-+91-9937148622 |

prerana_bgr@rediffmail.com |

  Friday 9th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   (09-Oct-2026)       ||      ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   (09-Oct-2026)       ||      *ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ    (08-Oct-2026)       ||      ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   (08-Oct-2026)       ||      ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   (08-Oct-2026)       ||      ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   (08-Oct-2026)       ||      ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   (08-Oct-2026)       ||      ଜାମ୍ବଗୁଡ଼ା ବିଦ୍ୟାଳୟରେ ପ୍ରଥମଥର ବିଦ୍ୟାଳୟସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ   (08-Oct-2026)       ||      ଗଞ୍ଜେଇ ଚାଲାଣ ଅଭିଯୋଗରେ ଅଭିଯୁକ୍ତ ମାନଙ୍କୁ ସଶ୍ରମ କାରାଦଣ୍ଡ ଏବଂ ୧ ଲକ୍ଷ ଟଙ୍କା ଜରିମାନା   (08-Oct-2026)       ||      ବିନିକାରେ ବନ୍ଦ ପାଳନ ସମ୍ପୂର୍ଣ୍ଣ ସଫଳ   (08-Oct-2026)       ||      ଜିଲ୍ଲାସ୍ତରୀୟ ଜାତୀୟ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ଖୋଲାନ ପିଏମଶ୍ରୀ ଅକ୍ତିଆର କଲା ପ୍ରଥମ ସ୍ଥାନ    (08-Oct-2026)       ||      ଟିଟିଲାଗଡ ଉପଖଣ୍ଡ ସ୍ତରୀୟ ଡାକ୍ତରଖାନାରେ ଟିବି ମୁକ୍ତ ଭାରତ ଅଭିଯାନ    (08-Oct-2026)       ||      ଟିଟିଲାଗଡ଼ରେ ବିଶ୍ୱ ଦୃଷ୍ଟି ଦିବସ ପାଳିତ - ଏସ୍.ସି.ଡି ଚକ୍ଷୁ ଚିକିତ୍ସାଳୟ ଓ ଲାୟନ୍ସ କ୍ଲବ ପକ୍ଷରୁ ପକ୍ଷରୁ ଜନସଚେତନତା ରାଲି   (08-Oct-2026)       ||      କଂଗ୍ରେସର ଭାରତ ବନ୍ଦ ଡାକରା: ଡାବୁଗାଁରେ ଆଂଶିକ ସଫଳ   (08-Oct-2026)       ||      ଚାରି ଦଫା ଦାବି କୁ ନେଇ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ରେ ବଲାଙ୍ଗୀର ବନ୍ଦ କୁ ମିଳିଲା ସମ୍ପୂର୍ଣ୍ଣ ସମର୍ଥନ    (08-Oct-2026)       ||     

