-+91-9937148622 |

prerana_bgr@rediffmail.com |

  Saturday 10th October 2026 |

| | | |

R.N.I. Regd No. ODIODI/2010/46693

Breaking News

ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Oct-2026)       ||      ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ    (09-Oct-2026)       ||      ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   (09-Oct-2026)       ||      ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   (09-Oct-2026)       ||      ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   (09-Oct-2026)       ||      ୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   (09-Oct-2026)       ||      ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   (09-Oct-2026)       ||      *ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   (09-Oct-2026)       ||      ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ    (09-Oct-2026)       ||      ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   (09-Oct-2026)       ||      ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ    (09-Oct-2026)       ||      ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   (09-Oct-2026)       ||      *ଦରଖାସ୍ତ ନଦେଇ ଫେରିଗଲେ ମହିଳାମାନେ, ଅବକାରୀ ଥାନା ରେ ପଡ଼ିଛି ତାଲା !*   (09-Oct-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ ଚତୁର୍ଥ ମାସିକ ବୈଠକ ଅନୁଷ୍ଠିତ   (09-Oct-2026)       ||      ବରପାଲିରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ ଶିବିର   (09-Oct-2026)       ||      ସରପଞ୍ଚ ସଂଘ ସଭାପତିଙ୍କ ବିରୋଧରେ ଥାନାରେ ମାମଲା   (09-Oct-2026)       ||      ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   (09-Oct-2026)       ||      ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   (09-Oct-2026)       ||      *ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||     

HOME   ଜିଲ୍ଲା

ପାଞ୍ଚ ଜଣ ଅନାଥ ପୁଅ ଓ ଝିଅ ଙ୍କୁସାହାଯ୍ୟ ର ହାତ ବଢାଇଲେ ଆଦର୍ଶ ୟୁଥ୍ କ୍ଲବ୍ କର୍ମକର୍ତ୍ତା

16-Jul-2021



କଳାହାଣ୍ଡି,ଜୁନାଗଡ଼(ତ୍ରିନାଥ ବେଶ୍ରା )
କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ବ୍ଲକ ଅନ୍ତର୍ଗତ ନାନ୍ଦୁଲ  ଗ୍ରାମର  ପାଞ୍ଚ ଅନାଥ ପୁଅ ଝିଅ ମାନଙ୍କର  ହୃଦୟ ବିଦାରକ  ଦୃଶ୍ୟ ଗଣ ମାଧ୍ୟମରେ ରେ ପ୍ରସାରିତ  ହେବା ଦେଖି  ।  ଅତ୍ୟନ୍ତ ଦୁଃଖୀ ହୋଇ ନନ୍ଦୋଲ ଗ୍ରାମର ଆଦର୍ଶ ୟୁଥ୍ କ୍ଲବ୍ ର  ଉପଦେଷ୍ଟା ଶିବରାତୁ କୁମାର ଙ୍କ  ନିର୍ଦେଶ କ୍ରମେ  । ସଭାପତି ଜୟନ୍ତ ମାଝୀ  ,ସମ୍ପାଦକ ଧୀରେନ୍ଦ୍ର ସୁନାନୀ , କୋଷାଧ୍ୟକ୍ଷ ମନୋଜ ନାଏକ ଓ ଉପେନ୍ଦ୍ର ବିହାରୀ, ପୁଷ୍ପ ପାରାଭୋଇ , କୁଶ ବୁଦ୍ଧିଆ ,  ସୁଶାନ୍ତ ମାଝୀ  , କିଷ୍ମତ୍ ପରାଭୋଈ , ସୁରେନ୍ ମାଝୀ ବିଜୟ ମାଝୀ  ଏବଂ  NYKS  ସ୍ଵେଛାସେବୀ ମମତା ପ୍ରଧାନ ସମେତ ଉପସ୍ଥିତ ରହି କିଛି ଆର୍ଥିକ ଓ ଶୁଖିଲା ଖାଦ୍ୟ ର ସହଯୋଗ କରିଥିଲେ ।  ଏ ଅଞ୍ଚଳ ର ଯୁବ ସାମ୍ବାଦିକ ଧୀରେନ୍ଦ୍ର ସୁନାନୀ  ଏଭଳି ଖବର ପ୍ରଚାର ପ୍ରସାର କରି ଲୋକ ଲୋଚନକୁ ଆଣି ଥିବାରୁ ଗ୍ରାମର ଲୋକ ତଥା ଅଞ୍ଚଳ ବାସି  ଏଭଳି ମହତ କାର୍ଯ୍ୟ କରିଥିବାରୁ ବହୁ ପ୍ରଶଂସା କରିଥିଲେ ଏବଂ କ୍ଳବ୍ ର କର୍ମ କର୍ତ୍ତା ମାନଙ୍କୁ ଧନ୍ୟବାଦ ଜଣାଇ ଥିଲେ  l


News Comment




Photo in News

Advertisment
Lastest News
  ଜିଲ୍ଲା  
ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ   09-Oct-2026
  ରାଜ୍ୟ  
ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   09-Oct-2026
  ଜିଲ୍ଲା  
ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   09-Oct-2026
  ଜିଲ୍ଲା  
ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   09-Oct-2026
  ଜିଲ୍ଲା  
୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   09-Oct-2026
  ଜିଲ୍ଲା  
ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   09-Oct-2026
  ଜିଲ୍ଲା  
*ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   09-Oct-2026
  ଜିଲ୍ଲା  
ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ   09-Oct-2026
  ଜିଲ୍ଲା  
ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   09-Oct-2026

You Might Also Like