-+91-9937148622 |

prerana_bgr@rediffmail.com |

  Friday 9th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   (09-Oct-2026)       ||      ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   (09-Oct-2026)       ||      *ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ    (08-Oct-2026)       ||      ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   (08-Oct-2026)       ||      ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   (08-Oct-2026)       ||      ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   (08-Oct-2026)       ||      ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   (08-Oct-2026)       ||      ଜାମ୍ବଗୁଡ଼ା ବିଦ୍ୟାଳୟରେ ପ୍ରଥମଥର ବିଦ୍ୟାଳୟସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ   (08-Oct-2026)       ||      ଗଞ୍ଜେଇ ଚାଲାଣ ଅଭିଯୋଗରେ ଅଭିଯୁକ୍ତ ମାନଙ୍କୁ ସଶ୍ରମ କାରାଦଣ୍ଡ ଏବଂ ୧ ଲକ୍ଷ ଟଙ୍କା ଜରିମାନା   (08-Oct-2026)       ||      ବିନିକାରେ ବନ୍ଦ ପାଳନ ସମ୍ପୂର୍ଣ୍ଣ ସଫଳ   (08-Oct-2026)       ||      ଜିଲ୍ଲାସ୍ତରୀୟ ଜାତୀୟ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ଖୋଲାନ ପିଏମଶ୍ରୀ ଅକ୍ତିଆର କଲା ପ୍ରଥମ ସ୍ଥାନ    (08-Oct-2026)       ||      ଟିଟିଲାଗଡ ଉପଖଣ୍ଡ ସ୍ତରୀୟ ଡାକ୍ତରଖାନାରେ ଟିବି ମୁକ୍ତ ଭାରତ ଅଭିଯାନ    (08-Oct-2026)       ||      ଟିଟିଲାଗଡ଼ରେ ବିଶ୍ୱ ଦୃଷ୍ଟି ଦିବସ ପାଳିତ - ଏସ୍.ସି.ଡି ଚକ୍ଷୁ ଚିକିତ୍ସାଳୟ ଓ ଲାୟନ୍ସ କ୍ଲବ ପକ୍ଷରୁ ପକ୍ଷରୁ ଜନସଚେତନତା ରାଲି   (08-Oct-2026)       ||      କଂଗ୍ରେସର ଭାରତ ବନ୍ଦ ଡାକରା: ଡାବୁଗାଁରେ ଆଂଶିକ ସଫଳ   (08-Oct-2026)       ||      ଚାରି ଦଫା ଦାବି କୁ ନେଇ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ରେ ବଲାଙ୍ଗୀର ବନ୍ଦ କୁ ମିଳିଲା ସମ୍ପୂର୍ଣ୍ଣ ସମର୍ଥନ    (08-Oct-2026)       ||     

HOME   ଜିଲ୍ଲା

କୃଷି ମନ୍ତ୍ରୀ ଙ୍କ ଚିପିଲିମା ମତ୍ସ୍ୟ ଜାଆଁଳା ଉତ୍ପାଦନ କେନ୍ଦ୍ର ଗସ୍ତ, ଉନ୍ନୟନ କାର୍ଯ୍ୟର ସମୀକ୍ଷା, ବିଧାୟକ ଙ୍କୁ ଡକାନ ଯିବାରୁ ବିଜେପି କର୍ମୀଙ୍କ ମଧ୍ୟରେ ଅସନ୍ତୋଷ I

