-+91-9937148622 |

prerana_bgr@rediffmail.com |

  Saturday 10th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସମିତି ସଭ୍ୟ ଅଚ୍ୟୁତାନନ୍ଦ ନାୟକ ହତ୍ୟାକୁ ମାସେ ପୁରିଲା ପୁଲିସ ହାତ ଖାଲି    (10-Oct-2026)       ||      ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Oct-2026)       ||      ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ    (09-Oct-2026)       ||      ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   (09-Oct-2026)       ||      ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   (09-Oct-2026)       ||      ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   (09-Oct-2026)       ||      ୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   (09-Oct-2026)       ||      ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   (09-Oct-2026)       ||      *ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   (09-Oct-2026)       ||      ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ    (09-Oct-2026)       ||      ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   (09-Oct-2026)       ||      ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ    (09-Oct-2026)       ||      ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   (09-Oct-2026)       ||      *ଦରଖାସ୍ତ ନଦେଇ ଫେରିଗଲେ ମହିଳାମାନେ, ଅବକାରୀ ଥାନା ରେ ପଡ଼ିଛି ତାଲା !*   (09-Oct-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ ଚତୁର୍ଥ ମାସିକ ବୈଠକ ଅନୁଷ୍ଠିତ   (09-Oct-2026)       ||      ବରପାଲିରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ ଶିବିର   (09-Oct-2026)       ||      ସରପଞ୍ଚ ସଂଘ ସଭାପତିଙ୍କ ବିରୋଧରେ ଥାନାରେ ମାମଲା   (09-Oct-2026)       ||      ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   (09-Oct-2026)       ||      ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   (09-Oct-2026)       ||      *ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   (09-Oct-2026)       ||     

HOME   ମହାନଗର

ରାଜଧାନୀରେ ଏକ ମଡେଲ ହାଟ ନିର୍ମାଣ ହେବ: ଦିଲ୍ଲୀ, ମୁମ୍ବାଇ ଭଳି ମେଟ୍ରୋ ସହରରେ ଥିବା ଶୀତତାପ ନିୟନ୍ତ୍ରିତ ହାଟ ଭଳି ଏହି ମଡେଲ ହାଟ ହେବ

16-Jul-2021



ଭୁବନେଶ୍ବର(ପ୍ରେରଣା ଖବର ବ୍ୟୁରୋ) : ରାଜଧାନୀରେ ଏକ ମଡେଲ ହାଟ ନିର୍ମାଣ ହେବ। ଦିଲ୍ଲୀ, ମୁମ୍ବାଇ ଭଳି ମେଟ୍ରୋ ସହରରେ ଥିବା ଶୀତତାପ ନିୟନ୍ତ୍ରିତ ହାଟ ଭଳି ଏହି ମଡେଲ ହାଟ ହେବ। ଏଠାରେ ପ୍ରାୟ ଏକ ହଜାର ବ୍ୟବସାୟୀଙ୍କୁ ଥଇଥାନ କରାଯିବ। ଏହି ହାଟରେ ଆମିଷ ବଜାରକୁ ସଂପୂର୍ଣ୍ଣ ଶୀତତାପ ନିୟନ୍ତ୍ରିତ କରାଯିବ। ଭୁବନେଶ୍ବର-ପୁରୀ ବାଇପାସ୍ ନିକଟ ପାଣ୍ଡରା ଛକ ନିକଟରେ ବିଏମ୍‌ସି ଏହିଭଳି ଏକ ହାଟ ନିର୍ମାଣ କରିବାକୁ ଯାଉଛି। ଏଥିପାଇଁ ଜମି ଚିହ୍ନଟ ପ୍ରକ୍ରିୟା ଶେଷ ହୋଇଥିବାବେଳେ ଖୁବ୍‌ ଶୀଘ୍ର ବିଏମ୍‌ସି ପକ୍ଷରୁ ଏହାର ଡିଜାଇନ୍ ପ୍ରସ୍ତୁତ କରି ନିର୍ମାଣ ପାଇଁ ଟେଣ୍ଡର ଡକାଯିବ ବୋଲି ଜଣାପଡ଼ିଛି।

ମିଳିଥିବା ସୂଚନା ଅନୁଯାୟୀ, ଭୁବନେଶ୍ବର-ପୁରୀ ବାଇପାସ୍‌ ପାଣ୍ଡରା ଛକ ନିକଟରେ ଖାତା ନମ୍ବର ୧୩୫୨ରେ ୧ଏକର ୮୨୦ ଡିସିମିଲି ସରକାରୀ ଜମି ରହିଛି। ସେଥିରୁ ୧ଏକର ୨୩୦ ଡିସିମିଲି ଜମିରେ ଏହି ହାଟ ନିର୍ମାଣ ହେବ। ଏହି ହାଟରେ ପନିପରିବା, ଆମିଷ ବଜାର, ତେଜରାତି ସାମଗ୍ରୀ ବଜାର ପାଇଁ ପୃଥକ ପୃଥକ ସ୍ଥାନ ଏବଂ ଗୃହ ବ୍ୟବସ୍ଥା ରହିବ। ଏହା ୨ କିମ୍ବା ୩ମହଲା ବିଶିଷ୍ଟ ହେବ। ଏହା ଏକ ବଡ଼ ମାର୍କେଟ ହବ୍ ହେବାକୁ ଯାଉଥିବାରୁ ପାର୍କିଂ ପାଇଁ ଯେମିତି ଭବିଷ୍ୟତରେ କୌଣସି ସମସ୍ୟା ନହୁଏ, ତାହାକୁ ଦୃଷ୍ଟିରେ ରଖି ଭୂତଳ କିମ୍ବା ବାହାରେ ନିର୍ଦ୍ଦିଷ୍ଟ ସ୍ଥାନରେ ଯାନବାହାନ ରଖିବା ବ୍ୟବସ୍ଥା କରାଯିବ। ତେବେ ବଡ଼ କଥା ହେଉଛି ପ୍ରଥମ ଥର ପାଇଁ ଓଡ଼ିଶାରେ ଏହି ହାଟରେ ଆମିଷ ବଜାର ଶୀତତାପ ନିୟନ୍ତ୍ରିତ ହେବ। ତେଣୁ ରାଜଧାନୀବାସୀ ଏଠାରେ ମାର୍କେଟିଂ କରି ମେଟ୍ରୋ ସହରର ଅନୁଭୂତି ପାଇବେ


News Comment




Photo in News

Advertisment
Lastest News
  ଜିଲ୍ଲା  
ସମିତି ସଭ୍ୟ ଅଚ୍ୟୁତାନନ୍ଦ ନାୟକ ହତ୍ୟାକୁ ମାସେ ପୁରିଲା ପୁଲିସ ହାତ ଖାଲି   10-Oct-2026
  ଜିଲ୍ଲା  
ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ   09-Oct-2026
  ରାଜ୍ୟ  
ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   09-Oct-2026
  ଜିଲ୍ଲା  
ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   09-Oct-2026
  ଜିଲ୍ଲା  
ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   09-Oct-2026
  ଜିଲ୍ଲା  
୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   09-Oct-2026
  ଜିଲ୍ଲା  
ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   09-Oct-2026
  ଜିଲ୍ଲା  
*ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   09-Oct-2026
  ଜିଲ୍ଲା  
ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ   09-Oct-2026
  ଜିଲ୍ଲା  
ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ   09-Oct-2026

You Might Also Like