-+91-9937148622 |

prerana_bgr@rediffmail.com |

  Friday 9th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   (09-Oct-2026)       ||      ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   (09-Oct-2026)       ||      *ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ    (08-Oct-2026)       ||      ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   (08-Oct-2026)       ||      ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   (08-Oct-2026)       ||      ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   (08-Oct-2026)       ||      ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   (08-Oct-2026)       ||      ଜାମ୍ବଗୁଡ଼ା ବିଦ୍ୟାଳୟରେ ପ୍ରଥମଥର ବିଦ୍ୟାଳୟସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ   (08-Oct-2026)       ||      ଗଞ୍ଜେଇ ଚାଲାଣ ଅଭିଯୋଗରେ ଅଭିଯୁକ୍ତ ମାନଙ୍କୁ ସଶ୍ରମ କାରାଦଣ୍ଡ ଏବଂ ୧ ଲକ୍ଷ ଟଙ୍କା ଜରିମାନା   (08-Oct-2026)       ||      ବିନିକାରେ ବନ୍ଦ ପାଳନ ସମ୍ପୂର୍ଣ୍ଣ ସଫଳ   (08-Oct-2026)       ||      ଜିଲ୍ଲାସ୍ତରୀୟ ଜାତୀୟ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ଖୋଲାନ ପିଏମଶ୍ରୀ ଅକ୍ତିଆର କଲା ପ୍ରଥମ ସ୍ଥାନ    (08-Oct-2026)       ||      ଟିଟିଲାଗଡ ଉପଖଣ୍ଡ ସ୍ତରୀୟ ଡାକ୍ତରଖାନାରେ ଟିବି ମୁକ୍ତ ଭାରତ ଅଭିଯାନ    (08-Oct-2026)       ||      ଟିଟିଲାଗଡ଼ରେ ବିଶ୍ୱ ଦୃଷ୍ଟି ଦିବସ ପାଳିତ - ଏସ୍.ସି.ଡି ଚକ୍ଷୁ ଚିକିତ୍ସାଳୟ ଓ ଲାୟନ୍ସ କ୍ଲବ ପକ୍ଷରୁ ପକ୍ଷରୁ ଜନସଚେତନତା ରାଲି   (08-Oct-2026)       ||      କଂଗ୍ରେସର ଭାରତ ବନ୍ଦ ଡାକରା: ଡାବୁଗାଁରେ ଆଂଶିକ ସଫଳ   (08-Oct-2026)       ||      ଚାରି ଦଫା ଦାବି କୁ ନେଇ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ରେ ବଲାଙ୍ଗୀର ବନ୍ଦ କୁ ମିଳିଲା ସମ୍ପୂର୍ଣ୍ଣ ସମର୍ଥନ    (08-Oct-2026)       ||     

HOME   ଜିଲ୍ଲା

ଦରଦାମ ବୃଦ୍ଧି ନେଇ ସରକାର ତୁରନ୍ତ ପଦକ୍ଷେପ ନ କଲେ ଆଗାମୀ ଦିନରେ ତୀବ୍ର ଆନ୍ଦୋଳନ କରାଯିବ ।

17-Jul-2021



ବଲାଙ୍ଗୀର:(ପ୍ରେରଣା ଖବର) ସାରା ଦେଶରେ ଦିନକୁଦିନ ପେଟ୍ରୋଲ, ଡିଜେଲ, ରନ୍ଧନ ଗ୍ୟାସ ଓ ନିତ୍ୟବ୍ୟବହାର୍ଯ୍ୟ ସାମଗ୍ରୀର ମୂଲ୍ୟ ହୁ ହୁ ହୋଇ ବୃଦ୍ଧି ପାଇଚାଲିଛି । ଏପରି କି କୋଭିଡ-୧୯ କଟକଣା ସତ୍ୱେ ଏଭଳି ଦରବୃଦ୍ଧି ନେଇ ଆନ୍ଦୋଳନ ଜୋରଦାର କରାଯିବ ବୋଲି ବରିଷ୍ଠ କଂଗ୍ରେସ ଦଳ ନେତା ସୁରେନ୍ଦ୍ର ସିଂ ଭୋଇ ପ୍ରକାଶ କରିଛନ୍ତି ।   ସେଥିପାଇଁ ଏହାର ପ୍ରତିବାଦରେ ଆଜି ବଲାଙ୍ଗିର ଜିଲ୍ଲା ସଇଁନ୍ତଳା କଂଗ୍ରେସ ଦଳ ପକ୍ଷରୁ ସ୍ଥାନୀୟ ପେଟ୍ରୋଲ ପମ୍ପଠାରେ ବରିଷ୍ଠ କଂଗ୍ରେସ ନେତା ସୁରେନ୍ଦ୍ର ସିଂ ଭୋଇଙ୍କ ନେତୃତ ଓ ସଇଁନ୍ତଳା ବ୍ଲକ କଂଗ୍ରେସ ସଭାପତି ଗୁଣସାଗର ମାଝୀଙ୍କ ସଭାପତିତ୍ୱରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଅନ୍ୟପଟେ କଂଗ୍ରେସ ଦଳ ପକ୍ଷରୁ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଦସ୍ତଖସ୍ତ ସଂଗ୍ରହ ଅଭିଯାନ କାର୍ଯ୍ୟକ୍ରମ ମଧ୍ୟ ଅନୁଷ୍ଠିତ ହୋଇଛି । ଏଥିରେ ଟିଟିଲାଗଡ଼ ନିର୍ବାଚନ ମଣ୍ଡଳୀ ମିଡିଆସେଲ ସଂଯୋଜକ ସୁବ୍ରତ ବେହେରା, ପୂର୍ବତନ ସରପଞ୍ଚ ମୁକୁନ୍ଦ ନାଗ, ଚନ୍ଦ୍ର ଚନ୍ଦନ ଓ ବେଲଗାଁ ସମିତି ସଭ୍ୟ ଦିପକ ଅଗ୍ରୱାଲ ସମେତ ଶତାଧିକ କଂଗ୍ରେସ କର୍ମୀ ସାମିଲ ହୋଇଥିଲେ । ଏହି ଦରବୃଦ୍ଧି ନେଇ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଉଚିତ ପଦକ୍ଷେପ ଯଥାଶୀଘ୍ର ନ ନେଲେ ଆଗାମୀ ଦିନରେ ବ୍ୟାପକ ଆନ୍ଦୋଳନ କରି ସରକାରୀ କଳ ଅଚଳ କରିଦିଆଜିବ ବୋଲି କୁହାଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   09-Oct-2026
  ଜିଲ୍ଲା  
ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   09-Oct-2026
  ଜିଲ୍ଲା  
*ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   09-Oct-2026
  ରାଜ୍ୟ  
ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   09-Oct-2026
  ରାଜ୍ୟ  
ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   09-Oct-2026
  ଜିଲ୍ଲା  
କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   08-Oct-2026
  ଜିଲ୍ଲା  
କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   08-Oct-2026
  ଜିଲ୍ଲା  
କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ   08-Oct-2026
  ଜିଲ୍ଲା  
ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   08-Oct-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   08-Oct-2026
  ଜିଲ୍ଲା  
ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   08-Oct-2026
  ଜିଲ୍ଲା  
ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   08-Oct-2026

You Might Also Like