-+91-9937148622 |

prerana_bgr@rediffmail.com |

  Saturday 10th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ସମିତି ସଭ୍ୟ ଅଚ୍ୟୁତାନନ୍ଦ ନାୟକ ହତ୍ୟାକୁ ମାସେ ପୁରିଲା ପୁଲିସ ହାତ ଖାଲି    (10-Oct-2026)       ||      ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Oct-2026)       ||      ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ    (09-Oct-2026)       ||      ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   (09-Oct-2026)       ||      ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   (09-Oct-2026)       ||      ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   (09-Oct-2026)       ||      ୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   (09-Oct-2026)       ||      ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   (09-Oct-2026)       ||      *ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   (09-Oct-2026)       ||      ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ    (09-Oct-2026)       ||      ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   (09-Oct-2026)       ||      ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ    (09-Oct-2026)       ||      ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   (09-Oct-2026)       ||      *ଦରଖାସ୍ତ ନଦେଇ ଫେରିଗଲେ ମହିଳାମାନେ, ଅବକାରୀ ଥାନା ରେ ପଡ଼ିଛି ତାଲା !*   (09-Oct-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ ଚତୁର୍ଥ ମାସିକ ବୈଠକ ଅନୁଷ୍ଠିତ   (09-Oct-2026)       ||      ବରପାଲିରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ ଶିବିର   (09-Oct-2026)       ||      ସରପଞ୍ଚ ସଂଘ ସଭାପତିଙ୍କ ବିରୋଧରେ ଥାନାରେ ମାମଲା   (09-Oct-2026)       ||      ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   (09-Oct-2026)       ||     

HOME   ରାଜ୍ୟ

ସରକାର ଓ କମ୍ୟୁନିଟି ମିଶିଲେ ହି ମହାମରୀକୁ ନିୟନ୍ତ୍ରଣ କରାଯାଇପାରିବ: ସ୍ୱାସ୍ଥ୍ୟ ନିର୍ଦେଶକ

16-Jul-2021



କରୋନା ସମ୍ପର୍କରର ସ୍ୱାସ୍ଥ୍ୟ ନିର୍ଦେଶକ ବିଜୟ ମହାପାତ୍ରଙ୍କ ସୂଚନା...

ଭୁବନେଶ୍ବର (ପ୍ରେରଣା ଖବର ବ୍ୟୁରୋ) ସରକାର ସବୁ ଦୃଷ୍ଟିରୁ ଚିନ୍ତା କରି ଲକ ଡାଉନ କୁ କୋହଳ କରିଛନ୍ତି । ଆମର ସର୍ଭେଲାନ୍ସ, ଟୀକାକରଣ ଯେଭଳି ଚାଲିଛି, ସେମିତି ଚାଲିବ । ସମସ୍ତଙ୍କୁ ଅନୁରୋଧ ନିୟମକୁ ମାନନ୍ତୁ, ଖୋଲା ସମୟରେ ହେଉ ବା କର୍ଫ୍ୟୁ ସମୟରେ ।ସରକାରଙ୍କ ସବୁ ଦାୟିତ୍ୱ ଭାବିବା ଠିକ ନୁହେଁ । ଏଥିରେ କମ୍ୟୁନିଟିର ମଧ୍ୟ ସାହାଯ୍ୟ ଦରକାର । ସରକାର ଓ କମ୍ୟୁନିଟି ମିଶିଲେ ହି ମହାମରୀକୁ ନିୟନ୍ତ୍ରଣ କରାଯାଇପାରିବ ବୋଲି ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ନିର୍ଦେଶକ ବିଜୟ ମହାପାତ୍ର ।

