-+91-9937148622 |

prerana_bgr@rediffmail.com |

  Saturday 10th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସମିତି ସଭ୍ୟ ଅଚ୍ୟୁତାନନ୍ଦ ନାୟକ ହତ୍ୟାକୁ ମାସେ ପୁରିଲା ପୁଲିସ ହାତ ଖାଲି    (10-Oct-2026)       ||      ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Oct-2026)       ||      ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ    (09-Oct-2026)       ||      ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   (09-Oct-2026)       ||      ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   (09-Oct-2026)       ||      ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   (09-Oct-2026)       ||      ୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   (09-Oct-2026)       ||      ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   (09-Oct-2026)       ||      *ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   (09-Oct-2026)       ||      ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ    (09-Oct-2026)       ||      ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   (09-Oct-2026)       ||      ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ    (09-Oct-2026)       ||      ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   (09-Oct-2026)       ||      *ଦରଖାସ୍ତ ନଦେଇ ଫେରିଗଲେ ମହିଳାମାନେ, ଅବକାରୀ ଥାନା ରେ ପଡ଼ିଛି ତାଲା !*   (09-Oct-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ ଚତୁର୍ଥ ମାସିକ ବୈଠକ ଅନୁଷ୍ଠିତ   (09-Oct-2026)       ||      ବରପାଲିରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ ଶିବିର   (09-Oct-2026)       ||      ସରପଞ୍ଚ ସଂଘ ସଭାପତିଙ୍କ ବିରୋଧରେ ଥାନାରେ ମାମଲା   (09-Oct-2026)       ||      ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   (09-Oct-2026)       ||      ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   (09-Oct-2026)       ||      *ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   (09-Oct-2026)       ||     

HOME   ଜିଲ୍ଲା

ବିଦ୍ୟୁତ ଦରବୃଦ୍ଧି ପ୍ରତିବାଦରେ ବିନିକା ବିଜେପିର ବିଦ୍ୟୁତ କାର୍ଯ୍ୟାଳୟ ଘେରାଉ ଓ ୫ ଦଫା ଦାବିପତ୍ର ମହାମହିମ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ପ୍ରଦାନ

