-+91-9937148622 |

prerana_bgr@rediffmail.com |

  Friday 9th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   (09-Oct-2026)       ||      ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ    (09-Oct-2026)       ||      ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   (09-Oct-2026)       ||      *ଦରଖାସ୍ତ ନଦେଇ ଫେରିଗଲେ ମହିଳାମାନେ, ଅବକାରୀ ଥାନା ରେ ପଡ଼ିଛି ତାଲା !*   (09-Oct-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ ଚତୁର୍ଥ ମାସିକ ବୈଠକ ଅନୁଷ୍ଠିତ   (09-Oct-2026)       ||      ବରପାଲିରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ ଶିବିର   (09-Oct-2026)       ||      ସରପଞ୍ଚ ସଂଘ ସଭାପତିଙ୍କ ବିରୋଧରେ ଥାନାରେ ମାମଲା   (09-Oct-2026)       ||      ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   (09-Oct-2026)       ||      ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   (09-Oct-2026)       ||      *ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ    (08-Oct-2026)       ||      ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   (08-Oct-2026)       ||      ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   (08-Oct-2026)       ||      ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   (08-Oct-2026)       ||      ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   (08-Oct-2026)       ||      ଜାମ୍ବଗୁଡ଼ା ବିଦ୍ୟାଳୟରେ ପ୍ରଥମଥର ବିଦ୍ୟାଳୟସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ   (08-Oct-2026)       ||     

HOME   ରାଜ୍ୟ

ତୃତୀୟ ଲହର ପାଇଁ ଆମ ରାଜ୍ୟ ସରକାର ସ୍ୱତନ୍ତ୍ର ଆକ୍ସନ ପ୍ଲାନ କରିବା ଦରକାର* *ଥରେ ସଂକ୍ରମିତ ହେବା ପରେ ପୁଣି ସଂକ୍ରମିତ ହେଲେ ରୋଗୀ ଅଧିକ ଗୁରୁତର ହେଉଛନ୍ତି c

17-Jul-2021



ଭୁବନେଶ୍ବର (ପ୍ରେରଣା ଖବର) ତୃତୀୟ ଲହର ପାଇଁ ଆମ ରାଜ୍ୟ ସରକାର ସ୍ୱତନ୍ତ୍ର ଆକ୍ସନ ପ୍ଲାନ କରିବା ଦରକାର । ଜେନମ ସିକ୍ୟୁଏନ୍ସି କୁ ବଢେଇବାକୁ ପଡ଼ିବ । ଏହା ଦ୍ୱାରା ଆମେ ନୂଆ ଷ୍ଟ୍ରେନ ଉପରେ ନଜର ରଖି ପାରିବା । ମହାରାଷ୍ଟ୍ର ପରି ଓଡ଼ିଶା ବି ଏହାକୁ କରିବାକୁ ପଡିବ । 4 ଟି ସମେତ କୋଭିଡ କଟକଣାକୁ କଡାକଡି କରିବାକୁ ପଡ଼ିବ ।

ନଭେମ୍ବର ମାସ ପର୍ଯ୍ୟନ୍ତ ଆମକୁ କୋଭିଡ କଟକଣା ରଖିବାକୁ ପଡ଼ିବ । ବର୍ଷ ଶେଷ ପର୍ଯ୍ୟନ୍ତ ସମସ୍ତେ କୋଭିଡ ନିୟମକୁ ମାନିବାକୁ ପଡ଼ିବ । କାରଣ ଅନେକ ଦେଶରେ ତୃତୀୟ ଲହର ଆସି ଗଲାଣି ।  ଆମେ ଯଦି ସତର୍କ ନ ରହିବା ତେବେ ତୃତୀୟ ଲହର ଶୀଘ୍ର ଆସିଯିବ । ଅକ୍ଟୋବର ଶେଷ ଆଡ଼କୁ ଆମ ରାଜ୍ୟରେ ତୃତୀୟ ଲହର ଆସିବାର ବହୁ ସମ୍ଭାବନା ରହିଛି । 

