-+91-9937148622 |

prerana_bgr@rediffmail.com |

  Saturday 10th October 2026 |

| | | |

R.N.I. Regd No. ODIODI/2010/46693

Breaking News

ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ    (10-Oct-2026)       ||      ମାଁ ମାଣିକେଶ୍ୱରି ଆଞ୍ଚଲିକ କୈବର୍ତ୍ତ ସମାଜ ର କମିଟି ଗଠନ   (10-Oct-2026)       ||      ପାଟଣେଶ୍ୱରୀ ଙ୍କ ନବରାତ୍ର ପୂଜା ଆରମ୍ଭ♦️ କଳସ ଶୋଭାଯାତ୍ରା ରେ ସାମିଲ ହେଲେ ଶ୍ରଦ୍ଧାଳୁ    (10-Oct-2026)       ||      ଜିଲ୍ଳା ପ୍ରଶାସନ ପକ୍ଷରୁ ଭୋଟର ତାଲିକା ପ୍ରସ୍ତୁତି ସମ୍ବନ୍ଧୀୟ ଘରକୁ ଘର ସର୍ଭେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   (10-Oct-2026)       ||      ନାଟ୍ୟଶ୍ରୀ ଗଦାଧର ବାରିକ ପାଇବେ ଗୁରୁ ଭଗବାନ ସାହୁ ସ୍ମୃତି ସମ୍ମାନ    (10-Oct-2026)       ||      ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ    (10-Oct-2026)       ||      ଇକୋ କ୍ଲବ୍ ପକ୍ଷରୁ ୭୨ ତମ ବିଶ୍ଵ ବନ୍ୟପ୍ରାଣୀ ସପ୍ତାହ ପାଳିତ   (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ସମିତି ସଭ୍ୟ ଅଚ୍ୟୁତାନନ୍ଦ ନାୟକ ହତ୍ୟାକୁ ମାସେ ପୁରିଲା ପୁଲିସ ହାତ ଖାଲି    (10-Oct-2026)       ||      ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Oct-2026)       ||      ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ    (09-Oct-2026)       ||      ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   (09-Oct-2026)       ||      ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   (09-Oct-2026)       ||      ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   (09-Oct-2026)       ||      ୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   (09-Oct-2026)       ||      ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   (09-Oct-2026)       ||      *ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   (09-Oct-2026)       ||     

HOME   ଜିଲ୍ଲା

ଲୋୟର ସୁକତେଲ ପ୍ରସଙ୍ଗ- ପୁନଃର୍ବାସ,ଥଇଥାନ ପ୍ରକଳ୍ପ ନିର୍ଦ୍ଦେଶକ ଓ ସ୍ୱତନ୍ତ୍ର ଭୂଅର୍ଜନ ଅଧିକାରୀଙ୍କ ସହ ଆଲୋଚନା କଲେ ନରସିଂହ, ଶାନ୍ତିପୂର୍ଣ୍ଣ ବିସ୍ଥାପନ ଉପରେ ଗୁରୁତ୍ୱ

