-+91-9937148622 |

prerana_bgr@rediffmail.com |

  Saturday 10th October 2026 |

| | | |

R.N.I. Regd No. ODIODI/2010/46693

Breaking News

ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Oct-2026)       ||      ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ    (09-Oct-2026)       ||      ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   (09-Oct-2026)       ||      ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   (09-Oct-2026)       ||      ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   (09-Oct-2026)       ||      ୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   (09-Oct-2026)       ||      ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   (09-Oct-2026)       ||      *ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   (09-Oct-2026)       ||      ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ    (09-Oct-2026)       ||      ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   (09-Oct-2026)       ||      ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ    (09-Oct-2026)       ||      ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   (09-Oct-2026)       ||      *ଦରଖାସ୍ତ ନଦେଇ ଫେରିଗଲେ ମହିଳାମାନେ, ଅବକାରୀ ଥାନା ରେ ପଡ଼ିଛି ତାଲା !*   (09-Oct-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ ଚତୁର୍ଥ ମାସିକ ବୈଠକ ଅନୁଷ୍ଠିତ   (09-Oct-2026)       ||      ବରପାଲିରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ ଶିବିର   (09-Oct-2026)       ||      ସରପଞ୍ଚ ସଂଘ ସଭାପତିଙ୍କ ବିରୋଧରେ ଥାନାରେ ମାମଲା   (09-Oct-2026)       ||      ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   (09-Oct-2026)       ||      ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   (09-Oct-2026)       ||      *ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||     

HOME   ଜିଲ୍ଲା

ପ୍ରକୃତିର ଉପାସକ ଗୋଁଣ୍ଡୱାନା ସମାଜର ବୃକ୍ଷ ରୋପଣରେ ଯୋଗଦେଲେ ନରସିଂହ

16-Jul-2021



ବଲାଙ୍ଗିର,(ପ୍ରେରଣା ଖବର)- ଅଖିଳ ଭାରତୀୟ ଗୋଁଣ୍ଡ ମହାସଭାର ବଲାଙ୍ଗିର ବ୍ଲକ ଅନ୍ତର୍ଗତ ବଘାପାଲି ସ୍ଥିତ ଷଡବଂଶିୟ ଗୋଁଣ୍ଡ ସମାଜ ଦ୍ୱାରା ଏକ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ମନହିରା ସର୍କଲ ଅନ୍ତର୍ଗତ ବଘାପାଲିର ବଡଦେଓ ପ୍ରକଳ୍ପରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବଲାଙ୍ଗିର ମାନ୍ୟବର ବିଧାୟକ ନରସିଂହ ମିଶ୍ର ମୁଖ୍ୟ ଅତିଥି ଭାବରେ ଯୋଗଦେଇ ବୃକ୍ଷରୋପଣ ଶୁଭାରମ୍ଭ

