-+91-9937148622 |

prerana_bgr@rediffmail.com |

  Saturday 10th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ସମିତି ସଭ୍ୟ ଅଚ୍ୟୁତାନନ୍ଦ ନାୟକ ହତ୍ୟାକୁ ମାସେ ପୁରିଲା ପୁଲିସ ହାତ ଖାଲି    (10-Oct-2026)       ||      ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Oct-2026)       ||      ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ    (09-Oct-2026)       ||      ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   (09-Oct-2026)       ||      ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   (09-Oct-2026)       ||      ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   (09-Oct-2026)       ||      ୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   (09-Oct-2026)       ||      ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   (09-Oct-2026)       ||      *ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   (09-Oct-2026)       ||      ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ    (09-Oct-2026)       ||      ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   (09-Oct-2026)       ||      ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ    (09-Oct-2026)       ||      ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   (09-Oct-2026)       ||      *ଦରଖାସ୍ତ ନଦେଇ ଫେରିଗଲେ ମହିଳାମାନେ, ଅବକାରୀ ଥାନା ରେ ପଡ଼ିଛି ତାଲା !*   (09-Oct-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ ଚତୁର୍ଥ ମାସିକ ବୈଠକ ଅନୁଷ୍ଠିତ   (09-Oct-2026)       ||      ବରପାଲିରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ ଶିବିର   (09-Oct-2026)       ||     

HOME   ଜିଲ୍ଲା

ଜନସଂଖ୍ୟା ଆଇନ ସଂସଦରେ ପ୍ରଣୟନ କୁ ନେଇ ଜନସଂଖ୍ୟା ସମାଧାନ ଫାଉଣ୍ଡେସନ ବଲାଙ୍ଗିର ପକ୍ଷରୁ ଜିଲ୍ଲାପାଳଙ୍କ ଜରିଆରେ ପ୍ରଧାନମନ୍ତ୍ରୀଙ୍କୁ ଦାବି ପତ୍ର ପ୍ରଦାନ

15-Jul-2021



ବଲାଙ୍ଗିର (ସନ୍ତୋଷ କୁମାର ଠାକୁର) : ଆଜି ଦିନ ୧୧.୩୦ ସମୟ ରେ ଜନସଂଖ୍ୟା ସମାଧାନ ଫାଉଣ୍ଡେସନ ବଲାଙ୍ଗିର ପକ୍ଷରୁ କଠୋର ଜନସଂଖ୍ୟା ଆଇନ ସଂସଦରେ ପ୍ରଣୟନ କରିବାକୁ ଦାବୀ କରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପ୍ରଧାନମନ୍ତ୍ରୀଙ୍କ ଉଦେଶ୍ୟରେ ଏକ ଦାବିପତ୍ର ବଲାଙ୍ଗିର ଜିଲ୍ଲାପାଳ ଶ୍ରୀ ଚଞ୍ଚଳ  ରାଣାଙ୍କୁ ପ୍ରଦାନ କରାଯାଇଛି। 

     ଭାରତର ବର୍ତ୍ତମାନର ଜନସଂଖ୍ୟା ୧୪୦ କୋଟି ଟପି ଗଲାଣି। ଆଜି ଭାରତରେ ପ୍ରତି ବର୍ଗକିଲୋମିଟର ରେ ୪୧୧ ଲୋକ ବସବାସ କରୁଛନ୍ତି।ଚାଇନା ପରେ ଏହା ପୃଥିବୀର ସବୁଠୁ ଅଧିକା। ସେହିପରି କ୍ଷେତ୍ରଫଳ ତୁଳନାରେ ଅଧିକ ଜନସଂଖ୍ୟା ହେତୁ ପରିବେଶ ଉପରେ ପ୍ରଭାବ ପଡୁଛି। ଏ ସବୁକୁ ଦୃଷ୍ଟିରେ ରଖି ଜନସଂଖ୍ୟା ସମାଧାନ ଫାଉଣ୍ଡେସନ ତରଫରୁ ସବୁ ବର୍ଗର ନାଗରିକଙ୍କ ପାଇଁ ସର୍ବାଧିକ ୨ ଟି ସନ୍ତାନ ଆଇନ ପ୍ରଣୟନ କରିବାକୁ ଦାବି କରାଯାଇଛି। ଯଦି କୌଣସି ପରିବାରର ଦୁଇ ରୁ ଅଧିକ ସନ୍ତାନ ଥାଆନ୍ତି, ତାଙ୍କୁ ସରକାରୀ ସୁବିଧାରୁ ବଞ୍ଚିତ କରିବା ସହ ଅର୍ଥଦଣ୍ଡ ବିଧାନ ଦାବି ମଧ୍ୟ କରାଯାଇଛି। ଆଜିର ଏହି କାର୍ଯ୍ୟକ୍ରମରେ ଜନସଂଖ୍ୟା ସମାଧାନ ଫାଉଣ୍ଡେସନର ରାଜ୍ୟ ସମ୍ପାଦକ ଶ୍ରୀ ଗୋପାଲଜୀ ପାଣିଗ୍ରାହୀ, ବଲାଙ୍ଗିର ଜିଲ୍ଲା ସଭାପତି ଭବାନିଶଙ୍କର ଶତପଥୀ, ସଚେତନ ମହିଳା ସଂଗଠନର ନେତ୍ରୀ ନିହାରିକା ମିଶ୍ର, ମୁନା ପଟ୍ଟନାୟକ, ଶ୍ରୀରାମ ପଟ୍ଟନାୟକ, ବିନୋଦ କାଳସାଇ, ରବି ଖମାରି, ଅକ୍ଷୟ ପଟେଲ, ବିବେକ କୁମାର, ଜୋଶେସ ପାଣ୍ଡେ, ଛୋଟୁ ନାଗ ପ୍ରମୁଖ ଉପସ୍ଥିତ ଥିଲେ।


