-+91-9937148622 |

prerana_bgr@rediffmail.com |

  Friday 9th October 2026 |

| | | |

R.N.I. Regd No. ODIODI/2010/46693

Breaking News

ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Oct-2026)       ||      ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ    (09-Oct-2026)       ||      ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   (09-Oct-2026)       ||      ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   (09-Oct-2026)       ||      ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   (09-Oct-2026)       ||      ୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   (09-Oct-2026)       ||      ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   (09-Oct-2026)       ||      *ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   (09-Oct-2026)       ||      ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ    (09-Oct-2026)       ||      ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   (09-Oct-2026)       ||      ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ    (09-Oct-2026)       ||      ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   (09-Oct-2026)       ||      *ଦରଖାସ୍ତ ନଦେଇ ଫେରିଗଲେ ମହିଳାମାନେ, ଅବକାରୀ ଥାନା ରେ ପଡ଼ିଛି ତାଲା !*   (09-Oct-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ ଚତୁର୍ଥ ମାସିକ ବୈଠକ ଅନୁଷ୍ଠିତ   (09-Oct-2026)       ||      ବରପାଲିରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ ଶିବିର   (09-Oct-2026)       ||      ସରପଞ୍ଚ ସଂଘ ସଭାପତିଙ୍କ ବିରୋଧରେ ଥାନାରେ ମାମଲା   (09-Oct-2026)       ||      ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   (09-Oct-2026)       ||      ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   (09-Oct-2026)       ||      *ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||     

HOME   ଜିଲ୍ଲା

୫ପ୍ରମୁଖ ସମସ୍ୟା ସମାଧାନ ନ ହେଲେ ଆନ୍ଦୋଳନ ତୀବ୍ରତର ହେବ: ବିନିକାରେ ଅନୁଷ୍ଟିତ ସାମ୍ବାଦିକ ସମ୍ମିଳନୀରେ ଯୁବ ଆଇନଜୀବୀ ପ୍ରଶାନ୍ତଙ୍କ ଚେତାବନୀ

