-+91-9937148622 |

prerana_bgr@rediffmail.com |

  Friday 9th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲିରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ ଶିବିର   (09-Oct-2026)       ||      ସରପଞ୍ଚ ସଂଘ ସଭାପତିଙ୍କ ବିରୋଧରେ ଥାନାରେ ମାମଲା   (09-Oct-2026)       ||      ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   (09-Oct-2026)       ||      ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   (09-Oct-2026)       ||      *ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ    (08-Oct-2026)       ||      ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   (08-Oct-2026)       ||      ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   (08-Oct-2026)       ||      ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   (08-Oct-2026)       ||      ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   (08-Oct-2026)       ||      ଜାମ୍ବଗୁଡ଼ା ବିଦ୍ୟାଳୟରେ ପ୍ରଥମଥର ବିଦ୍ୟାଳୟସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ   (08-Oct-2026)       ||      ଗଞ୍ଜେଇ ଚାଲାଣ ଅଭିଯୋଗରେ ଅଭିଯୁକ୍ତ ମାନଙ୍କୁ ସଶ୍ରମ କାରାଦଣ୍ଡ ଏବଂ ୧ ଲକ୍ଷ ଟଙ୍କା ଜରିମାନା   (08-Oct-2026)       ||      ବିନିକାରେ ବନ୍ଦ ପାଳନ ସମ୍ପୂର୍ଣ୍ଣ ସଫଳ   (08-Oct-2026)       ||      ଜିଲ୍ଲାସ୍ତରୀୟ ଜାତୀୟ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ଖୋଲାନ ପିଏମଶ୍ରୀ ଅକ୍ତିଆର କଲା ପ୍ରଥମ ସ୍ଥାନ    (08-Oct-2026)       ||      ଟିଟିଲାଗଡ ଉପଖଣ୍ଡ ସ୍ତରୀୟ ଡାକ୍ତରଖାନାରେ ଟିବି ମୁକ୍ତ ଭାରତ ଅଭିଯାନ    (08-Oct-2026)       ||      ଟିଟିଲାଗଡ଼ରେ ବିଶ୍ୱ ଦୃଷ୍ଟି ଦିବସ ପାଳିତ - ଏସ୍.ସି.ଡି ଚକ୍ଷୁ ଚିକିତ୍ସାଳୟ ଓ ଲାୟନ୍ସ କ୍ଲବ ପକ୍ଷରୁ ପକ୍ଷରୁ ଜନସଚେତନତା ରାଲି   (08-Oct-2026)       ||     

HOME   ଜିଲ୍ଲା

ତୈଳଦର ବୃଦ୍ଧି ପ୍ରତିବାଦରେ କଂଗ୍ରେସର ଦସ୍ତଖତ ଅଭିଯାନ

17-Jul-2021



ବଲାଙ୍ଗିର,(ପ୍ରେରଣା ଖବର)- ଅହେତୁକ ତୌଳ ଦର ବୃଦ୍ଧି ସାରା ଦେଶରେ ତିବ୍ର ଜନଅସନ୍ତୋଷ ବୃଦ୍ଧୀ କରିଛି । ପିସିସିର ନିଦ୍ଦ୍ରେଶ କ୍ରମେ ସାରା ରାଜ୍ୟରେ ଏହାର ପ୍ରତିବାଦରେ ଦସ୍ତଖତ ଅଭିଯାନ ଗ୍ରହଣ କରାଯାଇଛି । ସେହି କ୍ରମରେ ଆଜି ବଲାଙ୍ଗିର ଜିଲ୍ଲା ଛାତ୍ର କଂଗ୍ରେସ ସଭାପତି ଆଙ୍କିତ ସାହୁଙ୍କ ନେତୃତ୍ୱରେ ସ୍ଥାନୀୟ ମୂଖ୍ୟ ଡାକଘର ସମ୍ମୁଖରେ ଥିବା ପେଟ୍ରୋଲ ପମ୍ପ ଠାରେ ଛାତ୍ର କଂଗ୍ରେସ ତରଫରୁ ତୈଳଦର ବୃଦ୍ଧୀ ବିରୁଦ୍ଧରେ ନାରାବାଜୀ କରାଯିବା ସହିତ ଜନସାଧାରଣଙ୍କ ଦସ୍ତଖତ ସଂଗ୍ରହ ଅଭିଯାନ ଗ୍ରହଣ କରାଯାଇଛି । ଜିଲ୍ଲା କଂଗ୍ରେସ କମିଟିର ସଂପୁର୍ଣ୍ଣ ସହେଯାଗ କ୍ରମେ ଜିଲ୍ଲା ଛାତ୍ର କଂଗ୍ରେସ  କେନ୍ଦ୍ର ସରକାର ଯଥା ଶିଘ୍ର ତୈଳଦର କମ ନକଲେ ଆଗକୁ ଏହା ଏକ ଜନ ଆନ୍ଦୋଳନର ରୂପ ଦିଆଯିବ ଏବଂ ସେଥି ପାଇଁ ଖୌଦ ସରକାର ଦାୟୀ ରହିବେ ବୋଲି ଛାତ୍ର କଂଗ୍ରେସ ଚେତାଇ ଦେଇଛି । ଆଜିର ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଅଜିତ ମହାନନ୍ଦ, ରୋଶନ ମିଶ୍ର, ଲୋପନ ମିଶ୍ର, ମଧୂ ନାଗ,ଟୁଲୁ ସେନ,ନିରଞ୍ଜନ ମିଶ୍ର, ସୁଭେନ୍ଦୁ ସାହୁ, ଅଞ୍ଚଳ ପଣ୍ଡା, ଗୌରବ ଶର୍ମା, ସୁରେଶ ସିଂ, ଶଙ୍କର ବିଶି, ଅମିତ ମିଶ୍ର, ସୁଜିତ କୁମ୍ଭାର, ଅମିତ କୁମ୍ଭାର ,ତୁଷାର କୁମ୍ଭାର, ରମଣୀ ନାୟକ, କ୍ରିଷ୍ନା ପାତ୍ର, ଜିତେନ ମହାକୁର, ଅଜୟ ନାଗ, ମିଲୁ ସେଠ ଓ ଇମରାନ ଖାନ ପ୍ରମୂଖ ଉପସ୍ଥିତ ଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲିରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ ଶିବିର   09-Oct-2026
  ଜିଲ୍ଲା  
ସରପଞ୍ଚ ସଂଘ ସଭାପତିଙ୍କ ବିରୋଧରେ ଥାନାରେ ମାମଲା   09-Oct-2026
  ଜିଲ୍ଲା  
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   09-Oct-2026
  ଜିଲ୍ଲା  
ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   09-Oct-2026
  ଜିଲ୍ଲା  
*ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   09-Oct-2026
  ରାଜ୍ୟ  
ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   09-Oct-2026
  ରାଜ୍ୟ  
ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   09-Oct-2026
  ଜିଲ୍ଲା  
କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   08-Oct-2026
  ଜିଲ୍ଲା  
କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   08-Oct-2026
  ଜିଲ୍ଲା  
କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ   08-Oct-2026
  ଜିଲ୍ଲା  
ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   08-Oct-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   08-Oct-2026

You Might Also Like