-+91-9937148622 |

prerana_bgr@rediffmail.com |

  Saturday 10th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ସମିତି ସଭ୍ୟ ଅଚ୍ୟୁତାନନ୍ଦ ନାୟକ ହତ୍ୟାକୁ ମାସେ ପୁରିଲା ପୁଲିସ ହାତ ଖାଲି    (10-Oct-2026)       ||      ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Oct-2026)       ||      ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ    (09-Oct-2026)       ||      ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   (09-Oct-2026)       ||      ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   (09-Oct-2026)       ||      ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   (09-Oct-2026)       ||      ୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   (09-Oct-2026)       ||      ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   (09-Oct-2026)       ||      *ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   (09-Oct-2026)       ||      ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ    (09-Oct-2026)       ||      ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   (09-Oct-2026)       ||      ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ    (09-Oct-2026)       ||      ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   (09-Oct-2026)       ||      *ଦରଖାସ୍ତ ନଦେଇ ଫେରିଗଲେ ମହିଳାମାନେ, ଅବକାରୀ ଥାନା ରେ ପଡ଼ିଛି ତାଲା !*   (09-Oct-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ ଚତୁର୍ଥ ମାସିକ ବୈଠକ ଅନୁଷ୍ଠିତ   (09-Oct-2026)       ||      ବରପାଲିରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ ଶିବିର   (09-Oct-2026)       ||      ସରପଞ୍ଚ ସଂଘ ସଭାପତିଙ୍କ ବିରୋଧରେ ଥାନାରେ ମାମଲା   (09-Oct-2026)       ||      ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   (09-Oct-2026)       ||     

HOME   ରାଜ୍ୟ

ଜାନୁୟାରୀ ଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ ଖୋର୍ଦ୍ଧା ଜିଲ୍ଲା ରେ 113 ଜଣ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି: ଜନ ସ୍ଵାସ୍ଥ୍ୟ ନିର୍ଦେଶକ

16-Jul-2021



ଭୁବନେଶ୍ବର (ପ୍ରେରଣା ଖବର ବ୍ୟୁରୋ) : ଜାନୁୟାରୀ ଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ ଖୋର୍ଦ୍ଧା ଜିଲ୍ଲା ରେ 113 ଜଣ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି ବୋଲି ଜନ ସ୍ଵାସ୍ଥ୍ୟ ନିର୍ଦେଶକ ନିରଞ୍ଜନ ମିଶ୍ର କହିଛନ୍ତି । ବିଭିନ୍ନ ପାର୍କରେ ଜମିଥିବା ପାଣି ସଫା କରାଯାଇଛି । ଚଳିତ ମାସ ରେ ଏପର୍ଯ୍ୟନ୍ତ 103 ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି । ନିର୍ମଳ ପାଣି ରେ ଡେଙ୍ଗୁ  ମଶା ବଂସ ବିସ୍ତାର  କରେ  । ଘର ଚାରି ପାଖ ସଫା ରଖନ୍ତୁ ବୋଲି ଶ୍ରୀ ମିଶ୍ର ଲୋକଙ୍କୁ ଅନୁରୋଧ କରିଛନ୍ତି । ପାଣି ଜମା କରିବାକୁ ଦିଅନ୍ତୁ ନାହିଁ ।ସପ୍ତାହ ରେ ଗୋଟିଏ ଦିନ ଦ୍ରାଏ ଡେ ପାଳନ କରନ୍ତୁ । ଲକ୍ଷଣ ଥିଲେ ଟେଷ୍ଟ କରନ୍ତୁ ।ଜର ସହ ଗୋଡ ହାତ ଘୋଲା ବିନ୍ଧା ହେଲେ ଟେଷ୍ଟ କରନ୍ତୁ । କେବଳ ସରକାରୀ ମେଡିକାଲ ରେ ଟେଷ୍ଟ କରନ୍ତୁ । ଘରୋଇ ମେଡିକାଲ ରେ ଟେଷ୍ଟ କରନ୍ତୁ ନାହିଁ । ଡେଙ୍ଗୁ ଟେଷ୍ଟ କରିବାର ସଠିକ ମାନ ଦଣ୍ଡ କୁ ଧ୍ୟାନ ଦିଆ ଯାଉନାହିଁ । ଡେଙ୍ଗୁ ଟେଷ୍ଟ ପାଇଁ କ୍ୟାପିଟାଲ ମେଡିକାଲ, RMRC , AIIMS ଓ ଖୋର୍ଦ୍ଧା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଟେଟିଙ୍ଗ ଚାଲିଛି । ଗତବର୍ଷ ଅପେକ୍ଷା ଚଳିତ ବର୍ଷ କମ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି ବୋଲି l ଜନ ସ୍ଵାସ୍ଥ୍ୟ ନିର୍ଦେଶକ ନିରଞ୍ଜନ ମିଶ୍ର କହିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   10-Oct-2026
  ଜିଲ୍ଲା  
ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   10-Oct-2026
  ଜିଲ୍ଲା  
ସମିତି ସଭ୍ୟ ଅଚ୍ୟୁତାନନ୍ଦ ନାୟକ ହତ୍ୟାକୁ ମାସେ ପୁରିଲା ପୁଲିସ ହାତ ଖାଲି   10-Oct-2026
  ଜିଲ୍ଲା  
ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ   09-Oct-2026
  ରାଜ୍ୟ  
ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   09-Oct-2026
  ଜିଲ୍ଲା  
ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   09-Oct-2026
  ଜିଲ୍ଲା  
ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   09-Oct-2026
  ଜିଲ୍ଲା  
୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   09-Oct-2026
  ଜିଲ୍ଲା  
ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   09-Oct-2026
  ଜିଲ୍ଲା  
*ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   09-Oct-2026
  ଜିଲ୍ଲା  
ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ   09-Oct-2026

You Might Also Like