ଯେଉଁ ଜାଗାରେ କେସସ୍ ଅଧିକ ରହିବ ସେଠି ନୂଆ 
ମ୍ୟୁଟାଣ୍ଟ ସୃଷ୍ଟି ହେବାର ସମ୍ଭାବନା ଅଧିକ । ଯେହେତୁ ଆମର କିଛି ଜିଲ୍ଲାରେ ସଂକ୍ରମଣ ଅଧିକ ରହୁଛି ତେଣୁ ଏଠି ନୂଆ ମ୍ୟୁଟାଣ୍ଟ ସୃଷ୍ଟି ହେବାର ଆଶଙ୍କା କରାଯାଉଛି । ତେଣୁ ଆମର ସଂକ୍ରମଣ ରେଟ ଟା କମେଇବାକୁ ପଡ଼ିବ । ସେ ଦୃଷ୍ଟିରୁ ଆମକୁ କୋଭିଡ ନିୟମ ମାନିବାକୁ ପଡ଼ିବ । ସରକାର ତ ଯାହା ପଦକ୍ଷେପ ନେଉଛନ୍ତି ମାତ୍ର ଆମେ କଟକଣାକୁ କଡାକଡି ଭାବେ ଅନୁପାଳନ କରିବା ଦରକାର । 

ଟୀକା ନେବା ପରେ ବି ସଂକ୍ରମଣ ହେଉଛି । ତେଣୁ ଲୋକମାନେ କଟକଣା ମାନନ୍ତୁ । ଡବଲ ଡୋଜ ନେବା ପରେ 95 ପ୍ରତିଶତ ମୃତ୍ୟୁ ଆଶଙ୍କା କମି ଯିବ । ମାତ୍ର 5 ପ୍ରତିଶତ ପାଇଁ ବି ଆମକୁ ସତର୍କ ରହିବାକୁ ପଡିବ ବୋଲି ଜନସ୍ୱାସ୍ଥ୍ୟ ବିଶେଷଜ୍ଞ ନିରୋଜ ମିଶ୍ର କହିଛନ୍ତି । 

ଥରେ ସଂକ୍ରମିତ ହେବା ପରେ ପୁଣି ସଂକ୍ରମିତ ହେଲେ ରୋଗୀ ଅଧିକ ଗୁରୁତର ହେଉଛନ୍ତି । ଭାଇରସ୍ ଟା ବଡ଼ି ଭିତରେ ରହିପାରେ । ଡେଲଟା ଭେରିୟଣ୍ଟ ବହୁ ଡିଫିକଲଟ । ଏହି ଭାଇରସ୍ ଆମ ଭିତରେ ଅଧିକ ଦିନ ରହି ପାରେ । 

ବାଇଟ - ନିରୋଜ ମିଶ୍ର, ସ୍ୱାସ୍ଥ୍ୟ ବିଶେଷଜ୍ଞ


News Comment




Photo in News

Advertisment
Lastest News
  ଜିଲ୍ଲା  
ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   09-Oct-2026
  ଜିଲ୍ଲା  
*ଦରଖାସ୍ତ ନଦେଇ ଫେରିଗଲେ ମହିଳାମାନେ, ଅବକାରୀ ଥାନା ରେ ପଡ଼ିଛି ତାଲା !*   09-Oct-2026
  ଜିଲ୍ଲା  
ତୁଷୁରା କ୍ଲଷ୍ଟର ସ୍ତରୀୟ ଚତୁର୍ଥ ମାସିକ ବୈଠକ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ବରପାଲିରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ ଶିବିର   09-Oct-2026
  ଜିଲ୍ଲା  
ସରପଞ୍ଚ ସଂଘ ସଭାପତିଙ୍କ ବିରୋଧରେ ଥାନାରେ ମାମଲା   09-Oct-2026
  ଜିଲ୍ଲା  
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   09-Oct-2026
  ଜିଲ୍ଲା  
ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   09-Oct-2026
  ଜିଲ୍ଲା  
*ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   09-Oct-2026
  ରାଜ୍ୟ  
ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   09-Oct-2026
  ରାଜ୍ୟ  
ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   09-Oct-2026

You Might Also Like