-+91-9937148622 |

prerana_bgr@rediffmail.com |

  Saturday 10th October 2026 |

| | | |

R.N.I. Regd No. ODIODI/2010/46693

Breaking News

ନାଟ୍ୟଶ୍ରୀ ଗଦାଧର ବାରିକ ପାଇବେ ଗୁରୁ ଭଗବାନ ସାହୁ ସ୍ମୃତି ସମ୍ମାନ    (10-Oct-2026)       ||      ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ    (10-Oct-2026)       ||      ଇକୋ କ୍ଲବ୍ ପକ୍ଷରୁ ୭୨ ତମ ବିଶ୍ଵ ବନ୍ୟପ୍ରାଣୀ ସପ୍ତାହ ପାଳିତ   (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ସମିତି ସଭ୍ୟ ଅଚ୍ୟୁତାନନ୍ଦ ନାୟକ ହତ୍ୟାକୁ ମାସେ ପୁରିଲା ପୁଲିସ ହାତ ଖାଲି    (10-Oct-2026)       ||      ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Oct-2026)       ||      ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ    (09-Oct-2026)       ||      ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   (09-Oct-2026)       ||      ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   (09-Oct-2026)       ||      ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   (09-Oct-2026)       ||      ୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   (09-Oct-2026)       ||      ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   (09-Oct-2026)       ||      *ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   (09-Oct-2026)       ||      ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ    (09-Oct-2026)       ||      ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   (09-Oct-2026)       ||      ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ    (09-Oct-2026)       ||      ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   (09-Oct-2026)       ||     

HOME   ଜିଲ୍ଲା

ବିବିଏମ୍‌ସିଏଚ୍ ଡାକ୍ତରଖାନା ସମସ୍ୟାକୁ ନେଇ ଆଲୋଚନା କଲେ ନରସିଂହ, ନିୟମିତ ଅସ୍ତ୍ରୋପ୍ରଚାରର ଆରମ୍ଭ ଦିଗରେ ଦେଲେ ଗୁରୁତ୍ୱ- ଷ୍ଟାଫ୍ ନର୍ସ ପଦବୀ ପୁରଣ ଉପରେ ଶିଘ୍ର ପଦକ୍ଷେପ ନିଆଯିବ