15-Jul-2021



ବଲାଙ୍ଗିର(ପ୍ରେରଣା ଖବର)- ଆଜି ଅପରାହ୍ନ ଘ.୫ ସମୟରେ ସ୍ଥାନୀୟ ସର୍କିଟ ହାଉସ ଠାରେ ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପର ପୁନଃର୍ବାସ, ଥଇଥାନ ପ୍ରକଳ୍ପ ନିର୍ଦ୍ଦେଶକ ମହେନ୍ଦ୍ର ମହାପାତ୍ର ଏବଂ ସ୍ୱତନ୍ତ୍ର ଭୂଅର୍ଜନ ଅଧିକାରୀ କୁମାର ନାଗଭୂଷଣ ଙ୍କ ସହିତ ଲୋୟର ସୁକତେଲ ପୁନଃର୍ବାସ ଥଇଥାନରେ ଥିବା ସମସ୍ୟା ତଥା ପ୍ରକଳ୍ପର ଅଗ୍ରଗତିକୁ ନେଇ ବଲାଙ୍ଗିର ର ମାନ୍ୟବର ବିଧାୟକ ନରସିଂହ ମିଶ୍ର ଏକ ବୈଠକ ମାଧ୍ୟମରେ ଆଲୋଚନା କରିଛନ୍ତି । ବିଶେଷ କରି ବୁଡି ଅଞ୍ଚଳର ବିସ୍ଥାପନ ହେଉଥିବା ଲୋକେ ଯେପରି ବିନା ସମସ୍ୟାରେ ଶାନ୍ତିପୂର୍ଣ୍ଣ ଭାବରେ ବିସ୍ଥାପିତ ହେବେ ତାଙ୍କ ଉଚିତ ପୁନଃର୍ବାସ ଯୋଗାଇ ଠିକ୍ ହିସାବରେ ପ୍ରଶାସନ ସେମାନଙ୍କୁ ଥଇଥାନ କରିବ ତାର ଉପରେ ବିଧାୟକ ଶ୍ରୀ ମିଶ୍ର ଆଜିର ଆଲୋଚନାରେ ଗୁରୁତ୍ୱ ଦେଇଥିଲେ । ବିସ୍ଥାପିତ ଅଞ୍ଚଳରେ ଥିବା ଫଳନ୍ତି ବୃକ୍ଷ ଯଥା ଆମ୍ବ, ଚାର, ମହୁଲ, ନିମ୍ନ ଇତ୍ୟାଦି ଠିକ୍ ଆର୍ଥିକ ଭରଣ ଲୋକେ ଯେପରି ପାଇ ପାରିବେ ସେ ଉପରେ ଅଧିକାରୀମାନେ ଗୁରୁତ୍ୱ ଦିଅନ୍ତୁ ବୋଲି ନିର୍ଦ୍ଦେଶ ଦେଇଥିଲେ । ଲୋୟର ସୁୁକତେଲ ପ୍ରକଳ୍ପକୁ ନେଇ ଗତ ବୈଠକରେ ଆରଡିସି ନେଇଥିବା ବିଭିନ୍ନ ନିଷ୍ପତ୍ତିର ଠିକ୍ ହିସାବରେ କାର୍ଯ୍ୟକାରୀ କରାଯାଉଛି କି ନାହିଁ ସେ ଉପରେ ବିଧାୟକ ଶ୍ରୀ ମିଶ୍ର ପ୍ରଶ୍ନ କରିବା ସହ ସେ ସବୁ ନିଷ୍ପତ୍ତି ଯେପରି ଠିକ୍ ହିସାବରେ କାର୍ଯ୍ୟକାରୀ କରିବାକୁ ଅଧିକାରୀମାନଙ୍କୁ କହିଥିଲେ । ଯେହେତୁ ବିସ୍ଥାପିତ ଲୋକେ ତାଙ୍କ ଭିଟାମାଟି ଛାଡୁଛନ୍ତି ତେଣୁ ତାଙ୍କ ପାଇଁ ଚିହ୍ନଟ ଯଥା ଲର୍କିପାଲି, ସଦାଇପାଲି ଏବଂ ଖୁଜେନପାଲି ଠାରେ ଠିକ୍ ହିସାବରେ ଥଇଥାନ କରାଯାଉ ଏବଂ ସେହି ଅଞ୍ଚଳରେ ଲୋକେ ଯେମିତି ମୌଳିକ ସୁବିଧାରୁ ବଂଚିନ ନ ହେବେ ତାର ଉପରେ ସ୍ୱତନ୍ତ୍ର ଧ୍ୟାନ ଦେବାକୁ ଶ୍ରୀ ମିଶ୍ର କହିବା ସହ ପ୍ରକଳ୍ପ ଠିକ୍ ସମୟସୀମାରେ ସମ୍ପୁର୍ଣ୍ଣ କରିବାକୁ ଉପସ୍ଥିତ ଅଧିକାରୀଙ୍କୁ ଶ୍ରୀ ମିଶ୍ର କହିଥିଲେ । ଉତ୍ତରରେ ସ୍ୱତନ୍ତ୍ର ଭୂଅର୍ଜନ ଅଧିକାରୀ ଏବଂ ଥଇଥାନ ପୁନଃର୍ବାସ ପ୍ରକଳ୍ପ ନିର୍ଦ୍ଦେଶକ ଆଗାମୀ ଦୁଇ ବର୍ଷ ଭିତରେ ପ୍ରକଳ୍ପ ସମ୍ପୁର୍ଣ୍ଣ ହେବାର ଆଶା କରାଯାଉଛି ବୋଲି କହିଥିଲେ । ଲୋକେ ବିସ୍ଥାପିତ ହେବା ପୂର୍ବରୁ ଯେମିତି ତାଙ୍କର ସମସ୍ତ ପ୍ରକାର କ୍ଷତିପୂରଣ ପାଇ ପାରିବେ ସେ ଉପରେ ଧ୍ୟାନ ଦେବାକୁ ଅଧିକାରୀମାନଙ୍କୁ ଶ୍ରୀ ମିଶ୍ର କହିବା ସହ ବୈଠକ ଶେଷ ହୋଇଥିଲା । 
 