କଟକ ଓ ଭୁବନେଶ୍ୱର ରେ ନ କମିବାର ବଡ଼ କାରଣ ହେଉଛି, ଏଠାକୁ ବିଭିନ୍ନ ସ୍ଥାନରୁ ଲୋକଙ୍କ ଯାତାୟାତ ହେଉଛି । ବସ, ଟ୍ରେନ ଓ ଫ୍ଲାଇଟରେ ସବୁବେଳେ ଚଳପ୍ରଚଳ ଚାଲିଛି । ଯିଏ ଆସୁଛି, ସେ ଲକ୍ଷଣ ହୀନ ସଂକ୍ରମିତ ହୋଇଥିବାର ସମ୍ଭାବନାକୁ ଏଡାଯାଇ ନ ପାରେ ଶ୍ରୀ ମହାପାତ୍ର କହିଛନ୍ତି । ଦ୍ଵିତୀୟରେ ପ୍ରଶାସନ ଦୋକାନ ବଜାର ବନ୍ଦ କରିବାର ମୁଖ୍ୟ ଉଦେଶ୍ୟ ହେଉଛି ନିୟମର ଉଲ୍ଲଘଂନ । ତୃତୀୟରେ ଯେଉଁ ଅଞ୍ଚଳରେ କ୍ଲଷ୍ଟର ସଂକ୍ରମଣ ହେଉଛି ସେଠି କଣ୍ଟେନମେଣ୍ଟ ଜୋନ କରାଯାଉଛି । କୋହଳ ହେଇଗଲା ବୋଲି ଆମେ ଚୁପ ବସିବୁ ନାହିଁ । କଟକ ଓ ଭୁବନେଶ୍ୱରରେ ସବୁଦିନ ସଂକ୍ରମଣ ପ୍ଲାଟୋ ଅବସ୍ଥାରେ ରହୁଛି । ତାକୁ କିଭଳି କମ କରାଯିବ, ସେ ଦିଗରେ କାମ କରୁଛୁ । 

ଆଡ଼ମିଶନ, ସିଭିଅରିଟି ହାର କମିଛି । ଭେଣ୍ଟିଲେଟର, ଆଇସିୟୁ ଓ ଜେନେରାଲ ବେଡ଼ ରୋଗୀ ସଂଖ୍ୟା କମିଛି । ସଂକ୍ରମଣ ଥିଲେ ବି ରୋଗୀ ଗୁରୁତର ହେବା କମିଛି । 

ଟୀକା ନେଲେ ବି ସଂକ୍ରମଣ ହେଉଛି । ଆନ୍ତର୍ଜାତିକ ରିପୋର୍ଟ କହୁଛି, 0.3% ଲୋକଙ୍କୁ ଟୀକା ନେବା ପରେ ସଂକ୍ରମଣ ହେଉଛି । ଆମେ ଜାଣିବାକୁ ପାଇଛୁ, ଯେଉଁମାନେ ଦ୍ୱିତୀୟ ଡୋଜ ନେଇଛନ୍ତି, ସେମାନେ ଗୁରୁତର ହେଉନାହାନ୍ତି । ଟୀକା ନେଲେ ରୋଗ ପ୍ରତିଷେଧକ ଶକ୍ତି ବଢୁଛି ବୋଲି ସ୍ୱାସ୍ଥ୍ୟ ନିର୍ଦେଶକ ଶ୍ରୀ ମହାପାତ୍ର କହିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   10-Oct-2026
  ଜିଲ୍ଲା  
ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   10-Oct-2026
  ଜିଲ୍ଲା  
ସମିତି ସଭ୍ୟ ଅଚ୍ୟୁତାନନ୍ଦ ନାୟକ ହତ୍ୟାକୁ ମାସେ ପୁରିଲା ପୁଲିସ ହାତ ଖାଲି   10-Oct-2026
  ଜିଲ୍ଲା  
ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ   09-Oct-2026
  ରାଜ୍ୟ  
ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   09-Oct-2026
  ଜିଲ୍ଲା  
ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   09-Oct-2026
  ଜିଲ୍ଲା  
ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   09-Oct-2026
  ଜିଲ୍ଲା  
୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   09-Oct-2026
  ଜିଲ୍ଲା  
ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   09-Oct-2026
  ଜିଲ୍ଲା  
*ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   09-Oct-2026
  ଜିଲ୍ଲା  
ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ   09-Oct-2026

You Might Also Like