-+91-9937148622 |

prerana_bgr@rediffmail.com |

  Friday 9th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲିରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ ଶିବିର   (09-Oct-2026)       ||      ସରପଞ୍ଚ ସଂଘ ସଭାପତିଙ୍କ ବିରୋଧରେ ଥାନାରେ ମାମଲା   (09-Oct-2026)       ||      ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   (09-Oct-2026)       ||      ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   (09-Oct-2026)       ||      *ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ    (08-Oct-2026)       ||      ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   (08-Oct-2026)       ||      ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   (08-Oct-2026)       ||      ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   (08-Oct-2026)       ||      ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   (08-Oct-2026)       ||      ଜାମ୍ବଗୁଡ଼ା ବିଦ୍ୟାଳୟରେ ପ୍ରଥମଥର ବିଦ୍ୟାଳୟସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ   (08-Oct-2026)       ||      ଗଞ୍ଜେଇ ଚାଲାଣ ଅଭିଯୋଗରେ ଅଭିଯୁକ୍ତ ମାନଙ୍କୁ ସଶ୍ରମ କାରାଦଣ୍ଡ ଏବଂ ୧ ଲକ୍ଷ ଟଙ୍କା ଜରିମାନା   (08-Oct-2026)       ||      ବିନିକାରେ ବନ୍ଦ ପାଳନ ସମ୍ପୂର୍ଣ୍ଣ ସଫଳ   (08-Oct-2026)       ||      ଜିଲ୍ଲାସ୍ତରୀୟ ଜାତୀୟ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ଖୋଲାନ ପିଏମଶ୍ରୀ ଅକ୍ତିଆର କଲା ପ୍ରଥମ ସ୍ଥାନ    (08-Oct-2026)       ||      ଟିଟିଲାଗଡ ଉପଖଣ୍ଡ ସ୍ତରୀୟ ଡାକ୍ତରଖାନାରେ ଟିବି ମୁକ୍ତ ଭାରତ ଅଭିଯାନ    (08-Oct-2026)       ||      ଟିଟିଲାଗଡ଼ରେ ବିଶ୍ୱ ଦୃଷ୍ଟି ଦିବସ ପାଳିତ - ଏସ୍.ସି.ଡି ଚକ୍ଷୁ ଚିକିତ୍ସାଳୟ ଓ ଲାୟନ୍ସ କ୍ଲବ ପକ୍ଷରୁ ପକ୍ଷରୁ ଜନସଚେତନତା ରାଲି   (08-Oct-2026)       ||     

HOME   ଜିଲ୍ଲା

ବଲାଙ୍ଗିର : ବିଜୁ ଜନତା ଦଳ ପକ୍ଷରୁ ଦଳର ନୂତନ ଜିଲ୍ଲାସ୍ତରୀୟ କର୍ମକର୍ତ୍ତା ମାନଙ୍କୁ ସମ୍ବର୍ଦ୍ଧନା

