-+91-9937148622 |

prerana_bgr@rediffmail.com |

  Friday 9th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   (09-Oct-2026)       ||      ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   (09-Oct-2026)       ||      ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   (09-Oct-2026)       ||      ୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   (09-Oct-2026)       ||      ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   (09-Oct-2026)       ||      *ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   (09-Oct-2026)       ||      ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ    (09-Oct-2026)       ||      ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   (09-Oct-2026)       ||      ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ    (09-Oct-2026)       ||      ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   (09-Oct-2026)       ||      *ଦରଖାସ୍ତ ନଦେଇ ଫେରିଗଲେ ମହିଳାମାନେ, ଅବକାରୀ ଥାନା ରେ ପଡ଼ିଛି ତାଲା !*   (09-Oct-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ ଚତୁର୍ଥ ମାସିକ ବୈଠକ ଅନୁଷ୍ଠିତ   (09-Oct-2026)       ||      ବରପାଲିରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ ଶିବିର   (09-Oct-2026)       ||      ସରପଞ୍ଚ ସଂଘ ସଭାପତିଙ୍କ ବିରୋଧରେ ଥାନାରେ ମାମଲା   (09-Oct-2026)       ||      ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   (09-Oct-2026)       ||      ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   (09-Oct-2026)       ||      *ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||     

HOME   ଜିଲ୍ଲା

ବୌଦ୍ଧିକ ବାଧିତ ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କୁ ଶିକ୍ଷଣ ସାମଗ୍ରୀ କୀଟ ବଣ୍ଟନ

17-Jul-2021



ବିନିକା (ହିମାଂଶୁ ଶେଖର ପୁଟେଲ) : : ସ୍ଥାନୀୟ ଡିଆଇଇଟି ପରିସରରେ ସୁବର୍ଣ୍ଣପୁର ଜିଲ୍ଲା ସମଗ୍ର ଶିକ୍ଷା ତରଫରୁ ବୌଧିତ ବାଧିତ ଦିବ୍ୟାଙ୍ଗ ଛାତ୍ରଛାତ୍ରୀ ମାନଙ୍କୁ ଶିକ୍ଷଣ ସାମଗ୍ରୀ କୀଟ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି l କୋଭିଡ଼ କଟକଣା ନିୟମ ଅନୁଯାୟୀ ସୁବର୍ଣ୍ଣପୁର ଜିଲ୍ଲା ଶିକ୍ଷା ଅଧିକାରୀ ଲକ୍ଷ୍ମଣ ଭୋଇଙ୍କ ସଭାପତିତ୍ବରେ ଓ ଶିକ୍ଷକ ହିମାଂଶୁ ଭୂଷଣ ପଣ୍ଡାଙ୍କ ସଂଯୋଜନାରେ ଅନୁଷ୍ଟିତ ଏହି ବଣ୍ଟନ କାର୍ଯ୍ୟକ୍ରମରେ ଡିଆଇଇଟି ପ୍ରିନସିପାଳ ନିରୁପମା ରାଉତ ମୁଖ୍ୟ ଅତିଥି,ଏବିଇଓ ରାଧାକାନ୍ତ ଗର୍ତ୍ତିଆ ସମ୍ମାନନୀୟ ଅତିଥି ଭାବେ ଯୋଗ ଦେଇଥିଲେ l ଛତିଶଗଡ଼ ରାଜନନ୍ଦନ ଗାଁଓ ସ୍ଥିତ ଦିବ୍ୟାଙ୍ଗ ସଶକ୍ତିକରଣ ତଥା ପୁନର୍ବାସ ଆଞ୍ଚଳିକ କେନ୍ଦ୍ର ଦ୍ଵାରା ମାଗଣାରେ ଶିକ୍ଷଣ ସାମଗ୍ରୀ ବଣ୍ଟନ ହୋଇଥିଲା  ଏଥିରେ ଜିଲ୍ଲାର ୧୪ଜଣ ଅନୁସୂଚିତ ଜାତି ଓ ଜନଜାତିର ବୌଧିତ ବାଧିତ ଛାତ୍ରଛାତ୍ରୀ ମାନଙ୍କୁ ଶିକ୍ଷଣ ସାମଗ୍ରୀ ଦିଆ ଯାଇଥିଲା l ଏହି ଅବସରରେ ରାଜନନ୍ଦନ ଗାଁଓ ଆଞ୍ଚଳିକ କେନ୍ଦ୍ରର

ଅଡିଓଲୋଜିଷ୍ଟ ଗଜେନ୍ଦ୍ର କୁମାର ସାହୁ ଓ ବିଜୟ ସେନାପତି ଉପସ୍ଥିତ ରହି ଛାତ୍ରଛାତ୍ରୀଙ୍କୁ ତାଲିମ ପ୍ରଦାନ କରିଥିଲେ l l ଭାରପ୍ରାପ୍ତ ଆଇ,ଇ କୋଡିନେଟର ସଚ୍ଚିଦାନନ୍ଦ ସାହୁଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଅନୁଷ୍ଟିତ ଏହି କାର୍ଯ୍ୟକ୍ରମରେ ବିଆରପି ଚୌଧୁରୀ ତ୍ରିପାଠୀ,ରୋହିତ କୁମାର ନାଏକ,ରଞ୍ଜନ ସା,ଆଇଭି ଭୁବନେଶ୍ୱର ମେହେର,ବିରଞ୍ଚି ପୁଟେଲ,ନେପାଳ ଭୋଇ,ଅନ୍ତରାମ କମ୍ଫ ପ୍ରମୁଖ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ରାଜ୍ୟ  
ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   09-Oct-2026
  ଜିଲ୍ଲା  
ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   09-Oct-2026
  ଜିଲ୍ଲା  
ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   09-Oct-2026
  ଜିଲ୍ଲା  
୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   09-Oct-2026
  ଜିଲ୍ଲା  
ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   09-Oct-2026
  ଜିଲ୍ଲା  
*ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   09-Oct-2026
  ଜିଲ୍ଲା  
ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ   09-Oct-2026
  ଜିଲ୍ଲା  
ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   09-Oct-2026
  ଜିଲ୍ଲା  
*ଦରଖାସ୍ତ ନଦେଇ ଫେରିଗଲେ ମହିଳାମାନେ, ଅବକାରୀ ଥାନା ରେ ପଡ଼ିଛି ତାଲା !*   09-Oct-2026
  ଜିଲ୍ଲା  
ତୁଷୁରା କ୍ଲଷ୍ଟର ସ୍ତରୀୟ ଚତୁର୍ଥ ମାସିକ ବୈଠକ ଅନୁଷ୍ଠିତ   09-Oct-2026

You Might Also Like