-+91-9937148622 |

prerana_bgr@rediffmail.com |

  Saturday 10th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ସମିତି ସଭ୍ୟ ଅଚ୍ୟୁତାନନ୍ଦ ନାୟକ ହତ୍ୟାକୁ ମାସେ ପୁରିଲା ପୁଲିସ ହାତ ଖାଲି    (10-Oct-2026)       ||      ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Oct-2026)       ||      ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ    (09-Oct-2026)       ||      ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   (09-Oct-2026)       ||      ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   (09-Oct-2026)       ||      ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   (09-Oct-2026)       ||      ୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   (09-Oct-2026)       ||      ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   (09-Oct-2026)       ||      *ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   (09-Oct-2026)       ||      ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ    (09-Oct-2026)       ||      ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   (09-Oct-2026)       ||      ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ    (09-Oct-2026)       ||      ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   (09-Oct-2026)       ||      *ଦରଖାସ୍ତ ନଦେଇ ଫେରିଗଲେ ମହିଳାମାନେ, ଅବକାରୀ ଥାନା ରେ ପଡ଼ିଛି ତାଲା !*   (09-Oct-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ ଚତୁର୍ଥ ମାସିକ ବୈଠକ ଅନୁଷ୍ଠିତ   (09-Oct-2026)       ||      ବରପାଲିରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ ଶିବିର   (09-Oct-2026)       ||     

HOME   ଜିଲ୍ଲା

ରାଷ୍ଟ୍ରୀୟ ଆଦିବାସୀ ଏକତା ପରିଷଦ ପକ୍ଷରୁ ୨୧ ଦଫା ଦାବିପତ୍ର ପ୍ରଦାନ

15-Jul-2021



କଳାହାଣ୍ଡି,କୋକସରା(ତ୍ରିନାଥ ବେଶ୍ରା): କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ରାଷ୍ଟ୍ରୀୟ ଆଦିବାସୀ ଏକତା ପରିଷଦ ପକ୍ଷରୁ ବିଭିନ୍ନ ଦାବି ନେଇ ଆଜି ଧାରଣା ପ୍ରଦର୍ଶନ କରାଯାଇଥିଲା।ଏହା ସହ ରାଷ୍ଟ୍ରୀୟ ଆଦିବାସୀ ଏକତା ପରିଷଦ କୋକସରା ବ୍ଲକ ସଭାପତି ଉପେନ୍ଦ୍ର ଶବରଙ୍କ ନେତୃତ୍ବରେ ଏବଂ ଭାରତ ମୁକ୍ତି ମୋର୍ଚା ରାଜ୍ୟ କାର୍ଯ୍ୟକlୟରୀ ସଭାପତି ଦୁର୍ଯୋଧନ ଜାଲଙ୍କ ଅଧ୍ୟକ୍ଷତାରେ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଏକ ୨୧ ଦଫା ଦାବିପତ୍ର କୋକସରା ତହସିଲଦାରଙ୍କୁ ପ୍ରଦାନ କରାଯାଇଥିଲା।

ଏହି ଦାବିପତ୍ରରେ ଆଦିବାସୀ ମାନଙ୍କ ପରିଚୟ ସମାପ୍ତ କରିବାକୁ ଷଡ଼ଯନ୍ତ୍ର ଚାଲିଛି ଓ ଆଦିବାସୀ ମାନଙ୍କୁ ବିକାଶ ନାଁ ରେ  ବିସ୍ଥାପନ, ଆଦିବାସୀ ମାନଙ୍କୁ ମିଥ୍ୟା ମାମଲା, ଆଦିବାସୀ ମାନଙ୍କ ମୌଳିକ ଅଧିକାର ଉଲଂଘନ କରାଯାଉଛି ବୋଲି ଦାବିପତ୍ର ରେ ଉଲ୍ଲେଖ ରହିଛି।ଏହା ସହ ସାହାଜଖୋଲ ସଂରକ୍ଷିତ ଜଙ୍ଗଲରେ ଆଦିବାସୀ ମାନଙ୍କ ଉପରେ ହୋଇଥିଵା ଆକ୍ରମଣ ଓ ଅତ୍ୟାଚାରକୁ ନିନ୍ଦା କରାଯାଇଛି ।ଏହି ଅବସରରେ ନିରଞ୍ଜନ ମାଝୀ, ଜୟରାମ ମହାନନ୍ଦ, କେଶବ ନିଆଲ, ବ୍ରଜ ନିଆଲ, ଘାସିରାମ ନାଏକ, ଗିରିଧାରୀ ପାଣିଗ୍ରାହୀ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା   10-Oct-2026
  ଜିଲ୍ଲା  
ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା   10-Oct-2026
  ଜିଲ୍ଲା  
ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   10-Oct-2026
  ଜିଲ୍ଲା  
ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   10-Oct-2026
  ଜିଲ୍ଲା  
ସମିତି ସଭ୍ୟ ଅଚ୍ୟୁତାନନ୍ଦ ନାୟକ ହତ୍ୟାକୁ ମାସେ ପୁରିଲା ପୁଲିସ ହାତ ଖାଲି   10-Oct-2026
  ଜିଲ୍ଲା  
ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ   09-Oct-2026
  ରାଜ୍ୟ  
ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   09-Oct-2026
  ଜିଲ୍ଲା  
ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   09-Oct-2026
  ଜିଲ୍ଲା  
ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   09-Oct-2026
  ଜିଲ୍ଲା  
୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   09-Oct-2026
  ଜିଲ୍ଲା  
ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   09-Oct-2026

You Might Also Like