-+91-9937148622 |

prerana_bgr@rediffmail.com |

  Saturday 10th October 2026 |

| | | |

R.N.I. Regd No. ODIODI/2010/46693

Breaking News

ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Oct-2026)       ||      ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ    (09-Oct-2026)       ||      ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   (09-Oct-2026)       ||      ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   (09-Oct-2026)       ||      ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   (09-Oct-2026)       ||      ୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   (09-Oct-2026)       ||      ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   (09-Oct-2026)       ||      *ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   (09-Oct-2026)       ||      ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ    (09-Oct-2026)       ||      ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   (09-Oct-2026)       ||      ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ    (09-Oct-2026)       ||      ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   (09-Oct-2026)       ||      *ଦରଖାସ୍ତ ନଦେଇ ଫେରିଗଲେ ମହିଳାମାନେ, ଅବକାରୀ ଥାନା ରେ ପଡ଼ିଛି ତାଲା !*   (09-Oct-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ ଚତୁର୍ଥ ମାସିକ ବୈଠକ ଅନୁଷ୍ଠିତ   (09-Oct-2026)       ||      ବରପାଲିରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ ଶିବିର   (09-Oct-2026)       ||      ସରପଞ୍ଚ ସଂଘ ସଭାପତିଙ୍କ ବିରୋଧରେ ଥାନାରେ ମାମଲା   (09-Oct-2026)       ||      ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   (09-Oct-2026)       ||      ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   (09-Oct-2026)       ||      *ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||     

HOME   ଜିଲ୍ଲା

ଲୋଇସିଂହା: ଗାଇଖାଇ କେନାଲରୁ ରଫାଖାଲକୁ ଯାଇଥିବା କେନାଲରେ ନିମ୍ନ୍ ମାନ ର କାମ- ସ୍ଥାୟିତ୍ୱ ଉପରେ ପ୍ରଶ୍ନବାଚୀ

17-Jul-2021



ଲୋଇସିଂହା (ବିନୋଦ କୁମାର ଦୀପ) ଗାଇଖାଇ କେନାଲରୁ ରଫାଖାଲକୁ ଯାଇଥିବା କେନାଲରେ ଗତବର୍ଷ 24 ଲକ୍ଷ ଟଙ୍କାରେ କଂକ୍ରିଟ କାନ୍ଥ କାମ କରାଯାଇଥିଲା ହେଲେ ନିମ୍ନ ମାନର କାମ ଯୋଗୁଁ ଚଳିତ ବର୍ଷାରେ ତାହା ଭାଙ୍ଗି ଯାଇଛି l ସେଠାରେ ବର୍ତମାନ ହରବରିଆ ଭାବେ ପୁନଃ ନିର୍ମାଣ କାମ କରାଯାଇଛି l 24 ଲକ୍ଷ ଟଙ୍କାରେ ନିର୍ମିତ କାନ୍ଥ ଗୋଟିଏ ବର୍ଷରେ ଭାଙ୍ଗିଯିବା ଯାହା ନିମ୍ନ ମାନର କାମ 

ହୋଇଥିଵା ଜଣା ପଡୁଛି l ପ୍ରକାଶ ଥାଉକି ଚଳିତ ବର୍ଷ ସ୍ୱଳ୍ପ ବର୍ଷା ଯୋଗୁଁ ଗଜା ମରୁଡି ପରିସ୍ଥିତି ସୃଷ୍ଟି ହେବାକୁ ବସିଲାଣି l ଡ୍ୟାମକାମ ଠିକ ସମୟରେ ସରିପାରି ନାହିଁ ଫଳରେ ଅଙ୍ଗନଦୀ ବନ୍ଧରୁ ପାଣି ଆସୁ ନ ଥିବାରୁ ଗାଇଖାଇ ପ୍ରକଳ୍ପ ଉପରେ ନିର୍ଭର କରି ଆସୁଥିବା ଚାଷୀ  ପାଣି ନ ପାଇବାରୁ ପଲହା ସବୁ ନଷ୍ଟ ହେବାକୁ ବସିଲାଣି l ଏସବୁକୁ ନେଇ ଆଖପାଖ ଗାଁର ଚାଷୀ ଦିଲୀପ ବାରିକ (ଲୁହୂରlମୁଣ୍ଡା), ବିଜୟ କୁମାର ବାବୁ (ଫାଷଡ଼), ପୁରନ୍ଦର ଦାଶ (ସାଲେଭଟା), ଆର୍ତ୍ତ ପଧାନ (ମନୁପାଲୀ), କରୁଣା ସେଠ୍ ସକୁଅଁl ପ୍ରମୁଖ ଅଭିଯୋଗ କରିଛନ୍ତି l ଏମାନଙ୍କ କହିବା ଏହାଯେ କେନାଲ ବିଭାଗରେ ଥିବା ଯନ୍ତ୍ରୀ ଓ ଏସଡିଓ ବଦଳି ହେଲେ ଯେ ଜଳସେଚନ ପ୍ରକଳ୍ପର ସୁବିଧା ଭଲସେ ହେବ l NH-26 କୁ ଲୁହୂରlମୁଣ୍ଡା, ସପୁଆଁ, ମନୁଆପାଲି ତଥା ପଡୋଶୀ ଗ୍ରାମଗୁଡିକୁ ଯୋଗ କରିବାକୁ ଓଡିଶା ସରକାରଙ୍କ ତରଫରୁ ଏକ ପୋଲ ନିର୍ମାଣ କରାଯାଇଛି 1କୋଟି ନଅ ଲକ୍ଷ ବ୍ୟୟ କଳରେ l ହେଲେ ପିଲର ଗୁଡିକର ନିହ ମାତ୍ର ନଅ ଫୁଟ ଗାଡ଼ କରାଯାଇଛି l ଏବେ ପୋଲର ଛାତରେ କେତେକ ସ୍ଥାନରେ ଗର୍ତ୍ତହୋଇ ପାଣି ଲିକେଜ 

କରୁଛି l ଗାଇଖାଇ ପ୍ରକଳ୍ପର  4  କୋଟି 39 ଲକ୍ଷ 91 ହଜାର ଟଙ୍କାର କାର୍ଯ୍ୟ ଚାଲିଥିବା ଉକ୍ତ ମାଟିକୁ ଆଣି ବ୍ରିଜର ଦୁଇ ପାର୍ଶ୍ଵରେ ପକାଯାଇ ମିଥ୍ୟାବିଲ କରାଯାଉଛି ବୋଲି ଅଭିଯୋଗ ହେଉଛି, ଏହି ପ୍ରକଳ୍ପରୁ ବଜେଟରୁ ହିଁ 24 ଲକ୍ଷର କେନାଲ ହୋଇଥିଲା l ଯାହାହେଉ ଉଚ୍ଚ କତୃପକ୍ଷ ଏହିସବୁ ନିମ୍ନମାନର କାମ ପ୍ରତି ଦୃଷ୍ଟିଦେଇ ଉଚିତ ପଦକ୍ଷେପ ଗ୍ରହଣ କରାଯାଉ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ   09-Oct-2026
  ରାଜ୍ୟ  
ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   09-Oct-2026
  ଜିଲ୍ଲା  
ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   09-Oct-2026
  ଜିଲ୍ଲା  
ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   09-Oct-2026
  ଜିଲ୍ଲା  
୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   09-Oct-2026
  ଜିଲ୍ଲା  
ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   09-Oct-2026
  ଜିଲ୍ଲା  
*ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   09-Oct-2026
  ଜିଲ୍ଲା  
ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ   09-Oct-2026
  ଜିଲ୍ଲା  
ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   09-Oct-2026

You Might Also Like