-+91-9937148622 |

prerana_bgr@rediffmail.com |

  Friday 9th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସରପଞ୍ଚ ସଂଘ ସଭାପତିଙ୍କ ବିରୋଧରେ ଥାନାରେ ମାମଲା   (09-Oct-2026)       ||      ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   (09-Oct-2026)       ||      ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   (09-Oct-2026)       ||      *ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ    (08-Oct-2026)       ||      ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   (08-Oct-2026)       ||      ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   (08-Oct-2026)       ||      ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   (08-Oct-2026)       ||      ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   (08-Oct-2026)       ||      ଜାମ୍ବଗୁଡ଼ା ବିଦ୍ୟାଳୟରେ ପ୍ରଥମଥର ବିଦ୍ୟାଳୟସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ   (08-Oct-2026)       ||      ଗଞ୍ଜେଇ ଚାଲାଣ ଅଭିଯୋଗରେ ଅଭିଯୁକ୍ତ ମାନଙ୍କୁ ସଶ୍ରମ କାରାଦଣ୍ଡ ଏବଂ ୧ ଲକ୍ଷ ଟଙ୍କା ଜରିମାନା   (08-Oct-2026)       ||      ବିନିକାରେ ବନ୍ଦ ପାଳନ ସମ୍ପୂର୍ଣ୍ଣ ସଫଳ   (08-Oct-2026)       ||      ଜିଲ୍ଲାସ୍ତରୀୟ ଜାତୀୟ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ଖୋଲାନ ପିଏମଶ୍ରୀ ଅକ୍ତିଆର କଲା ପ୍ରଥମ ସ୍ଥାନ    (08-Oct-2026)       ||      ଟିଟିଲାଗଡ ଉପଖଣ୍ଡ ସ୍ତରୀୟ ଡାକ୍ତରଖାନାରେ ଟିବି ମୁକ୍ତ ଭାରତ ଅଭିଯାନ    (08-Oct-2026)       ||      ଟିଟିଲାଗଡ଼ରେ ବିଶ୍ୱ ଦୃଷ୍ଟି ଦିବସ ପାଳିତ - ଏସ୍.ସି.ଡି ଚକ୍ଷୁ ଚିକିତ୍ସାଳୟ ଓ ଲାୟନ୍ସ କ୍ଲବ ପକ୍ଷରୁ ପକ୍ଷରୁ ଜନସଚେତନତା ରାଲି   (08-Oct-2026)       ||      କଂଗ୍ରେସର ଭାରତ ବନ୍ଦ ଡାକରା: ଡାବୁଗାଁରେ ଆଂଶିକ ସଫଳ   (08-Oct-2026)       ||     