କରିଥିଲେ । ସେ ଏକ ନିମ୍ନ ଚାରା ରୋପଣ କରିବା ସହ ଉପସ୍ଥିତ ବଘାପାଲିବାସୀଙ୍କୁ ନିଜ ବକ୍ତବ୍ୟରେ କହିଥିଲେ ଆପଣମାନେ ହେଉଛନ୍ତି ପ୍ରକୃତିିର ଉପାସକ । ବହୁ ପୁରାତ କାଳରୁ ଗୋଁଣ୍ଡୱାନା ସମାଜର ପ୍ରତ୍ୟେକ ଲୋକ ବୃକ୍ଷକୁ ପୂଜା କରି ଆସୁଛନ୍ତି । ଆପଣମାନଙ୍କ ସମାଜ ହିଁ ଶହ ଶହ ବର୍ଷ ପୂର୍ବରୁ ବୃକ୍ଷ ତଥା ପ୍ରକୃତିର ମୁଲ୍ୟକୁ ଠିକ୍ ବୁଝିପାରିଛି । ଅମ୍ଲଜାନ ପ୍ରଦାନ କରିବାରେ ସବୁବେଳେ ବୃକ୍ଷ ହିଁ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ । ତେଣୁ ଆପଣମାନେ ବୃକ୍ଷରୋପଣ ସାଙ୍ଗକୁ ଏହାର ସୁରକ୍ଷାର ଦାୟିତ୍ୱ ମଧ୍ୟ ନିଅନ୍ତୁ ବୋଲି ଶ୍ରୀ ମିଶ୍ର କହିଥିଲେ । ଏ ଅବସରରେ ସ୍ଥାନୀୟ ଲୋକଙ୍କ ଠାରୁ ବିଭିନ୍ନ ପ୍ରକାର ସମସ୍ୟା ବାବଦରେ ଅଭିଯୋଗ ଶୁଣିଥିଲେ ବିଶେଷ କରି ଆଗାମୀ ଦିନରେ ବଘାପାଲି ପାଇଁ ଦରକାର ହେଉଥିବା ପାଇପ ଯୋଗେ ପିଇବା ପାଣିର ବ୍ୟବସ୍ଥା, ଯୋଗାଯୋଗ ପାଇଁ ରାସ୍ତା ଏବଂ ମା ମାନଙ୍କ ପାଇଁ ଏକ କମ୍ୟୁନିଟି ସେଣ୍ଟର ନିର୍ମାଣ କରାଯିବ ବୋଲି ପ୍ରତିିଶୃତି ଦେଇଥିଲେ । ଆହୁରି ମଧ୍ୟ ସାମାଜିକ ସୁରକ୍ଷା ଅନ୍ତର୍ଗତ ଯଦି କୌଣସି ଯୋଗ୍ୟ ହିତାଧିକାରୀ ଅଛନ୍ତି ତାଙ୍କର ଏକ ତାଲିକା ପ୍ରସ୍ତୁତ କରି ତାଙ୍କ ପାଖକୁ ପହଞ୍ଚାଇବାକୁ କହିଥିଲେ । ଏ ଅବସରରେ ସମ୍ମାନିତ ଅତିଥି ଭାବରେ ବଲାଙ୍ଗିର ସଦର ବ୍ଲକ ଗୋଷ୍ଠି ଉନ୍ନୟନ ଅଧିକାରୀ

ରାମଦତ୍ତ ଭୋଇ ଯୋଗ ଦେଇଥିବା ବେଳେ ମନହିରା ସରପଞ୍ଚ ସେବତି ଦେହେରୀ, ଲକ୍ଷ୍ମୀନାରାୟଣ ନାଏକ, ଲୋକେଶ୍ୱର ଭୋଇ, ଗ୍ରାମର ସଭାପତି ମଙ୍ଗନ ବଡକା, ବିଶମ୍ବର ରଣା, ଗୋଁଡୱାନା ବ୍ଲକ ସଭାପତି ଗଣନାଥ ଧରୁଆ, ମୁରଲିଧର ମଲ୍ଲିକ, ସୀତାରାମ ଧରୁଆ, ଅଚ୍ୟୁତ ଧରୁଆ, ନିର୍ମଳ ବଡକା, ଉତ୍ତର ସାମେ, କୁମାରେସ ବଡକା, ପ୍ରଶନ୍ନ ବେହେରା, ଲକ୍ଷ୍ମୀ ନାୟକ, ମହାଦେବ ବଡକା ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ   09-Oct-2026
  ରାଜ୍ୟ  
ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   09-Oct-2026
  ଜିଲ୍ଲା  
ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   09-Oct-2026
  ଜିଲ୍ଲା  
ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   09-Oct-2026
  ଜିଲ୍ଲା  
୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   09-Oct-2026
  ଜିଲ୍ଲା  
ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   09-Oct-2026
  ଜିଲ୍ଲା  
*ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   09-Oct-2026
  ଜିଲ୍ଲା  
ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ   09-Oct-2026
  ଜିଲ୍ଲା  
ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   09-Oct-2026

You Might Also Like