17-Jul-2021



ବଲାଙ୍ଗିର(ପ୍ରେରଣା ଖବର) ,  ବିଜୁ ଜନତା ଦଳର ନୂତନ ଭାବରେ ଜିଲ୍ଲା ଓ ରାଜ୍ଯ ସ୍ତରରେ ଦଳର ସୁପ୍ରୀମୋ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ  ବିଭିନ୍ନ ପଦରେ  ନିଯୁକ୍ତ କରିଥିବା ପଦାଧିକାରୀ ମାନଙ୍କୁ ବଲାଙ୍ଗିର ବିଜୁ ଜନତା ଦଳ ତରଫରୁ ଶୈଳେଶ୍ରୀ ପେଲେସରେ ସମ୍ବର୍ଧିତ କରାଯାଇ ସମ୍ବର୍ଧନା ସଭା ଅନୁଷ୍ଠିତ ହୋଇଯାଇଛି । ଏହି ସମ୍ବର୍ଧନା ସଭାକୁ ବଲାଙ୍ଗିର ଯୁବନେତା ଅର୍କେଶ ନାରୟଣ ସିଂହଦେଓ ଙ୍କ ଉପସ୍ଥିତିରେ ଜିଲ୍ଲା ଯୁବ ବିଜେଡି ସଭାପତି ରାଜେନ୍ଦ୍ର ହୋତା ଙ୍କ ସଂଯୋଜନା ରେ ରାଜ୍ଯ ବିଜୁ ମହିଳା ଦଳର ବରିଷ୍ଠ ଉପସଭାପତି ଜ୍ଯୋତି ପାଣିଗ୍ରାହୀ , ରାଜ୍ଯ ମହିଳା ଉପସଭାପତି ଗୋପା ମହାନନ୍ଦ , ଜିଲ୍ଲା ମହିଳା ସଭାପତି ଦମୟନ୍ତୀ ବାଗ , ଜିଲ୍ଲା ବିଜୁ ଜନତା ଦଳର କାର୍ଯ୍ଯକାରୀ ସଭାପତି ଶ୍ରୀ ଅଶୋକ ମହାନ୍ତି , ଜିଲ୍ଲା ଉପସଭାପତି ପ୍ରଦିପ ଗୁରୁ , ଜିଲ୍ଲା ସାଧାରଣ ସମ୍ପାଦକ କୈଳାସ ମହାନ୍ତି , କାର୍ଯ୍ଯକାରୀ ସଦସ୍ଯ ମହେନ୍ଦ୍ର ବାଗ ଏବଂ ସନ୍ତୋଷ ଦନ୍ତା ଙ୍କୁ ବଲାଙ୍ଗିର ବିଜୁ ଜନତା ଦଳ , ଯୁବ ଜନତା ଦଳ , ମହିଳା ଜନତା ଦଳ ଓ ଛାତ୍ର ଜନତା ଦଳ ର ସଦସ୍ଯ ମାନେ ସମ୍ବର୍ଧିତ କରିଥିଲେ । ଏହି ସଭାରେ ଓମକାର ନାୟକ , ଜୟରାମ ମିଶ୍ର , ସୁଶିଲ ଚାନ୍ଦ , ଲକ୍ଷ୍ମଣ ମେହେର ,  ଗୁଲାପ ବାଗ ବାଗ ଶିଶିର ମିଶ୍ର , ସଞ୍ଜିବ ମିଶ୍ର , ସାଗର ସଙ୍ଗମ ଶତପଥୀ , ଗୁଞ୍ଜ 

ଖାନ , ସୁମନ ନନ୍ଦ , ପ୍ରଦ୍ଯୁମ୍ନ ହୋତା , ନିହାର ସ୍ବାଇଁ ,  ସନ୍ତୋଷିନୀ ବେହେରା , ଲିପିଶ୍ରୀ ସାଏ , ମମତା ଜେନା , ମୁନା ଖାନ , ବୈଶ୍ନବ ସାହୁ , ଶୁଭ୍ରାଂଶୁ ଶେଖର ପଣ୍ଡା ପ୍ରୀୟ ବହିଦାର , ବାଲାଜୀ ପଣ୍ଡା , ସତ୍ଯ ନାୟକ ଙ୍କ ସହିତ ଶତାଧିକ ଯୁବ ଛାତ୍ର ମହିଳା କର୍ମକର୍ତ୍ତା ଉପସ୍ଥିତ ଥିଲେ  । 


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲିରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ ଶିବିର   09-Oct-2026
  ଜିଲ୍ଲା  
ସରପଞ୍ଚ ସଂଘ ସଭାପତିଙ୍କ ବିରୋଧରେ ଥାନାରେ ମାମଲା   09-Oct-2026
  ଜିଲ୍ଲା  
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   09-Oct-2026
  ଜିଲ୍ଲା  
ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   09-Oct-2026
  ଜିଲ୍ଲା  
*ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   09-Oct-2026
  ରାଜ୍ୟ  
ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   09-Oct-2026
  ରାଜ୍ୟ  
ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   09-Oct-2026
  ଜିଲ୍ଲା  
କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   08-Oct-2026
  ଜିଲ୍ଲା  
କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   08-Oct-2026
  ଜିଲ୍ଲା  
କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ   08-Oct-2026
  ଜିଲ୍ଲା  
ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   08-Oct-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   08-Oct-2026

You Might Also Like