HOME   ଜିଲ୍ଲା

ଲଳିତ ନାୟକ ଶ୍ରମିକ କର୍ମଚାରୀ ମହାସଂଘ ତରଫରୁ ସ୍ୱାସ୍ଥ୍ୟ ସଚେତନା ଅଭିଯାନ

17-Jul-2021



ବଲାଙ୍ଗିର,(ପ୍ରେରଣା ଖବର)- ଲଳିତ ନାୟକ ଶ୍ରମିକ କର୍ମଚାରୀ ମହାସଂଘ ତରଫରୁ ଅଗ୍ରଣୀ ସ୍ୱେଚ୍ଛାସେବୀ ଅନୁଷ୍ଠାନ ସ୍ମାଇଲ ଫର ଅଲର ସହଯୋଗୀତାରେ ସ୍ଥାନୀୟ ଭୀମ ଭୋଇ  ମେଡିକାଲ କଲେଜ ଓ ହସ୍‌ପିଟାଲ ସମ୍ମୁଖରେ ଏକ ସଚେତନତା ଅଭିଯାନ ପାଇଁ ସଭା ଅନୁଷ୍ଠିତ ହୋଇଥିଲା । ଏଥିରେ ମୁଖ୍ୟ ଅତିଥି ଭାବରେ ମେଡିକାଲ ଅଧିକ୍ଷକ ଡା. ମହେନ୍ଦ୍ର କୁମାର ନାଏକ, ସମ୍ମାନିତ ଅତିଥି ଭାବରେ ଅତିରିକ୍ତ ମୁଖ୍ୟ ଚିକିତ୍ସାଧିକାରୀ ଡା. ପ୍ରଭାତ କୁମାର ରଥ ଓ ଟାଉନ ଅଧିକାରୀ ପ୍ରିୟଙ୍କା ରାଉତରାୟ ଯୋଗ ଦେଇଥିଲେ । ପ୍ରଥମେ ବିଶିଷ୍ଟ ମାହାନ ସମାଜସେବୀ ସ୍ୱର୍ଗତ ଲଳିତ ନାୟକଙ୍କ ଫଟୋଚିତ୍ରରେ ଅତିଥିବୃନ୍ଦ ମାଲ୍ୟାର୍ପଣ କରି ପ୍ରଦୀପ ପ୍ରଜ୍ଜଳନ କରିଥିଲେ । ମହାସଂଘ ତରଫରୁ ଆରମ୍ଭ କରାଯାଇଥିବା କାର୍ଯ୍ୟକୁ ତଥା ସ୍ମାଇଲ ଫର ଅଲ୍ ଅନୁଷ୍ଠାନର କର୍ମକର୍ତ୍ତାମାନଙ୍କୁ ପ୍ରଶଂସା କରିଥିଲେ ଓ ସମସ୍ତ ପ୍ରକାର ସାହାଯ୍ୟ ସହଯୋଗ ଯୋଗାଇ ଦେବାକୁ ପ୍ରତିଶୃତି ଦେଇଥିଲେ । ଆଇ.ଆଇ.ସି ମହାଶୟାଙ୍କୁ ଅନୁରୋଧ କରାଯାଇଥିଲା ଯେ ବିଭିନ୍ନ ସମୟରେ ପେଟ୍ରୋଲିଂ କରି ଅମାନିଆଁ ମାନଙ୍କୁ ଧରପକଡ କରି ଦଣ୍ଡଦେବା ପାଇଁ । ପ୍ରତ୍ୟୁତ୍ତରରେ ଶ୍ରୀମତୀ ରାଉତରାୟ କହିଥିଲେ ଯେ କୌଣସି ସମୟରେ ଅସୁବିଧା ହେଲେ ଟେଲିଫୋନ ମାଧ୍ୟମରେ ଜଣାଇବେ ଓ ବିହିତ କାର୍ଯ୍ୟାନୁଷ୍ଠାନ ନିଶ୍ଚୟ ଗ୍ରହଣ କରାଯିବ । ସର୍ବ ପ୍ରଥମେ ମହା ସଂଘର ମହାସଚିବ ପ୍ରଭାକର ମିଶ୍ର ସ୍ପଷ୍ଟ ଭାବରେ ସଚେତନତା ଅଭିଯାନ ବାବଦରେ ସମସ୍ତଙ୍କୁ ଅବଗତ କରିଥିଲେ । ଏହି କାର୍ଯ୍ୟକ୍ରମରେ ଉପାଧ୍ୟକ୍ଷଦ୍ୱୟ ରତନ କୁମାର ମହାରଣା ଓ ପ୍ରଭାସ ପାଣିଗ୍ରାହୀ, ମୁଖ୍ୟ ଉପଦେଷ୍ଟା ପଦ୍ମ ଚରଣ ଆଚାର୍ଯ୍ୟ, ଉପଦେଷ୍ଟାମାନେ ଶ୍ରୀୟାକାନ୍ତ ପାଣିଗ୍ରାହୀ, ବରଞ୍ôଚ ହୋତା, ମନୋରଂଜନ ମିଶ୍ର, ସଂଗଠନ ସଂପାଦକ ସୁନିଲ ଚନ୍ଦ୍ର ବିଶ୍ୱାଲ, ସଭ୍ୟ କିଶୋର ମିଶ୍ର, ଲମ୍ବୋଦର ସାଏ, ବୁବୁନ ନାୟକ, ସୋମନାଥ ମିଶ୍ର, ବିବେକା ନନ୍ଦ ପଟେଲ ଓ ସ୍ମାଇଲ ଫର ଅଲ ଅନୁଷ୍ଠାନର ସଭାପତି ସତ୍ୟବ୍ରତ ସାହାଣୀ, ସଂପାଦକ ସଂଜିବ ସାହୁ, ଉପଦେଷ୍ଟା ଅମୁଲ୍ୟ ସେଠ, ସଭ୍ୟ ସୁଜିତ ଚନ୍ଦନ, ଶିବୁ  ବଗର୍ତ୍ତି, ସୌଭାଗ୍ୟ ବେହେରା, ରବି ଚାନ୍ଦ, ବିକାଶ ବିଶ୍ୱାଲ, ବଣ୍ଟି ଘିଭେଲା, ରାମ ବଗର୍ତ୍ତୀ, ରବିନ୍ଦ୍ର ଜାଲ, ପ୍ରଶାନ୍ତ ବିଶି, ମିକି ନାଏକ, ରାହୁଲ ନନ୍ଦ, ଆକାଶ ନାଏକ, ସୁବ୍ରତ ପ୍ରଭାତ ମିଶ୍ର, ସୁଦର୍ଶନ ଚିରଗୁନ, ରୋହିତ ପ୍ରଧାନ, ସଞ୍ଜୁ ନାଏକ, ସୌଦାମିନୀ ମିଶ୍ର, ରଞ୍ଜୁ ନାଏକ ଓ ରେଳ ଉପଭୋକ୍ତା ସଂଘର ସାଧାରଣ ସଂପାଦକ ଗୋପବନ୍ଧୁ ପୁରୋହିତ ଉପସ୍ଥିତ ଥିଲେ । ଶେଷରେ ନାଗରିକ କମିଟିର ବରିଷ୍ଠ ସଦସ୍ୟ ବିଷ୍ଣୁ ପ୍ରସାଦ କେଡିଆ ସମସ୍ତଙ୍କୁ ଉଦ୍‌ବୋଧନ ଦେଇ ଧନ୍ୟବାଦ ଅର୍ପଣ କରିଥିଲେ ।
 


News Comment




Photo in News

Advertisment
Lastest News
  ଜିଲ୍ଲା  
ସରପଞ୍ଚ ସଂଘ ସଭାପତିଙ୍କ ବିରୋଧରେ ଥାନାରେ ମାମଲା   09-Oct-2026
  ଜିଲ୍ଲା  
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   09-Oct-2026
  ଜିଲ୍ଲା  
ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   09-Oct-2026
  ଜିଲ୍ଲା  
*ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   09-Oct-2026
  ରାଜ୍ୟ  
ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   09-Oct-2026
  ରାଜ୍ୟ  
ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   09-Oct-2026
  ଜିଲ୍ଲା  
କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   08-Oct-2026
  ଜିଲ୍ଲା  
କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   08-Oct-2026
  ଜିଲ୍ଲା  
କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ   08-Oct-2026
  ଜିଲ୍ଲା  
ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   08-Oct-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   08-Oct-2026
  ଜିଲ୍ଲା  
ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   08-Oct-2026

You Might Also Like