HOME   ଶି‍କ୍ଷା ଓ ନିଯୁକ୍ତି

ଏନ୍‌ଟିଏସ୍‌ଇ ଷ୍ଟେଜ୍‌-୨ ରେ ବିକାଶ ଛାତ୍ର ସାତ୍ୱିକ୍ ଓ ଅବକାଶ ଙ୍କ କୃତିତ୍ୱ

17-Jul-2021



ବରଗଡ଼(ମୁକୁନ୍ଦ ଦାସ): ଜାତୀୟସ୍ତରୀୟ ଏନ୍‌ଟିଏସ୍‌ଇ ୨୦୨୦-୨୧ ଷ୍ଟେଜ୍‌-୨ ରେ ବିକାଶ ଆବାସିକ ବିଦ୍ୟାଳୟ, ବରଗଡ଼ର ଦ୍ୱାଦଶ ଶ୍ରେଣୀ ବିଜ୍ଞାନ ଛାତ୍ର ସାତ୍ୱିକ ସଙ୍କଳ୍ପ ଖମାରୀ ଏବଂ ଭୁବନେଶ୍ୱର ଶାଖାର ଅବକାଶ ମେହେର କୃତିତ୍ୱ ଅର୍ଜନ କରି ବିଦ୍ୟାଳୟ ପାଇଁ ଗୌରବ ଆଣିଛନ୍ତି ବୋଲି ଶିକ୍ଷାନୁଷ୍ଠାନର ଡାଇରେକ୍ଟର ଏକାଡେମିକ୍ସ୍ ଶ୍ରୀ ଜି.ରାମକ୍ରୀଷ୍ଣା ପ୍ରକାଶ କରିଛନ୍ତି । ଏନ୍‌ଟିଏସ୍‌ଇ ଷ୍ଟେଜ୍‌-୨ ରେ ଏହା ବିକାଶ ର କ୍ରମାଗତ ସ‘ଳତା ବୋଲି ବିକାଶ ଗ୍ରୁପ୍‌ର ଚେୟାରମେନ୍ ଶ୍ରୀ ଡି.ମୂରଲୀ କ୍ରୀଷ୍ଣା କହିବା ସହିତ ବିକାଶ ରେ ଚାଲିଥିବା ଆଇଆଇଟି-ଅଲମ୍ପିଆଡ୍ ଏକାଡେମି ର ପ୍ରୟାସ ଏବଂ ଏନ୍‌ଟିଏସ୍‌ଇ ର ସ୍ୱତନ୍ତ୍ର ଶିକ୍ଷାଦାନ ବ୍ୟବସ୍ଥା ପାଇଁ ସ୍କୁଲ୍‌ର ସେକେଣ୍ଡାରୀ ଶିକ୍ଷକ-ଶିକ୍ଷୟିତ୍ରୀମାନଙ୍କୁ ତଥା ସାତ୍ୱିକ୍ ଓ ଅବକାଶ ଙ୍କୁ ପ୍ରଶଂସା କରିଛନ୍ତି । ବିକାଶ ଗ୍ରୁପ୍‌ର ଏକ୍‌ଜିକ୍ୟୁଟିଭ୍ ଡାଇରେକ୍ଟର ଶ୍ରୀ ଡି.ନାଗେଶ୍ୱର ରାଓ ସାତ୍ୱିକ୍ ଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିବା ସହିତ ବିକାଶ ଇନ୍‌ଷ୍ଟିଚ୍ୟୁଟ୍ ଅ‘୍ ଇଞ୍ଜିନିୟରିଂ ରେ ଏସିଷ୍ଟାଣ୍ଟ୍ ପ୍ରେ‘ସର୍ ଭାବରେ କାର୍ଯ୍ୟରତ ସାତ୍ୱିକ୍‌ଙ୍କ ପିତା ଶ୍ରୀ ଦିଲ୍ଲୀପ ଖମାରୀ ଓ ସମ୍ବଲପୁର ମହିଳା ମହାବିଦ୍ୟାଳୟରେ ମନୋବିଜ୍ଞାନ ଅ୍ମାପିକା ଭାବରେ କାର୍ଯ୍ୟରତ ମାତା ଶ୍ରୀମତୀ ମୋନାଲିସା ପ୍ରଧାନ ଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ସାତ୍ୱିକ୍ ଏଲ୍‌ଜେଜି ରୁ ବିକାଶ ରେ ପଢ଼ିଆସୁଛନ୍ତି ଏବଂ ସହୋଦୟ ମ୍ୟାଥ୍ ଓ ଏସ୍‌ଓଏ‘୍ ସାଇନ୍ସ୍ ଅଲମ୍ପିଆଡ୍ ରେ ବିଭିନ୍ନ ମେଡାଲ୍ ଲାଭ କରିବା ସଙ୍ଗେ ସଙ୍ଗେ କ୍ୱିଜ୍ ଏବଂ ବିଦ୍ୟାର୍ଥୀ ବିଜ୍ଞାନ ମନ୍ଥନ ଦ୍ୱାରା ଆୟୋଜିତ ରାଜ୍ୟସ୍ତରୀୟ ପ୍ରବନ୍ଧ ଓ ପୋଷ୍ଟର୍ ପ୍ରତିଯୋଗିତାରେ ମ୍ମ ତାଙ୍କର କୃତିତ୍ୱ ରହିଥିବା ଆବାସିକ ବିଦ୍ୟାଳୟର ଅ୍ମକ୍ଷ ଶ୍ରୀ ଶିଶିର ପ୍ରସାଦ ରାଉଳ ପ୍ରକାଶ କରିଛନ୍ତି । ମ୍ୟାନେଜିଂ ଡାଇରେକ୍ଟର ଶ୍ରୀ ଜି.ଭାସ୍କର ରାଓ, ଏକ୍‌ଜିକ୍ୟୁଟିଭ୍ ଡାଇରେକ୍ଟର ଶ୍ରୀ ଭି.ଶ୍ରୀନିବାସ, ଡାଇରେକ୍ଟର ଏଡ୍‌ମିନିଷ୍ଟ୍ରେସନ୍ ଶ୍ରୀ ଡି.ବିବେକ, ଡାଇରେକ୍ଟର ଡ.