-+91-9937148622 |

prerana_bgr@rediffmail.com |

  Saturday 10th October 2026 |

| | | |

R.N.I. Regd No. ODIODI/2010/46693

Breaking News

ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Oct-2026)       ||      ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ    (09-Oct-2026)       ||      ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   (09-Oct-2026)       ||      ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   (09-Oct-2026)       ||      ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   (09-Oct-2026)       ||      ୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   (09-Oct-2026)       ||      ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   (09-Oct-2026)       ||      *ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   (09-Oct-2026)       ||      ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ    (09-Oct-2026)       ||      ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   (09-Oct-2026)       ||      ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ    (09-Oct-2026)       ||      ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   (09-Oct-2026)       ||      *ଦରଖାସ୍ତ ନଦେଇ ଫେରିଗଲେ ମହିଳାମାନେ, ଅବକାରୀ ଥାନା ରେ ପଡ଼ିଛି ତାଲା !*   (09-Oct-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ ଚତୁର୍ଥ ମାସିକ ବୈଠକ ଅନୁଷ୍ଠିତ   (09-Oct-2026)       ||      ବରପାଲିରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ ଶିବିର   (09-Oct-2026)       ||      ସରପଞ୍ଚ ସଂଘ ସଭାପତିଙ୍କ ବିରୋଧରେ ଥାନାରେ ମାମଲା   (09-Oct-2026)       ||      ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   (09-Oct-2026)       ||      ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   (09-Oct-2026)       ||      *ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||     

HOME   ଜିଲ୍ଲା

ବଲାଙ୍ଗିର : ବରିଷ୍ଠ ବିଜେଡି ନେତା ସନ୍ତୋଷ ରାଉତରାୟଙ୍କ ବିୟୋଗରେ ବିଜେଡି ପକ୍ଷରୁ ଶ୍ରଦ୍ଧାଞ୍ଜଳି ସଭା

16-Jul-2021



ବଲାଙ୍ଗିର(ପ୍ରେରଣା ଖବର): ଗତ ୬ ତାରିଖରେ ବଲାଙ୍ଗିର ବିଜୁ ଜନତା ଦଳର ବରିଷ୍ଠ ନେତା ସ୍ବର୍ଗତ ସନ୍ତୋଷ ରାଉତରାୟଙ୍କ ଦେହାନ୍ତ ହୋଇଥିଲା । ଆଜି ତାଙ୍କ ଦ୍ବାଦଶାହରେ ବଲାଙ୍ଗିର ବିଜେଡି ପକ୍ଷରୁ ତାଙ୍କ ସ୍ଥାନୀୟ ଶୈଳେଶ୍ରୀ ପେଲେସ ରେ ସ୍ବର୍ଗତ ରାଉତରାୟଙ୍କ ଅମର ଆତ୍ମାର ସଦଗତି କାମନା କରି ଶ୍ରଦ୍ଧାଞ୍ଜଳୀ ଦେବା ସହିତ ତାଙ୍କର ସୃଁତି ଚାରଣ କରିଥିଲେ ବିଜେଡି ବଲାଙ୍ଗିର ର ନେତୃବୃନ୍ଦ । ଏହି ସଭାରେ ବରିଷ୍ଠ ନେତା ଶ୍ରୀ ଓମକାର ନାୟକ ସଭା ପରିଚାଳନା କରିଥିବା ବେଳେ ବିଜେଡିର ଉପସଭାପତି ଧୃବ ଜୁଏଡ୍ , ସାଧାରଣ ସମ୍ପାଦକ କୈଳାଶ ମହାନ୍ତି , ସଦର ବ୍ଲକ ଅଧ୍ଯକ୍ଷ ଗୁଲାପ ବାଗ , ଜିଲ୍ଲା ମହିଳା ବିଜେଡି ସଭାପତି ଦମୟନ୍ତୀ ବାଗ , ଜିଲ୍ଲା ଯୁବ ବିଜେଡି ସଭାପତି ରାଜେନ୍ଦ୍ର ପ୍ରସାଦ ହୋତା , ରାଜ୍ଯ ଛାତ୍ର ସମ୍ପାଦକ ସୁମନ ନନ୍ଦ , ଦେଓଗାଁ 

ବ୍ଲକ ସଭାପତି ସୁଶିଲ ଚାନ୍ଦ , ନରସିଂହ ବାଗ , ଜୟରାମ ମିଶ୍ର , ସତ୍ଯ ନାୟକ , ଭଗବାନ ବଗର୍ତ୍ତୀ , ଶିବ ପ୍ରସାଦ ବେହେରା , ମହେନ୍ଦ୍ର ବାଗ , ବାଲାଜି ପଣ୍ଡା , ମୁନା ଖାନ , ସତ୍ଯ ନାଏକ,  ସୁଭ୍ରାସୁଂ ପଣ୍ଡା , ସଞ୍ଜିବ ନାଥ , ଉମେଶ ପଣ୍ଡା ,  ସୈଳେନ୍ଦ୍ର ସାହୁ , ଲିପିଶ୍ରୀ ସାଏ , ରାମ ନାଏକ , ରାଜୀବ ଦାସ ,  ନିହାର ରଞ୍ଜନ ସ୍ବାଇଁ , ସାଗର ସଂଙ୍ଗମ ଶତପଥି ,  ଅଶୋକ ତାଣ୍ଡି , ସନ୍ତୋଷ ଦନ୍ତା , ଅକ୍ଷୟ ବନଛୋର , ଅସରଫ ଅଲି ଖାଁ , ମୋତିଲାଲ , ଗାୟତ୍ରୀ ଚନ୍ଦନ , ବାସନ୍ତୀ ସିଂ ବୁଡେକ , ନିଲିମା ପୁଟେଲ , କାଲିଦାସ , ଭୀମ ସାହୁ ପ୍ରମୁଖ ଉପସ୍ଥିତ ରହି ସ୍ଵର୍ଗତ ସନ୍ତୋଷ ରାଉତରାୟ ଙ୍କ ସ୍ମୃତି ଚାରଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ   09-Oct-2026
  ରାଜ୍ୟ  
ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   09-Oct-2026
  ଜିଲ୍ଲା  
ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   09-Oct-2026
  ଜିଲ୍ଲା  
ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   09-Oct-2026
  ଜିଲ୍ଲା  
୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   09-Oct-2026
  ଜିଲ୍ଲା  
ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   09-Oct-2026
  ଜିଲ୍ଲା  
*ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   09-Oct-2026
  ଜିଲ୍ଲା  
ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ   09-Oct-2026
  ଜିଲ୍ଲା  
ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   09-Oct-2026

You Might Also Like