-+91-9937148622 |

prerana_bgr@rediffmail.com |

  Saturday 10th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ    (10-Oct-2026)       ||      ଇକୋ କ୍ଲବ୍ ପକ୍ଷରୁ ୭୨ ତମ ବିଶ୍ଵ ବନ୍ୟପ୍ରାଣୀ ସପ୍ତାହ ପାଳିତ   (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ସମିତି ସଭ୍ୟ ଅଚ୍ୟୁତାନନ୍ଦ ନାୟକ ହତ୍ୟାକୁ ମାସେ ପୁରିଲା ପୁଲିସ ହାତ ଖାଲି    (10-Oct-2026)       ||      ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Oct-2026)       ||      ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ    (09-Oct-2026)       ||      ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   (09-Oct-2026)       ||      ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   (09-Oct-2026)       ||      ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   (09-Oct-2026)       ||      ୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   (09-Oct-2026)       ||      ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   (09-Oct-2026)       ||      *ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   (09-Oct-2026)       ||      ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ    (09-Oct-2026)       ||      ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   (09-Oct-2026)       ||      ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ    (09-Oct-2026)       ||      ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   (09-Oct-2026)       ||      *ଦରଖାସ୍ତ ନଦେଇ ଫେରିଗଲେ ମହିଳାମାନେ, ଅବକାରୀ ଥାନା ରେ ପଡ଼ିଛି ତାଲା !*   (09-Oct-2026)       ||     

HOME   ଜିଲ୍ଲା

ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଉନ୍ନୟନ ସମୀକ୍ଷା- ଜୀବନ ଜୀବିକା ର ସମୃଦ୍ଧି ଉପରେ ସି. ଇ. ଓ ଙ୍କ ଗୁରୁତ୍ୱାରୋପ

15-Jul-2021



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ) : ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ମୁଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀଯୁକ୍ତ ପ୍ରେମଚନ୍ଦ୍ର ଚୌଧୁରୀ ସୁବର୍ଣ୍ଣପୁର ଜିଲ୍ଲା  ଗସ୍ତରେ ଆସି ବିଭିନ୍ନ ବିଭାଗ ଦ୍ବାରା ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅନୁଦାନରେ ଚାଲିଥିବା ଉନ୍ନୟନ କାର୍ଯ୍ୟ ତଦାରଖ କରିଥିଲେ । ଶ୍ରୀ ଚୌଧୁରୀ ସୁବର୍ଣ୍ଣପୁର ଜିଲ୍ଲାର ସୋନପୁର ବ୍ଲକ ଅନ୍ତର୍ଗତ ପିପିଲିପାଲି ଠାରେ ସ୍ଥିତ ଓଡିଶା ଆଦର୍ଶ ବିଦ୍ୟାଳୟ ପରିଦର୍ଶନ କରି ପରିସରରେ ବୃକ୍ଷ ରୋପଣ କରିଥିଲେ l ପରେ ପରେ ଲକର୍ମl ଗ୍ରାମରେ ଗୋଟେରୀ ହିତାଧିକାରୀଙ୍କୁ ଭେଟିବା ସହିତ ଜୀବନ ଜୀବିକା ଉପରେ ପଚାରି ବୁଝି ଖୁସିବ୍ୟକ୍ତ କରିଥିଲେ l ସେ ଗସ୍ତ ଅବସରରେ ଲକର୍ମା ଠାରେ ଲେମୋନ ପ୍ରୋସେସିଂ ପ୍ଲାଣ୍ଟ,ସରକାରୀ ପଲିଟେକ୍ନିକ, ସାମ୍ବାଦିକ ଭବନ,ଫିସେରୀ ଫାର୍ମ ପ୍ରଭୁତି  ବିଭିନ୍ନ ପ୍ରକଳ୍ପ ଦେଖିଥିଲେ । କ୍ଷେତ୍ର ପରିଦର୍ଶନ ପରେ ଜିଲ୍ଲା କିଲିଟାରି ସମ୍ମିଳନୀକକ୍ଷ ରେ ଉନ୍ନୟନ କାର୍ଯ୍ୟକ୍ରମର ସମୀକ୍ଷା କରିଥିଲେ l 