ସମରେନ୍ଦ୍ର ନାଥ ପଣ୍ଡା ଛାତ୍ରଙ୍କ କୃତୀତ୍ୱକୁ ପ୍ରଶଂସା କରିବା ସହିତ ଏହିପରି ସ‘ଳତା ଆଗାମୀ ଦିନରେ ବିକାଶର ଏନ୍‌ଟିଏସ୍‌ଇ ଏବଂ ଅଲମ୍ପିଆଡ୍ କୋଚିଂ ବ୍ୟବସ୍ଥାକୁ ଆହୁରି ସୁଦୃଢ଼ କରିବାର ପ୍ରୟାସକୁ ତ୍ୱରାନ୍ୱିତ କରିବ ବୋଲି ଆଶା ପ୍ରକାଶ କରିଛନ୍ତି । ସାତ୍ୱିକ୍ ବର୍ତମାନ ଦ୍ୱାଦଶ ଶ୍ରେଣୀ ପାଠପଢ଼ା ସହିତ ଆଇଆଇଟି-ଏଡ୍‌ଭାନ୍ସ୍‌ଡ୍ ପରୀକ୍ଷା ପାଇଁ ପ୍ରସ୍ତୁତି ଜାରି ରଖିଛନ୍ତି । ସାତ୍ୱିକ୍ ଆଇଆଇଟି ରେ କମ୍ପ୍ୟୁଟର୍ ସାଇନ୍ସ୍ ପଢ଼ି ଇସ୍ରୋ ରେ ନିଜର କ୍ୟାରିୟର୍ ଗଢ଼ିବା ପାଇଁ ଲକ୍ଷ୍ୟ ରଖିଛନ୍ତି । ଉପା୍ମକ୍ଷ (ସେକେଣ୍ଡାରୀ) ଶ୍ରୀ ପ୍ରଦୀପ କୁମାର ସାହୁ ଓ ଉପା୍ମକ୍ଷ (ସିନିୟର୍ ସେକେଣ୍ଡାରୀ) ଶ୍ରୀ ଚିତରଞ୍ଜନ ପତି ତଥା ସମସ୍ତ ଶିକ୍ଷକ-ଶିକ୍ଷୟିତ୍ରୀ ସାତ୍ୱିକ୍ ଓ ଅବକାଶ ଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । 


News Comment




Photo in News

Advertisment
Lastest News
  ଜିଲ୍ଲା  
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   09-Oct-2026
  ଜିଲ୍ଲା  
ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   09-Oct-2026
  ଜିଲ୍ଲା  
*ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   09-Oct-2026
  ରାଜ୍ୟ  
ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   09-Oct-2026
  ରାଜ୍ୟ  
ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   09-Oct-2026
  ଜିଲ୍ଲା  
କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   08-Oct-2026
  ଜିଲ୍ଲା  
କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   08-Oct-2026
  ଜିଲ୍ଲା  
କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ   08-Oct-2026
  ଜିଲ୍ଲା  
ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   08-Oct-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   08-Oct-2026
  ଜିଲ୍ଲା  
ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   08-Oct-2026
  ଜିଲ୍ଲା  
ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   08-Oct-2026

You Might Also Like

           
  ଶି‍କ୍ଷା ଓ ନିଯୁକ୍ତି  

୯୩% ମାର୍କ ରଖ୍ ସଫଳତା ପାଇଲେ ସନ୍ଦୀପ

           
  ଶି‍କ୍ଷା ଓ ନିଯୁକ୍ତି  

ଆଜିଠାରୁ ହେବ ସକାଳୁଆ ସ୍କୁଲ