15-Jul-2021



ବଲାଙ୍ଗିର,(ପ୍ରେରଣା ଖବର)- ଆଜି ମାନ୍ୟବର ବଲାଙ୍ଗିର ବିଧାୟକ ନରସିଂହ ମିଶ୍ର ସ୍ଥାନୀୟ ଭୀମଭୋଇ ମେଡିକାଲ କଲେଜ ଡାକ୍ତରଖାନା ର ବିଭିନ୍ନ ସମସ୍ୟାକୁ ନେଇ ମେଡିକାଲ କେଲେଜ ଓ ଡାକ୍ତରଖାନା କର୍ତ୍ତୃପକ୍ଷଙ୍କ ସହ ହସପିଟାଲ ପରିସରରେ ଆଲୋଚନା କରିଛନ୍ତି । ଏହି ଆଲୋଚନା ସମୟରେ ବିଶେଷ କରି କରୋନା ସଂକ୍ରମଣ କିଛି କମିବା ପରେ ଡାକ୍ତରଖାନାର ନିୟମିତ ଚିକିତ୍ସା କେମିତି ଚାଲିଛି । ଏଥିରେ କଣ ସବୁ ସମସ୍ୟା ଅଛି ଏବଂ ତାର ସମାଧାନ କିଭଳି କରାହେବ ସେ ଉପରେ କଲେଜର ଅଧ୍ୟକ୍ଷ ଏବଂ ଡିନ୍ ଡ. ସରିତା ମହାପାତ୍ର, ଅଧିକ୍ଷକ ଡ. ମହେନ୍ଦ୍ର ନାଏକ, ଜିଲ୍ଲା ଚିକିତ୍ସାଧିକାରୀ ଡ.ଭୀମସେନ ସାହୁ, ଏଡିଏମ୍‌ଓ ଡ. ପ୍ରଭାତ ରଥଙ୍କ ସହ ବିଧାୟକ ଶ୍ରୀ ମିଶ୍ର ଆଲୋଚନା କରିଥିଲେ । କୋଭିଡ୍ ସଂକ୍ରମଣ ଯୋଗୁଁ ବିଭିନ୍ନ ବିଭାଗର ଅସ୍ତ୍ରପ୍ରଚାର ସାମହିକ ଭାବେ ବନ୍ଦ ହୋଇଥିବାରୁ ଏଠାକାର ରୋଗୀମାନେ ଅନେକ ହଇରାଣ ହେଉଛନ୍ତି ତେଣୁ ବିଭିନ୍ନ ବିଭାଗର ଅସ୍ତ୍ରପ୍ରଚାର ଶିଘ୍ର ଆରମ୍ଭ କରିବା ପାଇଁ ବିଧାୟକ ଶ୍ରୀ ମିଶ୍ର ନିର୍ଦ୍ଦେଶ ଦେଇଥିଲେ । ମେଡିକାଲ କଲେଜ ଡାକ୍ତରଖାନାରେ ଷ୍ଟାଫ୍ ନର୍ସମାନଙ୍କର ଅଭାବ ବିଭିନ୍ନ ବିଭାଗର ଚିକିତ୍ସାରେ ଅସୁବିଧା ସୃଷ୍ଟି କରୁଛି ବୋଲି ଡ. ସରିତା ମହାପାତ୍ର ସୂଚନା ଦେଇଥିଲେ । ୨୫୬ଜଣ ଷ୍ଟାଫ୍ ନର୍ସ ଜାଗାରେ ବର୍ତ୍ତମାନ ୧୩୭  ପଦବୀ ଶିଘ୍ର ପୁରଣ ହେବାକୁ ଯାଉଥିବା ସୂଚନା ଦେଇଥିଲେ ମେଡିକାଲ କଲେଜ ଅଧିକ୍ଷକ । ଦରକାର ଥିବା ସମସ୍ତ ଷ୍ଟାଫ୍ ନର୍ସ ପୁରଣ ହୋଇପାରିଲେ ଡାକ୍ତରଖାନାରେ ଥିବା ସମସ୍ତ ବିଭାଗର ଆଇସିୟୁ, ଅପରେସନ ଗୃହ ଠିକ୍ ହିସାବରେ ଚାଲିପାରିବ ବୋଲି ଶ୍ରୀ ମିଶ୍ରଙ୍କୁ ସୂଚନା ଦିଆଯାଇଥିଲା । ଡାକ୍ତରଖାନାରେ ଚିକିତ୍ସା ପାଇଁ ଦରକାର ହେଉଥିବା ବିଭିନ୍ନ ଉପକରଣ, ଡାକ୍ତର କର୍ମଚାରୀ ତଥା ଅନ୍ୟାନ୍ୟ ସମସ୍ୟା ଉପରେ ଏକ ସବିଶେଷ ରିପୋର୍ଟ ଦେବା ପାଇଁ ଡାକ୍ତରଖାନା ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ ଶ୍ରୀ ମିଶ୍ର । ଆଲୋଚନା ସମୟରେ ବିବିଏମ୍‌ସିଏଚ୍ ର ନୂତନ କୋଠା ନିର୍ମାଣ ଉପରେ ମଧ୍ୟ ଆଲୋଚନା ହୋଇଥିଲା । ବିବିଏମ୍‌ସିଏଚ୍ ରେ ପି.ଜି ପାଠ୍ୟକ୍ରମ ନ ଥିବାରୁ ସୁପରସ୍ପେସାଲିଷ୍ଟ ଡାକ୍ତର ନିଯୁକ୍ତି ହୋଇ ପାରୁନଥିବା ଜଣାପଡିଥିଲା । ଏହା ଉପରେ ବିଧାୟକ ଶ୍ରୀ ମିଶ୍ର ଗତ ବିଧାନସଭା ଅଧିବେଶନରେ ପ୍ରଶ୍ନ କରିଥିବା କହିବା ସହ ଦରକାର ପଡିଲେ ଏହା ପାଇଁ ଦରକାର ହେଉଥିବା ଆଇନ ପରିବର୍ତନ ପାଇଁ ଆଲୋଚନା କରାଯିବା ପାଇଁ କହିଥିଲେ । ମେଡିକାଲ କଲେଜ ପରିସରରେ ଆଇନ ଶୃଙ୍ଖଳା ପରିସ୍ଥିତି, ବେଆଇନ ଦୋକାନ ଗୃହ ନିର୍ମାଣ ତଥା ଡାକ୍ତରୀ ଛାତ୍ରମାନଙ୍କ ପାଇଁ କ୍ରିଡା ଭିତ୍ତିଭୂମି ବିକାଶ ଏବଂ ଆଗାମୀ ଦିନରେ ହେବାକୁ ଥିବା ସ୍ୱାସ୍ଥ୍ୟ ବିଶ୍ୱ ବିଦ୍ୟାଳୟରେ ମଧ୍ୟ ବିଧାୟକ ଶ୍ରୀ ମିଶ୍ର ଉପସ୍ଥିତ ଥିବା ବିବିଏମ୍‌ସିଏଚ୍ ଅଧିକାରୀମାନଙ୍କ ସହ ଆଲୋଚନା କରିଥିଲେ । ଏହି ଆଲୋଚନା ସମୟରେ ଅନ୍ୟମାନଙ୍କ ମଧ୍ୟରେ ହସପିଟାଲ ମେନେଜର ସୁଦିପ୍ତ ଦତ୍ତ, ମନୋରଂଜନ ମୁଣ୍ଡ, ବିଧାୟକଙ୍କ ପ୍ରତିନିଧି ମନୀଷ ମିଶ୍ର, ଅସୀତ ମିଶ୍ର, ଡ. ପ୍ରଶାନ୍ତ ପ୍ରଧାନ, ଉମାକାନ୍ତ ସାହୁ, ସାନନ୍ଦ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ନାଟ୍ୟଶ୍ରୀ ଗଦାଧର ବାରିକ ପାଇବେ ଗୁରୁ ଭଗବାନ ସାହୁ ସ୍ମୃତି ସମ୍ମାନ   10-Oct-2026
  ଜିଲ୍ଲା  
ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ   10-Oct-2026
  ଜିଲ୍ଲା  
ଇକୋ କ୍ଲବ୍ ପକ୍ଷରୁ ୭୨ ତମ ବିଶ୍ଵ ବନ୍ୟପ୍ରାଣୀ ସପ୍ତାହ ପାଳିତ   10-Oct-2026
  ଜିଲ୍ଲା  
ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା   10-Oct-2026
  ଜିଲ୍ଲା  
ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା   10-Oct-2026
  ଜିଲ୍ଲା  
ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   10-Oct-2026
  ଜିଲ୍ଲା  
ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   10-Oct-2026
  ଜିଲ୍ଲା  
ସମିତି ସଭ୍ୟ ଅଚ୍ୟୁତାନନ୍ଦ ନାୟକ ହତ୍ୟାକୁ ମାସେ ପୁରିଲା ପୁଲିସ ହାତ ଖାଲି   10-Oct-2026
  ଜିଲ୍ଲା  
ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ   09-Oct-2026
  ରାଜ୍ୟ  
ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   09-Oct-2026
  ଜିଲ୍ଲା  
ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   09-Oct-2026

You Might Also Like