-+91-9937148622 |

prerana_bgr@rediffmail.com |

  Friday 9th October 2026 |

| | | |

R.N.I. Regd No. ODIODI/2010/46693

Breaking News

ତୁଷୁରା କ୍ଲଷ୍ଟର ସ୍ତରୀୟ ଚତୁର୍ଥ ମାସିକ ବୈଠକ ଅନୁଷ୍ଠିତ   (09-Oct-2026)       ||      ବରପାଲିରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ ଶିବିର   (09-Oct-2026)       ||      ସରପଞ୍ଚ ସଂଘ ସଭାପତିଙ୍କ ବିରୋଧରେ ଥାନାରେ ମାମଲା   (09-Oct-2026)       ||      ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   (09-Oct-2026)       ||      ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   (09-Oct-2026)       ||      *ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ    (08-Oct-2026)       ||      ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   (08-Oct-2026)       ||      ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   (08-Oct-2026)       ||      ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   (08-Oct-2026)       ||      ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   (08-Oct-2026)       ||      ଜାମ୍ବଗୁଡ଼ା ବିଦ୍ୟାଳୟରେ ପ୍ରଥମଥର ବିଦ୍ୟାଳୟସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ   (08-Oct-2026)       ||      ଗଞ୍ଜେଇ ଚାଲାଣ ଅଭିଯୋଗରେ ଅଭିଯୁକ୍ତ ମାନଙ୍କୁ ସଶ୍ରମ କାରାଦଣ୍ଡ ଏବଂ ୧ ଲକ୍ଷ ଟଙ୍କା ଜରିମାନା   (08-Oct-2026)       ||      ବିନିକାରେ ବନ୍ଦ ପାଳନ ସମ୍ପୂର୍ଣ୍ଣ ସଫଳ   (08-Oct-2026)       ||      ଜିଲ୍ଲାସ୍ତରୀୟ ଜାତୀୟ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ଖୋଲାନ ପିଏମଶ୍ରୀ ଅକ୍ତିଆର କଲା ପ୍ରଥମ ସ୍ଥାନ    (08-Oct-2026)       ||      ଟିଟିଲାଗଡ ଉପଖଣ୍ଡ ସ୍ତରୀୟ ଡାକ୍ତରଖାନାରେ ଟିବି ମୁକ୍ତ ଭାରତ ଅଭିଯାନ    (08-Oct-2026)       ||     

HOME   ରାଜ୍ୟ

ବାଲିଗୁଡ଼ା : ନିଜ ଜନ୍ମ କଲା ସନ୍ତାନକୁ କୂଅକୁ ଠେଲି ଦେଇ ମାଁ ର ହତ୍ୟା ଉଦ୍ୟମ

17-Jul-2021



ବାଲିଗୁଡା,(ପ୍ରେରଣା ଖବର ବ୍ୟୁରୋ) : ଜଣେ ମହିଳା ତାଙ୍କର ଦୁଇ ଛୁଆଙ୍କୁ କୂଅକୁ ଠେଲି ମାରିବା ପରେ ଆତ୍ମହତ୍ୟା ଉଦ୍ୟମ କରିଥିବା ଅଭିଯୋଗ ହୋଇଛି । ଏଭଳି ଏକ ଘଟଣା କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ରାଇକିଆ ଅଞ୍ଚଳରୁ ଆସିଛି। ମିଳିଥିବା ସୂଚନା ଅନୁଯାୟୀ, ଶୁକ୍ରବାର ଦିନ ରାଇକିଆ ଖ୍ରୀଷ୍ଟିଆନ ସାହିରେ ରହୁଥିବା ଭାଗ୍ୟଲକ୍ଷ୍ମୀ ପାତ୍ର ଓ ତାଙ୍କ ସ୍ୱାମୀ ଏମ୍‌. ରାଜେଶ ପାତ୍ରଙ୍କ 

