-+91-9937148622 |

prerana_bgr@rediffmail.com |

  Saturday 10th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଳା ପ୍ରଶାସନ ପକ୍ଷରୁ ଭୋଟର ତାଲିକା ପ୍ରସ୍ତୁତି ସମ୍ବନ୍ଧୀୟ ଘରକୁ ଘର ସର୍ଭେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   (10-Oct-2026)       ||      ନାଟ୍ୟଶ୍ରୀ ଗଦାଧର ବାରିକ ପାଇବେ ଗୁରୁ ଭଗବାନ ସାହୁ ସ୍ମୃତି ସମ୍ମାନ    (10-Oct-2026)       ||      ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ    (10-Oct-2026)       ||      ଇକୋ କ୍ଲବ୍ ପକ୍ଷରୁ ୭୨ ତମ ବିଶ୍ଵ ବନ୍ୟପ୍ରାଣୀ ସପ୍ତାହ ପାଳିତ   (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ସମିତି ସଭ୍ୟ ଅଚ୍ୟୁତାନନ୍ଦ ନାୟକ ହତ୍ୟାକୁ ମାସେ ପୁରିଲା ପୁଲିସ ହାତ ଖାଲି    (10-Oct-2026)       ||      ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Oct-2026)       ||      ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ    (09-Oct-2026)       ||      ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   (09-Oct-2026)       ||      ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   (09-Oct-2026)       ||      ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   (09-Oct-2026)       ||      ୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   (09-Oct-2026)       ||      ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   (09-Oct-2026)       ||      *ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   (09-Oct-2026)       ||      ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ    (09-Oct-2026)       ||      ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   (09-Oct-2026)       ||      ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ    (09-Oct-2026)       ||     

HOME   ଜିଲ୍ଲା

ବରିଷ୍ଠ କଂଗ୍ରେସ ନେତା ସୂର୍ଯ୍ୟଭାନୁ ମିଶ୍ରଙ୍କ ବିୟୋଗରେ ଜିଲ୍ଲା କଂଗ୍ରେସ ପକ୍ଷରୁ ଶୋକସଭା

15-Jul-2021



ବଲାଙ୍ଗିର,(ପ୍ରେରଣା ଖବର)- ବରିଷ୍ଠ କଂଗ୍ରେସ ନେତା ସୂର୍ଯ୍ୟଭାନୁ ମିଶ୍ରଙ୍କ ବିୟୋଗରେ ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ଶୋକ ପାଳନ କରାଯାଇଛି । ସଭା ପ୍ରାରମ୍ଭରେ ତାଙ୍କର ଅମର ଆତ୍ମାର ସଦ୍‌ଗତି ନିମନ୍ତେ ଦୁଇ ମିନିଟ ନିରବ ପ୍ରାର୍ଥନା କରାଯାଇଥିଲା ଏବଂ ବକ୍ତାମାନେ ସ୍ମୃତି ଚାରଣ କରିବା ସହ ସମବେଦନା ଜ୍ଞାପନ କରିଥିଲେ । ଶ୍ରୀ ମିଶ୍ର ଆଗଲପୁର ବ୍ଲକ ଅଧ୍ୟକ୍ଷ, ପ୍ରଦେଶ କଂଗ୍ରେସ କମିଟିର ଉପ-ସଭାପତି, ଖଦି ନିଗମ ବୋର୍ଡର ଅଧ୍ୟକ୍ଷ, ଏଆଇସିସି ସଭ୍ୟ, ପିସିସି ସଭ୍ୟ ସମେତ ରାଜ୍ୟ କଂଗ୍ରେସର ବିଭିନ୍ନ ପଦ ପଦବୀରେ ଅଳଙ୍କୃତ ହୋଇଥିଲେ । ତାଙ୍କ ବିୟୋଗରେ ଦଳକୁ ବହୁତ କ୍ଷତି ହେଲା ବୋଲି ମତବକ୍ତ କରିଥିଲେ । ଉପ-ସଭାପତି ମନୀଷ ମିଶ୍ର, ସେବାଦଳ ଅଧ୍ୟକ୍ଷ ଅସୀତ ମିଶ୍ର, ଉମାକାନ୍ତ  ସାହୁ,  ଜିଲ୍ଲା କିଶାନ କଂଗ୍ରେସ ଅଧ୍ୟକ୍ଷ ସାନନ୍ଦ ମିଶ୍ର, ଟଙ୍କଧର ଗଡତ୍ୟା, ଅଜୟ ବାଲି, ଗୟାଧର ସୁନା,ସଂଜୟ ମିଶ୍ର, କୈଳାସ ମିଶ୍ର, ପବିତ୍ର ବେହେରା, ମିଟୁ ସାହୁ, ଅବଦୁଲ ରଜାକ୍‌, ଜୁଲୁ ପଟ୍ଟନାୟକ,  ଛାତ୍ରନେତା ଲୋପନ ମିଶ୍ର, ଅମୁଲ୍ୟ ସେଠ, ଯୁବନେତା ହରି ନନ୍ଦଙ୍କ ସମେତ ବହୁ କଂଗ୍ରେସ କର୍ମୀ ଉପସ୍ଥିତ ଥିଲେ ।
 


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଳା ପ୍ରଶାସନ ପକ୍ଷରୁ ଭୋଟର ତାଲିକା ପ୍ରସ୍ତୁତି ସମ୍ବନ୍ଧୀୟ ଘରକୁ ଘର ସର୍ଭେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   10-Oct-2026
  ଜିଲ୍ଲା  
ନାଟ୍ୟଶ୍ରୀ ଗଦାଧର ବାରିକ ପାଇବେ ଗୁରୁ ଭଗବାନ ସାହୁ ସ୍ମୃତି ସମ୍ମାନ   10-Oct-2026
  ଜିଲ୍ଲା  
ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ   10-Oct-2026
  ଜିଲ୍ଲା  
ଇକୋ କ୍ଲବ୍ ପକ୍ଷରୁ ୭୨ ତମ ବିଶ୍ଵ ବନ୍ୟପ୍ରାଣୀ ସପ୍ତାହ ପାଳିତ   10-Oct-2026
  ଜିଲ୍ଲା  
ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା   10-Oct-2026
  ଜିଲ୍ଲା  
ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା   10-Oct-2026
  ଜିଲ୍ଲା  
ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   10-Oct-2026
  ଜିଲ୍ଲା  
ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   10-Oct-2026
  ଜିଲ୍ଲା  
ସମିତି ସଭ୍ୟ ଅଚ୍ୟୁତାନନ୍ଦ ନାୟକ ହତ୍ୟାକୁ ମାସେ ପୁରିଲା ପୁଲିସ ହାତ ଖାଲି   10-Oct-2026
  ଜିଲ୍ଲା  
ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ   09-Oct-2026
  ରାଜ୍ୟ  
ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   09-Oct-2026

You Might Also Like