ବୈଠକରେ ଜିଲାପାଳ ଶ୍ରୀମତୀ ଅଵୋଲୀ ସୁନିଲ ନରୱଣେ, ସ୍ୱାଗତ ବକ୍ତବ୍ୟ ରଖିବା ସହ ଗସ୍ତ  କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ବୈଠକରେ ଉପସ୍ଥାପନା କରିଥିଲେ l ଏହା ସହିତ ସେ ଜିଲ୍ଲାର ସମସ୍ତ ଅଧିକାରୀଙ୍କୁ ଜନସାଧାରଣ ଙ୍କ ଜୀବନ ଜୀବିକା କୁ ସମୃଦ୍ଧ କରିବା ନିମନ୍ତେ ଯତ୍ନବାନ ହେବାକୁ ପରାମର୍ଶ ଦେଇଛନ୍ତି l  ବୈଠକରେ କୃଷି, ଉଦ୍ୟାନ କୃଷି,ପ୍ରାଣୀ ଧନ, ଜିଲ୍ଲା ଶିଳ୍ପ ବିଭାଗ, ବୟନ ଶିଳ୍ପ, ଜାତୀୟ ଜୀବିକା ମିଶନ ର କାର୍ଯ୍ୟକ୍ରମ,ମତ୍ସ୍ୟ  ଓ ପଶୁ ପାଳନ ପ୍ରଭୁତି ବିଭାଗ ର ବିଭିନ୍ନ ପ୍ରକଳ୍ପର  କାର୍ଯ୍ୟ କାରିତା ଉପରେ ବିଭାଗୀୟ ଅଧିକାରୀଙ୍କୁ ପଚାରି ବୁଝିଥିଲେ l ଶ୍ରୀ ଚୌଧୁରୀ  ସମୀକ୍ଷା ବୈଠକରେ ଉପସ୍ଥିତ ଅଧିକାରୀଙ୍କୁ ଜିଲ୍ଲାର ଜୀବନ ଜୀବିକା କୁ ବିଶେଷ ଧ୍ୟାନ ଦେଇ କାର୍ଯ୍ୟକ୍ରମ କରିବାକୁ ପରାମର୍ଶ ଦେଇଛନ୍ତି l  ସ୍ଥାନୀୟ ଯୁବକଯୁବତୀ ଙ୍କୁ କୁଶଳୀ ତଥା ଦକ୍ଷ କରିବା ପାଇଁ ତଥା ବ୍ୟାଙ୍କ ଋଣ ସହୟତା ଲକ୍ଷ୍ୟ ବୃଦ୍ଧି କରିବା ସହ ଟର୍ମ ଲୋନ ଉପରେ ଅଧିକ ଧ୍ୟାନ ଦେବାକୁ ଏ ଜି ଏମ ନାବାର୍ଡ ଙ୍କୁ ପରାମର୍ଶ ଦେଇଥିଲେ l  ପୁନଶ୍ଚ କାର୍ଯ୍ୟ ନିର୍ବାହୀ ଯନ୍ତ୍ରୀ ପିଡବ୍ଲୁଡ଼ି, ଆରଡ଼ି,ଓ ଏମଆଇ  ଙ୍କୁ ଜିଲ୍ଲାର ଶିକ୍ଷିତ ବୈଷୟିକ ଡିପ୍ଲୋମାଧାରୀ ଙ୍କୁ ଅଧିକ ଦକ୍ଷ ଓ କୁଶଳୀ କରିବା ନିମନ୍ତେ ପଦକ୍ଷେପ ନେବାକୁ ପରାମର୍ଶ ଦେଇଛନ୍ତି l ଏହି ବୈଠକରେ ପି ଡ଼ି ଡ଼ି ଆର ଡ଼ି ଏ ଡୋଳାମଣି ପଟେଲ,ଉପନିର୍ଦେଶକ ଜିଲ୍ଲା ଯୋଜନା ଓ ପରିସଂଖ୍ୟନ ଶ୍ରୀ ସୁକାନ୍ତ କୁମାର ଜେନା, ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ, ଜିଏମ ଡ଼ିଆଇସି, ଏ ଡ଼ି ଟି, ସିଡ଼ିଏଓ, ତଥା ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିଲେ l  ଅପରାହ୍ନ ରେ  ଶ୍ରୀଯୁକ୍ତ ଚୌଧୁରୀ ସୁରେଶ୍ୱରୀ ମନ୍ଦିର ଶମ୍ବୁଖରେ ଥିବା ଓର୍ମାସ ର ସିଲେଇ ସେଣ୍ଟର ଓ  ପଏଁ ରୀ ଅନୁଷ୍ଠାନ କୁ ପରିଦର୍ଶନ କରି ଏହାର ଭିତ୍ତି ଭୂମି ର ବିକାଶ  ଓ  କାର୍ଯ୍ୟଶୈଳୀ  ଉପରେ  କର୍ମକର୍ତ୍ତା ଙ୍କ ସହ  ଆଲୋଚନା କରି  ସବୁ ଦିଗ ର ତର୍ଜମା କରିଥିଲେ l  ସ୍ଥାନୀୟ ସର୍କିଟ ହାଉସ ଠାରେ  ସାମ୍ବାଦିକ ଙ୍କୁ ଆଜିର ଗସ୍ତ କାର୍ଯ୍ୟକ୍ରମ ର ସୂଚନା ଦେଇଥିଲେ  lଏହାପରେ ପାତାଳି ଶ୍ରୀକ୍ଷେତ୍ର ପରିଦର୍ଶନ ରେ ଯାଇ ପାତାଳି ଶ୍ରୀକ୍ଷେତ୍ର ର ଟ୍ରଷ୍ଟ ର କର୍ମ କର୍ତ୍ତା ଙ୍କ ସହ ବିଭିନ୍ନ ଉନ୍ନୟନ କାର୍ଯ୍ୟର ଅଗ୍ରଗତି ସମ୍ୱନ୍ଧରେ ଆଲୋଚନା କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ   10-Oct-2026
  ଜିଲ୍ଲା  
ଇକୋ କ୍ଲବ୍ ପକ୍ଷରୁ ୭୨ ତମ ବିଶ୍ଵ ବନ୍ୟପ୍ରାଣୀ ସପ୍ତାହ ପାଳିତ   10-Oct-2026
  ଜିଲ୍ଲା  
ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା   10-Oct-2026
  ଜିଲ୍ଲା  
ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା   10-Oct-2026
  ଜିଲ୍ଲା  
ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   10-Oct-2026
  ଜିଲ୍ଲା  
ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   10-Oct-2026
  ଜିଲ୍ଲା  
ସମିତି ସଭ୍ୟ ଅଚ୍ୟୁତାନନ୍ଦ ନାୟକ ହତ୍ୟାକୁ ମାସେ ପୁରିଲା ପୁଲିସ ହାତ ଖାଲି   10-Oct-2026
  ଜିଲ୍ଲା  
ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ   09-Oct-2026
  ରାଜ୍ୟ  
ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   09-Oct-2026
  ଜିଲ୍ଲା  
ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   09-Oct-2026
  ଜିଲ୍ଲା  
ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   09-Oct-2026

You Might Also Like