16-Jul-2021



ବିନିକା (ହିମାଂଶୁ ଶେଖର ପୁଟେଲ) : ଓଡ଼ିଶା ସରକାର ବିଦ୍ୟୁତ ବଣ୍ଟନ କ୍ଷେତ୍ରରେ ସଂସ୍କାର ଆଣିବା ପାଇଁ ବିଗତ ୩୦ବର୍ଷ ଧରି ବିଭିନ୍ନ କମ୍ପାନୀ ମାନଙ୍କୁ ବିଦ୍ୟୁତ ବଣ୍ଟନ ଦାୟିତ୍ୱ ଦେଇ ଆସୁଛନ୍ତି l ହେଲେ ଅତ୍ୟନ୍ତ ଦୁଃଖର ବିଷୟ ବିଦ୍ୟୁତ ଶ୍ଲୁକର ବୃଦ୍ଧି ଘଟାଇ ଉପଭୋକ୍ତା ମାନଙ୍କ ଠାରୁ ଅର୍ଥ ଆଦାୟ କରୁଛନ୍ତି l ମହାମାରୀ କରୋନା ସମୟରେ ସାଧାରଣ ଲୋକଙ୍କ ଚଳିବା ମସ୍କିଲ ହୋଇ ପଡ଼ି ଥିବାବେଳେ ଏହି ସମୟରେ ବିଦ୍ୟୁତ ଦରବୃଦ୍ଧି ଲୋକଙ୍କ ପାଇଁ ବୋଝ ଉପରେ ନଳିତା ବିଡା ସଦୃଶ ହୋଇଛି l ଅନ୍ୟ ପକ୍ଷରେ ଦେଶର ସମସ୍ତ ରାଜ୍ୟ ସରକାର ରାଜ୍ୟରେ ବିଦ୍ୟୁତ ଦେୟ କ୍ଷେତ୍ରରେ ସବସିଡି ପ୍ରଦାନ କରୁଥିବା ବେଳେ ଓଡ଼ିଶା ସରକାର ଏଥିପ୍ରତି ଆଖିବୁଜି ଦେବା ଅତ୍ୟନ୍ତ ଲଜ୍ଜାଜନକ ଘଟଣା ବୋଲି ବିଜେପି ଅଭିଯୋଗ କରିଛି l ତେଣୁ ବିଦ୍ୟୁତ ଦରବୃଦ୍ଧି ପ୍ରତିବାଦରେ ବିଜେପି ଓଡ଼ିଶା ପ୍ରଦେଶର ଆହ୍ବାନ କ୍ରମେ ଆଜି ବିନିକା ବିଜେପି ତରଫରୁ ୫ଦଫା ଦାବିପତ୍ର ସ୍ଥାନୀୟ ବିଦ୍ୟୁତ ଉପଖଣ୍ଡ ଅଧିକାରୀଙ୍କ ଜରିଆରେ ଓଡ଼ିଶା ରାଜ୍ୟର ମହାମହିମ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ପ୍ରଦାନ କରାଯାଇଛି l ଦାବିପତ୍ରରେ ସେମାନେ ଦର୍ଶାଇଛନ୍ତି ଯେ ବର୍ଦ୍ଧିତ ବିଦ୍ୟୁତ ଶୁଳ୍କ ପ୍ରତ୍ୟାହାର କରାଯାଉ ଏବଂ ଵୈଆଇନ ଭାବେ ୧୦୦ୟୁନିଟ କୁ(୫୦+୫୦) ଦୁଇଟି ସ୍କାବକରି ଗରିବ ଲୋକମାନଙ୍କ ଆଶାତୀତ ଶୁଳ୍କ ଦେବାକୁ ବାଧ୍ୟ କରାଯାଇଛି ତାର ପରିବର୍ତନ କରି ୧ରୁ୧୦୦ୟୁନିଟ ପର୍ଯ୍ୟନ୍ତ ଗୋଟିଏ ଦର ଲାଗୁ କରାଯାଉ,ବିଦ୍ୟୁତ ବଣ୍ଟନରେ ଗ୍ରାମାଞ୍ଚଳ ପ୍ରତି ଅବିଚାର ଏବଂ ବରାବର ଲୋଭୋଲଟେଜ ଯୋଗୁଁ ପାଠପଢାରେ ଛାତ୍ରଛାତ୍ରୀ ବଞ୍ଚିତ ହେଉଛନ୍ତି,ବାରମ୍ବାର ଅଘୋଷିତ ବିଜୁଳି କାଟକୁ ବନ୍ଦକରି ୨୪ଘଣ୍ଟା ବିଦ୍ୟୁତ ଯୋଗାଇ ଦିଆଯାଉ,କୃଷି କ୍ଷେତ୍ର ଓ ଶୀତଳଭଣ୍ଡାର ପାଇଁ ବିଦ୍ୟୁତ ଦେୟରେ ସବସିଡି ଦିଆଯାଉ,ପୁରୁଣା ବକେୟା ଦେୟ ଓ ବିଦ୍ୟୁତ ଉପଭୋକ୍ତା ମାନେ ଅସୁବିଧା ବଶତ ଦେୟ ଦେଇ ନ ପାରିଲେ ତାଙ୍କ ଉପରେ ହେଉଥିବା ଜୋର ଜୁଲୁମ ବନ୍ଦ କରାଯାଉ ଆଦି ଦାବି ଯଦି ଆଗାମୀ ଦିନରେ ସରକାର ପୂରଣ ନ କରନ୍ତି ତେବେ ବିଜେପି ତରଫରୁ ଆନ୍ଦୋଳନ କରାଯିବ ବୋଲି ଚେତାବନୀ ଦିଆଯାଇଛି l ସୁବର୍ଣ୍ଣପୁର ଜିଲ୍ଲା ବିଜେପି ଉପସଭାପତି ଅଶୋକ କୁମାର ପୃଷ୍ଟିଙ୍କ ନେତୃତ୍ୱରେ ଜିଲ୍ଲା ସାଧାରଣ ସମ୍ପାଦକ ବିଶ୍ବମ୍ବର ମିଶ୍ର,ସାଂସଦ ପ୍ରତିନିଧି ବାବୁଲୁ ବିଶି, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ବିଜୟ ମହାକୁର,ଜିଲ୍ଲାପରିଷଦ ସଭ୍ୟା ରୋହିଣୀ ଡ଼lଙ୍ଗ,ବିଜେପି ନେତା ବିଶ୍ଵଦେବ ବଡ଼ପଣ୍ଡା,ଉସତ କର,ଭୁବନେଶ୍ୱର ପାତ୍ର,କୃଷ୍ଣଚନ୍ଦ୍ର ସେଠୀ,ମାଗୁଣି ପ୍ରଧାନ ପ୍ରମୁଖଙ୍କ ସମେତ ବହୁ ବିଜେପି କର୍ମୀ ପ୍ରଥମେ ଯୋଗେଶ୍ୱର ମନ୍ଦିର ନିକଟରୁ ଏକ ରେଲି ମାଧ୍ୟମରେ ସରକାର ବିରୋଧୀ ସ୍ଲୋଗାନମାନ ଦେଇ ୱେସ୍କୋ କାର୍ଯ୍ୟାଳୟକୁ ଆସିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସମିତି ସଭ୍ୟ ଅଚ୍ୟୁତାନନ୍ଦ ନାୟକ ହତ୍ୟାକୁ ମାସେ ପୁରିଲା ପୁଲିସ ହାତ ଖାଲି   10-Oct-2026
  ଜିଲ୍ଲା  
ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ   09-Oct-2026
  ରାଜ୍ୟ  
ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   09-Oct-2026
  ଜିଲ୍ଲା  
ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   09-Oct-2026
  ଜିଲ୍ଲା  
ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   09-Oct-2026
  ଜିଲ୍ଲା  
୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   09-Oct-2026
  ଜିଲ୍ଲା  
ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   09-Oct-2026
  ଜିଲ୍ଲା  
*ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   09-Oct-2026
  ଜିଲ୍ଲା  
ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ   09-Oct-2026
  ଜିଲ୍ଲା  
ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ   09-Oct-2026

You Might Also Like