17-Jul-2021



ଗୋଶାଳା(ସଂଜୀବପାଣିଗ୍ରାହୀଙ୍କରିପୋର୍ଟ): ରାଜ୍ୟ କୃଷି ,ମତ୍ସ ଓ ପ୍ରାଣୀ ସମ୍ପଦ ତଥା ଉଚ୍ଚ ଶିକ୍ଷା ମନ୍ତ୍ରୀ ଅରୁଣ ସାହୁ ଶୁକ୍ରବାର ଚିପିଲିମା ସ୍ଥିତ ମତ୍ସ ଜାଆଁଳ ଉତ୍ପାଦନ କେନ୍ଦ୍ର ର ପରିଦର୍ଶନ କରି ପ୍ରାୟ ୮କୋଟି ଟଙ୍କା ବ୍ୟୟ ଅଟକଳ ମଧ୍ୟରେ ଚାଲିଥିବା ଉନ୍ନୟନ କାର୍ଯ୍ୟର ସମୀକ୍ଷା କରି ଫେରିଛନ୍ତି I ମନ୍ତ୍ରୀ ଶ୍ରୀ ସାହୁ ଚିପିଲିମା ପହଞ୍ଚି ଗାଡିରୁ ଓଳ୍ହାଇବା ସମୟର ଗୋଶାଳା ବିଜପି ମଣ୍ଡଳ ସଭାପତି ଦେବେନ୍ଦ୍ର ନାୟକ ମନ୍ତ୍ରୀଙ୍କୁ ଉପଢୌକନ ଦେଇ ସ୍ବାଗତ କରିଥିବାବେଳେ,ସ୍ଥାନୀୟ  ବିଧାୟକ ନାଉରୀ ନାୟକଙ୍କୁ ଆଜିର କାର୍ଯ୍ୟକ୍ରମରେ ନ ଡାକିବା ଘଟଣାକୁ ନେଇ ବିଜେପି କର୍ମୀମାନେ କ୍ଷୋଭ ପ୍ରକାଶ କରିଥିଲେ I ପରେ ପରେ,ବିଜେପି କୃଷକ ମୋର୍ଚ୍ଚା ଜିଲା ସଭାପତି ସମୀର ରଞ୍ଜନ ବାବୁ ଚାଷୀଙ୍କ ବିଭିନ୍ନ ସମସ୍ୟା ନେଇ ମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଥିବାବେଳେ, ବିଭାଗୀୟ ଅଧିକାରୀଙ୍କ ବିନା ଅନୁମତିରେ ବେଆଇନ ଭାବରେ ପାଓ୍ବାର ଚ୍ୟାନାଲ ଆଡି କୁ କାଟି ପାଣି ନେବା ଘଟଣା ଆଗାମୀ ଦିନରେ ଏହି ଅଞ୍ଚଳ ପାଇଁ ବଡ ବିପଦ ସାଜିପାରେ ବୋଲି ମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ I ଏଥିରେ ମନ୍ତ୍ରୀ ଶ୍ରୀ ସାହୁ ଜ଼ିଲ୍ଲାପାଳ ଙ୍କ ସହ ଆଲୋଚନା କରି ପଦକ୍ଷେପ ନିଆଯିବ କହି ଆଶ୍ବାସନା ଦେଇଥିଲେ I ଏହା ପରେ ନିର୍ମାଣାଧିନ ଫାର୍ମ ପୋଖରୀ ର ସମୀକ୍ଷା କରି ପୂର୍ବରୁ ୨୦ କୋଟି ମତ୍ସ୍ୟ ଜାଆଁଳ ଉତ୍ପାଦନ ହେଉଥିଲା କିନ୍ତୁ ଏବେ ପୋଖରୀ ଉନ୍ନୟନ କାର୍ଯ୍ୟ ପରେ ୫୦ କୋଟି ଗୁଣ୍ଡ ମତ୍ସ୍ୟ ଜାଆଁଳ ଉତ୍ପାଦନ ହୋଇପାରିବ ଏବଂ ଚାଷୀ ଉପକୃତ ହୋଇପାରିବେ ବୋଲି କହିଥିଲେ I ମନ୍ତ୍ରୀ ଅରୁଣ ସାହୁ ଙ୍କ ପରିଦର୍ଶନ ସମୟରେ ବିଭାଗୀୟ କମିଶନର ଆର.ରଘୁ ପ୍ରସାଦ, ନିର୍ଦ୍ଧେଶକ ସ୍ମୃତିରଞ୍ଜନ ପ୍ରଧାନ,ଡେପୁଟି ଡାଇରେକ୍ଟର ବ୍ରଜ ପ୍ରସାଦ ଦ୍ବିବେଦୀ,ଡିଏଫଓ ସୁରେନ୍ଦ୍ର କାଲୋ,ଚିପିଲିମା  ପରିଚାଳକ ଫଗୁଲାଲ ମହାନନ୍ଦ, ପ୍ରମୁଖ ଉପସ୍ଥିତ ଥିଲେ I ଏହା ପରେ ମନ୍ତ୍ରୀ ଗୋଶାଳା ସ୍ଥିତ ରାଜ୍ୟ ପ୍ରାଣୀ ଓ ପ୍ରଜନନ (ଏସଏଲବି) ଫାର୍ମ ପରିଦର୍ଶନ କରି  ଉନ୍ନୟନ କାର୍ଯ୍ୟ କରାଯିବା ଦିଗରେ ପଦକ୍ଷେପ ନିଆଯିବ ବୋଲି ଆଶ୍ବାସନା ଦେଇଥିଲେ I


News Comment




Photo in News

Advertisment
Lastest News
  ଜିଲ୍ଲା  
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   09-Oct-2026
  ଜିଲ୍ଲା  
ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   09-Oct-2026
  ଜିଲ୍ଲା  
*ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   09-Oct-2026
  ରାଜ୍ୟ  
ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   09-Oct-2026
  ରାଜ୍ୟ  
ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   09-Oct-2026
  ଜିଲ୍ଲା  
କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   08-Oct-2026
  ଜିଲ୍ଲା  
କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   08-Oct-2026
  ଜିଲ୍ଲା  
କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ   08-Oct-2026
  ଜିଲ୍ଲା  
ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   08-Oct-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   08-Oct-2026
  ଜିଲ୍ଲା  
ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   08-Oct-2026
  ଜିଲ୍ଲା  
ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   08-Oct-2026

You Might Also Like