-+91-9937148622 |

prerana_bgr@rediffmail.com |

  Friday 9th October 2026 |

| | | |

R.N.I. Regd No. ODIODI/2010/46693

Breaking News

ତୁଷୁରା କ୍ଲଷ୍ଟର ସ୍ତରୀୟ ଚତୁର୍ଥ ମାସିକ ବୈଠକ ଅନୁଷ୍ଠିତ   (09-Oct-2026)       ||      ବରପାଲିରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ ଶିବିର   (09-Oct-2026)       ||      ସରପଞ୍ଚ ସଂଘ ସଭାପତିଙ୍କ ବିରୋଧରେ ଥାନାରେ ମାମଲା   (09-Oct-2026)       ||      ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   (09-Oct-2026)       ||      ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   (09-Oct-2026)       ||      *ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ    (08-Oct-2026)       ||      ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   (08-Oct-2026)       ||      ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   (08-Oct-2026)       ||      ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   (08-Oct-2026)       ||      ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   (08-Oct-2026)       ||      ଜାମ୍ବଗୁଡ଼ା ବିଦ୍ୟାଳୟରେ ପ୍ରଥମଥର ବିଦ୍ୟାଳୟସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ   (08-Oct-2026)       ||      ଗଞ୍ଜେଇ ଚାଲାଣ ଅଭିଯୋଗରେ ଅଭିଯୁକ୍ତ ମାନଙ୍କୁ ସଶ୍ରମ କାରାଦଣ୍ଡ ଏବଂ ୧ ଲକ୍ଷ ଟଙ୍କା ଜରିମାନା   (08-Oct-2026)       ||      ବିନିକାରେ ବନ୍ଦ ପାଳନ ସମ୍ପୂର୍ଣ୍ଣ ସଫଳ   (08-Oct-2026)       ||      ଜିଲ୍ଲାସ୍ତରୀୟ ଜାତୀୟ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ଖୋଲାନ ପିଏମଶ୍ରୀ ଅକ୍ତିଆର କଲା ପ୍ରଥମ ସ୍ଥାନ    (08-Oct-2026)       ||      ଟିଟିଲାଗଡ ଉପଖଣ୍ଡ ସ୍ତରୀୟ ଡାକ୍ତରଖାନାରେ ଟିବି ମୁକ୍ତ ଭାରତ ଅଭିଯାନ    (08-Oct-2026)       ||     

HOME   ଜିଲ୍ଲା

ଲୋଇସିଂହା : କୁଟେନପାଲି ଗ୍ରାମରେ ଛୋଟ ପିଲାମାନଙ୍କୁ ନେଇ ସଫେଇ କାର୍ଯ୍ୟକ୍ରମ

17-Jul-2021



ଲୋଇସିଂହା, (ବିନୋଦ କୁମାର ଦୀପ ): ଲୋଇସିଂହା ବ୍ଲକ କୁଟେନ ପାଲି ପଂଚାୟତ ପାଖ କୁଟେନପାଲି ଗ୍ରାମରେ ଛୋଟ ପିଲାମାନଙ୍କୁ ନେଇ ସଫେଇ କାମ କରାଯାଉଛି l ପ୍ରକାଶ ଥାଉକି ଗାଁ ଲୋକ କହିବାନୁଯାୟୀ ଦୀର୍ଘ ଅନେକ ବର୍ଷ ହେବ ଗାଁ ନାଳ, ରାସ୍ତା ସଫେଇ କାମ ସରପଞ୍ଚ ଓ ଅଙ୍ଗନବାଡିଙ୍କ ଦ୍ୱାରା ହୋଇନଥିଲା l କିନ୍ତୁ ଆଜି ଅଙ୍ଗନବାଡି କର୍ମୀ ଶ୍ରୀମତୀ ନମିତା ନନ୍ଦ ଛୋଟ ଶିଶୁମାନଙ୍କୁ କିଛି ପଇସା ଦେବିକହି ନାଲା ଓ ରାସ୍ତା କଡ଼ର ଆବର୍ଜନାର ସଫେଇ କାର୍ଯ୍ୟ କରାଇଛନ୍ତି l ଅଙ୍ଗନବାଡି କର୍ମୀ ଶ୍ରୀମତୀ ନନ୍ଦଙ୍କୁ ବୁଝିବାରୁ ପ୍ରତ୍ୟେକ ବର୍ଷ କାମ ଚାଲିଛି ଓ ରେଜିଷ୍ଟ୍ରର ମଧ୍ୟ ହେଉଛି l ପିଲାଙ୍କୁ ପଚାରିବାରୁ ଗତକାଲି ଆମଛୋଟ ପିଲାଙ୍କ ଗୋଟେ ମିଟିଙ୍ଗ ହୋଇଥିଲା ଓ ଆଜି ସଫେଇ କାର୍ଯ୍ୟରେ ଲାଗିଛୁ l ବଡ଼ଲୋକ

ଥାଇ ଛୋଟଛୁଆଙ୍କୁ କାର୍ଯ୍ୟରେ ଲଗାଇବା ଦୁଃଖର ବିଷୟ l ଗ୍ରାମ୍ୟ ସ୍ୱଚ୍ଛତା ଲାଗି ସରକାର ପଇସା ଖର୍ଚ୍ଚକରି ଅନେକ ଯୋଜନା ଚଳାଇଛନ୍ତି ହେଲେ ଅନେକ ସ୍ଥାନରେ ତାହା ଫେଲ ମାରୁଛି l ଯେଉଁ ଛୋଟ ଛୁଆମାନେ ପାଠ ପଢିବା ଲାଗି ଖାତା ଓ ପେନସିଲ ଧରିବା କଥା ତାଙ୍କୁ ସେଠି ସଫେଇ ସାମଗ୍ରୀ ଧରାଯାଉଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ତୁଷୁରା କ୍ଲଷ୍ଟର ସ୍ତରୀୟ ଚତୁର୍ଥ ମାସିକ ବୈଠକ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ବରପାଲିରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ ଶିବିର   09-Oct-2026
  ଜିଲ୍ଲା  
ସରପଞ୍ଚ ସଂଘ ସଭାପତିଙ୍କ ବିରୋଧରେ ଥାନାରେ ମାମଲା   09-Oct-2026
  ଜିଲ୍ଲା  
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   09-Oct-2026
  ଜିଲ୍ଲା  
ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   09-Oct-2026
  ଜିଲ୍ଲା  
*ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   09-Oct-2026
  ରାଜ୍ୟ  
ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   09-Oct-2026
  ରାଜ୍ୟ  
ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   09-Oct-2026
  ଜିଲ୍ଲା  
କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   08-Oct-2026
  ଜିଲ୍ଲା  
କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   08-Oct-2026
  ଜିଲ୍ଲା  
କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ   08-Oct-2026
  ଜିଲ୍ଲା  
ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   08-Oct-2026

You Might Also Like