News Comment




Photo in News

Advertisment
Lastest News
  ଜିଲ୍ଲା  
ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ   10-Oct-2026
  ଜିଲ୍ଲା  
ମାଁ ମାଣିକେଶ୍ୱରି ଆଞ୍ଚଲିକ କୈବର୍ତ୍ତ ସମାଜ ର କମିଟି ଗଠନ   10-Oct-2026
  ଜିଲ୍ଲା  
ପାଟଣେଶ୍ୱରୀ ଙ୍କ ନବରାତ୍ର ପୂଜା ଆରମ୍ଭ♦️ କଳସ ଶୋଭାଯାତ୍ରା ରେ ସାମିଲ ହେଲେ ଶ୍ରଦ୍ଧାଳୁ   10-Oct-2026
  ଜିଲ୍ଲା  
ଜିଲ୍ଳା ପ୍ରଶାସନ ପକ୍ଷରୁ ଭୋଟର ତାଲିକା ପ୍ରସ୍ତୁତି ସମ୍ବନ୍ଧୀୟ ଘରକୁ ଘର ସର୍ଭେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   10-Oct-2026
  ଜିଲ୍ଲା  
ନାଟ୍ୟଶ୍ରୀ ଗଦାଧର ବାରିକ ପାଇବେ ଗୁରୁ ଭଗବାନ ସାହୁ ସ୍ମୃତି ସମ୍ମାନ   10-Oct-2026
  ଜିଲ୍ଲା  
ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ   10-Oct-2026
  ଜିଲ୍ଲା  
ଇକୋ କ୍ଲବ୍ ପକ୍ଷରୁ ୭୨ ତମ ବିଶ୍ଵ ବନ୍ୟପ୍ରାଣୀ ସପ୍ତାହ ପାଳିତ   10-Oct-2026
  ଜିଲ୍ଲା  
ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା   10-Oct-2026
  ଜିଲ୍ଲା  
ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା   10-Oct-2026
  ଜିଲ୍ଲା  
ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   10-Oct-2026
  ଜିଲ୍ଲା  
ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   10-Oct-2026
  ଜିଲ୍ଲା  
ସମିତି ସଭ୍ୟ ଅଚ୍ୟୁତାନନ୍ଦ ନାୟକ ହତ୍ୟାକୁ ମାସେ ପୁରିଲା ପୁଲିସ ହାତ ଖାଲି   10-Oct-2026

You Might Also Like