷ୍ଠାନ ର ଉପଦେଷ୍ଟା ତଥା ସଂସ୍କୃତି ଗବେଷକ ଗଦାଧର ବାରିକ ଓ  ସମ୍ପାଦକ ଚୌଧୁରୀ ବିଭାର  ମତ ରଖିଥିଲେ l ଏବଂ ଅନୁଷ୍ଠାନ ପରିସର ରେ  ଏକ ନୂତନ  ଅଡିଟୋରିୟମ ଓ ଫାଟକ ଆବଶ୍ୟକତା ଓ଼  ନିର୍ମାଣ ସକାଶେ ସି -ଇ -ଓ଼  ଶ୍ରୀ ଚୌଧୁରୀ  ଓ଼ ଜ଼ିଲ୍ଲାପାଳ ଙ୍କୁ ଦାବି ଜଣାଇଥିଲେ l ଏହି ଗସ୍ତ କାର୍ଯ୍ୟକ୍ରମ ରେ ସୁବର୍ଣ୍ଣପୁର ଜ଼ିଲ୍ଲା ଗ୍ରାମ୍ୟ ଉନ୍ନୟନ ପ୍ରକଳ୍ପ ନିର୍ଦ୍ଧେଶକ ଡୋଳାମଣି ପଟେଲ, ଜ଼ିଲ୍ଲା ଯୋଜନା ବୋର୍ଡ ର ଉପ -ନିର୍ଦେଶକ ଯୋଗ ଦେଇ ଥିବା ବେଳେ ପଏଁରୀ ର ଉପଦେଷ୍ଟା ଶ୍ରୀବତ୍ସ ମଲ୍ଲିକ,  ଅଭିମନ୍ୟୁ କୁଶଳ, ସଭାପତି ଲଡ଼ୁ କିଶୋର ମଲ୍ଲିକ, ଉପ ସଭାପତି ପ୍ରଫୁଲ୍ଲ ନାଏକ, କାର୍ଯ୍ୟକର୍ତା ଗରିବ ଲୋଈ,  ମନୋରଞ୍ଜନ ତ୍ରିପାଠୀ,ସୁଶାନ୍ତ ସାହୁ,  ଗୋପାଳ ମେହେର, ପୃଥ୍ୱୀରାଜ ବାଘ, ଅଜିତ ବାଗ,ସନ୍ତୋଷ

ପାଢୀ,  ଜଗା ନରଭଂସିଆ, ଜିତେନ୍ ବାଘ  ପ୍ରମୁଖ ସକ୍ରିୟ ଯୋଗଦାନ କରିଥିଲେ l ସି. ଇ. ଓ   ଓ  ଜିଲ୍ଲାପାଳଙ୍କୁ ଅନୁଷ୍ଠାନ ପକ୍ଷରୁ  ମୁଖ୍ୟ ଫାଟକ ଠାରୁ  ଭବ୍ୟ ସମ୍ବର୍ଦ୍ଧନା  ଦିଆ ଯାଇଥିଵା ବେଳେ ଅନୁଷ୍ଠାନ ପରିଦର୍ଶନ ଓ  ଅନୁଧ୍ୟାନ  ପରେ ଆଜି ଏ ସମସ୍ତ ଅଧିକାରୀ ଖୁବ  ଖୁସିବ୍ୟକ୍ତ କରିଥିବା ଜଣାପଡିଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀରରେ କାଂସିରାମ ଜୀଙ୍କ ୨୦ତମ ପରିନିର୍ବାଣ ଦିବସ ପାଳିତ   10-Oct-2026
  ଜିଲ୍ଲା  
ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର   10-Oct-2026
  ଜିଲ୍ଲା  
ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ   10-Oct-2026
  ଜିଲ୍ଲା  
ମାଁ ମାଣିକେଶ୍ୱରି ଆଞ୍ଚଲିକ କୈବର୍ତ୍ତ ସମାଜ ର କମିଟି ଗଠନ   10-Oct-2026
  ଜିଲ୍ଲା  
ପାଟଣେଶ୍ୱରୀ ଙ୍କ ନବରାତ୍ର ପୂଜା ଆରମ୍ଭ♦️ କଳସ ଶୋଭାଯାତ୍ରା ରେ ସାମିଲ ହେଲେ ଶ୍ରଦ୍ଧାଳୁ   10-Oct-2026
  ଜିଲ୍ଲା  
ଜିଲ୍ଳା ପ୍ରଶାସନ ପକ୍ଷରୁ ଭୋଟର ତାଲିକା ପ୍ରସ୍ତୁତି ସମ୍ବନ୍ଧୀୟ ଘରକୁ ଘର ସର୍ଭେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   10-Oct-2026
  ଜିଲ୍ଲା  
ନାଟ୍ୟଶ୍ରୀ ଗଦାଧର ବାରିକ ପାଇବେ ଗୁରୁ ଭଗବାନ ସାହୁ ସ୍ମୃତି ସମ୍ମାନ   10-Oct-2026
  ଜିଲ୍ଲା  
ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ   10-Oct-2026
  ଜିଲ୍ଲା  
ଇକୋ କ୍ଲବ୍ ପକ୍ଷରୁ ୭୨ ତମ ବିଶ୍ଵ ବନ୍ୟପ୍ରାଣୀ ସପ୍ତାହ ପାଳିତ   10-Oct-2026
  ଜିଲ୍ଲା  
ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା   10-Oct-2026
  ଜିଲ୍ଲା  
ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା   10-Oct-2026
  ଜିଲ୍ଲା  
ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   10-Oct-2026

You Might Also Like