-+91-9937148622 |

prerana_bgr@rediffmail.com |

  Friday 9th October 2026 |

| | | |

R.N.I. Regd No. ODIODI/2010/46693

Breaking News

*ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   (09-Oct-2026)       ||      ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ    (09-Oct-2026)       ||      ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   (09-Oct-2026)       ||      ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ    (09-Oct-2026)       ||      ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   (09-Oct-2026)       ||      *ଦରଖାସ୍ତ ନଦେଇ ଫେରିଗଲେ ମହିଳାମାନେ, ଅବକାରୀ ଥାନା ରେ ପଡ଼ିଛି ତାଲା !*   (09-Oct-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ ଚତୁର୍ଥ ମାସିକ ବୈଠକ ଅନୁଷ୍ଠିତ   (09-Oct-2026)       ||      ବରପାଲିରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ ଶିବିର   (09-Oct-2026)       ||      ସରପଞ୍ଚ ସଂଘ ସଭାପତିଙ୍କ ବିରୋଧରେ ଥାନାରେ ମାମଲା   (09-Oct-2026)       ||      ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   (09-Oct-2026)       ||      ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   (09-Oct-2026)       ||      *ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ    (08-Oct-2026)       ||      ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   (08-Oct-2026)       ||      ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   (08-Oct-2026)       ||      ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   (08-Oct-2026)       ||     

HOME   ରାଜ୍ୟ

ତୃତୀୟ ଲହର ପାଇଁ ଆମେ ପ୍ରସ୍ତୁତ ଅଛୁ ଓ ଆମର ସର୍ଭିଲାନ୍ସ ଟିମ ପ୍ରସ୍ତୁତ ଅଛନ୍ତି : ସ୍ୱାସ୍ଥ୍ୟ ନିର୍ଦେଶକ

17-Jul-2021



ଭୁବନେଶ୍ବର (ପ୍ରେରଣା ଖବର ବ୍ୟୁରୋ) : ଭାରତ ସରକାରଙ୍କ ପୂର୍ବ ପ୍ରସ୍ତୁତି ବହୁତ ସ୍ୱାଗତ ଯୋଗ୍ୟ । ବିଶ୍ୱରେ କିଛି ଦେଶର ସଂକ୍ରମଣ ହାର ବଢୁଛି । ଯଦିଓ ଗୁରୁତର ରୋଗୀଙ୍କ ସଂଖ୍ୟା କମ ରହୁଛି କିନ୍ତୁ ସଂକ୍ରମଣ ବଢୁଛି । ଆମେ ପୂର୍ବରୁ ବି ଦେଖିଛେ ଗୋଟିଏ ଲହର 3 ରୁ 4 ମାସ ରହୁଛି । ସେଥିପାଇଁ ତାକୁ ଦୃଷ୍ଟିରେ ରଖି ସଜାଗ ରହିବାକୁ ପଡ଼ିବ ବୋଲି ସ୍ୱାସ୍ଥ୍ୟ ନିର୍ଦେଶକ ବିଜୟ ମହାପାତ୍ର ସୂଚନା ଦେଇଛନ୍ତି । 

ଏହି ସଜାଗ କହିଲେ ସ୍ୱାସ୍ଥ୍ୟ ବିଭାଗ ବା ସରକାରଙ୍କ ପକ୍ଷରୁ କିଛି ଆକ୍ଟିଭିଟ କରାଯିବ । କମ୍ୟୁନିଟି ବି ତାକୁ ମାନିବେ । କିଛି ଏନଫୋର୍ସମେଣ୍ଟ ହେବ । ଏହି ଭଳି ଯାହା କାର୍ଯ୍ୟ ଅଛି ତାହା ଚାଲିବ । ଆମେ ସମସ୍ତେ ସମସ୍ତଙ୍କର ଦାୟିତ୍ୱ ନିର୍ବାହ କରିବା ଦରକାର ବୋଲି ସ୍ୱାସ୍ଥ୍ୟ ନିର୍ଦେଶକ ବିଜୟ ମହାପାତ୍ର କହିଛନ୍ତି ।ତୃତୀୟ ଲହର ପାଇଁ ଆମେ ପ୍ରସ୍ତୁତ ଅଛୁ । ଆମର ସର୍ଭିଲାନ୍ସ ଟିମ ପ୍ରସ୍ତୁତ ଅଛନ୍ତି । ଟେଷ୍ଟିଂ କୁ ବଢ଼େଇବା କାର୍ଯ୍ୟ ଜାରି ରହିଛି । ଟୀକା ମିଳିବା ଅନୁଯାୟୀ ଟୀକା କରଣ ଚାଲିଛି । ମାତ୍ର ଟୀକା ନିଅନ୍ତୁ ବା ନ ନିଅନ୍ତୁ କି ରୋଗ ଥାଉ କି ନଥାଉ ଆପଣ ମାନେ କୋଭିଡ କଟକଣା ମାନନ୍ତୁ । କାରଣ କୋଭିଡ ଏବେ ବି ଆମ ପରିବେଶ ଭିତରେ ବୁଲୁଛି  ବୋଲି ଶ୍ରୀ ମହାପାତ୍ର କହିଛନ୍ତି । 

ବର୍ତ୍ତମାନ ପର୍ଯ୍ୟନ୍ତ ବି ଆମ ରାଜ୍ୟରେ ସେକେଣ୍ଡ ୱେଭ ଜାରି ରହିଛି । ବିଭିନ୍ନ ସମୟରେ ଏହା ଉପର ତଳ ହେଉଛି । ବିଶେଷ କରି ଆମର କଟକ ଭୁବନେଶ୍ୱର ପାଇଁ କିଛିଟା ଚିନ୍ତା ରହିଛି । ଆମେ ଆହୁରି ଏନଫୋର୍ସମେଣ୍ଟ କରିବାକୁ ଚିନ୍ତା କରୁଛୁ । ଟୀକା ନେବା ପରେ ବି ଲୋକମାନେ ସଂକ୍ରମିତ ହେଉଛନ୍ତି । ମାତ୍ର ସେହି କ୍ଷେତ୍ରରେ ସିଭିୟରିଟି କମ ରହୁଛି । ବୋଲି  ସ୍ୱାସ୍ଥ୍ୟ ନିର୍ଦେଶକ ବିଜୟ ମହାପାତ୍ର କହିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
*ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   09-Oct-2026
  ଜିଲ୍ଲା  
ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ   09-Oct-2026
  ଜିଲ୍ଲା  
ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   09-Oct-2026
  ଜିଲ୍ଲା  
*ଦରଖାସ୍ତ ନଦେଇ ଫେରିଗଲେ ମହିଳାମାନେ, ଅବକାରୀ ଥାନା ରେ ପଡ଼ିଛି ତାଲା !*   09-Oct-2026
  ଜିଲ୍ଲା  
ତୁଷୁରା କ୍ଲଷ୍ଟର ସ୍ତରୀୟ ଚତୁର୍ଥ ମାସିକ ବୈଠକ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ବରପାଲିରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ ଶିବିର   09-Oct-2026
  ଜିଲ୍ଲା  
ସରପଞ୍ଚ ସଂଘ ସଭାପତିଙ୍କ ବିରୋଧରେ ଥାନାରେ ମାମଲା   09-Oct-2026
  ଜିଲ୍ଲା  
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   09-Oct-2026
  ଜିଲ୍ଲା  
ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   09-Oct-2026
  ଜିଲ୍ଲା  
*ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   09-Oct-2026

You Might Also Like