17-Jul-2021



ବିନିକା (ହିମାଂଶୁ ଶେଖର ପୁଟେଲ) : ବିନିକାର ପ୍ରମୁଖ ୫ଗୋଟି ସମସ୍ୟାର ସମାଧାନ ନେଇ ବାରମ୍ବାର ପ୍ରଶାସନ ଓ ସରକାରଙ୍କ ପାଖରେ ଦାବି ଉପସ୍ଥାପନ କରି ଆସୁଥିଲେ ମଧ୍ୟ ଅଦ୍ୟାବଧି ସେହି ସମସ୍ୟା ଗୁଡ଼ିକ ସମାଧାନ କରିବାରେ ବିଫଳ ସରକାର ଯଦି ଆଗାମୀ ୩୦ଦିନ ମଧ୍ୟରେ ପ୍ରମୁଖ ସମସ୍ୟା ଗୁଡ଼ିକ ପୂରଣ ନ କରନ୍ତି ତେବେ ଜୋରଦାର ଆନ୍ଦୋଳନ କରାଯିବ ବୋଲି ବିନିକା ଦଣ୍ଡସନାପଡା ଠାରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ଯୁବ ଆଇନଜୀବୀ ତଥା ସୁବର୍ଣ୍ଣପୁର ଜିଲ୍ଲା ବିଜେପିର ପୂର୍ବତନ ଯୁବମୋର୍ଚ୍ଚା ସଭାପତି ପ୍ରଶାନ୍ତ କୁମାର ଦଣ୍ଡସନା ପ୍ରକାଶ କରିଛନ୍ତି l ସେ କହିଛନ୍ତି ଯେ ସରକାରଙ୍କ ଠାରେ ବିଚାରଧୀନ ଥିବା ବିନିକାକୁ ତୁରନ୍ତ ସବ ଡିଭିଜନ ମାନ୍ୟତା ପ୍ରଦାନ ପାଇଁ ଗତ ୭ଏପ୍ରିଲ ୨୦୨୧ ତାରିଖରେ ଜିଲ୍ଲାପାଳଙ୍କ ଜରିଆରେ ମହାମହିମ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରାଯାଇଥିଲେ ମଧ୍ୟ ଅଦ୍ୟାବଧି ସରକାର ପଦକ୍ଷେପ ନେଇ ନାହାନ୍ତି, ସେହିପରି ଗରିବ ଲୋକଙ୍କ ପାଇଁ କେନ୍ଦ୍ରସରକାର ଯୋଗାଇ ଦେଉଥିବା ପ୍ରଧାନମନ୍ତ୍ରୀ ଆବାସ ଘରରେ ବ୍ୟାପକ ଦୁର୍ନୀତି ହୋଇଥିବା ନେଇ ଗତ ୭ଜୁଲାଇ୨୦୨୧ ରେ ସ୍ଥାନୀୟ ବିଜ୍ଞାପିତ ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ଜରିଆରେ ସୁବର୍ଣ୍ଣପୁର ଜିଲ୍ଲାପାଳଙ୍କ ଉଦ୍ଦେଶ୍ୟରେ ତଦନ୍ତ ଓ କାର୍ଯ୍ୟାନୁଷ୍ଠାନ ପାଇଁ ଦାବିପତ୍ର ପ୍ରଦାନ କରାଯାଇଥଲେ ମଧ୍ୟ ଅଦ୍ୟାବଧି ତାହାର ତଦନ୍ତ ହୋଇନାହିଁ,ହୀରାକୁଦରୁ ଭାୟା ବିନିକା ଦେଇ ସୁବର୍ଣ୍ଣପୁରକୁ ରେଲୱ୍ୱ ସଂଯୋଗିକରଣ ପାଇଁ ବଲାଙ୍ଗୀର ସାଂସଦ ଏଥିପ୍ରତି ଦୃଷ୍ଟି ଦେଇ ମାନ୍ୟବର କେନ୍ଦ୍ରମନ୍ତ୍ରୀଙ୍କ ସହ ଆଲୋଚନା କରି ପଦକ୍ଷେପ ନେବାକୁ ଦାବି କରାଯାଇଛି,ମହାମାରୀ କରୋନା ଯୋଗୁଁ ସାଧାରଣ ଲୋକଙ୍କ ଆର୍ଥିକ ସ୍ଥିତି ଦୟନୀୟ ହୋଇ ପଡ଼ିଥିବା ବେଳେ ଏଭଳି ପରିସ୍ଥିତିରେ ବିଦ୍ୟୁତ ଦରବୃଦ୍ଧି ବୋଝ ଉପରେ ନଳିତା ବିଡା ସଦୃଶ ହୋଇେଛି ତେଣୁ ମାର୍ଚ୍ଚ ମାସରୁ ଜୁଲାଇ ମାସ ପର୍ଯ୍ୟନ୍ତ ଉପଭୋକ୍ତାଙ୍କ ବିଦ୍ୟୁତ ବିଲ ସମ୍ପୂର୍ଣ ଛାଡ କରିବାକୁ ଦାବି,ରବିରିତୁରେ ବଞ୍ଚିତ ଚାଷୀଙ୍କ ଧାନ ତୁରନ୍ତ ସରକାର କିଣନ୍ତୁ ଏବଂ ଚଳିତ ଖରିଫ ଋତୁରେ ଚାଷୀଙ୍କ ପଞ୍ଜିକରଣ କପି ୭ଦିନ ଭିତରେ ପ୍ରଦାନ କରାଯାଉ ଆଦି ପ୍ରମୁଖ ଦାବି ପ୍ରଶାସନ ଓ ରାଜ୍ୟ ସରକାର ତୁରନ୍ତ ସମାଧାନ କରନ୍ତୁ ବୋଲି ଅନୁଷ୍ଟିତ ସାମ୍ବାଦିକ ସମ୍ବିଲନୀ ମାଧ୍ୟମରେ ଶ୍ରୀ ଦଣ୍ତସନା ଅନୁରୋଧ କରିଛନ୍ତି l ଅନୁଷ୍ଟିତ ଏହି ସାମ୍ବାଦିକ ସମ୍ବିଲନୀରେ ସୁବର୍ଣ୍ଣପୁର ଜିଲ୍ଲା ହିନ୍ଦୁ କେଶରୀୟା ବାହିନୀର ଜିଲ୍ଲା ଉପସଭାପତି ଶମ୍ଭୁ ପ୍ରସାଦ ହୋତା,ବିନିକା ବିଜେପିର ପୂର୍ବତନ ନଗର ସଭାପତି ସମ୍ବିତ ନେପାକ,ବିନିକା ବିଜେପି ନଗର ଉପସଭାପତି ଧର୍ମେନ୍ଦ୍ର ସାହୁ,ବିନିକା ବିଜେପି ଅନୁସୂଚିତ ଜାତି ମୋର୍ଚା ସଭାପତି କୃଷ୍ଣଚନ୍ଦ୍ର କୁମ୍ଭାର ପ୍ରମୁଖ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ   09-Oct-2026
  ରାଜ୍ୟ  
ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   09-Oct-2026
  ଜିଲ୍ଲା  
ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   09-Oct-2026
  ଜିଲ୍ଲା  
ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   09-Oct-2026
  ଜିଲ୍ଲା  
୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   09-Oct-2026
  ଜିଲ୍ଲା  
ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   09-Oct-2026
  ଜିଲ୍ଲା  
*ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   09-Oct-2026
  ଜିଲ୍ଲା  
ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ   09-Oct-2026
  ଜିଲ୍ଲା  
ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   09-Oct-2026

You Might Also Like