Previous

ସରକାରଙ୍କ ଦର ବୃଦ୍ଧି ବିରୁଦ୍ଧରେ ବଲାଙ୍ଗିର ଜିଲ୍ଲାରେ ଅଧା ବନ୍ଦ ବଲାଙ୍ଗିର(ସନ୍ତୋଷ କୁମାର ଠାକୁର) : ସରକାରଙ୍କ ଦରଦାମ ବୃଦ୍ଧି କୁ ନେଇ ୧୫ ଜୁଲାଇ ସାରା ରାଜ୍ୟରେ ବନ୍ଦ ଡାକରା ଦିଆଯାଇଥିଲା। ଫଲରେ ଆଜି ବଲାଙ୍ଗୀର ଜିଲ୍ଲା ର ସ୍ଥାନେ ସ୍ଥାନେ ଦୋକାନ ବଜାର ବନ୍ଦ ଥିବା ବେଳେ କେତେକ ସ୍ଥାନରେ ଖୋଲା ରହିଥିବା ଦେଖିବାକୁ ମିଳିଛି। ଏହି ପରିପ୍ରେକ୍ଷୀରେ ବଲାଙ୍ଗୀର ଏସ୍ ୟୁ ସି ଆଇ କମ୍ୟୁନିଷ୍ଟ ଦଳ ଜିଲ୍ଲା ପାଲଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଦରଦାମ ବୃଦ୍ଧି କୁ ନେଇ ଧାରଣା ଦେଇଛନ୍ତି । ପେଟ୍ରୋଲ, ଡିଜେଲ ଓ ରନ୍ଧନ ଗ୍ଯାସ ଦର ବୃଦ୍ଧି କୁ ଦୃଢ଼ ନିନ୍ଦା କରିବା ସହ ଯଥାଶିଘ୍ର ଏଗୁଡିକର ଦର ହ୍ରାସ କରିବା ପାଇଁ ଦାବି କରିଛନ୍ତି। ୟୁ ଏ ପିଏ ଏବଂ ଅନ୍ୟାନ୍ୟ ମିଥ୍ଯା କେସରେ ଅଭିଯୁକ୍ତ ସମସ୍ତ ରାଜନୈତିକ ଏବଂ ସାମାଜିକ କର୍ମୀଙ୍କୁ ମୁକ୍ତ କରିବା ପାଇଁ ମଧ୍ୟ ଦାବି କରିଛନ୍ତି । ଯଦି ଦାବି ପୂରଣ ନହେଲେ ଏହି ଆନ୍ଦୋଳନ ଉଗ୍ରରୂପ ନେବ ବୋଲି ଚେତାବନୀ ଦେଇଛନ୍ତି। ଏସ୍ ୟୁ ସି ଆଇ କମ୍ୟୁନିଷ୍ଟ ର ଜିଲ୍ଲା କମିଟି ସମ୍ପାଦକ ସୁନୀଲ ଭୋଇ, ରାଜେନ୍ଦ୍ର ରଣା, ଯୁଗେ ରଣା ଓ ଅନ୍ୟାନ୍ୟ ସଦସ୍ୟ ଏହି ଧାରଣାରେ ଉପସ୍ଥିତ ରହି ସମର୍ଥନ କରିଥିଲେ।

News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା   10-Oct-2026
  ଜିଲ୍ଲା  
ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା   10-Oct-2026
  ଜିଲ୍ଲା  
ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   10-Oct-2026
  ଜିଲ୍ଲା  
ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   10-Oct-2026
  ଜିଲ୍ଲା  
ସମିତି ସଭ୍ୟ ଅଚ୍ୟୁତାନନ୍ଦ ନାୟକ ହତ୍ୟାକୁ ମାସେ ପୁରିଲା ପୁଲିସ ହାତ ଖାଲି   10-Oct-2026
  ଜିଲ୍ଲା  
ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ   09-Oct-2026
  ରାଜ୍ୟ  
ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   09-Oct-2026
  ଜିଲ୍ଲା  
ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   09-Oct-2026
  ଜିଲ୍ଲା  
ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   09-Oct-2026
  ଜିଲ୍ଲା  
୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   09-Oct-2026
  ଜିଲ୍ଲା  
ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   09-Oct-2026

You Might Also Like