ମଧ୍ୟରେ କୌଣସି କାରଣକୁ ନେଇ ଝଗଡ଼ା ହୋଇଥିଲା। ଏହା ପରେ ଭାଗ୍ୟଲକ୍ଷ୍ମୀ ଦୁଇ ଛୁଆ (୯ ବର୍ଷର ଝିଅ ବୈଷ୍ଣବୀ ଓ ୫ ବର୍ଷର ପୁଅ ଯୁବରାଜ)ଙ୍କୁ ଧରି ଘରୁ ପଳାଇଥିଲେ। ଶନିବାର ଏକ କୂଅରେ ଦୁଇ ଛୁଆଙ୍କୁ ଠେଲି ମାରିବା ପରେ ନିଜେ ଆତ୍ମହତ୍ୟା କରିବାକୁ ଉଦ୍ୟମ କରିଥିଲେ। ଅଗ୍ନିଶମ ବାହିନୀ ପହଞ୍ଚି କୂଅ ଭିତରୁ ଦୁଇ ଛୁଆଙ୍କୁ ଉଦ୍ଧାର କରିଥିଲେ। ତେବେ ଡାକ୍ତରଖାନାରେ ସେମାନଙ୍କୁ ମୃତ ଘୋଷଣା କରାଯାଇଥିଲା।କେଉଁ କାରଣକୁ ନେଇ ଭାଗ୍ୟଲକ୍ଷ୍ମୀ ଓ ତାଙ୍କ ସ୍ୱାମୀଙ୍କ ମଧ୍ୟରେ ମଧ୍ୟରେ ଝଗଡ଼ା ହୋଇଥିଲା ଯେ ସେ ଏଭଳି ଏକ ପଦକ୍ଷେପ ନେଲେ, ତାହା ସ୍ପଷ୍ଟ ହୋଇପାରି ନାହିଁ। ରାଇକିଆ ପୁଲିସ୍ ଘଟଣାର ତଦନ୍ତ କରୁଛି। ଅନ୍ୟ ପକ୍ଷରେ ଭାଗ୍ୟଲକ୍ଷ୍ମୀଙ୍କ ଭାଇ ରାଇକିଆ ଥାନାରେ ଅଭିଯୋଗ କରିଛନ୍ତି ଯେ ରାଜେଶଙ୍କର ଅନ୍ୟ ମହିଳାଙ୍କ ସହିତ ସଂପର୍କ ଥିଲା। ସେଥିପାଇଁ ଭାଗ୍ୟଲକ୍ଷ୍ମୀ ଓ ରାଜେଶଙ୍କ ମଧ୍ୟରେ ଝଗଡ଼ା ହେଉଥିଲା। ଭାଗ୍ୟଲକ୍ଷ୍ମୀଙ୍କୁ ରାଜେଶ ନିର୍ଯାତନା ଦେଉଥିବାରୁ ସେ ଏଭଳି ଏକ ଚରମ 

ପଦକ୍ଷେପ ନେଇଥିବା ତାଙ୍କ ଭାଇ କହିଛନ୍ତି। ଖବର ପାଇ ଘଟଣା ସ୍ଥଳରେ ଜି.ଉଦୟଗିରି ଉପଖଣ୍ଡ ପୁଲିସ ଅଧିକାରୀ ଡ.ତିରୁପତି ରାୟ ପଟ୍ଟନାୟକ ଓ ଥାନା ଅଧିକାରୀ ଶ୍ରକାନ୍ତ ଖମାରୀ ଘଟଣା ସ୍ଥଳରେ ପହଞ୍ଚି ଛାନଭିନ ଜାରି ରଖିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ତୁଷୁରା କ୍ଲଷ୍ଟର ସ୍ତରୀୟ ଚତୁର୍ଥ ମାସିକ ବୈଠକ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ବରପାଲିରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ ଶିବିର   09-Oct-2026
  ଜିଲ୍ଲା  
ସରପଞ୍ଚ ସଂଘ ସଭାପତିଙ୍କ ବିରୋଧରେ ଥାନାରେ ମାମଲା   09-Oct-2026
  ଜିଲ୍ଲା  
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   09-Oct-2026
  ଜିଲ୍ଲା  
ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   09-Oct-2026
  ଜିଲ୍ଲା  
*ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   09-Oct-2026
  ରାଜ୍ୟ  
ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   09-Oct-2026
  ରାଜ୍ୟ  
ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   09-Oct-2026
  ଜିଲ୍ଲା  
କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   08-Oct-2026
  ଜିଲ୍ଲା  
କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   08-Oct-2026
  ଜିଲ୍ଲା  
କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ   08-Oct-2026
  ଜିଲ୍ଲା  
ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   08-Oct-2026

You Might Also Like